ରାଜ୍ୟ

ସାବରମତି ରିଭରଫ୍ରଣ୍ଟ ଢାଞ୍ଚାରେ ହେବ ମହାନଦୀ ପଠାର ବିକାଶ

କଟକ ଅଫିସ, ୧୪ା୧୨: କଟକରେ ଦେଖିବାକୁ ମିଳିବ ଗୁଜରାଟର ସାବରମତି ରିଭରଫ୍ରଣ୍ଟ ଭଳି ପ୍ରକଳ୍ପ। ବାଲିଯାତ୍ରା ତଳପଡ଼ିଆରୁ ଯୋବ୍ରା ନୌବାଣିଜ୍ୟ ସଂଗ୍ରହାଳୟ ସାମ୍ନା ପର୍ଯ୍ୟନ୍ତ ମହାନଦୀ ପଠାର ୪୦୦ ଏକର ପରିମିତ ଜାଗାକୁ ଚିହ୍ନଟ କରାଯାଇଛି। ଏଠାରେ ସ୍ପୋଟର୍‌ସ କମ୍ପ୍ଲେକ୍ସ,...

ୱାଇ ଫର୍ମରେ ବାଲି ଜାଲିଆତି

କଟକ ଅଫିସ, ୧୪ା୧୨: କଟକ ଜିଲାର ବିଭିନ୍ନ ନଦୀରୁ ବାଲି ଚୋରାଚାଲାଣ ହେଉଛି। ଏହି ଚୋରାଚାଲାଣ କାର୍ଯ୍ୟରେ ନେତାଙ୍କଠାରୁ ଆରମ୍ଭ କରି ପ୍ରଶାସକ ଓ ଗ୍ୟାଙ୍ଗଷ୍ଟରଙ୍କ ସମ୍ପୃକ୍ତି ରହୁଛି। ତେଣୁ ଏଥିରେ କେହି ବି ହସ୍ତକ୍ଷେପ କରିବାକୁ ସାହସ କରୁନାହାନ୍ତି।...

ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଉଚ୍ଛେଦ ପ୍ରସଙ୍ଗ: ୧୭ ମଠ ମହନ୍ତଙ୍କୁ ଦେବୋତ୍ତର କମିଶନରଙ୍କ ନୋଟିସ

ପୁରୀ ଅଫିସ, ୧୪ା୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଥିବା ୧୭ଟି ମଠ ମହନ୍ତଙ୍କୁ ଦେବୋତ୍ତର କମିଶନର ନୋଟିସ କରିଛନ୍ତି। ମଠଗୁଡ଼ିକର ଉଚ୍ଛେଦ ସଂକ୍ରାନ୍ତରେ ପୁରୀ ଜିଲାପାଳଙ୍କ ଚିଠିକୁ ଆଧାର କରି କମିଶନର ଏହି ନୋଟିସ କରିଥିବା ଜଣାପଡିଛି। ଏଥିରେ ମହନ୍ତମାନଙ୍କ...

ଆଜିଠାରୁ ‘ଇକୋ ରିଟ୍ରିଟ୍‌’:ଗ୍ଲାମରସ୍‌ କ୍ୟାମ୍ପିଂ- ଫୁଡ୍‌-ଫନ୍‌

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ): ଲକ୍‌ଜ୍ୟୁରି କଟେଜ୍‌, ଆଡ୍‌ଭେଞ୍ଚର ସ୍ପୋର୍ଟସ, ଓ୍ବାଟର୍‌ ସ୍ପୋର୍ଟସ, ବିଚ୍‌ ଭଲିବଲ୍‌, ଥେରାପ୍ୟୁଟିକ୍‌ ଓ୍ବାକ, ବିଚ୍‌ ସ୍ପା, ସେଲିବ୍ରିଟି ଡିଜେ, ଖ୍ୟାତନାମା ବ୍ୟାଣ୍ଡ୍‌ ଓ ମନପସନ୍ଦର ଖାଦ୍ୟ। ଗୋଟିଏ ସ୍ଥାନରେ ସବୁକିଛିର ଅନୁଭବ ନେଇପାରିବେ ପର୍ଯ୍ୟଟକ। ଏଥିପାଇଁ ଶନିବାରଠାରୁ ଆରମ୍ଭ...

ଟ୍ରାଫିକ ଅବ୍ୟବସ୍ଥା ନେଇ ହାଇକୋର୍ଟଙ୍କ ଶୁଣାଣି: ଡିସିପିଙ୍କ ଅଧ୍ୟକ୍ଷତାରେ ଗଠନ ହେବ କମିଟି

କଟକ ଅଫିସ,୧୪ା୧୨: ବାଦାମବାଡିରୁ ଲିଙ୍କରୋଡ ପର୍ଯ୍ୟନ୍ତ ଟ୍ରାଫିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ପରିସ୍ଥିତିରେ ସୁଧାର ଆଣିବା ପାଇଁ ଏକ କମିଟି ଗଠନ କରାଯିବ। ଏଥିରେ କଟକ ଡିସିପି ଅଧ୍ୟକ୍ଷ ରହିବେ। ସ୍ଥାୟୀ ସମାଧାନ ପାଇଁ ବାଦାମବାଡ଼ିରୁ ଲିଙ୍କରୋଡ ମଧ୍ୟରେ ଫୁଟ୍‌...

ସାଇକେଲରେ ଅଫିସ୍‌ ଆସିଲେ ଅଧିକାରୀ, କର୍ମଚାରୀ

ଭୁବନେଶ୍ୱର, ୧୪ା୧୨ (ବ୍ୟୁରୋ): ସହରାଞ୍ଚଳ ପରିବେଶକୁ ଯାନବାହନ ପ୍ରଦୂଷଣରୁ ମୁକ୍ତ ରଖିବାକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ), ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଏବଂ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ (ବିଏସ୍‌ସିଏଲ୍‌) ପକ୍ଷରୁ ଏକ ଭଲ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ୩...

୨୦ଜଣଙ୍କୁ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ପୁରସ୍କାର

ଭୁବନେଶ୍ୱର, ୧୪ା୧୨(ବ୍ୟୁରୋ): ଟାଟା ଷ୍ଟିଲ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ (ୟାଟ୍‌ସ) ୨୦୧୯-୨୦ର ପୁରସ୍କାର ବିତରଣ ଉତ୍ସବ ଶୁକ୍ରବାର ପଠାଣି ସାମନ୍ତ ପ୍ଲାନେଟାରିୟମରେ ଅନୁଷ୍ଠିତ ହୋଇଯାଇଛି। ୟାଟ୍‌ସ ୨୦୧୯-୨୦ର ବିଷୟବସ୍ତୁ ଥିଲା ‘ବ୍ରହ୍ମାଣ୍ଡର ଚମତ୍କାରକୁ ଉଜାଗର କରିବା’। ଏଥିରେ ସାରା...

ସ୍ମାର୍ଟ ଫୋନ୍‌ର ମାୟା: ପ୍ରଭାବିତ ହେଉଛି ପିଲାଙ୍କ ଶାରୀରିକ, ମାନସିକ ସ୍ବାସ୍ଥ୍ୟ

କଟକ ଅଫିସ,୧୪ା୧୨: ସ୍ମାର୍ଟ ଫୋନରେ କାର୍ଟୁନ୍‌, ଗୀତ, ଭିଡିଓ ଗେମ୍‌ ସହିତ ଟିକ୍‌ଟକ୍‌ ମାୟାରେ ପିଲାଠୁ ବୟସ୍କଙ୍କ ପର୍ଯ୍ୟନ୍ତ ବାୟା। ଏପରି କି ପିଲା ଅଝଟ କଲେ ମା’ ବାପାମାନେ ସ୍ମାର୍ଟ ଫୋନ ଧରାଇ ଦେଇ ଶାନ୍ତ କରୁଛନ୍ତି। କିନ୍ତୁ...

ନଗଡ଼ା ହେବ ଇକୋ ଟ୍ୟୁରିଜମ: ଶକ୍ତିମନ୍ତ୍ରୀ

କାଳିଆପାଣି,୧୪ା୧୨(ଡି.ଏନ.ଏ.): ବହୁ ଚର୍ଚ୍ଚିତ ନଗଡାକୁ ଇକୋ ଟ୍ୟୁରିଜମ ବା ପରିବେଶ ପର୍ଯ୍ୟଟନଭାବେ ପରିଣତ କରିବାକୁ ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଘୋଷଣା କରିଛନ୍ତି। ଶୁକ୍ରବାର ମନ୍ତ୍ରୀ ମିଶ୍ର ନଗଡା ଗସ୍ତ କରି ବିଭିନ୍ନ ଯୋଜନା ଉପରେ ସମୀକ୍ଷା କରିଥିଲେ। ଏହାବାଦ...

ଆର୍‌ବିଆଇ କେନ୍ଦ୍ରୀୟ ବୋର୍ଡ ବୈଠକ: ଅର୍ବାନ କୋଅପରେଟିଭ ବ୍ୟାଙ୍କ ପରିଚାଳନା ନେଇ ସମୀକ୍ଷା

ଭୁବନେଶ୍ୱର,୧୪ା୧୨(ପି.ଟି): ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) କେନ୍ଦ୍ରୀୟ ବୋର୍ଡ ବୈଠକ ଶୁକ୍ରବାର ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ଅର୍ବାନ କୋଅପରେଟିଭ ବ୍ୟାଙ୍କଗୁଡିକର ପରିଚାଳନା ଧାରା ଏବଂ ଏ ନେଇ ରହିଥିବା ବିଭିନ୍ନ ନିୟାମାବଳୀ ଉପରେ ବୈଠକରେ ସମୀକ୍ଷା କରାଯାଇଥିଲା। ନିକଟରେ...

ସାରଥି ଆଶ୍ରମକୁ ଇଡି ନୋଟିସ

ଡେରାବିଶ, ୧୩ା୧୨ (ସ୍ବ.ପ୍ର.): କେନ୍ଦ୍ରାପଡା ଜିଲା ଡେରାବିଶ ବ୍ଲକ ବାରିମୂଳ ସାରଥି ଆଶ୍ରମ ପରିସରରେ ଦ୍ୱିତୀୟ ଥର ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଏନ୍‌ଫୋର୍ସମେଣ୍ଟ ଡିରେକ୍ଟୋରେଟ୍‌) ପକ୍ଷରୁ ଶୁକ୍ରବାର ନୋଟିସ ଲଗାଯାଇଛି। ଜୁଲାଇ ୨୭ରେ ଏହି ଆଶ୍ରମ ସମ୍ମୁଖରେ ଏକ ନୋଟିସ...

ରାଜସ୍ବ ପ୍ରଶାସନରେ ଅଦଳବଦଳ

ଭୁବନେଶ୍ୱର, ୧୪ା୧୨(ବ୍ୟୁରୋ): ରାଜ୍ୟର ରାଜସ୍ବ ସେବା କ୍ଷେତ୍ରରେ କାର୍ଯ୍ୟରତ ଅଫିସର ସ୍ତରରେ ଶୁକ୍ରବାର ବ୍ୟାପକ ଅଦଳବଦଳ କରାଯାଇଛି। ବିଭାଗୀୟ ବିଜ୍ଞପ୍ତି ନଂ. ୩୯୮୭୪ ଅନୁଯାୟୀ ୧୫ ଜଣ ଅଧିକାରୀଙ୍କ ବଦଳି କରାଯାଇଛି। ସେହିପରି ବିଭାଗୀୟ ବିଜ୍ଞପ୍ତି ନଂ. ୩୯୮୮୫ ଅନୁଯାୟୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri