ଚିଠି ଲେଖିଲେ ସ୍ବରାଷ୍ଟ୍ର ସଚିବ: ନାରୀ ସୁରକ୍ଷା ଦିଗରେ ଖିଲାପ କଲେ ଦଣ୍ଡିତ ହେବେ ପୋଲିସ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ସାରା ଦେଶରେ ଏବେ ନାରୀ ନିର୍ଯାତନା ପ୍ରମୁଖ ପ୍ରସଙ୍ଗ ହୋଇ ଉଭା ହେଲାଣି। ରାଜ୍ୟଗୁଡ଼ିକରେ ମଧ୍ୟ ମହିଳା ଏବଂ ଶିଶୁମାନଙ୍କ ପ୍ରତି ବଳାତ୍କାର, ଅପହରଣ ପରି ଘଟଣା ବଢ଼ିବାରେ ଲାଗିଛି। ଏନେଇ ଶନିବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ...
‘ମୋ ସରକାର’ ଟିମ୍ର ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୬ ଜିଲାର ସ୍ବାସ୍ଥ୍ୟ ଭିତ୍ତିଭୂମିର ହେବ ଉନ୍ନତିକରଣ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ‘ମୋ ସରକାର’ କାର୍ଯ୍ୟକ୍ରମକୁ ଅଧିକ ଦକ୍ଷ ଓ ଉତ୍ତରଦାୟୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କେତେକ ଘୋଷଣା କରିଛନ୍ତି। ଏହି ଘୋଷଣାନୁଯାୟୀ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦ୍ରାପଡ଼ା ଓ ସୋନପୁର ଜିଲାର ସଦର...
ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଅଗ୍ନିକାଣ୍ଡ: ପ୍ରାୟ ୧୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ସୂଚନା
କଟକ ଅଫିସ,୭।୧୨: କଟକ ଜିଲା ବିଦ୍ୟାଧରପୁରରେ ଥିବା ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ସର୍ଟଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏଥିରେ କେହି ଆହତ ହୋଇ ନ ଥିବା ବେଳେ ପ୍ରାୟ ୧୦ଲକ୍ଷ...
ଖେଳୁଥିବା ବେଳେ ଧକ୍କା ଦେଇ ଚଢ଼ିଗଲା ଟ୍ରକ୍, ଶିଶୁପୁତ୍ର ଗୁରୁତର
କଟକ ରୋଡ୍,୭।୧୨(ଡି.ଏନ୍.ଏ.): ଲକ୍ଷ୍ମୀସାଗର ଥାନା ଅଧୀନ ବୁଦ୍ଧନଗର ପିଡବ୍ଲୁ କଲୋନୀ ବସ୍ତିରେ ଟ୍ରକ୍ ଧକ୍କାରେ ଜଣେ ଶିଶୁ ଗୁରୁତର ହୋଇଛନ୍ତି। ସେ ହେଲେ କେ.ଶ୍ରୀନିବାସ ରେଡ୍ଡିଙ୍କ ପୁଅ ସାଇ ରେଡ୍ଡି(୫)। ଅପରାହ୍ନ ପ୍ରାୟ ୨ଟାରେ ବୁଦ୍ଧନଗର କଦଳୀଗୋଦାମକୁ ଆସିଥିବା ଏକ...
ବାରବାଟୀ ଦିନିକିଆ: ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଗୃହ ରାଷ୍ଟ୍ର ମନ୍ତ୍ରୀ
କଟକ ଅଫିସ,୭।୧୨: ବାରବାଟୀରେ ଆସନ୍ତା ୨୨ ତାରିଖରେ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ଅନୁଷ୍ଠିତ ହେବ। ମ୍ୟାଚ୍ର ସଫଳ ଆୟୋଜନ ପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଉଛି। ଏହି କ୍ରମରେ ଶନିବାର ଗୃହ ରାଷ୍ଟ୍ରମନ୍ତ୍ରୀ...
କାଳିଆ-କିଷାନ ମିଶ୍ରଣ ପ୍ରସଙ୍ଗରେ ନିରଞ୍ଜନଙ୍କ କଟାକ୍ଷ: ଅର୍ଥାଭାବରୁ ଭାଜପାର ଶରଣ ପଶିଛନ୍ତି
ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜ୍ୟ ସରକାର ପିଏମ୍ କିଷାନ ନିଧି ଯୋଜନାରେ କାଳିଆ ଯୋଜନାକୁ ସାମିଲ କରିବାକୁ ଯାଉଛନ୍ତି। ଏହାକୁ ନେଇ ଉଭୟ ଭାଜପା ଓ କଂଗ୍ରେସ ପକ୍ଷରୁ କଟାକ୍ଷ କରାଯାଉଛି। ଏହି କ୍ରମରେ ଶନିବାର କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ ରାଜ୍ୟ...
ବରୁଣେଇରେ ଧର୍ମେନ୍ଦ୍ର, ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତି ସମୀକ୍ଷା କଲେ
ଖୋର୍ଦ୍ଧା ଅଫିସ,୭।୧୨: ବରୁଣେଇରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗସ୍ତ ପୂର୍ବରୁ ଶନିବାର ସେ ପ୍ରସ୍ତୁତିର ସମୀକ୍ଷା କରିଥିବା ସୂଚନା ମିଳିଛି। ପ୍ରକାଶଯୋଗ୍ୟ, ସନ୍ଧ୍ୟାରେ ରାଷ୍ଟ୍ରପତି ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ରାତ୍ରିଯାପନ କରିବେ।...
ନିଶାରେ ଛାତ୍ରୀଛାତ୍ରଙ୍କୁ ରାସ୍ତାରେ ଆଣ୍ଠେଇବା ଘଟଣା: ବହିଷ୍କାର ପରେ ଗିରଫ ହେଲେ ଅଭିଯୁକ୍ତ ଶିକ୍ଷକ
ଯାଜପୁର ଅଫିସ,୭।୧୨: ନିଶାସକ୍ତ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ରାସ୍ତା ମଝିରେ ଆଣ୍ଠେଇବା ଘଟଣାରେ ଗଣଶିକ୍ଷକ ମକରନ୍ଦ ମହାନ୍ତଙ୍କୁ ଗିରଫ ପରେ ଶନିବାର କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି। ପ୍ରକାଶଯୋଗ୍ୟ, ଗଣଶିକ୍ଷକ ମହାନ୍ତ ପ୍ରାୟ ଶିକ୍ଷା ଦିବସରେ ନିଶାସକ୍ତ ହୋଇ ସ୍କୁଲକୁ...
ଓଭରଲୋଡିଂ ଯୋଗୁ ଓଲଟିଲା ସ୍କୁଲ ଅଟୋ: ଦ୍ୱିତୀୟ ଶ୍ରେଣୀ ଛାତ୍ରୀ ମୃତ, ୩ ଗୁରୁତର; ଗାଡ଼ିକୁ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ
ପଟ୍ଟାମୁଣ୍ଡାଇ,୭।୧୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗରା ଗାଁ ନିକଟରେ ଭାରସାମ୍ୟ ହରାଇ ଏକ ସ୍କୁଲ ଅଟୋ ଓଲଟିପଡ଼ିବାରୁ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଗରା ଗାଁର ଦ୍ୱିତୀୟ ଶ୍ରେଣୀ ଛାତ୍ରୀ...
କେନ୍ଦ୍ରୀୟ ବିଦ୍ୟାଳୟ ଛାତ ଉପରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା: କର୍ତ୍ତୃପକ୍ଷଙ୍କ ଅଫିସ ଘେରାଉ କଲେ ଅଭିଭାବକ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଧୀନ ଗାଡ଼କଣସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ର ଜଣେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣାରେ ଶନିବାର ଅଭିଭାବକମାନେ ଡେପୁଟି କମିଶନରଙ୍କ ଅଫିସ ଘେରାଉ କରିଛନ୍ତି। ପିଲାଙ୍କୁ ସ୍କୁଲରେ ମାନସିକ ନିର୍ଯାତନା ଦିଆଯାଉଥିବା ସେମାନେ ଅଭିଯୋଗ କରିବା ସହ...
ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୬.୫ ରେକର୍ଡ: ବଢ଼ୁଛି ଶୀତ, ଜନଜୀବନ ଅସ୍ତବ୍ୟସ୍ତ
ଦାରିଙ୍ଗବାଡ଼ି,୭।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ଆହୁରି ଅଧିକ ବଢ଼ିବା ସହ ତାପମାତ୍ରା ହ୍ରାସ ପାଇଛି। ସକାଳ ୮ଟା ସୁଦ୍ଧା ପାରଦ ୬.୫ ଡିଗ୍ରୀକୁ ଖସିଛି। ଶୁକ୍ରବାର ଉକ୍ତ ଅଞ୍ଚଳରେ ପାରଦ ୭ ଡିଗ୍ରୀ ରହିଥିଲା,...
ଚାକିରି କରାଇଦେବା ନାଁରେ ୭୦ ଲକ୍ଷ ଠକେଇ କରି ମହିଳା ଫେରାର, ଟାଉନ୍ ଥାନାରେ ମାମଲା ରୁଜୁ
ବଲାଙ୍ଗୀର ଅଫିସ,୭।୧୨: ବଲାଙ୍ଗୀର ସହରରେ ଘର ଭଡ଼ା ନେଇ ରହୁଥିବା ଯାଜପୁର ଜିଲାର ଜଣେ ମହିଳା ଚାକିରି କରାଇଦେବା ନାଁରେ ପ୍ରାୟ ୭୦ ଲକ୍ଷ ଟଙ୍କା ଠକେଇ କରି ଫେରାର ହୋଇଯାଇଥିବା ଶନିବାର ଟାଉନ ଥାନାରେ ଅଭିଯୋଗ ହୋଇଛି। ବଲାଙ୍ଗୀର...
Archives


