ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା
ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି। ଦିନେଶ ଲିଜା ସହିତ ସମ୍ପର୍କ ରଖି ଆଉ ନିୟମିତ ଘରକୁ ଆସୁ…
ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ
ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ ଉପରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଛି। ସୁବ୍ରତ ପ୍ରାୟ ୨.୩୮…
୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି
ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍ଇଏସ୍) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି ଚୂଡ଼ାନ୍ତ ତାଲିକାରେ ସମ୍ପୃକ୍ତ ଶିକ୍ଷକଙ୍କ ନାମ ଉଲ୍ଲେଖ କରାଯାଇଛି। ଏ ସଂକ୍ରାନ୍ତରେ ସୂଚନା…
ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ
ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ ଜଙ୍ଗଲ ନିକଟବର୍ତ୍ତୀ ଅଳତି,ବେଲସୁନ୍ଦରୀ ଗ୍ରାମରେ । ଖରା ଦିନରେ ଲୋକଙ୍କ ବାଡି ବଗିଚାରେ…
ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର
ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ ଭାଇଙ୍କ ଭଲ ପାଇବା ଦେଖି ସହିପାରିଲାନି ନିଷ୍ଠୁର ବିଧାତା। ଶେଷରେ ସାନ ଭାଇର…
ଡେଡ୍ଲାଇନ୍ ଘୋଷଣା: ୨୭ ପରେ ଅନୁଦାନ ମନା
ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ ଖର୍ଚ୍ଚ ସଂକ୍ରାନ୍ତରେ ଶେଷ ସମୟସୀମା ବା ଡେଡ୍ଲାଇନ୍ ଟଣାଯାଇଛି। ଏନେଇ ମଙ୍ଗଳବାର ଅର୍ଥ…
୧୩ରେ ରାଜ୍ୟ କ୍ୟାବିନେଟ୍: ସରକାରଙ୍କ କସରତ
ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ ଦେଢ଼ମାସ ଧରି ଚାଲିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କୁ କିଭଳି ମୌଳିକ ସୁବିଧା ସୁଯୋଗ…
ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…
ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା ନାବାଳିକାଙ୍କ ମା’ଙ୍କ ଅଭିଯୋଗ ଆଧାରରେ ପୋଲିସ ସମ୍ପୃକ୍ତ ଗୁଣିଆ ନାଇକେନପାଲି ଗ୍ରାମର ରୂପ…
ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ
କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ ବିଦ୍ୟାଳୟରେ ଦିଆଯାଇଥିବା ବଟିକା ଖାଇ ୩୮ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ଓଚିନ୍ଦା…
ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍ପିଙ୍କ ବଦଳି ଦାବିରେ…
ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍ପାଟ୍ ହେଉଛି। ବିଚ୍ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି ସ୍ଥିତିକୁ ନେଇ ସ୍ଥାନୀୟ ଲୋକେ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି। ନିଶା କାରବାରରୁ…
ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…
ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ ତାଙ୍କର ମୃତଦେହକୁ ସତ୍କାର କରିବାକୁ ସାହି ପଡୋଶୀ, ଗ୍ରାମବାସୀ, ବନ୍ଧୁ ବାନ୍ଧବ କିଏ…
କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ
ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ ତ୍ବରିତ ପଦକ୍ଷେପ ନେବାକୁ ବରଗଡ଼ ଲୋକସଭା ସାଂସଦ ସାଂସଦ ପ୍ରଦୀପ ପୁରୋହିତ ଚିଠା…

