ରାଜସ୍ବ ଆଦାୟ ହ୍ରାସକୁ ନେଇ ବଢୁଛି ଚିନ୍ତା
ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟର ଆର୍ଥିକ ସ୍ଥିତି ଭଲ ରହିଛି। ସମଗ୍ର ବିଶ୍ୱରେ ଦେଖାଦେଇଥିବା ମାନ୍ଦାବସ୍ଥାର ପ୍ରଭାବ ଓଡିଶା ଉପରେ ନାହିଁ ବୋଲି ରାଜ୍ୟ ସରକାର କହି ଆସୁଛନ୍ତି। ତେବେ ରାଜସ୍ବ ସଂଗ୍ରହରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ନେଇ ରାଜ୍ୟର ଆର୍ଥିକ ସ୍ଥିତି ଚିନ୍ତାଜନକ...
ଲୋୟର ପିଏମ୍ଜିରେ ଅଙ୍ଗନଓ୍ବାଡି କର୍ମୀ:୧୬ ଦଫା ଦାବି ନେଇ ଗର୍ଜିଲେ
ଭୁବନେଶ୍ୱର, ୧୦।୧୨(ବ୍ୟୁରୋ):ଦୀର୍ଘ ଦିନରୁ ଦାବି ପୂରଣ ହେଉ ନ ଥିବାରୁ ଅଲ୍ ଓଡ଼ିଶା ଅଙ୍ଗନଓ୍ବାଡି ଳେଡିଜ୍ ଓ୍ବାର୍କର୍ସ ଆସୋସିଏଶନ କର୍ମୀମାନେ ସୋମବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଆସୋସିଏଶନ ପକ୍ଷରୁ ହଜାର ହଜାର ଅଙ୍ଗନଓ୍ବାଡି କର୍ମୀ ମାଷ୍ଟରକାଣ୍ଟିନଠାରେ ଏକତ୍ର ହୋଇ ଏକ ବିଶାଳ...
ନୂଆ ପିଆଜ ଆସିଲେ ଦର କମିବ
ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଗତ ୨/୩ ମାସ ହେବ ପିଆଜର ଅହେତୁକ ଦର ବୃଦ୍ଧି ଲୋକମାନଙ୍କୁ ଅତିଷ୍ଠ କରି ରଖିଛି। ନୂଆ ଅମଳ ନ ଆସିବା ଯାଏ ରାଜ୍ୟରେ ପିଆଜ ଦର୍ କମିବା ଆଶା କ୍ଷୀଣ। ତେବେ ଆଉ ମାସେ ଏଭଳି ଦର୍ ବୃଦ୍ଧି...
‘ଓଡ଼ିଶା ସାଂସ୍କୃତିକ କେନ୍ଦ୍ର ଓ ପାଠାଗାର’ ପ୍ରତିଷ୍ଠା ଲାଗି ତତ୍ପରତା: ଦିଲ୍ଲୀରେ ଜମି ମାଗିଲେ ନବୀନ
ଭୁବନେଶ୍ୱର,୯ା୧୨(ବ୍ୟୁରୋ):ନୂଆଦିଲ୍ଲୀରେ ‘ଓଡ଼ିଶା ସାଂସ୍କୃତିକ କେନ୍ଦ୍ର ଓ ପାଠାଗାର’ ପ୍ରତିଷ୍ଠା ଲାଗି ସହଯୋଗ ଲୋଡ଼ି କେନ୍ଦ୍ର ସହରାଞ୍ଚଳ ବିକାଶ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୀର୍ଘଦିନ ହେଲା ରାଜ୍ୟ ସରକାରଙ୍କ ଦ୍ୱାରା ଏହା ପ୍ରତିଷ୍ଠା...
ଚଳିତବର୍ଷ ଧାନ ସଂଗ୍ରହ ବଢ଼ିଛି
ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଚଳିତବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟକୁ ଭଲ ବର୍ଷା ଦେଇଛି। ରାଜ୍ୟର ମୁଖ୍ୟ ଫସଲ ଧାନ ଉତ୍ପାଦନ ବୃଦ୍ଧି ପାଇଛି। ଖରିଫ ଋତୁରେ ରାଜ୍ୟ ସରକାର ଗତବର୍ଷ ତୁଳନାରେ ୨୮ ପ୍ରତିଶତ ଧାନ ଅଧିକ ସଂଗ୍ରହ କରିଛନ୍ତି । ରାଜ୍ୟ...
ଦାୟିତ୍ୱ ନେଲେ ଡିଜିପି ଅଭୟ: ୬ ଦିଗ ଉପରେ ଦେବେ ପ୍ରାଧାନ୍ୟ
କଟକ ଅଫିସ, ୧୦।୧୨:ରାଜ୍ୟରେ ଆଉ ଚାଲିବନି ମାଫିଆ ରାଜ। ଏମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ୧୯୮୬ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇପିଏସ୍ ଅଫିସର ଅଭୟ ସୋମବାର କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ...
ତାଳଚେର ବିଧାୟକଙ୍କ ଗାଡ଼ି ପୋଡ଼ିଦେବା ଘଟଣା:ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି, ଏସ୍ପିଙ୍କ ତଦନ୍ତ
ତାଳଚେର, ୧୦ା୧୨(ନି.ପ୍ର.) ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଭରତପୁରସ୍ଥିତ କ୍ୟାମ୍ପ କାର୍ଯ୍ୟାଳୟରେ ଶନିବାର ରାତିରେ କେହି ଦୁର୍ବୃତ୍ତ ତାଙ୍କ କାର ପୋଡ଼ିଦେବା ଏବଂ ପୂର୍ବରୁ ତାଙ୍କ ପୈତୃକ ବାସଭବନରେ ନିଆଁ ଲଗାଇଦେବାକୁ ଉଦ୍ୟମ କରିବା ଘଟଣାରେ ସୋମବାର ପୋଲିସ...
ନବ ଦମ୍ପତିଙ୍କୁ ପିଆଜ ଭେଟି
ଅନୁଗୋଳ ଅଫିସ, ୧୦।୧୨ ଚଢ଼ା ଦରରେ ବିକ୍ରି ହେଉଥିବା ପିଆଜ ଏବେ ଉପହାର ପାଲଟିଯାଇଛି। ମୂଲ ଆକାଶ ଛୁଆଁ ହୋଇଥିବାରୁ ଏହାକୁ ଲୋକେ ବିବାହ ଆଦି ଉତ୍ସବରେ ଭେଟି ସ୍ବରୂପ ଦେବାକୁ ପସନ୍ଦ କଲେଣି। ରବିବାର ଘଟିଥିବା ଏପରି ଏକ...
ପ୍ରଦୂଷଣରେ କଲବଲ ଜୀବନ:କ୍ରଶର ବନ୍ଦ ଦାବି କଲେ ଛାତ୍ରୀଛାତ୍ର
ଢେଙ୍କାନାଳ ଅଫିସ, ୧୦।୧୨ ଢେଙ୍କାନାଳ ସହର ଉପକଣ୍ଠ ଯତନନଗର ଅଞ୍ଚଳରେ ଥିବା କ୍ରଶର ୟୁନିଟ୍ ବନ୍ଦ ଦାବିରେ ସୋମବାର ମଧୁସୂଦନ ଆବାସିକ ଉଚ୍ଚ ବିଦ୍ୟାଳୟ ଛାତ୍ରୀଛାତ୍ର, ଅଭିଭାବକ ଏବଂ ଜନସାଧାରଣ ରାସ୍ତାକୁ ଓହ୍ଲାଇଛନ୍ତି। ଅଞ୍ଚଳବାସୀଙ୍କ କହିବା କଥା, ଉକ୍ତ କ୍ରଶର...
ଜିଲା ମୁଖ୍ୟ ଚିକିତ୍ସାଳୟରେ ରାଜ୍ୟ ସ୍ବାସ୍ଥ୍ୟ ପ୍ରତିନିଧି ଦଳ:ଖୁବ୍ଶୀଘ୍ର ମିନି ଆଇସିୟୁ, ଏଚ୍ଡିୟୁ
ଢେଙ୍କାନାଳ ଅଫିସ, ୧୦।୧୨ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ୩ଜଣିଆ ପ୍ରତିନିଧି ଦଳ ସୋମବାର ଢେଙ୍କାନାଳ ଜିଲା ଚିକିତ୍ସାଳୟର ଭିତ୍ତିଭୂମି ଯାଞ୍ଚ କରିଛନ୍ତି। ସ୍ବାସ୍ଥ୍ୟ ବିଭାଗ ଉପଦେଷ୍ଟା ତଥା ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ପି.କେ. ପ୍ରଧାନ, ସ୍ବତନ୍ତ୍ର ସଚିବ ଡା. ହର...
ଦୃଷ୍ଟିହୀନ ନାତିକୁ ଖତଗଦାରେ ଫିଙ୍ଗି ଦେଇଥିଲେ ଜେଜେବାପା
ନବରଙ୍ଗପୁର,୧୦।୧୨(ବି.ପ୍ର.)-ଦୃଷ୍ଟିହୀନ ଶିଶୁପୁତ୍ର ଜନ୍ମ କରିଥିଲେ ବୋହୂ। ଏହାକୁ ଶ୍ୱଶୁର ସହ୍ୟ କରି ପାରି ନ ଥିଲେ। ଜନ୍ମର ୨ ମାସ ପରେ ଦୃଷ୍ଟିହୀନ ନାତିକୁ ଜେଜେବାପା ଖତ ଗଦାରେ ଫୋପାଡି ଦେଇଥିଲେ। ଏହା ଦେଖି ଜନ୍ମ ଦାତ୍ରୀ ମାଆ...
ନିସାହା ତୁଳସାକୁଁ ସାହାଯ୍ କଲା ଓଁଶ୍ରୀ ଯୁବକ ସଂଘ
ମୋହନଗିରି,୧୦।୧୨(ଡି.ଏନ.ଏ.)- କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ମୋହନଗିରି ୨ ନମ୍ବର ଓ୍ବାର୍ଡର ତୁଳସା ନନ୍ଦ(୪୮)। ଆଏଜ୍କେ ୧୮ ଦିନ୍ ହେଲା ଘରର ପିଁଢ଼ାରୁ ପଡ଼ି ତାକର ଡେବରି ଗୋଡ଼ ଭାଂଗି ଯାଇଛେ। ଇଆଡ଼େ ତାକର ଆପ୍ନେ ସୀତାରାମ ନନ୍ଦ...
Archives


