ରାଜ୍ୟ

ଚିକିତ୍ସା ଭତ୍ତା ଦାବିକଲା ଅବସରପ୍ରାପ୍ତ କର୍ମଚାରୀ ମହାସଂଘ

ଭୁବନେଶ୍ୱର,୫ା୩(ବ୍ୟୁରୋ): ଓଡ଼ିଶା ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଂଘର ୫ମ ଦ୍ୱିବାର୍ଷିକ ରାଜ୍ୟ ସମ୍ମିଳନୀ ବୁଧବାର ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀରେ ରାଜ୍ୟ ପେନ୍‌ସନ୍‌ଭୋଗୀଙ୍କ ମୁଖ୍ୟ ଓ ମୌଳିକ ଦାବି ତଥା ଚିକିତ୍ସା ଭତ୍ତା ଓ ଚିକିତ୍ସା ସୁବିଧା ପ୍ରଦାନ ବିଷୟରେ…

କପି ଧରିବାରୁ ଶିକ୍ଷକଙ୍କୁ ଆକ୍ରମଣ

ପୁରୀ ଅଫିସ,୫ା୩: କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ମାଲୁଦ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ବିଦ୍ୟାର୍ଥୀର କପି ଧରିବାକୁ କେନ୍ଦ୍ରକରି ଜଣେ ଶିକ୍ଷକ ଆକ୍ରମଣର ଶିକାର ହୋଇଥିବା ନେଇ ମଙ୍ଗଳବାର କୃଷ୍ଣପ୍ରସାଦ ଥାନାରେ ଅଭିଯୋଗ ହୋଇଛି। ଏ ନେଇ ବୁଧବାର ଥାନାରେ ଆଇପିସି…

ଚାଚେରୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ଅଫିସ,୫ା୩: ଶ୍ରୀମନ୍ଦିରରେ ବୁଧବାରଠାରୁ ଦୋଳପର୍ବ ଆରମ୍ଭ ହୋଇଛି। ମଧ୍ୟାହ୍ନ ଧୂପ ପରେ ୩ ବାଡ଼ରେ ମଇଲମ ହୋଇ ନୂଆଲୁଗା ଲାଗି କରାଯାଇଥିଲା। ପାଳିଆ ମେକାପ ଚନ୍ଦନ ବିଜେ କରାଇଥିଲେ। ଏହାପରେ ମହାପ୍ରଭୁଙ୍କ ସର୍ବାଙ୍ଗ ନୀତି ବଢିଥିଲା। ଶ୍ରୀଦେବୀ ଓ ଭୂଦେବୀ…

‘ଇନ୍‌ ମେମୋରି ଅଫ୍‌ ବାପୁ’ ଶ୍ରେଷ୍ଠ ଫିଲ୍ମ

ଭୁବନେଶ୍ୱର,୫ା୩(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ପ୍ରଡକ୍ସନ ହାଉସ୍‌ ‘ସ୍ପର୍ଶ’ ପକ୍ଷରୁ ‘ଇଗ୍‌ନାଇଟ୍‌ ଶର୍ଟ ଫିଲ୍ମ ଫେଷ୍ଟିଭାଲ୍‌-୨୦୨୦’ର ତୃତୀୟ ସଂସ୍କରଣ ବୁଧବାର ନୟାପଲ୍ଲୀସ୍ଥିତ ୟୁସିସିଆଇ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ‘ଗାନ୍ଧୀଙ୍କ ଜୀବନ ଦର୍ଶନ’ ଉପରେ ଆଧାରିତ ଏହି…

ଜଙ୍ଗଲ ଭ୍ୟୁ ରେଷ୍ଟୁରାଣ୍ଟରେ ଫୁଟିଲା ଗୁଳି

ଭୁବନେଶ୍ୱର,୫ା୩(ବ୍ୟୁରୋ)/ବାରଙ୍ଗ (ଡି.ଏନ.ଏ.): ଅପରାଧପ୍ରବଣ ହୋଇପଡ଼ିଲାଣି ରାଜଧାନୀ  ଭୁବନେଶ୍ୱର। ଅପରାଧୀମାନେ ଖୁଲମ୍‌ଖୁଲା ଅପରାଧ ଘଟାଇ କମିଶନରେଟ ପୋଲିସକୁ ଚ୍ୟାଲେଞ୍ଜ କରୁଥିବାବେଳେ ବୁଧବାର ମଧ୍ୟାହ୍ନରେ ପୁଣି ଫୁଟିଛି ଗୁଳି। କିଛିଦିନ ତଳେ ଜଣେ କଲେଜ ଛାତ୍ରୀଙ୍କୁ ଗୁଳି ହୋଇଥିଲା। ଏଥର ଗୁଳିମାଡ଼ର ଶିକାର ହୋଇଛନ୍ତି…

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୫ା୩ (ବ୍ୟୁରୋ): ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ଶହୀଦନଗର ଥାନା ପୋଲିସ ଗିରଫ କରିଛି। ସେ ହେଲେ ନୟାଗଡ଼ ଜିଲା ଓଡଗାଁ ଥାନା ଅଞ୍ଚଳର ଚନ୍ଦ୍ରଶେଖର ପ୍ରଧାନ(୩୭)। ସୂଚନା ମୁତାବକ, ଅଭିଯୁକ୍ତ ଚନ୍ଦ୍ରଶେଖର…

‘କିନୁ କୋଉ’ କହିଲା ବାମନଙ୍କ ଦୁଃଖ

ଭୁବନେଶ୍ୱର,୫ା୩(ବ୍ୟୁରୋ): ବିଜ୍ଞାନ ସହିତ ଚିକିତ୍ସା ବିଜ୍ଞାନର ଆଧୁନିକୀକରଣ ସତ୍ତ୍ୱେ ବାମନମାନଙ୍କୁ ନେଇ ସମାଜରେ ଥିବା ଘୃଣ୍ୟଭାବ ଏବେ ବି ରହିଛି। ନିଜର ଶାରୀରିକ ଗଠନର ଅସମାନତା ଯୋଗୁ ସେମାନଙ୍କୁ ନିନ୍ଦା, ଭର୍ତ୍ସନା ଓ ସମାଲୋଚନାର ଶିକାର ହେବାକୁ ପଡ଼େ। ବାମନ ହୋଇ…

ଜେଜିଏଲ୍‌ଏସ୍‌କୁ ନମ୍ବର ୧ ଲ’ ସ୍କୁଲ ମାନ୍ୟତା

ଭୁବନେଶ୍ୱର, ୫ା୩: ଓପି ଜିନ୍ଦଲ ବିଶ୍ୱବିଦ୍ୟାଳୟର ଜିନ୍ଦଲ ଗ୍ଲୋବାଲ ଲ’ ସ୍କୁଲ(ଜେଜିଏଲ୍‌ଏସ୍‌)କୁ ଦେଶର ନମ୍ବର ୧ ଲ’ ସ୍କୁଲ ମାନ୍ୟତା ମିଳିଛି। ଆଇନ କ୍ଷେତ୍ରରେ କ୍ୟୁଏସ୍‌ ଓ୍ବାର୍ଲଡ ୟୁନିଭର୍ସିଟି ସବଜେକ୍ଟ ର଼୍ୟାଙ୍କିଙ୍ଗରେ ସ୍ଥାନିତ ହେବା ସହ ଭାରତକୁ ଗୌରବାନ୍ବିତ କରିଛି। ଏକ…

ରାସ୍ତାକଡ଼ରେ ଖୋଲିପାରିବନି ରଙ୍ଗ ଦୋକାନ

ଭୁବନେଶ୍ୱର,୫ା୩(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ହୋଲି ପର୍ବ ପାଳିତ ହେବ। ଏଥିପାଇଁ ବ୍ୟବସାୟୀମାନେ ଭୁବନେଶ୍ୱରର ଏଣେତେଣେ କି ରାସ୍ତାକଡ଼ରେ ରଙ୍ଗ ବେପାର କରିବେ। ତେଣୁ ଏଥିରେ ରୋକ ଲଗାଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ବିଏମ୍‌ସିର ବିନା ଅନୁମତିରେ ବ୍ୟବସାୟୀମାନେ ରଙ୍ଗ…

୭୫.୮୫ ଲକ୍ଷରେ ନିଲାମ ହେଲା ଦୀପ ଦୋକାନ

ଜଗତ୍‌ସିଂହପୁର ଅଫିସ, ୫ା୩: ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିର ପରିସରରେ ଥିବା ଜୋତା ଷ୍ଟାଣ୍ଡ, ପାର୍କିଂ, ଭୋଗ, ଦୀପ ଓ ପୂଜା ସାମଗ୍ରୀ ଦୋକାନ ପାଇଁ ପ୍ରତିବର୍ଷ ନିଲାମ ହୁଏ। ଏହି ଅନୁଯାୟୀ ଚଳିତବର୍ଷ ପାଇଁ ବୁଧବାର…

ପୁଅ ମୃତ୍ୟୁର ୭ମାସ ପରେ ମା’ଆଣିଲେ ହତ୍ୟା ଅଭିଯୋଗ

କୁଜଙ୍ଗ,୫ା୩(ଡି.ଏନ.ଏ.): ଜଣେ ଯୁବକଙ୍କ ମୃତ୍ୟୁର ୭ମାସ ପରେ ତାଙ୍କ ମା’ହତ୍ୟା ଅଭିଯୋଗ ଆଣିଛନ୍ତି। ପୁଅକୁ ଯୋଜନାବଦ୍ଧଭାବେ ହତ୍ୟା କରାଯିବା ପରେ ରାସ୍ତାରେ ଫିଙ୍ଗାଯାଇ ଦୁର୍ଘଟଣାର ରୂପ ଦିଆଯାଇଛି ବୋଲି ମୃତକଙ୍କ ମା’ କୁଜଙ୍ଗ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ଅଭିଯୋଗ…

ଯୌତୁକ ଜନିତ ବଧୂହତ୍ୟା ମାମଲା: ଧରମ ମା’, ପୁଅଙ୍କୁ ଆଜୀବନ କାରାଦଣ୍ଡାଦେଶ

କୁଜଙ୍ଗ,୫ା୩(ଡି.ଏନ.ଏ.): ଏକ ଯୌତୁକଜନିତ ବଧୂହତ୍ୟା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। କୁଜଙ୍ଗ ଅତିରିକ୍ତ ଜିଲା ଓ ଦୌରାଜଜ ପ୍ରଣବ କୁମାର ରାଉତରାୟ ମାମଲାର ବିଚାର କରି ଅଭିଯୁକ୍ତ କୁଜଙ୍ଗ ଥାନା ଅନ୍ତର୍ଗତ ଗୋପିଆକୁଦ ଅଞ୍ଚଳର ଧରମ ମା’ ଓ ଧରମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri