ରାଜ୍ୟ

ଜେଲରେ ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା

ଚୌଦ୍ୱାର,୧୦।୧୨(ଡି.ଏନ.ଏ): ଚୌଦ୍ୱାର ସର୍କଲ ଜେଲରେ ସୋମବାର ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ମାଳିସାହି ଗ୍ରାମର ଦେବ ପ୍ରକାଶ ବେହେରା(୨୧)। ଜେଲ କର୍ତ୍ତୃପକ୍ଷ ଚୌଦ୍ୱାର ଥାନାରେ କରିଥିବା ଲିଖିତ ସୂଚନା ଅନୁଯାୟୀ,...

ସୋନିଆଙ୍କୁ ଭେଟିଲେ ମହିଳା କଂଗ୍ରେସ ଟିମ୍‌

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ଅଭିଯୋଗ କରିବାକୁ ଯାଇଥିବା ମହିଳା କଂଗ୍ରେସ ଟିମ୍‌ ସୋମବାର ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରିଛନ୍ତି। ସଂସଦ ଭବନର ୨୪ ନମ୍ବର ପ୍ରକୋଷ୍ଠରେ ରାଜ୍ୟ...

ଉତ୍ତମ ଶିକ୍ଷାରୁ ବଞ୍ଚତ୍ତ ଶ୍ରବଣବାଧିତ ଛାତ୍ର

ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଲାଦାଙ୍ଗି ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଟୁନା ପ୍ରଧାନ। ତାଙ୍କ ବାମ କାନକୁ ଆଦୌ ଶୁଭୁ ନ ଥିବାବେଳେ ଡାହାଣ କାନକୁ ଅଳ୍ପ ଶୁଭୁଛି। ଫଳରେ ପାଠ ପଢାରେ ସମସ୍ୟା...

ଭାଜପା ରାଜ୍ୟ ସଭାପତି ପଦକୁ ନେଇ ଚର୍ଚ୍ଚା:ଗୋଷ୍ଠୀବାଦ ନା ଯୋଗ୍ୟତାକୁ ଗୁରୁତ୍ୱ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଭାଜପାର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାନୁୟାରୀ ପୂର୍ବରୁ ଶେଷ ହେବ। ବୁଥ୍‌ସ୍ତରରୁ ଆରମ୍ଭ କରି ରାଜ୍ୟ ସ୍ତର ପର୍ଯ୍ୟନ୍ତ ସବୁଠି ଦଳ ନିଜର ନେତୃତ୍ୱ ପରିବର୍ତ୍ତନ କରିବାକୁ ଯାଉଛି। ଏହି ପ୍ରକ୍ରିୟାର ୭୦ ପ୍ରତିଶତ କାର୍ଯ୍ୟ ଶେଷ ହୋଇସାରିଥିବା ବେଳେ...

ଦୁଇଟି ସ୍ଥାନରେ ହାଟକୁ ବିରୋଧ, ରାସ୍ତା ଅବରୋଧ

ରାଇକିଆ,୧୦ା୧୨(ଡ଼ି.ଏନ.ଏ)-ରାଇକିଆ ସାପ୍ତାହିକ ହାଟ ସୋମବାର ଦୁଇଟି ସ୍ଥାନରେ ଏକା ସମୟରେ ଚାଲୁଛି। ହାଟକୁ ଆସୁଥିବା ବ୍ୟବସାୟୀମାନେ ଏହାକୁ ବିରୋଧ କରି ରାସ୍ତା ଅବରୋଧ କରିଛନ୍ତି। ଏପରିକି ରାସ୍ତା ଉପରେ ଦୋକାନ ଖୋଲି ପ୍ରତିବାଦ ମଧ୍ୟ କରିଛନ୍ତି। ଗତ ୧୮ ତାରିଖରେ...

ଦେଢ଼ ବର୍ଷ ପରେ କବର ତଳୁ କଙ୍କାଳ ଉଦ୍ଧାର

ଜି.ଉଦୟଗିରି,୧୦ା୧୨(ଡି.ଏନ.ଏ.)-ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗରେ କନ୍ଧମାଳ ଜିଲା ଜି.ଉଦୟଗିରି ଥାନା କୁମ୍ଭାରକୁପାରେ ସୋମବାର ପୋଲିସ ଜଣେ ନାବାଳିକାଙ୍କ କଙ୍କାଳ ଉଦ୍ଧାର କରିଛି। ନାବାଳିକାଙ୍କ ବାପାଙ୍କ ଏତଲାକୁ ଭିତ୍ତି କରି ଜି.ଉଦୟଗିରି ପୋଲିସ ନଂ. ୧୩୧/୧୯ରେ ମାମଲା ରୁଜୁକରି ତଦନ୍ତ ଚଳାଇଛି।...

ମହିଳାଙ୍କୁ ଗଣବଳାତ୍କାର ଘଟଣା:୪ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧୦।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିଲା। ଏହି ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଅଇଁଠାପାଲି ଥାନା ଅଞ୍ଚଳର ଶିବ ଶଙ୍କର ନାଏକ(୨୫), ଡୋଲାମଣୀ ଭୋଇ...

୮ ଦିନରେ ୫୫୨ ଚାଳକଙ୍କୁ ୫.୫୫ ଲକ୍ଷ ଟଙ୍କାର ଚାଲାଣ

ବ୍ରହ୍ମପୁର ଅଫିସ,୧୦ା୧୨-ସଡକ ଦୁର୍ଘଟଣା ମୃତ୍ୟୁସଂଖ୍ୟା ହ୍ରାସ କରିବା ଉଦ୍ଦେଶ୍ୟ ନେଇ ସରକାର ଟ୍ରାଫିକ ନିୟମ ସଂଶୋଧନ କରିଥିଲେ। ନୂଆ ମୋଟରଯାନ ଆଇନ-୨୦୧୯ ସେପ୍ଟେମ୍ବର ପହିଲାରୁ ସାରା ଭାରତ ବର୍ଷରେ ଲାଗୁ ହୋଇଥିଲା। ଓଡ଼ିଶାରେ ଏହି ନିୟମ ଲାଗୁ ବେଳେ ପୋଲିସ...

କର୍ନାଟକ ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମନ୍ତ୍ରୀ ତୁଷାରକାନ୍ତି ବେହେରା:ଆଇଟି ନୀତି, ପୁଞ୍ଜିନିବେଶ ଉପରେ ଆଲୋଚନା

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ପୂର୍ବାହ୍ନରେ କର୍ନାଟକର ଉପମୁଖ୍ୟମନ୍ତ୍ରୀ ଅଶ୍ବଥ ନାରାୟଣଙ୍କ ସହ ସାକ୍ଷାତ କରିଛନ୍ତି। ଏଥିରେ ଉଭୟଙ୍କ ମଧ୍ୟରେ ଆଇଟି ନୀତି, ପୁଞ୍ଜିନିବେଶ ସୁଯୋଗ ସହ ଆଇଟି କ୍ଷେତ୍ରରେ ଉଭୟ ରାଜ୍ୟ...

ବିଜେଡି-ଭାଜପା ମଧ୍ୟରେ ଅନୈତିକ ସନ୍ଧି ରହିଛି: ନିରଞ୍ଜନ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ବିଜେଡି ଏବଂ ଭାଜପା ମଧ୍ୟରେ ଅନୈତିକ ସନ୍ଧି ରହିଛି। ଲୋକ ସଭା ହେଉ କି ରାଜ୍ୟ ସଭାରେ ପ୍ରସଙ୍ଗ ଉତ୍‌ଥାପନ ନ କରିବା ଏବଂ ରାଜ୍ୟ ସ୍ବାର୍ଥ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗର ଆଲୋଚନା ବେଳେ ସାମିଲ ନ ହେବା ବିଜେଡି-ଭାଜପା...

୩ ବରିଷ୍ଠ ଓଏଏସ୍‌ଙ୍କ ବଦଳି

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ରାଜସ୍ବ ପର୍ଷଦ ସଦସ୍ୟଙ୍କ ଅଧୀନରେ ଥିବା ଭୁବନେଶ୍ୱର ଅତିରିକ୍ତ ରିଭିଜନାଲ କୋର୍ଟ...

ଓଏଏସ୍‌ ସ୍ତରରେ ଅଦଳବଦଳ: ବଦଳିଲେ ୧୪ ବିଡିଓ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍‌ ସ୍ତରରେ ଏକ ବଡ ଧରଣର ଅଦଳ ବଦଳ କରିଛନ୍ତି। ୧୪ଜଣ ବିଡିଓଙ୍କୁ ବଦଳି କରି ଅନ୍ୟତ୍ର ନିଯୁକ୍ତି ଦେଇଛନ୍ତି। ଏନେଇ ସୋମବାର ପଞ୍ଚାୟତିରାଜ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଉଦଳା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri