୪ ଦିନ ହେବ ନାବାଳିକା ନିଖୋଜ: ୩ଜଣଙ୍କୁ ଅଟକ ରଖି ବସି ରହିଛି ପୋଲିସ, ଚିନ୍ତାରେ ପରିବାର
ରଣପୁର,୬।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ଲୋଧାଚୁଆ ଅଞ୍ଚଳର ଜଣେ ୧୬ବର୍ଷୀୟା ନାବାଳିକା ୪ ଦିନ ହେବ ନିଖୋଜ ଅଛନ୍ତି। ସମ୍ପୃକ୍ତ ନାବାଳିକାଙ୍କୁ ବଜ୍ରକୋଟ ଅଞ୍ଚଳର ୩ଜଣ ଅସଦାଚରଣ କରି ଅପହରଣ କରି ନେଇଥିବା ପରିବାରଲୋକେ ଅଭିଯୋଗ କରିଛନ୍ତି। ପୋଲିସ...
କାଳିଆ-ପିଏମ୍ କିଷାନ ଯୋଜନା ମିଶି ପାରିବ ନାହିଁ: ଭାଜପା
ଭୁବନେଶ୍ୱର,୬।୧୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପିଏମ୍ କିଷାନ ଯୋଜନା ସହ ରାଜ୍ୟ ସରକାରଙ୍କ କାଳିଆ ଯୋଜନା ମିଶିପାରିବ ନାହିଁ। ରାଜ୍ୟ ଭାଜପା ପକ୍ଷରୁ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ନେତା ସମୀର ମହାନ୍ତି ଏବଂ ଗୋଲକ ମହାପାତ୍ର ଏହା କହିଛନ୍ତି।...
ହାଇଦ୍ରାବାଦରେ ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର ଘଟଣାକୁ ଆଇନ୍ ମନ୍ତ୍ରୀଙ୍କ ସମର୍ଥନ: କହିଲେ ‘ଯାହା ହୋଇଛି ଉଚିତ୍ ହୋଇଛି’
ଭୁବନେଶ୍ୱର,୬।୧୨(ବ୍ୟୁରୋ): ନଭେମ୍ବର ୨୭ରେ ହାଇଦ୍ରାବାଦରେ ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ତାଙ୍କ ମୃତଦେହକୁ ଜାଳିଦେବା ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି ପୋଲିସ। ଶୁକ୍ରବାର ଏହି ଘଟଣା ଜଣାପଡ଼ିବା ପରେ ସାଧାରଣ ଜନତାଙ୍କ ସହ...
ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍ଟପ୍ ବଣ୍ଟନ କାର୍ଯ୍ୟର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ୨୦୧୯-୨୦ ବର୍ଷ ପାଇଁ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍ଟପ୍ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଲୋକସେବା ଭବନରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁକ୍ତ-୨ର ୧୦ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍ଟପ୍ ପ୍ରଦାନ କରି ସେମାନଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି।...
ସେବାଶ୍ରମ ଛାତ୍ରୀ ଗର୍ଭବତୀ ଘଟଣା: ଗିରଫ ହେଲେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ
ଜୟପୁର,୬।୧୨(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁର ବ୍ଲକ ଅଞ୍ଚଳ ମଙ୍ଗଳବିଭାଗ ଦ୍ୱାରା ପରିଚାଳିତ ଏକ ସେବାଶ୍ରମରେ ଜଣେ ସପ୍ତମ ଶ୍ରେଣୀ ଛାତ୍ର ଗର୍ଭବତୀ ହୋଇଥିବା ଜଣାପଡ଼ିଛି। ଏହି ମାମଲାରେ ଅଭିଯୁକ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ ରାଜେନ୍ଦ୍ର ରଥ(୬୦)ଙ୍କୁ ଶୁକ୍ରବାର ଗିରଫ କରାଯାଇଛି।...
ମଦ ପିଇ ସ୍କୁଲକୁ ଆସିଲେ ଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ, ଯାଇପାରେ ଚାକିରି: ମନ୍ତ୍ରୀ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ମଦ ପିଇ ସ୍କୁଲକୁ ଆସିଲେ ଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଓସିଏସ୍(ସିସିଏ ରୁଲ୍ସ)୧୯୬୨ ରୁଲ-୧୬ ଅନୁଯାୟୀ ସେମାନଙ୍କୁ ବହିଷ୍କାର କରାଯାଇପାରେ। କୌଣସି ପରିସ୍ଥିତିରେ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ଭବିଷ୍ୟତ ସହ ଖେଳୁଥିବା ବ୍ୟକ୍ତିବିଶେଷଙ୍କ କାର୍ଯ୍ୟକଳାପଙ୍କୁ ବରଦାସ୍ତ କରାଯିବ ନାହିଁ।...
ବିଜୁ ଯୁବ ବାହିନୀ ଆରମ୍ଭ କରିବ ‘ନନ୍ଦିନୀ’
ଭୁବନେଶ୍ୱର, ୬।୧୨(ବ୍ୟୁରୋ):ବାଲ୍ୟବିବାହ, ଯୌତୁକ ଏବଂ ଘରୋଇ ହିଂସା ବିରୋଧରେ ସଚେତନତା ପାଇଁ ବିଜୁ ଯୁବ ବାହିନୀ ପକ୍ଷରୁ ସାମାଜିକ କାର୍ଯ୍ୟକ୍ରମ ‘ନନ୍ଦିନୀ’ ଆରମ୍ଭ କରାଯିବ। ଯୁବ ବାହିନୀ ସ୍ବେଚ୍ଛାସେବୀମାନେ ୩୧୪ଟି ବ୍ଲକ ଅଧୀନରେ ଥିବା ପ୍ରତ୍ୟେକ ଗ୍ରାମ ଓ ଓ୍ବାର୍ଡରେ...
