ସିଏଏକୁ ନେଇ ପଶ୍ଚିମବଙ୍ଗ ଅଶାନ୍ତ: ହାଓଡା-ଓଡ଼ିଶା ମଧ୍ୟରେ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ, ଏସବୁ ଟ୍ରେନ୍ ବାତିଲ
ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ପଶ୍ଚିମବଙ୍ଗରେ ଉତ୍ତେଜନା ପ୍ରକାଶ ପାଇଛି। ଏହାକୁ ନେଇ ଓଡ଼ିଶା- ହାଓଡା ମଧ୍ୟରେ ରେଳ ଚଳାଚଳ ବ୍ୟାହାତ ହୋଇଛି। ବିଶେଷକରି ପଶ୍ଚିମବଙ୍ଗର ଦକ୍ଷିଣ-ପୂର୍ବ ରେଳପଥର ଖଡଗପୁର ଓ ହାଓଡା ରେଳ ସେକ୍ସନ ମଧ୍ୟରେ ସଂକ୍ରାଏଲ,...
ସ୍କୁଲ ଅଟୋକୁ ଧକ୍କା ଦେଲା ଟ୍ରାକ୍ଟର, ଜଣେ ଛାତ୍ର ମୃତ
ଚନ୍ଦ୍ରଗିରି,୧୪।୧୨(ଡି.ଏନ୍.ଏ.): ଗଜପତି ଜିଲା ଆର୍. ଉଦୟଗିରି ଥାନା ରଣାଲଇ ନିକଟସ୍ଥ ରାମଚନ୍ଦ୍ରପୁର ବୁଲାଣୀ ରାସ୍ତାରେ ଶନିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ରଣାଲଇ ଗ୍ରାମରୁ ଗୋଟିଏ ଅଟୋ ଛାତ୍ରୀଛାତ୍ରଙ୍କୁ ନେଇ ତଲଡା ଲୋମ ପବ୍ଲିକ ସ୍କୁଲ ଆସୁଥିବାବେଳେ ପଛପଟୁ ଏକ...
ମନ୍ତ୍ରୀ ସୁଶାନ୍ତଙ୍କ ବିରୋଧରେ ଭାଜପାର ଅଭିଯୋଗ
ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟ ଭାଜପା ପକ୍ଷରୁ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ବିରୋଧରେ ଅଭିଯୋଗ ଅଣାଯାଇଛି। ଶନିବାର ଏକ ଖବରଦାତା ସମ୍ମିଳନୀରେ ଭାଜପା ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ମନ୍ତ୍ରୀ ସିଂ ବରଗଡ଼ର ୯ଜଣ ଜିଲା ପରିଷଦ ସଭ୍ୟଙ୍କୁ ବିଜେଡିକୁ ନେବା...
କଫ ସିରପ କାରବାରରୁ ଅପହରଣ: ୧୧ ଅଭିଯୁକ୍ତଙ୍କୁ ଗିରଫ କଲା ବରଗଡ଼ ପୋଲିସ
ବରଗଡ଼ ଅଫିସ, ୧୪।୧୨: ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରୁ କଫ ସିରପ୍ କାରବାରରୁ ଉପୁଜିଥିବା ବିବାଦରୁ ୩ଜଣଙ୍କୁ ଅପହରଣ ଓ ମୁଣ୍ଡଜାମିନ ରଖି ଟଙ୍କା ଦାବି କରିବା ଅଭିଯୋଗରେ ପୋଲିସ ୧୧ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ,...
ଅନୁଗୋଳ ଗସ୍ତରେ ମନ୍ତ୍ରୀ ଟୁକୁନି ସାହୁ, ବିଭିନ୍ନ କାର୍ଯ୍ୟର କଲେ ସମୀକ୍ଷା
ଅନୁଗୋଳ ଅଫିସ,୧୪।୧୨: ଅନୁଗୋଳ ଗସ୍ତରେ ମହିଳା ଓ ଶିଶୁ କଲ୍ୟାଣ ଏବଂ ମିିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ। ଏହି ଅବସରରେ ସେ ଅନୁଗୋଳ ସର୍କିଟ ହାଉସ୍ରେ ଶନିବାର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହା ପୂର୍ବରୁ ସେ ସହର...
ଫେବୃୟାରୀ ୧କୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି
ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ଓଡ଼ିଶା ଓ ପଡ଼ୋଶୀ ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ଶନିବାର ଟ୍ରିବ୍ୟୁନାଲ କରିଛନ୍ତି। ଏଥିରେ ପରବର୍ତ୍ତୀ ଶୁଣାଣିକୁ ଫେବୃୟାରୀ ୧କୁ ଘୁଞ୍ଚାଇ ଦିଆଯାଇଛି। ପ୍ରକଳ୍ପ ଅଞ୍ଚଳ ଅନୁଧ୍ୟାନ କରି ଉଭୟ ଛତିଶଗଡ଼...
ବିଲରେ ପଡ଼ି ରହିଛି ନାବାଳିକାଙ୍କ ମୃତଦେହ, ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର
ନବରଙ୍ଗପୁର,୧୪।୧୨(ବି.ପ୍ର.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ବି.ଗୁମଣ୍ଡଳୀ ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ପଡ଼ି ରହିଛି। ଯୁବତୀଙ୍କୁ ଗଣବଳାତ୍କାର କରାଯାଇ ହତ୍ୟା କରାଯାଇଥିବା ଗ୍ରାମବାସୀ ଓ ପରିବାରଲୋକେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତଙ୍କୁ ଚିହ୍ନଟ ସହ ଗିରଫ କରା...
ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଗ୍ୟାସ୍ ଟ୍ୟାଙ୍କର-କୋଇଲା ବୋଝେଇ ଟ୍ରକ୍: ୨ ଡ୍ରାଇଭର ଜୀବନ୍ତ ଦଗ୍ଧ
ସମ୍ବଲପୁର,୧୪।୧୨(ବ୍ୟୁରୋ): ସମ୍ବଲପୁର-ଅନୁଗୋଳ ଜାତୀୟ ରାଜପଥ ୫୫ନଂ. ଯୁଯୁମୁରା ଥାନା ଛକ ନିକଟରେ ଶନିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଏଲ୍ପିଜି ଗ୍ୟାସ୍ ଟ୍ୟାଙ୍କର (ଓଡି ୫ ଏଚ୍- ୧୦୯୯) ସମ୍ବଲପୁରରୁ କଟକ ଆଡ଼କୁ ଯାଉଥିବା...
ରାଜ୍ୟ ବନ୍ୟପ୍ରାଣୀ ବୋର୍ଡ ଷ୍ଟାଣ୍ଡିଂ କମିଟି ବୈଠକ: ଶ୍ରୀମନ୍ଦିର, ସ୍ବର୍ଗଦ୍ୱାରକୁ ଯିବ ବାଲୁଖଣ୍ଡ କାଠ
ଭୁବନେଶ୍ୱର, ୧୪ା୧୨(ବ୍ୟୁରୋ): ବାତ୍ୟା ‘ଫନୀ’ରେ ବାଲୁଖଣ୍ଡ-କୋଣାର୍କ ଅଭୟାରଣ୍ୟ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା। ବାତ୍ୟାରେ ନଷ୍ଟ ହୋଇଥିବା ପ୍ରାୟ ୨୦ ଲକ୍ଷ ବୃକ୍ଷରୁ ମାତ୍ର ୨ ଲକ୍ଷ ଗଛ ଏ ପର୍ଯ୍ୟନ୍ତ ସଫା ହୋଇପାରିଛି। ଏହା ଦ୍ୱାରା ହରିଣମାନଙ୍କ ଚଳପ୍ରଚଳରେ ସମସ୍ୟା...
ପ୍ରକୃତିପ୍ରେମୀ ମହାବୀର ବାବାଙ୍କ ପରଲୋକ
ବୋଲଗଡ,୧୪ା୧୨(ଡି.ଏନ.ଏ.): ବୋଲଗଡ ବ୍ଲକ ଜଖଲା ପାହାଡ ଉପରେ ଥିବା ମହାବୀର ମନ୍ଦିରର ପ୍ରତିଷ୍ଠାତା ବାବା ରାମନାରାୟଣ ଦାସ ମହାରାଜ (୬୦)ଙ୍କର ଶୁକ୍ରବାର ପରଲୋକ ହୋଇଛି । ସେ ମହାବୀର ବାବା ନାମରେ ସ୍ଥାନୀୟ ଅଞ୍ଚଳରେ ପରିଚିତ ଥିଲେ । ତାଙ୍କ...
ଦୁଇ ଗାଁକୁ ପାନୀୟ ଜଳ ଯୋଗାଣ ବନ୍ଦ: ୫-ଟିରେ ଅଭିଯୋଗ ପରେ ମିଳୁନି ସୁଫଳ
ବେଗୁନିଆ,୧୪ା୧୨(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ବଡବେରଣା ପଞ୍ଚାୟତର ୨ଟି ଗଁ।ର ୪ ହଜାର ଲୋକ ପାନୀୟ ଜଳ ଯୋଗାଣ ବନ୍ଦ ରହିଥିବାରୁ ଲୋକେ ଜଳକଷ୍ଟ ଭୋଗୁଛନ୍ତି। ୬୭ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ୨ ପାନୀୟ ଜଳ ପ୍ରକଳ୍ପ...
ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଚୂଡ଼ାନ୍ତ
ପୁରୀ ଅଫିସ, ୧୪ା୧୨: ଆସନ୍ତା ୧୬ ତାରିଖ ରବିବାର ପବିତ୍ର ଧନୁ ସଂକ୍ରାନ୍ତି। ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ଶୁକ୍ରବାର ଅନୁଷ୍ଠିତ ନୀତି ସବ୍...
Archives


