ରାଜ୍ୟ

ସହାୟିକା ଚୟନରେ ଅନିୟମିତତା ଘଟଣା ସିଡିପିଓଙ୍କୁ ଘେରିଲେ ମହିଳା

ବାହାନଗା, ୧୭ା୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସମନ୍ବିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧୀନରେ ଥିବା ବିଷ୍ଣୁପୁର ଅଙ୍ଗନୱାଡି କେନ୍ଦ୍ର-୧ରେ ସହାୟିକା ଚୟନରେ ଅନିୟମିତତା ହୋଇଥିବା ଘଟଣା ନେଇ ବିବାଦ ଲାଗିରହିଛି। ଦୀର୍ଘ ୫ ମାସ ପରେ ବି ସେହି...

ଉଚ୍ଛେଦ ଜାଗା ଚିହ୍ନଟ ନ କରି ହଟହଟା

ସଜନାଗଡ଼, ୧୭।୧୨(ଡି.ଏନ.ଏ.)-ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ନୀଳଗିରି ତହସିଲଦାର ସୁଶ୍ରୀତା ଟୁଡୁ ସୋମବାର ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ଥିବା ୭ ଡିସିମିଲ ଗୋଚର ଜାଗା ଉପରେ ହୋଇଥିବା ଦୋକାନ ଗୃହ ଉଚ୍ଛେଦ ପାଇଁ ପୋଲିସ ଫୋର୍ସ ସହ ଯାଇଥିଲେ। ହେଲେ ସ୍ଥାନୀୟ ଲୋକେ...

ସେବାଶ୍ରମ ଛାତ୍ରୀଙ୍କୁ ପଢ଼ାଇଲେ ମନ୍ତ୍ରୀ

ଦାରିଙ୍ଗବାଡି,୧୭ା୧୨(ଡି.ଏନ୍‌.ଏ.)-ଆଇଟି ଏବଂ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଦାରିଙ୍ଗବାଡି ବ୍ଲକ ଗସ୍ତରେ ଆସିଥିଲେ। ସୋମବାର ପୂର୍ବାହ୍ନରେ ସ୍ଥାନୀୟ କନ୍ୟାଶ୍ରମକୁ ଯାଇଥିବା ବେଳେ ସେଠାରେ ପ୍ରଧାନସେବକ ଅନୁପସ୍ଥିତ ଥିବା ଦେଖି ଉଦ୍‌ବେଗ ପ୍ରକାଶ କରିଥିଲେ। ସେବାଶ୍ରମ ଛାତ୍ରୀଙ୍କୁ ମନ୍ତ୍ରୀ...

ଦାରିଙ୍ଗବାଡିରେ ଅଭିଯୋଗ ଶୁଣାଣି

ଦାରିଙ୍ଗବାଡି,୧୭ା୧୨(ଡି.ଏନ୍‌.ଏ.)-ାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ମିଳିତ ଅଭିଯୋଗ ଶୂଣାଣି ଅନୁଷ୍ଠିତ ହୋଇଛି। କନ୍ଧମାଳ ଜିଲା ଅତିରିକ୍ତ ଜିଲାପାଳ ବସନ୍ତ ସାହୁ ମୋଟ ୩୯ ଅଭିଯୋଗ ଣୁଣିଥିଲେ। ସେଥିରେ ୧୭ ସାମୂହିକ ଥିବା ବେଳେ ୨୨ ବ୍ୟକ୍ତିଗତ ଅଭିଯୋଗ ଥିଲା। ବିଭିନ୍ନ...

୬ ଘଣ୍ଟା ରାଇକିଆ-ଜି.ଉଦୟଗିରି ରାସ୍ତା ଅବରୋଧ

ରାଇକିଆ,୧୭ା୧୨(ଡ଼ି.ଏନ.ଏ.)-ରାଇକିଆ ସାପ୍ତାହିକ ହାଟକୁ ନେଇ ୨ ପଞ୍ଚାୟତ ମଧ୍ୟରେ ଳାଗି ରହିଥିବା ବିବାଦ ଥମୁନି। କ୍ରମାଗତ ଦ୍ୱିତୀୟ ଥର ପାଇଁ ସୋମବାର ହାଟରେ ବାଧା ସୃଷ୍ଟି ହୋଇଛି। ଉଭୟ ପଞ୍ଚାୟତରେ ହାଟ ପାଇଁ ରାସ୍ତାରୋକୋ ଯୋଗୁ ରାଇକିଆ-ଜି.ଉଦୟଗିରି ରାସ୍ତା ୬ଘଣ୍ଟା...

ମୁଖ୍ୟମନ୍ତ୍ରୀଙ୍କ ନଁ।ରେ ଏତଲା ଦେଲା କୃଷକ ସଙ୍ଗଠନ

ଛତ୍ରପୁର,୧୭ା୧୨(ଡି.ଏନ.ଏ)-କାଳିଆ ଯୋଜନାରେ ରାଜ୍ୟ ସରକାର ଲୋକଙ୍କୁ ଠକିଥିବା ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଅଭିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନଁ। ରେ ଠକେଇ, ବିଶ୍ୱାସଭଙ୍ଗ ଓ ବିଶ୍ୱାସଘାତକ ପାଇଁ ଆଇନଗତ ତଦନ୍ତ କରି ମାମଲା ରୁଜୁ କରିବାକୁ ଦାବି ହୋଇଛି...

ଛତ୍ରପୁର ବଜାର ରାସ୍ତାରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଛତ୍ରପୁର,୧୭ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହର ବଜାର ମୁଖ୍ୟ ରାସ୍ତାରେ ଟ୍ରାଫିକ୍‌ ସମସ୍ୟା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଫଳରେ ଦୀର୍ଘ ସମୟ ଧରି ଟ୍ରାଫିକ୍‌ ଜାମ୍‌ ରହୁଛି। ଏଥିପାଇଁ ଲୋକଙ୍କୁ ନାକେଦମ ହେବାକୁ ପଡୁଛିା ଅପରପକ୍ଷରେ ଏହାକୁ ସୁଧାରିବା ପାଇଁ...

ପରିଚୟ ଦେଇଛି ଖବରକାଗଜ

ଛେଣ୍ଡିପଦା,୧୭ା୧୨(ସ୍ବ.ପ୍ର.) ପରିବାରର ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ରୋଜଗାର ଆଶାରେ ମାତ୍ର ୧୫ ବର୍ଷ ବୟସରେ ଘରୁ ଗୋଡ଼ କାଢ଼ିଥିବା ଛେଣ୍ଡିପଦା ବ୍ଲକ ସାଲୁଇଖମଣ ଗ୍ରାମର ନୀଳମଣି ପଣ୍ଡା ଆଜି ଜଣେ ଜଣାଶୁଣା ମଣିଷ। ପରିଶ୍ରମ ବଳରେ ସେ...

ମାଷ୍ଟର୍ସ ସେଫ୍‌ରେ ଅନୁଗୋଳର ଲଳନା ସ୍ମୃତିଶ୍ରୀ:ବିଚାରକଙ୍କ ମନ ଜିଣିଲା ‘କୁଟ୍ଟୁ-ଏ-ପାସ୍ତା’

ଅନୁଗୋଳ ଅଫିସ, ୧୭।୧୨ ଷ୍ଟାର ପ୍ଲସର ରିଏଲିଟି ଶୋ’ ମାଷ୍ଟର୍ସ ସେଫ୍‌ର ଶ୍ରେଷ୍ଠ ୧୫ ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ଅନୁଗୋଳର ଲଳନା ସ୍ମୃତିଶ୍ରୀ ସିଂହ (୨୬)। ଭୁବନେଶ୍ୱରରେ ଅନୁଷ୍ଠିତ ‘ମାଷ୍ଟର୍ସ ସେଫ୍‌ ସିଜନ୍‌-୬’ର ଅଡିସନରେ ସ୍ମୃତିଶ୍ରୀ ୫୦ ପ୍ରତିଯୋଗୀ...

ସରିଆସୁଛି ସମୟସୀମା, ସରିନି ଚଉଠେ କାମ:୧୬୮ ଜୀବନ ନେଲାଣି ଏନ୍‌ଏଚ୍‌ ୫୫

ଅନୁଗୋଳ ଅଫିସ, ୧୭।୧୨- ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥର ଦୋହରୀକରଣ କାର୍ଯ୍ୟକୁ ନେଇ ଏବେ ବଢ଼ୁଛି ଅସନ୍ତୋଷ। ଏହି କାର୍ଯ୍ୟ କରୁଥିବା ଠିକାସଂସ୍ଥା ଅତ୍ୟନ୍ତ କଛପ ଗତିରେ କାମ କରୁଥିବାରୁ ନିର୍ଦ୍ଧାରିତ ସମୟସୀମା ଶେଷ ହେବାକୁ...

ଅନୁଗୋଳ ଜିଲାରେ ଖୋଲିଲା ୩ ମଣ୍ଡି

ଅନୁଗୋଳ ଅଫିସ/ତାଳଚେର/ପାଲଲହଡ଼ା/ବଇଣ୍ଡା, ୧୭।୧୨ ଅନୁଗୋଳ ଜିଲାର ୩ଟି ବ୍ଲକ ଅଞ୍ଚଳରେ ସୋମବାର ଧାନମଣ୍ଡି ଉଦ୍‌ଘାଟିତ ହୋଇଛି। ପାଲଲହଡ଼ା ବ୍ଲକ ନିଜିଗଡ଼ରେ ଜିଲାପାଳ ମନୋଜ କୁମାର ମହାନ୍ତି ମଣ୍ଡି ଉଦ୍‌ଘାଟନ କରିଥିବାବେଳେ କଳମଛୁଇଁରେ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଓ...

ମାନିଲେନି ସେଣ୍ଟ୍ରାଲ ଜୁ ଅଥରିଟି ନିର୍ଦ୍ଦେଶ:ମାନ୍ୟତା ହରାଇବ କପିଳାସ ଚିଡ଼ିଆଖାନା

ଢେଙ୍କାନାଳ ଅଫିସ,୧୭ା୧୨ବନ ବିଭାଗର ଚରମ ଅବହେଳା, ଆନୁଷଙ୍ଗିକ ବ୍ୟବସ୍ଥା ନ ଥିବାରୁ ମାନ୍ୟତା ହରାଇବାକୁ ଯାଉଛି ଢେଙ୍କାନାଳ ଜିଲାର କପିଳାସ ଚିଡ଼ିଆଖାନା। ଏ ନେଇ ନୂଆଦିଲ୍ଲୀସ୍ଥିତ ସେଣ୍ଟ୍ରାଲ ଜୁ ଅଥରିଟି ଅଫ୍‌ ଇଣ୍ଡିଆ ଗତ ନଭେମ୍ବରରେ ବନ ବିଭାଗକୁ ପତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri