ରାଜ୍ୟ

କୁନ୍ଦୁଲି ଗଣବଳାତ୍କାର ମାମଲା: ହାଇକୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କଲା ଏସ୍‌ଆଇଟି

କଟକ ଅଫିସ,୧୬।୧୨: କୁନ୍ଦୁଲି ଗଣବଳାତ୍କାର ଘଟଣାର ତଦନ୍ତ ପାଇଁ ଗଠିତ ଏସ୍‌ଆଇଟି ସୋମବାର ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ କରିଛି। ସିଲ୍‌ କଭର ମଧ୍ୟରେ ଏହି ରିପୋର୍ଟ ଦାଖଲ କରାଯାଇଛି। ଖୁବ୍‌ଶୀଘ୍ର ତଦନ୍ତ ଶେଷ ହେବ ବୋଲି ଜଣାପଡ଼ିଛି। ଆସନ୍ତା...

ନିଷିଦ୍ଧାଞ୍ଚଳରେ ଫଟୋ ଉଠାଇ ଚର୍ଚ୍ଚାରେ ଅଭିନେତ୍ରୀ

ସମ୍ବଲପୁର,୧୬।୧୨(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ନିଷିଦ୍ଧାଞ୍ଚଳରେ ଫଟୋ ଏବଂ ଭିଡିଓ କରି ଫସିଯାଇଛନ୍ତି ଓଲିଉଡ୍‌ର ୩ ଅଭିନେତ୍ରୀ। ଏହି ଫଟୋ ଏବଂ ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଭାଇରାଲ ଭିଡିଓରେ ଥିବା ଏହି ଅଭିନେତ୍ରୀ ହେଲେ...

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୫୦ ବଖରା ଘର, ୨୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ

ପୁରୁଷୋତ୍ତମପୁର, ୧୬।୧୨(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ସୁନାଥର ଗ୍ରାମରେ ସୋମବାର ଭୋର ସକାଳ ସମୟ ପ୍ରାୟ ୫ଟା ସମୟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩୦ଟି ପରିବାରରର ୫୦ ବଖରା ଘର ସମ୍ପୁର୍ଣ୍ଣ ରୂପେ ପୋଡିଯାଇଛି...

ଶ୍ରୀମନ୍ଦିରରେ ପହିଲି ଭୋଗ ଆରମ୍ଭ

ପୁରୀ ଅଫିସ,୧୬।୧୨: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ସୋମବାର ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ମହାପ୍ରଭୁଙ୍କ ପହଲି ଭୋଗ ନୀତି ଧନୁ ସଂକ୍ରାନ୍ତି ଅର୍ଥାତ୍‌...

ଓଏମ୍‌ଇସିଏଲ ପାଇପାରେ ୨ଟି ଖଣି

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଆଗାମୀ ଦିନରେ ଓଡ଼ିଶା ଖଣିଜ ଉତ୍ତୋଳନ ନିଗମ ଲିମିଟେଡ(ଓଏମ୍‌ଇସିଏଲ୍‌)କୁ ୨ଟି ଖଣି ଆବଣ୍ଟିତ କରାଯାଇପାରେ। ଏହି ଖଣି ୨ଟି ହେଉଛି-ସୁକିନ୍ଦା କ୍ରୋମାଇଟ୍‌ ଏବଂ ଗୁହାଳୀ ଲୁହାପଥର ଖଣି। ଓଡ଼ିଶା ସରକାର ଏ ସଂକ୍ରାନ୍ତରେ କେନ୍ଦ୍ର ଖଣି ମନ୍ତ୍ରଣାଳୟ ସହ...

ସିଏଏକୁ ବିରୋଧ ଜାରି, ଲଗାତର ୫ଦିନ ଟ୍ରେନ୍‌ ବାତିଲ୍‌: ସ୍ଥିତି ସୁଧୁରିଲେ ଚାଲିବ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ପଶ୍ଚିମବଙ୍ଗ, ଆସାମ ସମେତ କେତେକ ଉତ୍ତର ପୂର୍ବାଞ୍ଚଳ ରାଜ୍ୟରେ ଚାଲିଥିବା ଆନ୍ଦୋଳନ ଓ ହିଂସା ଯୋଗୁ ଟ୍ରେନ୍‌ ଚଳାଚଳ ଗୁରୁତର ପ୍ରଭାବିତ ହୋଇଛି। ସମଗ୍ର ଆସାମ, ପଶ୍ଚିମବଙ୍ଗର ହାଓଡ଼ା ଓ ଉଲୁବେରିଆ...

ଖୋର୍ଦ୍ଧା ଗୁଳିକାଣ୍ଡ: ଔଷଧ ଦୋକାନୀଙ୍କ ମୃତ୍ୟୁ

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଏହି ଗୁଳିମାଡ ଗୁରୁତର ହୋଇଥିବା ଶିଶୁରୋଗ ବିଶେଷଜ୍ଞ ଡାକ୍ତର ମାନସ ଦାସଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ...

ଡିସେମ୍ବର ଶେଷସୁଦ୍ଧା ଭାଜପାର ସଭାପତି ଚୟନ: ଅରୁଣ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଭାଜପା ରାଜ୍ୟ ପ୍ରଭାରୀ ଅରୁଣ ସିଂ ରାଜ୍ୟ ସଭା ସଦସ୍ୟଭାବେ ନିର୍ବାଚିତ ହେବାପରେ ପ୍ରଥମ ଥର ଲାଗି ରବିବାର ଓଡିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ତାଙ୍କୁ ଦଳ ପକ୍ଷରୁ ବ୍ୟାପକ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଗଣମାଧ୍ୟମକୁ ସୂଚନା...

ମୟୂର, ହରିଣ, ବାର୍‌ହା ପାଇଁ ଟ୍ରାଫିକ ଜାମ୍‌

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ମୟୂର ଓ ହରିଣ ପାଇଁ ରାଜଧାନୀରେ ସୃଷ୍ଟି ହେଉଛି ଟ୍ରାଫିକ ଜାମ୍‌। ଭରତପୁର-ଡମପଡ଼ା ଅଭୟାରଣ୍ୟକୁ ଲାଗି ରହିଥିବା ରେଣ୍ଟାଲ ଛକରୁ କଳିଙ୍ଗ ଷ୍ଟୁଡିଓ ଛକ ମଧ୍ୟରେ କିଛିଦିନ ହେବ ଦେଖିବାକୁ ମିଳୁଛି ଏହି ସ୍ଥିତି। ପ୍ରତିଦିନ ସକାଳ ଓ...

ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଆଜିଠୁ ପୁଣି ଉଚ୍ଛେଦ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାଶର୍‌ବରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିବ। ଯେପର୍ଯ୍ୟନ୍ତ ସମସ୍ତ ଚିହ୍ନଟ ଜବରଦଖଲଗୁଡ଼ିକୁ ହଟା ନ ଯାଇଛି ସେପର୍ଯ୍ୟନ୍ତ ଉଚ୍ଛେଦ କରାଯିବ ବୋଲି ବିଡିଏ ଉପାଧ୍ୟକ୍ଷ ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି। ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରେ ୨୦୦ରୁ ଊର୍ଦ୍ଧ୍ୱ...

ବଜ୍ରକାପ୍ତା ଚାଲାଣ ରୋକିବାକୁ ପ୍ରୟାସ: ସୂଚନା ଦେଲେ ମିଳିବ ୧୦ହଜାର

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ବଜ୍ରକାପ୍ତା ଚୋରାଚାଲାଣ ବନବିଭାଗର ନିଦ ହଜାଇ ଦେଇଛି। ବନ୍ୟପ୍ରାଣୀ ଚୋରାଚାଲାଣରେ ବଜ୍ରକାପ୍ତାର ସବୁଠାରୁ ଅଧିକ କାରବାର ହୋଇଥାଏ। ଗତ କିଛିମାସ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଚୋରା କାରବାରରେ ବଜ୍ରକାପ୍ତା ଉଦ୍ଧାର କରାଯାଇ ଅଭିଯୁକ୍ତକୁ ଗିରଫ କରାଯାଇଛି। ତେବେ...

ଧ୍ୱଂସାଭିମୁଖୀ ମନ୍ଦିର କାରୁକାର୍ଯ୍ୟ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଓଡ଼ିଶାରେ ଐତିହ୍ୟର ସଂରକ୍ଷଣ ଏବେ ସବୁଠାରୁ ବଡ଼ ଚ୍ୟାଲେଞ୍ଜ। ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା(ଏଏସ୍‌ଆଇ) ଅଧୀନରେ ରାଜ୍ୟର ୭୯ କୀର୍ତ୍ତିରାଜି ରହିଥିବାବେଳେ ଓଡ଼ିଶା ରାଜ୍ୟ ପ୍ରତ୍ନତତ୍ତ୍ୱ ସଂସ୍ଥା ଅଧୀନରେ ରହିଛି ୨୧୮ ଐତିହ୍ୟସ୍ଥଳୀ। ମାତ୍ର ଏଗୁଡ଼ିକର ସଂରକ୍ଷଣ, ରକ୍ଷଣାବେକ୍ଷଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri