ଚିଙ୍ଗୁଡ଼ି ଘେରି ପାଇଁ ପ୍ରଭାବିତ ହେଉଛି ଜଳ, ସ୍ଥଳ
କେନ୍ଦ୍ରାପଡ଼ା,୪ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ବେଆଇନ ଚିଙ୍ଗୁଡ଼ି ଘେରି ଏକ ବଡ଼ ସମସ୍ୟା ଭାବେ ଉଭାହୋଇଛି। ୨୦ ହଜାରରୁ ଊର୍ଦ୍ଧ୍ୱ ଏକର ଅଞ୍ଚଳରେ ହେଉଥିବା ଚାଷ ପାଇଁ ଜଳ ଓ ସ୍ଥଳଭାଗ ପ୍ରଭାବିତ ହେଉଛି। ଜାତୀୟ ଉଦ୍ୟାନ ଭିତରକନିକା ଜୈବ…
ଉପକୂଳରେ ଅନୁପ୍ରବେଶ ରୋକିବ ସାଗର କବଚ
ମହାକାଳପଡ଼ା,୪ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳରେ ସୁରକ୍ଷା ପାଇଁ ସାଗର କବଚର ଏକ ଏନଫୋର୍ସ ଟିମ୍ର ୨ ଦିନିଆ ସମରାଭ୍ୟାସ ବୁଧବାରଠାରୁ ଆରମ୍ଭ ହୋଇଛି। ସମୁଦ୍ର ମଧ୍ୟରେ କୌଣସି ସନ୍ଦିଗ୍ଧ ବ୍ୟକ୍ତି, ବେଆଇନ ଚାଲାଣ ଓ…
ଅଣଛାତ୍ରଙ୍କ ଉପରେ ଆଜିଠୁ ଦୃଢ଼ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୪ା୯(ସୁଚିସ୍ମିତା ସାହୁ): ଅଣଛାତ୍ରଙ୍କୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଅଣଛାତ୍ର ରହୁଥିବାରୁ କ୍ୟାମ୍ପସ୍ରେ ଉତ୍ତେଜନା ଲାଗି ରହିଛି। ମଙ୍ଗଳବାର ହଷ୍ଟେଲ୍ ଯାଞ୍ଚ କରିବାକୁ ଯିବା ସମୟରେ ଅଣଛାତ୍ରମାନେ ଡେପୁଟି ୱାର୍ଡେନ୍ ଓ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ତାଲା ପକାଇବା…
‘ରାଜ୍ୟ ସରକାର ଗୁରୁଦିବସରେ ଗୁରୁଦକ୍ଷିଣା ଦିଅନ୍ତୁ’
ଭୁବନେଶ୍ୱର,୪ା୯(ସୁଚିସ୍ମିତା ସାହୁ): ଶିକ୍ଷକମାନେ ପିଲାଙ୍କୁ ଶିକ୍ଷାଦାନ କରିବା ସହିତ ଭଲ ମଣିଷ କରି ଗଢ଼ିତୋଳୁଛନ୍ତି। ହେଲେ ଶିକ୍ଷକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ ସୁଦ୍ଧା ତାଙ୍କ ପାଇଁ ସରକାରଙ୍କ ପକ୍ଷରୁ କୌଣସି ସୁବିଧା କରାଯାଉନାହିଁ। ଏବେ ମଧ୍ୟ ରାଜ୍ୟରେ ହଜାର ହଜାର…
‘ଆଜି ଜାତୀୟ ବନ୍ୟପ୍ରାଣୀ ଦିବସ’: ୪୫ବର୍ଷ ପୂର୍ବରୁ ଶିମିଳିପାଳରେ ଥିଲେ ବଳିଆ କୁକୁର
ଜାତୀୟ ବନ୍ୟପ୍ରାଣୀ ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୪ରେ ପାଳିତ ହୋଇଆସୁଛି। ଏହି ଦିବସ ପାଳନ ଅବସରରେ ଜଙ୍ଗଲ କ୍ଷୟ ଏବଂ ଅବୈଧ ଶିକାରରୁ ବନ୍ୟ ପ୍ରାଣୀ, ପକ୍ଷୀ ଓ ସେମାନଙ୍କ ବାସସ୍ଥାନକୁ ସୁରକ୍ଷା ଦେବାର ଗୁରୁତ୍ୱ ବିଷୟରେ ସଚେତନ କରାଯାଏ। ଏଥିସହିତ…
ବଲାଙ୍ଗୀର, କଳାହାଣ୍ଡି, ବରଗଡ଼ରେ ବଢ଼ୁଛି ଶ୍ରମିକ ଚାଲାଣ
ଭୁବନେଶ୍ୱର,୪ା୯(ରବିନାରାୟଣ ଜେନା): ରାଜ୍ୟର ପଶ୍ଚିମ ଓଡ଼ିଶାରେ ଏବେ ଶ୍ରମିକ ଚାଲାଣ ଜୋର୍ଦାର ଆରମ୍ଭ ହୋଇଯାଇଛି। ଠିକାଦାରମାନେ ଲୁଚାଛପାରେ ଲୋକଙ୍କୁ ବାହାର ରାଜ୍ୟକୁ କାମ କରାଇବାକୁ ନେଉଥିବା ସରକାରଙ୍କ ଦୃଷ୍ଟିକୁ ଆସିଛି। ଏହାକୁ ନେଇ ଶ୍ରମ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।…
ବିଦ୍ୟୁତ୍ ସମସ୍ୟା: ୩ ମିନିଟ୍ରେ ଅଭିଯୋଗ ନ ଶୁଣିଲେ ଜରିମାନା
ଭୁବନେଶ୍ୱର,୪ା୯ (ରବିନାରାୟଣ ଜେନା): ରାଜ୍ୟରେ ବିଦ୍ୟୁତ୍ ସେବାରେ ଖୁବ୍ଶୀଘ୍ର ସଂସ୍କାର ଆସିବ। ଏନେଇ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇଆର୍ସି)ଙ୍କ ପକ୍ଷରୁ ଏକ ଚିଠା ବିଜ୍ଞପ୍ତି ଜାରି ହୋଇଛି। ସେଥିରେ ସେପ୍ଟେମ୍ବର ୨୨ ସୁଦ୍ଧା ରାଜ୍ୟର ପ୍ରାୟ ୧କୋଟି ଉପଭୋକ୍ତାଙ୍କଠାରୁ ସୁଚିନ୍ତିତ ମତାମତ…
ମହାନଦୀରେ ନିଖୋଜ ନୁହେଁ, ପ୍ରେମ ପାଇଁ ସ୍ବାମୀ-ପିଲାଙ୍କୁ ଛାଡ଼ି ଫେରାର ହୋଇଥିଲେ ମହିଳା, ପୁରୀରୁ…
ବାଙ୍କି,୩।୯(ଶୁଭେନ୍ଦୁ ମହାପାତ୍ର): ମହାନଦୀରେ ଗାଧୋଉଥିବା ବେଳେ ଗୋଡ଼ ଖସି ମହିଳା ନିଖୋଜ ହେବାର ଘଟଣାରେ ରୋଚକ ମୋଡ଼। ପୁରୀରୁ ମହିଳାଙ୍କୁ ପ୍ରେମିକଙ୍କ ସହ ଧରିଛି ବାଙ୍କି ପୋଲିସ। ଏଭଳି ଏକ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାନୁଯାୟୀ, ସୋମବାର ଭୋର ୪ଟା…
ବିଦ୍ୟାଳୟ ପରିସରରେ ମଦ୍ୟପାନ ଅଭିଯୋଗ: ଦୁଇ ପ୍ରଧାନ ଶିକ୍ଷକ ନିଲମ୍ବିତ
ଝାରସୁଗୁଡ଼ା,୩।୯: ଝାରସୁଗୁଡ଼ା ଜିଲାର କୋଲାବୀରା ବ୍ଲକ ଅନ୍ତର୍ଗତ ସନ୍ନ୍ୟାସୀପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉପେନ୍ଦ୍ର ପଟେଲଙ୍କୁ ବୁଧବାର ବିଦ୍ୟାଳୟ ପରିସରରେ ରାତିରେ ମଦ୍ୟପାନ କରୁଥିବା ଅଭିଯୋଗରେ ନିଲମ୍ବନ କରାଯାଇଛି। ସୋସିଆଲ ମିଡିଆରେ ଉପେନ୍ଦ୍ର ପଟେଲ, ବିଦ୍ୟାଳୟ ପରିଚାଳନା…
ସମ୍ବଲପୁର ମହାନଗର ନିଗମ ନିର୍ବାଚନ ପାଇଁ ବାଟ ଫିଟିଲା
କଟକ,୩।୯: ସମ୍ବଲପୁର ମହାନଗର ନିଗମ (SMC) ନିର୍ବାଚନ ପାଇଁ ବାଟ ଖୋଲିଛି। ଓଡ଼ିଶା ହାଇକୋର୍ଟ ୨୦୧୫ରେ ପ୍ରକାଶିତ ନିର୍ବାଚନ ବିଜ୍ଞପ୍ତିକୁ ରଦ୍ଦ କରି ସରକାରଙ୍କୁ ୬ ସପ୍ତାହ ମଧ୍ୟରେ ନୂଆ ବିଜ୍ଞପ୍ତି ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ବିଜ୍ଞପ୍ତି ସଂରକ୍ଷଣ…
ଛାତ୍ରୀଙ୍କୁ ଅସଦାଚରଣ ପରେ କାର୍ଯ୍ୟାନୁଷ୍ଠାନ, ପୋକ୍ସୋ ଆକ୍ଟରେ ଗିରଫ ପରେ ପ୍ରଧାନଶିକ୍ଷକ…
ଭବାନୀପାଟଣା/ଜୁନାଗଡ଼ ,୩।୯(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ )- କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁଲେନ୍ଦ୍ର ମେହେର ସ୍ଥାନୀୟ ସ୍କୁଲର ଛାତ୍ରୀଙ୍କୁ ଅସଦାଚରଣ କରୁଥିବା ଓ ବିଭିନ୍ନ ଆଳରେ ସ୍ପର୍ଶ କରୁଥିବା…
ବ୍ଲକ କାର୍ଯ୍ୟାଳୟରେ ଗୁଣ୍ଡାରାଜ୍, ବିଲ୍ ନ କରିବାରୁ ଜେଇଙ୍କୁ ମାଡ଼ ମାରିଲେ ଠିକାଦାର
ବଲାଙ୍ଗୀର,୩ା୯(ସୁନୀଲ ମହାନ୍ତି): ବଲାଙ୍ଗୀର ପୁଇଁତଳା ବ୍ଲକ କାର୍ଯ୍ୟାଳୟରେ ଘଟିଛି ଏକ ଅଭାବନୀୟ ଘଟଣା। ବ୍ଲକ ଜେଇ ବିଭୂତି ଭୂଷଣ ମହାନ୍ତି ନିଜ ଅଫିସ ଚ୍ୟାମ୍ବରରେ କାର୍ଯ୍ୟରତ ଥିବାବେଳେ ଏହି ସମୟରେ ଜଣେ ଠିକାଦାର ଆସି ଜେଇଙ୍କୁ ଗାଳିଗୁଲଜ କରିବା ସହ ମାଡ଼…
Archives