ନୂଆବର୍ଷରୁ ଶ୍ରଦ୍ଧାଳୁଙ୍କୁ ସ୍ବତନ୍ତ୍ର ସୁବିଧା
ପୁରୀ ଅଫିସ, ୬।୧୨:ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ଲାଗି ସମସ୍ତ ପ୍ରକାର ସୁବିଧା କରାଯିବ। ସେମାନେ ଯେପରି କୌଣସି ତିକ୍ତ ଅନୁଭୂତି ନ ସାଉଣ୍ଟିବେ ସେଥିପ୍ରତି ଗୁରୁତ୍ୱ ଦେଉଛନ୍ତି ସରକାର। ଅନ୍ୟପଟେ ସୁପ୍ରିମ୍କୋର୍ଟ ମଧ୍ୟ ଏ ନେଇ ରାଜ୍ୟ ସରକାର ଓ...
ଇଷ୍ଟକୋଷ୍ଟର ଟିଟିଆଇ ପାର୍ବତୀ
କଟକ ଅଫିସ,୬।୧୨:ଟ୍ରେନ୍ ଟିକେଟ୍ ଇନ୍ସପେକ୍ଟର(ଟିଟିଆଇ) ଡ୍ୟୁଟି ଅତ୍ୟନ୍ତ କଷ୍ଟକର। ଡ୍ୟୁଟିବେଳେ ଅନେକ ସମୟରେ ପ୍ରତିକୂଳ ପରିସ୍ଥିତି ସାମ୍ନା କରିବାକୁ ପଡ଼ିଥାଏ। ଗୋଟିଏ ଜୋନ୍ରୁ ଅନ୍ୟ ଜୋନ୍କୁ ଯିବାକୁ ପଡ଼େ। ବିନା ଟିକେଟ୍ରେ ଯାତ୍ରା କରୁଥିବା ଯାତ୍ରୀଙ୍କ ସହ ପାଟିତୁଣ୍ଡ ହେବାର...
ପିଆଜ ଦର ଏବେ ଆକାଶଛୁଆଁ: ପୁରୁଣା ବାଲୁକାକଳାରେ ସ୍ଥିତିକୁ ଦର୍ଶାଇଲେ ସୁଦର୍ଶନ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ପିଆଜଦର ଏବେ ଆକାଶଛୁଆଁ ହୋଇଥିବା ବେଳେ ହାଣ୍ଡିଶାଳରୁ ଆରମ୍ଭ କରି ହୋଟେଲ ପର୍ଯ୍ୟନ୍ତ ପିଆଜ ଉଭାନ ହୋଇଯାଇଛି। ଏବେ ଖୁଚୁରା ବଜାରରେ କେଜି ପିଛା ପିଆଜ ୧୪୦ ଟଙ୍କାରେ ବିକ୍ରି ହେଉଛି। ଆଗାମୀ ଦିନରେ ଏହି ଦର ଦେଢ଼ଶହ...
‘ଦିଲ୍ଲୀ ହାଟ୍’ ଭଳି ଭୁବନେଶ୍ୱରରେ ହେବ ସ୍ବତନ୍ତ୍ର ହାଟ
ଭୁବନେଶ୍ୱର, ୬।୧୨(ବ୍ୟୁରୋ):ରାଜ୍ୟରେ ଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍ଏଚ୍ଜି) ଦ୍ୱାରା ଉତ୍ପାଦିତ ସାମଗ୍ରୀର ବିକ୍ରିବଟା ପାଇଁ ଭୁବନେଶ୍ୱରରେ ଖୋଲିବ ସ୍ବତନ୍ତ୍ର ହାଟ। ଦିଲ୍ଲୀର ଅର୍ବାନ ହାଟ୍ ଢାଞ୍ଚାରେ ଏହି ହାଟ ପ୍ରତିଷ୍ଠା ହେବ। ବର୍ଷକ ୧୨ମାସ ଏଠାରୁ ଲୋକେ ଗ୍ରାମୀଣ...
ଭୁଲ ଚାଲାଣ କଟିଥିଲେ ଫେରସ୍ତ ମିଳିବ ଟଙ୍କା: ମନ୍ତ୍ରୀ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ସଂଶୋଧିତ ଟ୍ରାଫିକ୍ ନିୟମ କଡ଼ାକଡ଼ି କରାଯିବା ପରେ ଉଲ୍ଲଂଘନକାରୀଙ୍କଠାରୁ ଚାଲାଣ କରାଯାଇ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଛି। ହେଲେ କେତେକ କ୍ଷେତ୍ରରେ ଚାଲାଣ କାଟିବାରେ ତ୍ରୁଟି ପରିଲକ୍ଷିତ ହେବାର ନଜିର ରହିଛି। ଅଭିଯୋଗଗୁଡ଼ିକ ଉପରେ ଆଲୋଚନା କରିବା...
Archives


