ରାଜ୍ୟ

ପାନ, ଗୁଟ୍‌ଖା ଛେପ ପକାଇଲେ ଅର୍ଥଦଣ୍ଡ

ଭୁବନେଶ୍ୱର,୨୨ା୪(ବ୍ୟୁରୋ) କରୋନା ସଂକ୍ରମଣ ଭୟ କେତେକ ଖରାପ ଅଭ୍ୟାସ ଛାଡିବାକୁ ମଣିଷକୁ ବାଧ୍ୟ କରିଛି। ଛେପ ଓ ଖଙ୍କାର ଦ୍ୱାରା ଏହି ଭୂତାଣୁ ସଂକ୍ରମଣର ଆଶଙ୍କା ରହିଛି। ସର୍ବସାଧାରଣ ସ୍ଥାନରେ ଛେପ ନ ପକାଇବାକୁ ଜନସାଧାରଣଙ୍କୁ ରାଜ୍ୟ ସରକାର ତାଗିଦ କରିଛନ୍ତିି।…

ସୀମା ସିଲ୍‌ ସମ୍ଭବ ନୁହେଁ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ପଶ୍ଚିମବଙ୍ଗ ଫେରନ୍ତାଙ୍କ ଯୋଗୁ ରାଜ୍ୟରେ ଗତ ୨ଦିନ ଧରି କରୋନା ସଂକ୍ରମିତଙ୍କ ସଂଖ୍ୟା ବେଶ୍‌ ବୃଦ୍ଧି ପାଇଛି। ଯାହାକୁ ନେଇ ରାଜ୍ୟ ସରକାର ଚିନ୍ତାରେ ପଡ଼ିଯାଇଛନ୍ତି। ରାଜ୍ୟର ସୀମାବର୍ତ୍ତୀ ସମସ୍ତ ସ୍ଥଳଭାଗକୁ ସିଲ୍‌ କରିବା ସମ୍ଭବ ନୁହେଁ। ପୋଲିସ…

ଖସିଲା ପାରଦ, ରାଜଧାନୀରେ ତୁହାକୁ ତୁହା ବର୍ଷା

ଭୁବନେଶ୍ୱର,୨୨ା୪(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟକୁ ଉତ୍ତପ୍ତ କରିଥିବା ପ୍ରଚଣ୍ଡ ଗ୍ରୀଷ୍ମରୁ ଆଶ୍ୱସ୍ତି ମିଳିଛି। ଝଡବର୍ଷା ଯୋଗୁ ମଙ୍ଗଳବାର ଅଧିକାଂଶ ଜିଲାରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ୍‌ ତଳକୁ ଖସି ଆସିଛି। ସୂଚନା ଅନୁଯାୟୀ, କନ୍ଧମାଳ ଜିଲା ଫୁଲବାଣୀରେ ସର୍ବାଧିକ…

ପିଲାଙ୍କ ପାଇଁ ନେଟ୍‌ଫ୍ଲିକ୍ସର ନୂଆ ସେଫ୍‌ଟି ଫିଚର୍‌

ଭୁବନେଶ୍ୱର, ୨୨।୪ (ବ୍ୟୁରୋ): ଦର୍ଶକଙ୍କ ପରାମର୍ଶ ତଥା ଅନୁରୋଧକୁ ରକ୍ଷାକରି ବିଶ୍ୱର ସର୍ବବୃହତ୍‌ ଭିଡ଼ିଓ ଷ୍ଟ୍ରିମିଂ ସର୍ଭିସ୍‌ ‘ନେଟ୍‌ଫ୍ଲିକ୍ସ’ ତା’ର ଫିଚର୍‌ ଓ ସେବାରେ ପରିବର୍ତ୍ତନ ଆଣିବ। ବିଶେଷକରି ବୟସ୍କ, ମାତାପିତା ଓ ଅଭିଭାବକଙ୍କ ସୁବିଧା ଲାଗି ଏହାର ପରିଚାଳନାକୁ ପୂର୍ବାପେକ୍ଷା…

ବାହାର ରାଜ୍ୟରୁ ଫେରିଥିବା ବ୍ୟକ୍ତିଙ୍କୁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଅପିଲ: ଲକ୍ଷଣ ଦେଖା ଦେଉ ନ ଥିଲେ ବି ପରୀକ୍ଷା କରାଇ ନିଅନ୍ତୁ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟ ତଥା ଦେଶ ବାହାରୁ ଫେରୁଥିବା ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅପିଲ।ବାହାର ରାଜ୍ୟରୁ ଫେରିଥିବା ବ୍ୟକ୍ତି ସଂକ୍ରମିତ ହୋଇଥାଇ ପାରନ୍ତି। କାରଣ ସଂକ୍ରମିତ ଶିକାର ହେଉଥିବା ପ୍ରାୟ ୮୦ ପ୍ରତିଶତଙ୍କ ଠାରେ କୌଣସି ଲକ୍ଷଣ…

ରାଜ୍ୟରେ ଗୋଟିଏ ଦିନରେ ରେକର୍ଡ ଟେଷ୍ଟ: ମଙ୍ଗଳବାର ହେଲା ୨୦୨୭ ନମୂନା ପରୀକ୍ଷା

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ନମୂନା ପରୀକ୍ଷା କରାଯାଇଛି। ମଙ୍ଗଳବାର ୨୦୨୭ଟି ଆର୍‌ଟିପିସି ନମୂନା ପରୀକ୍ଷା ହୋଇଛି। ଆର୍‌ଏମସିରେ ୧୨୩୪ ନମୂନା ପରୀକ୍ଷା ହୋଇଥିବା ବେଳେ ଏମ୍‌ସରେ ୭୭ଟି, ଏସ୍‌ସିବି ୩୭୮, ଏମ୍‌କେସିଜି ୪୧, ଭିମ୍‌ସାରରେ ୩୩,…

ଭଦ୍ରକର ୩ ଆକ୍ରାନ୍ତ ବାସୁଦେବପୁର ଅଞ୍ଚଳର: ସମସ୍ତ ପଜିଟିଭ୍‌ଙ୍କର ରହିଛି କୋଲକାତା ଲିଙ୍କ୍‌

ଭୁବନେଶ୍ୱର/ବାସୁଦେବପୁର ୨୨।୪(ବ୍ୟୁରୋ/ଡି.ଏନ୍‌.ଏ.): ରାଜ୍ୟରେ ମଙ୍ଗଳବାର ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ଏମାନେ କୋଲକାତାରୁ ଫେରିଥିଲେ ବୋଲି ଭଦ୍ରକ ଜିଲା ପ୍ରଶାସନ ସୂଚନା ଦେଇଛି। ନୂତନ ଆକ୍ରାନ୍ତଙ୍କୁ…

ଲକ୍‌ଡାଉନ୍‌ ଟାଇମ୍‌ପାସ୍‌: ଅନ୍‌ଲାଇନ୍‌ ଗେମିଂର ଡିମାଣ୍ଡ ବଢ଼ିଲା

ସସ୍ମିତା ପାଇକରାୟ ଭୁବନେଶ୍ୱର, ୨୨ା୪ (ବ୍ୟୁରୋ): କରୋନା ବଦଳାଇ ଦେଇଛି ଲୋକଙ୍କ ଜୀବନଶୈଳୀ। ଲକ୍‌ଡାଉନ୍‌ ଯୋଗୁ ଲୋକେ ଦିନରାତି ଘରେ ରହୁଥିବାବେଳେ ଟାଇମ୍‌ପାସ୍‌ ପାଇଁ ଭିନ୍ନ ଭିନ୍ନ ପନ୍ଥା ଆପଣାଇଛନ୍ତି। କିଏ ପିଲାଛୁଆ ଓ ପରିବାର ସହ ବିଭିନ୍ନ ଇନ୍‌ଡୋର ଆକ୍ଟିଭିଟିଜ୍‌ରେ…

ଜୁମ୍‌ ଆପ୍‌କୁ ହାଇକୋର୍ଟଙ୍କ ନା

କଟକ ଅଫିସ,୨୨।୪: ସମ୍ପ୍ରତି ଲକ୍‌ଡାଉନ୍‌ ଜାରିଥିବାରୁ ହାଇକୋର୍ଟରେ ଭିଡିିଓ କନ୍‌ଫରେନ୍ସିଂ ଜରିଆରେ ଶୁଣାଣି ଚାଲିଛି। ଏଥିପାଇଁ ଗତ ୯ ତାରିଖଠାରୁ ‘ଓଡ଼ିଶା ହାଇକୋର୍ଟ ଇ-ଫାଇଲିଂ ଆଣ୍ଡ ଭିଡିିଓ କନ୍‌ଫରେନ୍ସିଂ ସ୍କିମ୍‌-୨୦୨୦’ ଆରମ୍ଭ ହୋଇଛି। ଏହି ସ୍କିମ୍‌ ଅନୁଯାୟୀ ଭିଡିିଓ କଲ୍‌, ବିଶେଷ…

ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨ ଛୁଇଁଲା

ଭୁବନେଶ୍ୱର,୨୨।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୨ରେ ପହଁଚିଛି। ଏ ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। କରୋନା ପଜିଟିଭ ଚିହ୍ନଟ ହୋଇଥିବା…

ବାର ଅନୁଯାୟୀ ଖୋଲିବ ବଜାର

ଅନୁଗୋଳ ଅଫିସ, ୨୨।୪ – ଓଡ଼ିଶା ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶନାମାକୁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ପାଳନ କରାଯାଉଛି। ଲକ୍‌ଡାଉନ୍‌ ପରଠାରୁ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲାରହୁଛି। ତେବେ କଟକଣାରେ ସାମାନ୍ୟ…

ସୀମା ସିଲ୍‌ ଅଞ୍ଚଳ ପରିଦର୍ଶନ କଲେ ଡିଜିପି

ବାଲେଶ୍ୱର ଅଫିସ/ଜଳେଶ୍ୱର/ବାରିପଦା ଅଫିସ, ୨୧ା୪(ସ୍ବ.ପ୍ର.)-ଓଡ଼ିଶାରେ ଚିହ୍ନଟ ହୋଇଥିବା ସର୍ବାଧିକ କରୋନା ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ୍‌ ରହିଥିବା ଜଣାପଡିବା ପରେ ରାଜ୍ୟ ସରକାର ସୀମାନ୍ତ ଅଞ୍ଚଳରେ ସୁରକ୍ଷା କଡାକଡି ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ସୀମା ସିଲ୍‌ ଅଞ୍ଚଳର ବାସ୍ତବ ସ୍ଥିତି ପରିଖିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri