ରାଜ୍ୟରେ ସିଏସି, ଏନ୍ଆରସି ଲାଗୁ ହେବା ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସଂଖ୍ୟାଲଘୁ ସମ୍ପ୍ରଦାୟ ପ୍ରତିନିଧି
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପାର୍ଲାମେଣ୍ଟ ନିକଟରେ ନାଗରିକତ୍ୱ ସଂଶୋଧନ ବିଧେୟକ(ସିଏବି)-୨୦୧୯କୁ ଗୃହୀତ କରାଯାଇଛି। ଏହି ବିଧେୟକକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ସେହିପରି ଜାତୀୟ ନାଗରିକ ପଞ୍ଜିକା(ଏନ୍ଆରସି) ସାରା ଦେଶରେ ଲାଗୁ ହେବା ନେଇ ମଧ୍ୟ କେତେକ କେନ୍ଦ୍ରୀୟ ନେତା ବକ୍ତବ୍ୟ ଦେଇଛନ୍ତି।...
ବଦଳିଲେ ୩ ଜିଲା ଯୋଜନା କମିଟି ଅଧ୍ୟକ୍ଷ
ଭୁବନେଶ୍ୱର,୧୩।୧୨(ବ୍ୟୁରୋ) : ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କୁ କଳାହାଣ୍ଡି ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି। ପୂର୍ବରୁ ଏହି ପଦରେ ମହିଳା ଓ ଶିଶୁ କଲ୍ୟାଣ ବିକାଶ ମନ୍ତ୍ରୀ ଟୁକୁନି ସାହୁ...
ନାବାଳିକାଙ୍କୁ ବଳାତ୍କାର ଭିଡିଓ ଭାଇରାଲ ମାମଲା: ମୁଖ୍ୟ ଅଭିଯୁକ୍ତଙ୍କୁ ୨୦ବର୍ଷ କାରାଦଣ୍ଡ
ଢେଙ୍କାନାଳ ଅଫିସ, ୧୩।୧: ଢେଙ୍କାନାଳ ଜିଲା ଭୁବନ ଥାନା ମାର୍ଥାପୁର ଅଞ୍ଚଳର ଜନୈକ ନାବାଳିକାଙ୍କୁ ବଳାତ୍କାର ଏବଂ ଘଟଣାର ଭିଡିଓ ଭାଇରାଲ ମାମଲାର ରାୟ ଶୁକ୍ରବାର ସ୍ବତନ୍ତ୍ର ପୋକ୍ସୋ ଅଦାଲତରେ ପ୍ରକାଶ ପାଇଛି। ବିଚାରପତି ରାଜକିଶୋର ମହାପାତ୍ର ଘଟଣାର ମୁଖ୍ୟ...
ଅପହୃତା ନାବାଳିକା ଉଦ୍ଧାର
ଭଦ୍ରକ ଅଫିସ, ୧୩।୧୨: ଭଦ୍ରକ ଟାଉନ ଥାନା ଅଧୀନ କୁଅଁ।ସ ଅଞ୍ଚଳରୁ ଅପହରଣ ହୋଇଥିବା ଜଣେ ନାବାଳିକାଙ୍କୁ ପୋଲିସ ଉଦ୍ଧାର କରିଛି। ଏଥିସହ ଅପହରଣରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ଧରି ପୋଲିସ କିଶୋର ନ୍ୟାୟ ପରିଷଦରେ ଉପସ୍ଥାପନ କରାଇଛି। ଏ...
ଘଟଗାଁ ଥାନା ଅଞ୍ଚଳରେ ମହିଳାଙ୍କୁ ଗଣବଳାତ୍କାର, ୨ ଗିରଫ
କେନ୍ଦୁଝର, ୧୩।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଦୁଇଜଣ ବିବାହିତ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ସିଙ୍ଗରାଇ ମୁଣ୍ଡା...
ହରିଦ୍ୱାର-ଋଷିକେଶକୁ ଗଲେ ୯୭୦ଜଣ ବରିଷ୍ଠ ତୀର୍ଥଯାତ୍ରୀ, କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଲୋକସେବା ଭବନରୁ ଭିଡିଓ କନ୍ଫରେନ୍ସିଂ ଯୋଗେ ବାଲେଶ୍ୱର ଷ୍ଟେଶନରୁ ହରିଦ୍ୱାର-ଋଷିକେଶକୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଷ୍ଟେଶନରୁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର ଓ କେନ୍ଦୁଝର ଜିଲାର ୯୭୦ଜଣ ତୀର୍ଥଯାତ୍ରୀଙ୍କୁ...
ଟାଇଲ୍ ଲଗାଇ ପ୍ରଧାନମନ୍ତ୍ରୀ ଯୋଜନାର ନାମ ପରିବର୍ତ୍ତନ କରିବାକୁ ଚେଷ୍ଟା କରୁଛନ୍ତି ରାଜ୍ୟ ସରକାର: ଭାଜପା
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପୁଣି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ଭାଜପା। ରାଜ୍ୟ ଭାଜପା ଉପସଭାପତି ସମୀର ମହାନ୍ତି ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାର ଟାଇଲ ଲଗାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ନାମ ପରିବର୍ତ୍ତନ...
ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ଡିଜିପି ଅଭୟ
ପୁରୀ ଅଫିସ,୧୩।୧୨: ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ସିଂ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି ଫେରିଛନ୍ତି। ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ସେ ପ୍ରଥମ ଶ୍ରୀକ୍ଷେତ୍ର ଗସ୍ତରେ ଆସିଥିଲେ। ସକାଳ ୭ଟାରେ ଶ୍ରୀମନ୍ଦିର ସିଂହଦ୍ୱାର...
ଆଇନରେ ପରିଣତ ହେଲା ସିଏବି: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭଦ୍ରକର ମୁସଲମାନ ପ୍ରତିନିଧି ଦଳ
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ନାଗରିକତ୍ୱ(ସଂଶୋଧନ) ବିଲ୍(ସିଏବି) ଆଇନରେ ପରିଣତ ହୋଇଛି। ଏନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭଦ୍ରକ ଜିଲା ଚଉଦ ମହଲା ମୁସଲମାନ ପ୍ରତିନିଧି ଦଳ ଭେଟିଛନ୍ତି। ସେମାନେ ଆଇନକୁ ନେଇ ଭୟଭୀତ ବୋଲି ଜଣାଇଛନ୍ତି। ତେବେ ଏନେଇ ଭୟ ନ...
ଋଷିକୂଲ୍ୟା ମୁହାଣରୁ ମିଳିଲା ୩୦ ଫୁଟ ଲମ୍ବ ତିମିର ମୃତଦେହ
ଗଞ୍ଜାମ,୧୩।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ଗଙ୍ଗାଦେବୀ ପୀଠ ନିକଟସ୍ଥ ଋଷିକୂଲ୍ୟା ମୂହାଣରୁ ଶୁକ୍ରବାର ୩୦ଫୁଟ ତିମିର ମୃତଦେହ ମିଳିଛି। ଖବରପାଇ ବନବିଭାଗ ବେଳାଭୂମିରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ତେବେ ସମୁଦ୍ର ପାଣିକୁ ଲାଗି ମୃତଦେହଟି ପଡ଼ିଥିବା...
ଶ୍ରୀମନ୍ଦିର ଯିବ ବାଲୁଖଣ୍ଡ ଅଭୟାରଣ୍ୟ କାଠ: ମନ୍ତ୍ରୀ
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପୁରୀ ଜିଲା ବାଲୁଖଣ୍ଡ ଅଭୟାରଣ୍ୟର କାଠ ଏବେ ସ୍ବର୍ଗଦ୍ୱାର ଓ ଶ୍ରୀମନ୍ଦିର ରୋଷଘର ପାଇଁ ଯିବ। ବାତ୍ୟା ‘ଫନୀ’ରେ ନଷ୍ଟ ହୋଇଥିବା ୧୫ ଲକ୍ଷ କୁଇଣ୍ଟାଲ କାଠ ଶ୍ରୀମନ୍ଦିର ଯିବା ସ୍ଥିର ହୋଇଛି। ଏନେଇ ରାଜ୍ୟ ବନ୍ୟପ୍ରାଣୀ ବୋର୍ଡ...
ବାଇକ୍କୁ ଧକ୍କା ଦେଲା ହାଇଓ୍ବା: ପରୀକ୍ଷା ଦେବାକୁ ଯିବା ବାଟରେ ଜଣେ ଛାତ୍ରୀ ମୃତ, ଦୁଇ ଆହତ
ବରଗଡ଼ ଅଫିସ/ଅତାବିରା,୧୩।୧୨(ଡି.ଏନ୍.ଏ.): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅତାବିରା-ଟୋପ ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ରୀଜଣଙ୍କ ହେଲେ ଅତାବିରାର ବୀଣାପାଣି ସେଠ(୧୯)। ସେହିଭଳି ଅନ୍ୟ ଦୁଇଜଣ...
Archives


