ରାଜ୍ୟ

ପିଇଲା ପାଏନ୍‌ ଲାଗି ଦହଗଁଜ୍‌ ଚନାମୁଣ୍ଡାବାସୀ

ପର୍ଲା, ୧୩।୧୨(ଡି.ଏନ.ଏ.)- ଖାସ୍‌କରି ଖରାଦିନେ ଲୋକ୍‌ ପାଏନ୍‌ ଲାଗି ଗୁଲ୍‌ଗୁଲା ହେବାର ଦେଖ୍‌ବାକେ ମିଲ୍‌ସି। ହେଲେ ଆଏଜ୍‌ ବି ଏନ୍‌ତା କେତେ ଗଁା ଅଛେ ଯେନ୍‌ଠାନେ ଲୋକ୍‌ ବରଷା ୪ ମାସକ ଛାଡ଼ିଦେଲେ ବଛରକୁତା ପିଇଲା ପାଏନ୍‌ ଲାଗି ଦହଗଁଜ୍‌...

ବକେୟା ମହଙ୍ଗା ଭତ୍ତା, ବର୍ଦ୍ଧିତ ଦରମା ପ୍ରସଙ୍ଗ: ମିଳିବା ନେଇ କର୍ମଚାରୀ ଆଶାବାଦୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟ ସରକାରୀ କର୍ମଚାରୀ ବକେୟା ମହଙ୍ଗା ଭତ୍ତା ଏବଂ ବର୍ଦ୍ଧିତ ଦରମା ପାଇବାକୁ ରହିଛି। ବିଶେଷ କରି ଲୋକସେବା ଭବନରେ କାର୍ଯ୍ୟରତ କର୍ମଚାରୀ ମହଲରେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି। ସପ୍ତମ ବେତନ କମିଶନଙ୍କ ସୁପାରିସ ଆଧାରରେ କର୍ମଚାରୀଙ୍କୁ...

ଓଡ଼ିଶା ଗୃହ ନିର୍ମାଣ ସଂସ୍ଥାର ଅନୁଗୋଳ ପ୍ରକଳ୍ପ କାର୍ଯ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା ଦ୍ୱାରା ନିର୍ମାଣ ହେବାକୁ ଥିବା ଅନୁଗୋଳ ଏନ୍‌କ୍ଲେଭ ପ୍ରକଳ୍ପ ପାଇଁ ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥାର ଏକ ନୂତନ ପ୍ରକଳ୍ପ କାର୍ଯ୍ୟାଳୟ ଅନୁଗୋଳ ସହରର ହେମସରପଡା ଛକଠାରେ ଉଦ୍‌ଘାଟିତ ହୋଇଯାଇଛି। ଓଡିଶା...

ଘୁଷୁରିଡ଼ଙ୍ଗା ଜଳପ୍ରପାତକୁ ପର୍ଯ୍ୟଟନସ୍ଥଳ କରାଯିବ

ସୋରଡ଼ା,୧୩ା୧୨(ଡି.ଏନ୍‌.ଏ.)= ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ବିଡିଓ ସୀମାଞ୍ଚଳ ପ୍ରଧାନ, ଏନଏସି ପ୍ରଶାସକ ଲକ୍ଷ୍ମୀକାନ୍ତ ବେହେରା ପ୍ରମୁଖ ଗୁରୁବାର ବଡ଼ଗଡ଼ ସରକାରୀ ଡ଼ାକ୍ତରଖାନା ପରିଦର୍ଶନରେ ଯାଇଥିଲେ। ରୋଗୀମାନଙ୍କ ସହ ଆଲୋଚନା କରିବା ସହ...

ଜାତୀୟ ରାଜପଥ ପାଲଟିଛି ଶୁଖୁଆ ଖଳା

ଗଞ୍ଜାମ,୧୩ା୧୨(ଡି.ଏନ.ଏ.) – ଗଞ୍ଜାମ ସହର ନିକଟସ୍ଥ ଦାମୋଦରପୁର ଗ୍ରାମର ପ୍ରାୟ ସମସ୍ତ ପରିବାର ମତ୍ସ୍ୟଜୀବୀ। କେତେକ ପରିବାର ଋଷିକୁଲ୍ୟା ନଦୀରେ ମାଛ ମାରି ଜୀବିକା ନିର୍ବାହ କରୁଥିବାବେଳେ ଆଉ କେତେକ ପରିବାର ରବିବାର ଜିଲା ପ୍ରସିଦ୍ଧ ହୁମ୍ମା ହାଟରୁ ଶୁଖୁଆ...

‘ମୋ ସରକାର’ରେ ସାମିଲ ହେଲା କୃଷି ବିଭାଗ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ଗୁରୁବାର ଲୋକସେବା ଭବନରେ ଏହାର ଶୁଭାରମ୍ଭ କରିଛନ୍ତି। କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରକୃତ...

୩ ରେଳ ଷ୍ଟେଶନରେ ହେବ ବାୟୋଗ୍ୟାସ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ବର୍ଜ୍ୟ ପରିଚାଳନା ପାଇଁ ପୁରୀ, କଟକ ଓ ଭୁବନେଶ୍ୱର ରେଳ ଷ୍ଟେଶନରେ ବାୟୋଗ୍ୟାସ୍‌ ପ୍ଲାଣ୍ଟ ସ୍ଥାପନ ହେବ। ଷ୍ଟେଶନରୁ ବାହାରୁଥିବା କଠିନ ବର୍ଜ୍ୟବସ୍ତୁକୁ ପ୍ରକ୍ରିୟାକରଣ କରି ତାହାକୁ ବ୍ୟବହାରଯୋଗ୍ୟ କରାଯିବ। ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ରଙ୍କ ପ୍ରଶ୍ନରେ ରେଳମନ୍ତ୍ରୀ...

ପ୍ରତାରିତ ନ କରି ସରକାର ବସ୍ତିବାସିନ୍ଦାଙ୍କୁ ଜାଗା ଦିଅନ୍ତୁ: ଭାଜପା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):‘ଜାଗା ମିଶନ’କୁ ୱାଲର୍‌ଡ ହାବିଟାଟ୍‌ ଆୱାର୍ଡ ମିଳିଥିବା ନେଇ ରାଜ୍ୟ ସରକାର ଦାବି କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବୟଂ ଏନେଇ ଟୁଇଟ୍‌ କରିବା ପରେ ମନ୍ତ୍ରୀ ପ୍ରତାପ ଜେନା ଗଣମାଧ୍ୟମକୁ ସୂଚନା ଦେଇଥିଲେ। କିନ୍ତୁ ଏହି ଆୱାର୍ଡ ପ୍ରଦାନ...

ନୋସିରେ ୯୭୦ ବରିଷ୍ଠ ତୀର୍ଥଯାତ୍ରୀ, ୩୦ ଅଧିକାରୀ: ଆଜି ହରିଦ୍ୱାର, ଋଷିକେଶ ଗସ୍ତ

ବାଲେଶ୍ୱର ଅଫିସ,୧୩।୧୨:ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଗରିବ ବରିଷ୍ଠ ନାଗରିକମାନଙ୍କୁ ଦେଶର ବିଭିନ୍ନ ତୀର୍ଥସ୍ଥାନ ବୁଲାଇବା ଉଦ୍ଦେଶ୍ୟରେ ଗତ ୨୦୧୬ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାକୁ ପ୍ରଣୟନ କରିଥିଲେ। ଚଳିତବର୍ଷ ଏହି ଯୋଜନାରେ ୫ଟି...

ପ୍ରକଳ୍ପ ଥାଇ ବି ପୋଖରୀ ଭରସା

ଆରଡ଼ି, ୧୩।୧୨ (ଡି.ଏନ.ଏ.)- ଗ୍ରାମାଞ୍ଚଳରେ ଲୋକଙ୍କୁ ସୁବିଧାରେ ପାନୀୟଜଳ ଯୋଗାଇ ଦେବା ପାଇଁ ନିର୍ମାଣ କରାଯାଇଛି ଜଳ ପ୍ରକଳ୍ପ। ସେଥିଲାଗି ଆଉ ଗାଁରେ ସରକାରୀ ନଳକୂପ ବସାଯାଉନି। ହେଲେ ପ୍ରକଳ୍ପ ଚଳାଇବା ପାଇଁ ନିଯୁକ୍ତ କର୍ମଚାରୀଙ୍କ ଖାମଖିଆଲି ନୀତି ଯୋଗୁ...

ଏରସମା ଫାଶୀ ଦଣ୍ଡାଦେଶ ମାମଲା:ଜାନୁୟାରୀ ୯ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୩।୧୨:୨୦୧୮ ମାର୍ଚ୍ଚ ୨୦ରେ ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ କାଳିଆ ମାନ୍ନାଙ୍କୁ ଜଗତ୍‌ସିଂହପୁର ପୋକ୍‌ସୋ କୋର୍ଟ ଗତ ସେପ୍ଟେମ୍ବର ୧୦ରେ ଫାଶୀ...

ବିଦେଶରେ ‘ମୋ ସ୍କୁଲ’:ଓଡ଼ିଆଙ୍କଠାରୁ ସାହାଯ୍ୟ ପାଇଁ ପ୍ରୟାସ

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):‘ମୋ ସ୍କୁଲ’ ଯୋଜନା ସଂକ୍ରାନ୍ତରେ ଆମେରିକାରେ ରହୁଥିବା ଓଡ଼ିଆଙ୍କୁ ଅବଗତ କରାଇବା ସହ ସେମାନଙ୍କଠାରୁ ସାହାଯ୍ୟ ପାଇବା ପାଇଁ ଆରମ୍ଭ ହୋଇଛି ପ୍ରୟାସ। ଏଥିପାଇଁ ‘ମୋ ସ୍କୁଲ’ ଯୋଜନାର ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଆସନ୍ତା ୧୫ ତାରିଖରେ କାଲିଫର୍ନିଆସ୍ଥିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri