ରାଜ୍ୟ

ପିସିସି ସଭାପତି ପରିବର୍ତ୍ତନକୁ ନେଇ ଧାଁଦୌଡ଼

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଦାୟିତ୍ୱଶୂନ୍ୟ କରିବା ଲାଗି ଦଳ ଭିତରେ କନ୍ଦଳ ଉଗ୍ରରୂପ ନେଲାଣି। ନିରଞ୍ଜନଙ୍କ ବିରୋଧରେ ଗୋଟିଏ ଗୋଷ୍ଠୀ ପୂରା ଦମ୍‌ରେ ଲାଗିପଡିଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଦଳଦଳ ହୋଇ...

୨୦ ଖଣି ପାଇଁ ସାନି ଟେଣ୍ଡର ବିଜ୍ଞପ୍ତି ଜାରି କଲେ ସରକାର

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ରାଜ୍ୟ ସରକାର ୨୦ଟି ଖଣି ନିଲାମ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏ ନେଇ ଶୁକ୍ରବାର ଖଣି ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ୧୨ ଲୁହାପଥର, ୨ ମାଙ୍ଗାନିଜ୍‌ ଓ...

ଲାପ୍‌ଟପ୍‌ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ୧୦ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ପ୍ରଦାନ କରିଛନ୍ତି। ଏହି ସମସ୍ତ ପ୍ରତିଭାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା...

ସତ୍ୟ ଜାଣିବାର ଶକ୍ତି ରାଧାନାଥଙ୍କର ଥିଲା: ତଥାଗତ

କଟକ ଅଫିସ, ୭।୧୨: କେଉଁଟା ସତ କେଉଁଟା ମିଛ ତାହା ଜାଣିବାର ଶକ୍ତି ରାଧାନାଥ ରଥଙ୍କ ପାଖରେ ଥିଲା। ସେ ଜଣେ ବ୍ୟକ୍ତି ନ ଥିଲେ, ସେ ଥିଲେ ଏକ ଅନୁଷ୍ଠାନ। ସମାଜର ଚିନ୍ତାଧାରା ରାଧାନାଥଙ୍କଠାରୁ ହିଁ ଆରମ୍ଭ ହୋଇଥିଲା।...

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାରଠାରୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶନିବାର ସା ୭ଟା ୩୦ରେ ସେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ରାତ୍ରିଯାପନ କରିବେ। ରବିବାର ପୂର୍ବାହ୍ନ ୯ଟା...

ମିଳିଲାନି ନ୍ୟାୟ, ନ ଥିଲା ବିଭାଗୀୟ ସହଯୋଗ: ଶେଷରେ ଆଖିବୁଜିଲେ ଯବାନ କୃଷ୍ଣଚନ୍ଦ୍ର

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ମିଳିଲାନି ନ୍ୟାୟ, ନ ଥିଲା ବିଭାଗୀୟ ସହଯୋଗ। ଶେଷରେ ବ୍ରେନ୍‌ ଷ୍ଟ୍ରୋକ୍‌ରେ ଶିକାର ହୋଇ କଟକ ବଡ଼ ମେଡିକାଲର ସେଣ୍ଟ୍ରାଲ ଆଇସିୟୁରେ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଯବାନ କୃଷ୍ଣଚନ୍ଦ୍ର ମଲ୍ଲିକ ଆଖିବୁଜିଛନ୍ତି। ପୁଅର ଚିକିତ୍ସା ପାଇଁ...

ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ତ୍ୱରିତ୍‌ ଚିକିତ୍ସା ପ୍ରସଙ୍ଗ: ୬ ହସ୍ପିଟାଲ ସହ ପୋଲିସ କମିଶନରଙ୍କ ଆଲୋଚନା

ଭୁବନେଶ୍ୱର,୭।୧୨(ବ୍ୟୁରୋ): ବିଳମ୍ବ ଯୋଗୁ ଅନେକ ସମୟରେ ଦୁର୍ଘଟଣାର ଶିକାର ବ୍ୟକ୍ତିଙ୍କର ମୃତ୍ୟୁ ଘଟୁଛି। କିପରି ଆହତଙ୍କୁ ତୁରନ୍ତ ଡାକ୍ତରଖାନାରେ ପହଞ୍ଚାଇବା ସହ ଚିକିତ୍ସା ଆରମ୍ଭ ହେବ ସେଥିପାଇଁ ଅଣ୍ଟା ଭିଡ଼ିଛି କମିଶନରେଟ ପୋଲିସ। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏମ୍‌ସ,...

ପୁରୀ ନାବାଳିକା ଗଣବଳାତ୍କାର ମାମଲା: ତୃତୀୟ ଅଭିଯୁକ୍ତ ରାମଚନ୍ଦ୍ର ଗିରଫ

ପୁରୀ ଅଫିସ, ୭।୧୨: ପୁରୀ ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ କୁମ୍ଭାରପଡ଼ା ପୋଲିସ ଶୁକ୍ରବାର ତୃତୀୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ବ୍ରହ୍ମଗିରି ଥାନା ଅନ୍ତର୍ଗତ ରେବଣାନୁଆଗଁ। ଆଳିଆପୁଟୁ ଗ୍ରାମର ରାମଚନ୍ଦ୍ର ପ୍ରଧାନ(୩୨)। କୌଣସି ସୁତ୍ରରୁ ଖବରପାଇ...

ପିସିସି ସଭାପତି ରହିବେ ନିରଞ୍ଜନ: ରୁଦ୍ର ରାଜୁ

ପୁରୀ ଅଫିସ, ୭।୧୨: ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ପଦବୀକୁ ନେଇ କଂଗ୍ରେସ ଦଳରେ ଯେଉଁ କନ୍ଦଳ ଚାଲିଛି ସେଥିରେ ନୂଆ ଟୁଇଷ୍ଟ ଆଣିଛନ୍ତି ଏଆଇସିସି ସମ୍ପାଦକ ରୁଦ୍ର ରାଜୁ। ଶୁକ୍ରବାର ପୁରୀ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଦଳର...

ବ୍ଲକ୍‌ଗ୍ରାଣ୍ଟ କର୍ମଚାରୀଙ୍କୁ ମିଳିବ ପେନ୍‌ସନ ସୁବିଧା: ସରକାରଙ୍କୁ ହାଇକୋର୍ଟଙ୍କ ଆଦେଶ

କଟକ ଅଫିସ, ୭।୧୨: ବ୍ଲକ୍‌ଗ୍ରାଣ୍ଟ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ ସୁବିଧା ଯୋଗାଇଦେବାକୁ ହାଇକୋର୍ଟ ଆଦେଶ ଦେଇଛନ୍ତି। ଖୋର୍ଦ୍ଧା ଜିଲା ରଘୁନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅବସରପ୍ରାପ୍ତ ଲାଇବ୍ରେରିଆନ୍‌ ମାର୍କଣ୍ଡ ବେହେରାଙ୍କ ପକ୍ଷରୁ ରୁଜୁ କରାଯାଇଥିବା ଏହି ମାମଲାର ଶୁଣାଣି...

ରାଜ୍ୟକୁ ଲୋଡ଼ା ଅଧିକ ଅଫିସର

ଭୁବନେଶ୍ୱର, ୭।୧୨: ରାଜ୍ୟରେ ଆଇନଶୃଙ୍ଖଳା ବ୍ୟାପାର ମୁଖ୍ୟତଃ ପୋଲିସ ଅଧିକାରୀଙ୍କ ଦ୍ୱାରା ପରିଚାଳନା କରାଯାଇଥାଏ। ରାଜ୍ୟରେ ଭାରତୀୟ ପୋଲିସ ସେବା(ଆଇପିଏସ୍‌) ଅଧିକାରୀମାନେ ଶୀର୍ଷସ୍ତରରେ ରହି ଏହାର ତଦାରଖ କରିଥାଆନ୍ତି। ସେହିପରି ମୋଟରଯାନ ଆଇନ ବ୍ୟବସ୍ଥା କାର୍ଯ୍ୟକାରୀ, ଟ୍ରାଫିକ୍‌ ପରିଚାଳନା, ଅପରାଧ...

କେନ୍ଦ୍ରୀୟ ବିଦ୍ୟାଳୟ ଛାତ ଉପରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ଶିକ୍ଷୟିତ୍ରୀଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ଜଣେ ଛାତ୍ରୀ ଶୁକ୍ରବାର ଅପରାହ୍ନରେ ବିଦ୍ୟାଳୟର ୩ ମହଲା ଛାତରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମଞ୍ଚେଶ୍ୱର ଥାନା ଅଧୀନ ଗାଡ଼କଣସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ରେ ଏଭଳି ଘଟଣା ଘଟିଛି। ଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri