ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ଆଗ ଥଇଥାନ କର, ପରେ ଉଚ୍ଛେଦ, ଥାନା ଘେରାଉ କଲେ ଦୁଇ ସଂଘ
ଭୁବନେଶ୍ୱର, ୧୦।୧୨(ବ୍ୟୁରୋ): ସୌନ୍ଦର୍ଯ୍ୟକରଣ ସହ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କ ଯାତାୟାତ ସହଜ ହେବା ଲାଗି ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ପାଇଁ ସୋମବାରଠାରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ୩ଦିନ ଧରି ଚାଲିବାକୁ ଥିବା ଏହି ଉଚ୍ଛେଦର ଦ୍ୱିତୀୟ ଦିନରେ...
ସୂଚନା ଅଧିକାର କର୍ମୀଙ୍କୁ ଗୁଳି ମାରି ହତ୍ୟା
ଫୁଲବାଣୀ ଅଫିସ୍, ୧୦।୧୨:କନ୍ଧମାଳ ଜିଲା ବାଲିଗୁଡାରେ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅଧିକାର(ଆରଟିଆଇ) କର୍ମୀଙ୍କୁ ଗୁଳିମାଡ଼ କରାଯାଇଛି। ମୃତକ ଜଣଙ୍କ ହେଲେ ଅଭିମନ୍ୟୁ ପଣ୍ଡା। ମିଳିଥିବା ସୁଚନା ଅନୁସାରେ ସକାଳ ପ୍ରାୟ ସାଢ଼େ ୬ଟାବେଳେ ଏକ...
ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ
ବାଲେଶ୍ୱର ଅଫିସ୍, ୧୦।୧୨: ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଚଢାଉ ହୋଇଥିବା ଜଣାପଡିଛି। ସୋରୋ ଗ୍ରାମ୍ୟ ଊନ୍ନୟନ ବିଭାଗର ସହକାରି ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ବେହେରାଙ୍କ...
ଲିଙ୍ଗଭିତ୍ତିକ ହିଂସାର ବିଲୋପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପଠାଗଲା ପୋଷ୍ଟକାର୍ଡ
ଭୁବନେଶ୍ୱର, ୧୦।୧୨(ବ୍ୟୁରୋ):ସହର ହେଉ ବା ଗ୍ରାମାଞ୍ଚଳ, ସବୁଠାରେ ମହିଳା ଓ ଯୁବତୀମାନଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରାୟ ପ୍ରତ୍ୟେକ ଦିନ କେଉଁଠି ନା କେଉଁଠି ମହିଳା, ଯୁବତୀ ତଥା ବାଳିକାଙ୍କ ସହ ନିର୍ଯାତନା ଓ ପାଶବିକ ଅତ୍ୟାଚାର...
ଜାତୀୟ ରାଜପଥ ମାନ୍ୟତା ପାଇଁ ଦାବିପତ୍ର
କପ୍ତିପଦା,୧୦ା୧୨(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଦେଇ ଟି.ଡି.ପି.ୟୁ ଏମ.ବି.ଆର(ଠାକୁରମୁଣ୍ଡା, ଡଙ୍ଗାଡିହା, ପୋଡାଡିହା,ଉଦଳା,ମାଣତ୍ରୀ,ବୈଶିଙ୍ଗା ଓ ରୂପସା) ଏମଡିଆର-୭୦ ଏକ ରାସ୍ତା ରହିଛି। ଏହି ରାସ୍ତାକୁ ଜାତୀୟ ରାଜପଥର ମାନ୍ୟତା ଦେବା ପାଇଁ ଅଞ୍ଚଳବାସୀ ଅଣ୍ଟା ଭିଡ଼ିଛନ୍ତି। ପ୍ରଦୀପ କୁମାର ରାଉତ,...
ରେଳଷ୍ଟେଶନ ପରିସରରୁ ଜବରଦଖଲ ଉଚ୍ଛେଦ
ବେତନଟୀ,୧୦ା୧୨(ଡି.ଏନ୍.ଏ.)- ବେତନଟୀ ରେଳଷ୍ଟେଶନ ପରିସରରେ ଦୀର୍ଘ ବର୍ଷ ଧରି ଦୋକାନ ବଜାର ଓ ଡ଼େଲି ପରିବା ମାର୍କେଟ ଗଢି ଉଠିଥିବାବେଳେ ସୋମବାର ଏହାକୁ ଉଚ୍ଛେଦ କରାଯାଇଛି। ରେଳ ବିଭାଗ ବାଲେଶ୍ୱର କାର୍ଯ୍ୟାଳୟର ସହକାରୀ ଡିଭିଜନାଲ ଇଞ୍ଜିନିୟରଙ୍କ ପକ୍ଷରୁ ଜବରଦଖଲକାରୀଙ୍କୁ ଗତ...
ଶ୍ରଦ୍ଧାପୁର ଉପନିର୍ବାଚନରେ ବିଶୃଙ୍ଖଳା ଘଟଣା: କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ଶିକ୍ଷକଙ୍କ ମେଳି
ଭୋଗରାଇ, ୧୦।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଶ୍ରଦ୍ଧାପୁର ପଞ୍ଚାୟତ ଉପନିର୍ବାଚନରେ ବିଶୃଙ୍ଖଳା, ଭୋଟବାକ୍ସ ଖୋଲା ଓ ଭାଙ୍ଗିବା ଘଟଣା ଅଭିଯୋଗ ହେବା ପରେ କାର୍ଯ୍ୟରେ ଅବହେଳା କରିଥିବା ୬ଜଣ ଶିକ୍ଷକଙ୍କ ବିରୋଧରେ ଜିଲାପାଳ କାର୍ଯ୍ୟାନୁଷ୍ଠାନ ନେବା ପରେ ଭୋଗରାଇ ପ୍ରଥମରୁ...
ବାଲେଶ୍ୱର ସବ୍ରେଜିଷ୍ଟ୍ରି ଅଫିସରେ ନିଅଁ।
ବାଲେଶ୍ୱର ଅଫିସ, ୧୦ା୧୨-ବାଲେଶ୍ୱର ସବ୍ରେଜିଷ୍ଟ୍ରି ଅଫିସରେ ସୋମବାର ରାତି ପ୍ରାୟ ୯ଟା ୪୫ ମିନିଟ୍ରେ ନିଅଁ। ଲାଗିଯାଇଥିଲା। ସ୍ଥାନୀୟ ଲୋକେ ନିଅଁ। ଲାଗିଥିବା ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗର ଦୁଇଟି ବାହିନୀ ଆସି ନିଅଁାଲିଭା କାର୍ଯ୍ୟରେ...
କଲେଜ ଛାତ୍ରଙ୍କ କମାଲ:ବାଇକ୍ ପରି ଗଡୁଛି ସାଇକେଲ
ଖୋର୍ଦ୍ଧା ଅଫିସ,୧୦।୧୨:ବାଇକ୍ ପରି ଗଡୁଛି ସାଇକେଲ। ଷ୍ଟାର୍ଟ ହେଉଛି। ଆକ୍ସିଲେଟର ମୋଡ଼ିଲେ ବେଗ ବଢୁଛି। ହର୍ନ ମଧ୍ୟ ବାଜୁଛି। ପେଟ୍ରୋଲ ପଡ଼ିବା ବଦଳରେ ବ୍ୟାଟେରୀ ସଂଯୋଗ ରହିଛି। ୩ ଘଣ୍ଟା ବ୍ୟାଟେରୀ ଚାର୍ଜ ହେଲେ ୪୦ କି.ମି. ପର୍ଯ୍ୟନ୍ତ ଯାଉଛି।...
ଭଙ୍ଗାଗଲା ମଙ୍ଗୁ ମଠ
ପୁରୀ ଅଫିସ, ୧୦।୧୨:ବହୁ ବାଦ ବିବାଦ ପରେ ଶେଷରେ ଉଚ୍ଛେଦ ହୋଇଛି ମଙ୍ଗୁ ମଠ। ସୋମବାର ମଠର ବ୍ୟବସାୟିକ କୋଠା ଭଙ୍ଗା କାର୍ଯ୍ୟ ଆରମ୍ଭ ହୋଇଛି। ଏହି ମଠକୁ ସୁରକ୍ଷା ଦେବା ପାଇଁ ବିଭିନ୍ନ ସ୍ତରରେ ଉଦ୍ୟମ ହୋଇଥିଲା। ଏମିତି...
ଟାଣିନେଲା ୩୩ କେଭି ବିଦ୍ୟୁତ୍: ଜଳିଗଲେ ରଙ୍ଗମିସ୍ତ୍ରି, ଅନ୍ୟ ଜଣେ ଗୁରୁତର
ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶିଶୁ ବିହାରରେ ସୋମବାର ଘଟିଛି ଏକ ଦୁଃଖଦ ଘଟଣା। ଏକ ଘରର ରଙ୍ଗ କାମ ଚାଲିଥିବାବେଳେ ଜଣେ ଯୁବକଙ୍କୁ ଯମ ଭଳି ଟାଣି ନେଇଥିଲା ୩୩ କେଭି ବିଦ୍ୟୁତ୍ ତାର। କେହି କିଛି ବୁଝିବା ପୂର୍ବରୁ...
ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଆରମ୍ଭ
ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର (ଡି.ଏନ୍.ଏ):ଶ୍ରୀମନ୍ଦିର ଭଳି ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ହଟିବ ଜବରଦଖଲ। ସୌନ୍ଦର୍ଯ୍ୟକରଣ ସହ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କ ଯାତାୟାତ ସହଜ ହେବ। ଏଥିପାଇଁ ସୋମବାରଠାରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ୩ଦିନ ଧରି ଚାଲିବାକୁ ଥିବା ଏହି...
Archives


