ରାଜ୍ୟ

ଟ୍ରକ୍‌, ଆମ୍ବୁଲାନ୍ସରେ ବେଆଇନ୍‌ ପ୍ରବେଶ କରୁଛନ୍ତି ଲୋକେ: ଜିଲାପାଳଙ୍କ ନିର୍ଦ୍ଦେଶ ପରେ ଗଞ୍ଜାମ ସୀମାନ୍ତରେ କଡ଼ାକଡ଼ି ଯାଞ୍ଚ

ଛତ୍ରପୁର, ୨୨।୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମ ଜିଲାର ବିଭିନ୍ନ ସୀମାରେ କରାଯାଉଥିବା ମିଳିତ ଯାଞ୍ଚ ବୁଧବାର ଷଷ୍ଠ ଦିନରେ ପହଁଚିଛି। ଆନ୍ଧ୍ର, ଖୋର୍ଦ୍ଧା, ପୁରୀ ଜ଼ିଲା ସୀମାକୁ ସିଲ୍‌ କରି ଅସ୍ଥାୟୀ ଚେକ୍‌ଗେଟ କରାଯାଇ ଏହି ଯାଞ୍ଚ…

କରୋନା ଯୋଦ୍ଧାଙ୍କ ସୁରକ୍ଷା ଚିନ୍ତା: ଜି.ଉଦୟଗିରି ଏନ୍‌ଏସି ତରଫରୁ ସଫେଇ କର୍ମଚାରୀଙ୍କୁ ଦିଆଗଲା ପିପିଇ

ଜି.ଉଦୟଗିରି,୨୨।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଏନ୍‌ଏସି ତରଫରୁ ବୁଧବାର ସଫେଇ କର୍ମଚାରୀମାନଙ୍କୁ ବ୍ୟକ୍ତିଗତ ସୁରକ୍ଷା ପୋଷାକ(ପିପିଇ) ଯୋଗାଇ ଦିଆଯାଇଛି। କରୋନା ଯୁଦ୍ଧରେ ଏମାନେ ମଧ୍ୟ ଆଗ ଧାଡ଼ିର ଯୋଦ୍ଧା। ସେମାନଙ୍କ ସୁରକ୍ଷା ପାଇଁ ଏହି ପୋଷାକ ଦିଆ ଯାଇଛି ବୋଲି ଜି.…

କର୍ତ୍ତବ୍ୟ ଆଗ: ୮ ମାସର ଗର୍ଭବତୀ ସତ୍ତ୍ୱେ ଡ୍ୟୁଟି କରୁଛନ୍ତି ଏସ୍‌ଆଇ ମମତା

କଟକ ଅଫିସ,୨୨।୪: କରୋନା (କୋଭିଡ-୧୯)ମୁକାବିଲା ପାଇଁ ଏବେ ସବୁଆଡ଼େ ଲକ୍‌ଡାଉନ। ଏହାକୁ କଡ଼ାକଡ଼ି ପାଳନ କରିବାରେ ମୁଖ୍ୟଭୂମିକା ଗ୍ରହଣ କରିଛି ପୋଲିସ ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଏମିତି ଅଧିକାରୀ ଏବଂ ପୋଲିସ କର୍ମଚାରୀ ଡ୍ୟୁଟି କରୁଛନ୍ତି, ଯେଉଁମାନେ ଅନ୍ୟମାନଙ୍କ ପାଇଁ…

ରାଜ୍ୟ ସରକାରଙ୍କ କୋଭିଡ ହେଲ୍ପ ଡେସ୍କ ଶୁଭାରମ୍ଭ: ହ୍ବାଟ୍‌ସଆପ୍‌ରେ ମିଳିପାରିବ କରୋନା ସମ୍ପର୍କିତ ସୂଚନା

ଭୁବନେଶ୍ୱର, ୨୨।୪(ବ୍ୟୁରୋ): କରୋନା ମହାମାରୀ ସହ ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଲୋକଙ୍କ ପାଖରେ କରୋନା ସମ୍ପର୍କିତ ତଥ୍ୟ ପହଞ୍ଚାଇବାକୁ ରାଜ୍ୟ ସରକାର ଉଦ୍ୟମ କରିଛନ୍ତି। ଏ ନେଇ ଏକ ହ୍ବାଟ୍‌ସ…

ବାସୁଦେବପୁରର ୯ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା: ଲୋକଙ୍କୁ ଘରୁ ନ ବାହାରିକାକୁ ନିର୍ଦ୍ଦେଶ

ଭୁବନେଶ୍ୱର/ବାସୁଦେବପୁର ୨୨।୪(ବ୍ୟୁରୋ/ଡି.ଏନ୍‌.ଏ.): ଭଦ୍ରକ ଜିଲାରେ ପୁଣି ୩ କରୋନା ପଜିଟିଭ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ବାସୁଦେବପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଛି। ତେବେ ଏହାର…

ଆବଦ୍ଧାଞ୍ଚଳ କଟକଣା କୋହଳ ପାଇଁ ଆଜି ଆଲୋଚନା

ଭୁବନେଶ୍ୱର, ୨୨ା୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅନ୍ତର୍ଗତ ଓ୍ବାର୍ଡ଼ ନଂ.୬୭ର ସୁନ୍ଦରପଦା ଏବଂ ୱାର୍ଡ ନଂ.୬୪ର ଯଦୁପୁର ଅଞ୍ଚଳକୁ ଗତ ୫ ତାରିଖରେ ଆବଦ୍ଧାଞ୍ଚଳ ଘୋଷଣା ସହ ସିଲ୍‌ କରାଯାଥିଲା। ୧୩ ତାରିଖରେ ଏହାକୁ ପ୍ରତ୍ୟାହାର…

କାର୍‌ରେ କୋଭିଡ-୧୯ ପାସ୍‌ ଲଗାଇ ମଦ ବେପାର

ଭୁବନେଶ୍ୱର,୨୨ା୪ (ବ୍ୟୁରୋ): ରାଜଧାନୀରେ କଡ଼ା କଟକଣା ସତ୍ତ୍ୱେ ଚାଲିଛି ବେଆଇନ ମଦ ବେପାର। ଦାମୀ କାର୍‌ରେ ଛୋଟ ମଦୁଆଙ୍କଠାରୁ ଆରମ୍ଭ କରି ବଡ଼ବଡ଼ିଆଙ୍କୁ ଯୋଗାଯାଉଛି ମଦ। ଦାମୀ କାରରେ କୋଭିଡ-୧୯ ପାସ୍‌ ଲଗାଇ ଚାଲିଥିବା ଏହି କାରବାର ଧରାପଡିଛି। ଏଥିରେ ସମ୍ପୃକ୍ତ…

ରାଜ୍ୟ ପୋଲିସର ସେବାକୁ ପ୍ରଶଂସା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ୭ଅବସରପ୍ରାପ୍ତ ଡିଜିପି

ଭୁବନେଶ୍ୱର,୨୨ା୪(ବ୍ୟୁରୋ): କୋଭିଡ୍‌-୧୯ ମୁକାବିଲାରେ ଅନ୍ୟତମ ଯୋଦ୍ଧା ସାଜିଛନ୍ତି ପୋଲିସ କର୍ମଚାରୀ। ଏଭଳି ଏକ ବିପଦ ସମୟରେ ଅସହାୟ ଲୋକଙ୍କୁ ଖାଦ୍ୟ ଯୋଗାଇବା ସହ ଜନସାଧାରଣଙ୍କୁ ଘରେ ରହି ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ପରାମର୍ଶ ଦେଉଛନ୍ତି। ଏପରିକି ନିଜ ଜୀବନକୁ ଖାତିରି…

ପାନ, ଗୁଟ୍‌ଖା ଛେପ ପକାଇଲେ ଅର୍ଥଦଣ୍ଡ

ଭୁବନେଶ୍ୱର,୨୨ା୪(ବ୍ୟୁରୋ) କରୋନା ସଂକ୍ରମଣ ଭୟ କେତେକ ଖରାପ ଅଭ୍ୟାସ ଛାଡିବାକୁ ମଣିଷକୁ ବାଧ୍ୟ କରିଛି। ଛେପ ଓ ଖଙ୍କାର ଦ୍ୱାରା ଏହି ଭୂତାଣୁ ସଂକ୍ରମଣର ଆଶଙ୍କା ରହିଛି। ସର୍ବସାଧାରଣ ସ୍ଥାନରେ ଛେପ ନ ପକାଇବାକୁ ଜନସାଧାରଣଙ୍କୁ ରାଜ୍ୟ ସରକାର ତାଗିଦ କରିଛନ୍ତିି।…

ସୀମା ସିଲ୍‌ ସମ୍ଭବ ନୁହେଁ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ପଶ୍ଚିମବଙ୍ଗ ଫେରନ୍ତାଙ୍କ ଯୋଗୁ ରାଜ୍ୟରେ ଗତ ୨ଦିନ ଧରି କରୋନା ସଂକ୍ରମିତଙ୍କ ସଂଖ୍ୟା ବେଶ୍‌ ବୃଦ୍ଧି ପାଇଛି। ଯାହାକୁ ନେଇ ରାଜ୍ୟ ସରକାର ଚିନ୍ତାରେ ପଡ଼ିଯାଇଛନ୍ତି। ରାଜ୍ୟର ସୀମାବର୍ତ୍ତୀ ସମସ୍ତ ସ୍ଥଳଭାଗକୁ ସିଲ୍‌ କରିବା ସମ୍ଭବ ନୁହେଁ। ପୋଲିସ…

ଖସିଲା ପାରଦ, ରାଜଧାନୀରେ ତୁହାକୁ ତୁହା ବର୍ଷା

ଭୁବନେଶ୍ୱର,୨୨ା୪(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟକୁ ଉତ୍ତପ୍ତ କରିଥିବା ପ୍ରଚଣ୍ଡ ଗ୍ରୀଷ୍ମରୁ ଆଶ୍ୱସ୍ତି ମିଳିଛି। ଝଡବର୍ଷା ଯୋଗୁ ମଙ୍ଗଳବାର ଅଧିକାଂଶ ଜିଲାରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ୍‌ ତଳକୁ ଖସି ଆସିଛି। ସୂଚନା ଅନୁଯାୟୀ, କନ୍ଧମାଳ ଜିଲା ଫୁଲବାଣୀରେ ସର୍ବାଧିକ…

ପିଲାଙ୍କ ପାଇଁ ନେଟ୍‌ଫ୍ଲିକ୍ସର ନୂଆ ସେଫ୍‌ଟି ଫିଚର୍‌

ଭୁବନେଶ୍ୱର, ୨୨।୪ (ବ୍ୟୁରୋ): ଦର୍ଶକଙ୍କ ପରାମର୍ଶ ତଥା ଅନୁରୋଧକୁ ରକ୍ଷାକରି ବିଶ୍ୱର ସର୍ବବୃହତ୍‌ ଭିଡ଼ିଓ ଷ୍ଟ୍ରିମିଂ ସର୍ଭିସ୍‌ ‘ନେଟ୍‌ଫ୍ଲିକ୍ସ’ ତା’ର ଫିଚର୍‌ ଓ ସେବାରେ ପରିବର୍ତ୍ତନ ଆଣିବ। ବିଶେଷକରି ବୟସ୍କ, ମାତାପିତା ଓ ଅଭିଭାବକଙ୍କ ସୁବିଧା ଲାଗି ଏହାର ପରିଚାଳନାକୁ ପୂର୍ବାପେକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri