୩ ବ୍ଲକ୍ର ୫ ଗ୍ରାମ ସିଲ୍
ଯାଜପୁର ଅଫିସ,୨୧ା୪: ରାଜ୍ୟରେ ସୋମବାର ଚିହ୍ନଟ ହୋଇଥିବା ୧୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫ଜଣ ଯାଜପୁର ଜିଲାର ବୋଲି ଜଣାପଡ଼ିଛି। ଆକ୍ରାନ୍ତଙ୍କ ଘର ଦଶରଥପୁର ବ୍ଲକ ବିରଜାପୁର ଗ୍ରାମ ପଞ୍ଚାୟତର ରାମବାଗ-କୋଦେଇବାଟି, ଯାଜପୁର ବ୍ଲକର ବାସୁଦେବପୁର ପଞ୍ଚାୟତ ବାସୁଦେବପୁର, ମାର୍କଣ୍ଡପୁର ପଞ୍ଚାୟତର…
ଅଧିକାରୀଙ୍କ ଅଫିସ୍ ଆସିବା ନିୟମ ବଦଳିଲା
ଭୁବନେଶ୍ୱର, ୨୧ା୪(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କ ବିଭିନ୍ନ ଅଫିସ୍ କାର୍ଯ୍ୟ। ଏଥିପାଇଁ କ୍ରିଟିକାଲ ବିଭାଗର ସମସ୍ତ ଗ୍ରୁପ୍-ଏ ଅଧିକାରୀ ଓ ୫୦% କର୍ମଚାରୀ ଏବଂ ଆଂଶିକ କ୍ରିଟିକାଲ ବିଭାଗର ୩୩% କର୍ମଚାରୀଙ୍କୁ କାର୍ଯ୍ୟରେ ଯୋଗଦେବାକୁ ରାଜସ୍ବ ବିଭାଗ ପକ୍ଷରୁ…
କଟକଣା ସହ ଖୋଲିବ ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର, ୨୧ା୪(ବ୍ୟୁରୋ): ଲକ୍ଡାଉନ୍ ଯୋଗୁ ରାଜ୍ୟର ସବୁ ବିଶ୍ୱବିଦ୍ୟାଳୟ ବନ୍ଦ ରହିଛି। ଏଥିଯୋଗୁ ଉଚ୍ଚଶିକ୍ଷା କ୍ଷେତ୍ର ଓ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଗୁରୁତର ପ୍ରଭାବିତ ହୋଇଛି। ତେଣୁ ବିକଳ୍ପ ବ୍ୟବସ୍ଥା ସ୍ବରୂପ କେତେକ କଟକଣା ସହିତ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ…
ଡାକ୍ତରଙ୍କ ପ୍ରତି ହିଂସା ଅଗ୍ରହଣୀୟ
ଭୁବନେଶ୍ୱର,୨୧ା୪(ବ୍ୟୁରୋ): କରୋନା ସଂକ୍ରମଣରେ ବିଶ୍ୱ ଛଟପଟ। ସମଗ୍ର ଦେଶ ମଧ୍ୟ ଏହି ମହାମାରୀ ସହିତ ଲଢୁଛି। ଏହାକୁ ମୁକାବିଲା କରିବାରେ ଡାକ୍ତର, ନର୍ସ ଓ ପାରାମେଡିକାଲ କର୍ମଚାରୀମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତିି। ସେମାନେ ଜୀବନକୁ ବିପନ୍ନ କରି କରୋନା ରୋଗୀଙ୍କ…
ସଫେଇ କର୍ମଚାରୀଙ୍କୁ ପାଣି, ଫୁଲ ପକାଇ ସମ୍ମାନିତ
ଜଟଣୀ ୨୧ା୪(ଡି.ଏନ.ଏ.): କରୋନା ସଂକ୍ରମଣ ରୋକିବାରେ ଅଗ୍ରଦୂତ ସାଜିଥିବା ଡାକ୍ତର, ନର୍ସ, ପୋଲିସ ଓ ସଫେଇ କର୍ମଚାରୀ ଜୀବନକୁ ବାଜି ଲଗାଇଛନ୍ତି। ଲକ୍ଡାଉନ୍ ସମୟରେ ଲୋକଙ୍କ ସେବାରେ ଲାଗି ପଡିଥିବା ଜଟଣୀ ମ୍ୟୁନିସିପାଲିଟି ଅଞ୍ଚଳରେ କାର୍ଯ୍ୟରତ ୧୦୦ରୁ ଊର୍ଦ୍ଧ୍ୱ ସଫେଇ କର୍ମଚାରୀଙ୍କୁ…
୨ ହଜାରରୁ ଊର୍ଦ୍ଧ୍ୱ ନମୁନାର ରାପିଡ୍ ଟେଷ୍ଟ
ଭୁବନେଶ୍ୱର, ୨୧ା୪ବ୍ୟୁରୋ): ରାଜଧାନୀକୁ ସଂକ୍ରମଣ ମୁକ୍ତ ଲକ୍ଷ୍ୟ ନେଇ ବିଏମ୍ସି ପକ୍ଷରୁ ରାପିଡ୍ ଟେଷ୍ଟ ଚାଲିଛି। ଏହି ଅଭିଯାନର ୩ୟ ଦିନ ସୋମବାରରେ ଭୁବନେଶ୍ୱରରୁ ୨ହଜାରରୁ ଊର୍ଦ୍ଧ୍ୱ ନମୁନା ସଂଗ୍ରହ କରାଯାଇଥିବା ସ୍ବାସ୍ଥ୍ୟ ବିଭାଗ ସୂତ୍ରରୁ ଜଣାପଡ଼ିଛି। ଦକ୍ଷିଣ ପଶ୍ଚିମ ମଣ୍ଡଳରୁ…
ପିପିଲି ଟୋଲ୍ ପ୍ଲାଜାରୁ ଟିକସ ଆଦାୟ ଆରମ୍ଭ
ପିପିଲି,୨୧ା୪ (ସ୍ବ.ପ୍ର): ରାଜ୍ୟ ସରକାର ଲକ୍ଡାଉନକୁ କିଛିମାତ୍ରାରେ କୋହଳ କରିଛନ୍ତି। ପୁରୀ ଜିଲା ପିପିଲି ଟୋଲ ପ୍ଲାଜା ସିଲକୁ ସୋମବାରଠାରୁ ଖୋଲା ଯାଇଛି। ଏଥିସହ କର୍ମଚାରୀମାନେ ପୂର୍ବଭଳି ଟୋଲ ପ୍ଲାଜାରେ ଟିକସ ଆଦାୟ କାର୍ଯ୍ୟ ଆରମ୍ଭ କରିଛନ୍ତି। କରୋନା ସଂକ୍ରମଣକୁ ରୋକିବା…
ଭୁବନେଶ୍ୱରରେ ବୁଲିବ ମାସ୍କ ମୋବାଇଲ ଭ୍ୟାନ୍
ଭୁବନେଶ୍ୱର, ୨୧ା୪(ବ୍ୟୁରୋ): କରୋନା ଭୂୂତାଣୁ ସଂକ୍ରମଣ ରୋକିବା ଦିଗରେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ରାଜ୍ୟ ସରକାର ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛନ୍ତି। ସାଧାରଣ ଲୋକଙ୍କ ଲାଗି ରାଜ୍ୟର ବିଭିନ୍ନ ଜିଲାରେ ଥିବା ସ୍ବୟଂ ସହାୟକ ଗୋଷ୍ଠୀ ତଥା ଉତ୍ପାଦକ ଗୋଷ୍ଠୀର ସଦସ୍ୟାମାନେ…
ସଙ୍କଟରେ ଚାନ୍ଦୁଆ ଶିଳ୍ପ
ପିପିଲି, ୨୧ା୪: କରୋନା ଯୋଗୁ ମଣିଷର ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିରୁ ବାଦ୍ ପଡ଼ିନାହିଁ ପିପିଲିର ପ୍ରସିଦ୍ଧ ଚାନ୍ଦୁଆ ଶିଳ୍ପ। ଫନୀ ବାତ୍ୟା ପରେ କଷ୍ଟେମଷ୍ଟେ ଅଣ୍ଟା ସଳଖି ଆସୁଥିବା ଚାନ୍ଦୁଆ କାରିଗରଙ୍କ ସମେତ ବ୍ୟବସାୟୀମାନେ ଏବେ କରୋନା ମାଡ଼ରେ…
ଇନ୍ଦୋର ଉଦାହରଣ ଦେଇ ବୁଝାଇଲେ
ଭୁବନେଶ୍ୱର, ୨୧ା୪(ବ୍ୟୁରୋ): କରୋନା ମୁକାବିଲା କ୍ଷେତ୍ରରେ ଓଡ଼ିଶାକୁ ପ୍ରଶଂସା କରିଛନ୍ତି କେନ୍ଦ୍ର ସରକାର। ସେହିଭଳି ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ବାହାବା ସାଉଣ୍ଟିଛନ୍ତି ରାଜ୍ୟ ସରକାର। ତେବେ ଏହି ପରିପ୍ରେକ୍ଷୀରେ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍ଚୀ…
୬ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ଅନୁମୋଦନ
ଭୁବନେଶ୍ୱର,୨୧ା୪(ବ୍ୟୁରୋ): କରୋନା ମୁକାବିଲା କରୁଥିବା ରାଜ୍ୟ ସରକାର ସୋମବାର ୯୧୦୦.୨୯ କୋଟି ଟଙ୍କାର ପୁଞ୍ଜିିନିବେଶ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତିି। ଏଥିଯୋଗୁ ରାଜ୍ୟରେ ୬ ହଜାର ୫୨୫ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୨୨ ତମ…
ଶ୍ରୀଲିଙ୍ଗରାଜଙ୍କ ଚନ୍ଦନଯାତ୍ରା ବନ୍ଦ
ପୁରୁଣା ଭୁବନେଶ୍ୱର, ୨୧ା୪(ଡି.ଏନ.ଏ.): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବତା ଶ୍ରୀଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣାରଥ ଯାତ୍ରା ପରେ ଏବେ ଚନ୍ଦନ ଯାତ୍ରା ମଧ୍ୟ ବନ୍ଦ ହେବ। ଆସନ୍ତା ୨୬ ତାରିଖଠାରୁ ଠାକୁରଙ୍କ ଚନ୍ଦନଯାତ୍ରା ଆରମ୍ଭ ହୋଇଥାନ୍ତା। କରୋନା…
Archives


