ଓଡ଼ଗାଁରେ ସରକାରୀ ନିୟମକୁ ବେଖାତିର: ସ୍କୁଲକୁ ପିଲାଙ୍କୁ ଡକାଇ ଶିକ୍ଷକ ବାଣ୍ଟୁଛନ୍ତି ବହି, ସାମାଜିକ ଦୂରତାର ପ୍ରଶ୍ନ ନାହିଁ
ଓଡଗାଁ,୨୫।୪(ସ୍ବ.ପ୍ର.)- କରୋନା ମୁକାବିଲାକୁ ନେଇ ସମ୍ପ୍ରତି ସାରା ରାଜ୍ୟରେ ଲକ୍ଡାଉନ୍ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପିଲାଙ୍କୁ ଘରେ ଘରେ ବୁଲି ଶିକ୍ଷକ ମାନେ ବହି ବାଣ୍ଟିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ କିଛି ସ୍କୁଲ କର୍ତ୍ତୃପକ୍ଷ…
ଠିକାଦାର ଛୁ: ଫସିରହିଛନ୍ତି ବାହାର ରାଜ୍ୟର ଶ୍ରମିକ
ବ୍ରହ୍ମଗିରି, ୨୫ା୪(ଡି.ଏନ.ଏ): ଚିଲିକା ପାଇଁ ବିପଦ ସାଜୁଛି ମାଲେସିଆର ଏକ ପଣ୍ୟବାହୀ ଜାହାଜର କଣ୍ଟେନର। ଏହା ଦୀର୍ଘଦିନ ଧରି ସମୁଦ୍ର ବେଳାଭୂମିରେ ପଡ଼ିରହିିଥିବାରୁ ସମୁଦ୍ରର ଗତିପଥ ବଦଳାଇ ବାଲିବନ୍ଧ ଖାଇବାରେ ଲାଗିଛି । ଏହି କଣ୍ଟେନରକୁ କାଟିବା ପାଇଁ ଲାଗିଥିବା ଠିକା…
ଲକ୍ଡାଉନ କଟକଣା କୋହଳ: ମାର୍କେଟ କମ୍ପ୍ଲେକ୍ସ, ସପିଂ ମଲ୍କୁ ଛାଡି ଅନ୍ୟ ସବୁ ଦୋକାନ ଖୋଲିବ
ଭୁବନେଶ୍ୱର, ୨୫।୪(ବ୍ୟୁରୋ): କରୋନା(କୋଭିଡ-୧୯) ମୂକାବିଲା ପାଇଁ ସମଗ୍ର ଜିଲାରେ ଲକ୍ଡାଉନ ଜାରି ରହିଛି। ଏଥିପାଇଁ ଅତ୍ୟାବଶ୍ୟକ ସାମଗ୍ରୀକୁ ବାଦ୍ ଦେଲେ ଅନ୍ୟ ସମସ୍ତ ଦୋକାନ ବଜାର, ସପିଂ ମଲ ବନ୍ଦ ରହିଥିଲା। ତେବେ ଶନିବାରଠାରୁ ଏଥିରେ କିଛିଟା କୋହଳ ହୋଇଛି। ଗ୍ରାମାଞ୍ଚଳର…
ଗଞ୍ଜାମର ୩ ପଞ୍ଚାୟତକୁ ଜାତୀୟ ଆୱାର୍ଡ: ଟୁଇଟକରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର, ୨୫।୪( ଡି.ଏନ୍.ଏ.): ଜାତୀୟ ପଞ୍ଚାୟତିରାଜ ଦିବସରେ ଶୁକ୍ରବାର ୩ଟି ବିଭାଗରେ ଗଞ୍ଜାମ ଜ଼ିଲାର ୩ ପଞ୍ଚାୟତକୁ ଜାତୀୟ ପଞ୍ଚାୟତ ଆୱାର୍ଡ ମିଳିଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟକରି ଗଞ୍ଜାମ ଜ଼ିଲାପ୍ରଶାସନର ପ୍ରଶଂସା କରିବା ସହ ଶୁଭେଚ୍ଛା ଜଣାଇଛନ୍ତି।…
କରୋନା ପରେ ଓଡ଼ିଶାକୁ ବାତ୍ୟା ଭୟ
ଭୁବନେଶ୍ୱର,୨୫।୪(ବ୍ୟୁରୋ): ସମଗ୍ର ଦେଶ କରୋନା ଭାଇରସ୍ ସଂକ୍ରମଣ ମହାସଙ୍କଟ ଦେଇ ଗତି କରୁଛି। ଦିନକୁ ଦିନ ଦେଶ ଓ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଓଡ଼ିଶାରେ ଏପର୍ଯ୍ୟନ୍ତ ୯୪ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିସାରିଛି। ଏହାରି…
୨ ନୂଆ ବ୍ଲକର ୫ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଘୋଷଣା
ଭଦ୍ରକ ଅଫିସ,୨୫ା୪: ଭଦ୍ରକ ଜିଲାରେ ଶୁକ୍ରବାର ଗୋଟିଏ ଦିନରେ ୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ବାସୁଦେବପୁରରୁ ଗୋଟିଏ, ତିହିଡିର ୨ ଓ ଧାମନଗରରୁ ୨ଜଣ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଜିଲାରେ ଏପର୍ଯ୍ୟନ୍ତ ମୋଟ ରୋଗୀଙ୍କ ସଂଖ୍ୟା ୧୬କୁ ଛୁଇଁଛି।…
ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫ା୪(ବ୍ୟୁରୋ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ନେଇ ଆଶଙ୍କା ଦେଖାଦେଇଛି। କୋଭିଡ୍-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସାମାଜିକ ଦୂରତ୍ୱ ବଜାୟ ରଖିବା ସହ ସମସ୍ତ ସାମାଜିକ ଏବଂ ଧାର୍ମିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରିଛନ୍ତି। ଏହି ମହାମାରୀର ପ୍ରକୋପ…
ବିଧି ରକ୍ଷା ହେଉ: ଶଙ୍କରାଚାର୍ଯ୍ୟ
ପୁରୀ ଅଫିସ,୨୫ା୪: ଶ୍ରୀମନ୍ଦିର ଭିତରେ ହେବ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା । ରଥଖଳାରେ ନୁହେଁ ମେଘନାଦ ପାଚେରି ପରିସରରେ ହେବ ଅକ୍ଷୟ ତୃତୀୟା ନୀତି । ମହାପ୍ରଭୁଙ୍କ ରଥ ନିର୍ମାଣ ଅନୁକୂଳ କରାଯିବ । କିନ୍ତୁ ମେ ୩ ତାରିଖ…
ଶ୍ରମିକଙ୍କୁ ଆଣିବା ଆଗରୁ କରୋନା ପରୀକ୍ଷା ଜରୁରୀ
ଭୁବନେଶ୍ୱର, ୨୫ା୪(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ସବୁ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହିତ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଆଲୋଚନା କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ସହ ଭିଡିଓ କନ୍ଫରେନ୍ସିଂ ଜରିଆରେ ହର୍ଷବର୍ଦ୍ଧନ ଆଲୋଚନା ମଧ୍ୟ କରିଛନ୍ତି। ମନ୍ତ୍ରୀ ଦାସ…
ଓଡ଼ିଶାର ୩୬.୨୮ ଲକ୍ଷ ଚାଷୀଙ୍କୁ ଆର୍ଥିକ ସହାୟତା
ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ଦେଶବ୍ୟାପୀ ଜାରି ରହିଥିବା ଲକ୍ଡାଉନରୁ କୃଷି ଓ ଏହାର ଆନୁଷଙ୍ଗିକ କାର୍ଯ୍ୟକୁ କେନ୍ଦ୍ର ସରକାର ବାଦ୍ ଦେଇଛନ୍ତି। ଏହାସହ ଦେଶର ଗରିବ କୃଷକମାନଙ୍କୁ କୃଷି କାର୍ଯ୍ୟରେ ସହାୟତା ସ୍ବରୂପ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅନ୍ତର୍ଗତ କିଷାନ ସମ୍ମାନ…
୧୦ ଦିନରେ ବଢ଼ିଗଲେ ୩୪ ଆକ୍ରାନ୍ତ
ଭୁବନେଶ୍ୱର, ୨୫।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରଥମେ ବିଦେଶ ଫେରନ୍ତାଙ୍କ ପାଇଁ ରାଜ୍ୟରେ ସଂକ୍ରମଣ ବଢ଼ିଥିଲା। ହେଲେ ଏବେ ପଶ୍ଚିମବଙ୍ଗ ଫେରନ୍ତା ଚିନ୍ତା ବଢ଼ାଇଛି। ଶୁକ୍ରବାର ଭଦ୍ରକର ଆଉ ୫ଜଣ ପଶ୍ଚିମବଙ୍ଗ ଫେରନ୍ତାଙ୍କ ରିପୋର୍ଟ…
ବାହାର ରାଜ୍ୟ ଫେରନ୍ତାଙ୍କ ପଞ୍ଜୀକରଣ ଆରମ୍ଭ
ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ପରେ ରାଜ୍ୟରେ କରୋନା ସଂକ୍ରମଣର ହଟ୍ସ୍ପଟ୍ ପାଲଟିଛି ଭଦ୍ରକ, ବାଲେଶ୍ୱର ଏବଂ ଯାଜପୁର। ବିଶେଷକରି ପଶ୍ଚିମବଙ୍ଗ ଫେରନ୍ତାଙ୍କ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ସର୍ବାଧିକ ରହିଛି। ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପୂର୍ବରୁ ବିଦେଶ ଗସ୍ତ…
Archives


