ଓଡ଼ିଶା ପାଇଁ ଆଶ୍ୱସ୍ତି: ୩ଦିନ ଧରି ପରୀକ୍ଷା ହୋଇଥିବା ସବୁ ନମୁନା ନେଗେଟିଭ୍
ଭୁବନେଶ୍ୱର, ୧୮।୪(ବ୍ୟୁରୋ): କରୋନା ନେଇ ରାଜ୍ୟବାସୀଙ୍କ ପାଇଁ ଏକ ଖୁସି ଖବର। ସାରା ବିଶ୍ୱରେ ତଥା ଦେଶରେ ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଓଡ଼ିଶାରେ ଏଥିରୁ ଆଶ୍ୱସ୍ତି ମିଳିଛି। ଗତ ୩ଦିନରେ ରାଜ୍ୟରେ ଜଣେ ବି କରୋନା…
ଭୁବନେଶ୍ୱରରେ ନମୂନା ସଂଗ୍ରହ ଆରମ୍ଭ: ଦୁଇଟି ପର୍ଯ୍ୟାୟରେ ହେବ ପରୀକ୍ଷା, ସକାଳ ୮ରୁ ୧୧ ଏବଂ ଅପରାହ୍ନ ୪ରୁ ୬ଟା ଯାଏ ହେବ ନମୂନା ସଂଗ୍ରହ
ଭୁବନେଶ୍ୱର, ୧୮।୪(ବ୍ୟୁରୋ): କରୋନା ମୁକାବିଲା ନିମେନ୍ତ ହଟ୍ସ୍ପଟ୍ ସାଜିଥିବା ଭୁବନେଶ୍ୱରରୁ ନମୂନା ସଂଗ୍ରହ ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ୩ଟି ଜୋନ୍ରେ ୧୩ଟି ଟିମ୍ ଗଠନ ହୋଇଛି। ପ୍ରତ୍ୟେକ ଟିମ୍ରେ ଡାକ୍ତର, ଶିକ୍ଷକ…
୯୨ଗାଡିରୁ ୧.୨ ଲକ୍ଷ ଟଙ୍କା ଜରିମାନା ଆଦାୟ
ଭଦ୍ରକ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏଥିସହ ଘରୁ ବାହାରିଲେ ମାସ୍କ ବ୍ୟବହାର କରିବା ପାଇଁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ହେଲେ କିଛି ଅମାନିଆ ଲୋକ ଏହି ସବୁ ନିୟମକୁ ଉଲ୍ଳଂଘନ କରୁଥିବା ଦେଖିବାକୁ…
ଲକ୍ଡାଉନ୍ ସମୟରେ ଦୁଇ ନିଆରା ସେବାକାରୀ
ଭଦ୍ରକ ଅଫିସ,୧୮।୪: ଲକ୍ଡାଉନ୍ ସମୟରେ ଦୁଇ ନିଆରା ସେବାକାରୀଙ୍କୁ ନେଇ ଏବେ ଭଦ୍ରକରେ ଚର୍ଚ୍ଚା ଜୋର ଧରିଛି। ଲକ୍ଡାଉନ୍ରେ ଘରେ ସମସ୍ତେ ବନ୍ଦୀ ହୋଇ ଥିବାବେଳେ ଏହି ଦୁଇ ଜଣ ବ୍ୟକ୍ତି କିନ୍ତୁ ଲୋକଙ୍କୁ ବିଭିନ୍ନ ସେବା ଯୋଗାଇବାରେ ବ୍ୟସ୍ତ ରହୁଛନ୍ତି।…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨.୫୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ
ଭଦ୍ରକ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ଭଦ୍ରକର ପି.ଏନ୍. ଏଜେନ୍ସିି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨.୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ପି.ଏନ୍. ଏଜେନ୍ସିି ପକ୍ଷରୁ ସମାଜସେବୀ ସୀତାଂଶୁ ମହାପାତ୍ର ଜିଲାପାଳ ଡ଼ ଜ୍ଞାନ ରଞ୍ଜନ ଦାସଙ୍କୁ ଏକ ଚେକ୍…
ରବିବାର ଖୋଲିବ ବହିଦୋକାନ: ରୋଗୀ ଯାତାୟତ ପାଇଁ ପ୍ରଶାସନ ଧାର୍ଯ୍ୟ କଲା ଅଟୋ ଭଡ଼ା
ଭଦ୍ରକ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରାଯାଇଥିବା ବେଳେ ଭଦ୍ରକରେ ଆଶିଂକ ଭାବେ ଏହାକୁ କୋହଳ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ରୋଗୀ ନେବା ଆଣିବା ପାଇଁ ଅଟୋ ଚଳାଚଳ କରିବା ଲାଗି ଭଦ୍ରକ ପ୍ରଶାସନ ପକ୍ଷରୁ ଅନୁମତି…
ବାହାରେ ଛେପ ପକାଇଲେ ଜରିମାନା
ଭୁବନେଶ୍ୱର,୧୮ା୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଦିନକୁ ଦିନ କଠୋର ଆଭିମୁଖ୍ୟ ଆପଣାଉଛନ୍ତି ରାଜ୍ୟ ସରକାର। ଏଣିକି ବାହାରେ ଛେପ ପକାଇଲେ ଜରିମାନା ଗଣିବାକୁ ପଡ଼ିବ। ନିକଟରେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯିବା ସହ ଉଲ୍ଲଂଘନକାରୀଙ୍କଠାରୁ ଜରିମାନା ଆଦାୟ କରାଯାଉଛି। ଏବେ ସର୍ବସାଧାରଣ…
ସରକାରଙ୍କଠାରୁ ସହଯୋଗ ଲୋଡ଼ିଲା ସିଆଇଆଇ
ଭୁବନେଶ୍ୱର,୧୮ା୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ହ୍ରାସ କରିବା ପାଇଁ ଦେଶବ୍ୟାପୀ ଲକ୍ଡାଉନ ଜାରି ରହିଛି। ଏହାଦ୍ୱାରା ଅର୍ଥନେତିକ ଗତିବିଧି ବହୁଳ ଭାବେ ପ୍ରଭାବିତ ହୋଇଛି। ତେଣୁ ଏହି କ୍ଷତିପୂରଣ ବାବଦକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଆର୍ଥିକ ସହାୟତା ମିଳିବା ଦରକାର ବୋଲି…
ଶ୍ରମିକଙ୍କ ସମସ୍ୟା ବୁଝିବାକୁ ନୋଡାଲ ଅଫିସର ନିଯୁକ୍ତି କର
ଭୁବନେଶ୍ୱର,୧୮ା୪(ବ୍ୟୁରୋ): କୋଭିଡ-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଦ୍ୱିତୀୟ ପର୍ଯ୍ୟାୟ ଲକ୍ଡାଉନକୁ ମେ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି। ଏଥିଯୋଗୁ ବିଭିନ୍ନ ରାଜ୍ୟର ରିଲିଫ କ୍ୟାମ୍ପରେ ଫସି ରହିଥିବା ଶ୍ରମିକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କୁ ଉପଯୁକ୍ତ…
ସବୁଠୁ ତତଲା ସହର ସୋନପୁର
ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ସାରା ରାଜ୍ୟରେ ଏବେ ତାତି ଅସମ୍ଭାଳ ହୋଇପଡ଼ିଲାଣି। ଶୁକ୍ରବାର ୭ ସହରରେ ପାରଦ ୪୦ ଡିଗ୍ରୀ ଟପିଥିଲା। ସୋନପୁର ସର୍ବାଧିକ ୪୨.୨ ଡିଗ୍ରୀ ତାପମାତ୍ରା ସହିତ ସବୁଠାରୁ ଉତ୍ତପ୍ତ ସହର ହୋଇଛି। ଅନୁଗୋଳ ଓ ବଲାଙ୍ଗୀର ୪୧.୫, ତାଳଚେର…
ଉପବାସରେ କୁଟୀରଶିଳ୍ପ କାରିଗର
କୃଷ୍ଣପ୍ରସାଦ,୧୮ା୪(ଡି.ଏନ.ଏ.): କୁଟୀରଶିଳ୍ପ ପାଇଁ ଓଡ଼ିଶା ସାରା ବିଶ୍ୱରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ଲକ୍ଡାଉନ ଯୋଗୁ ଶିଳ୍ପୀ ପରିବାର ଆଜି ଭୋକ ଉପବାସରେ ଦିନ କାଟୁଛନ୍ତି। ଏଭଳି ଦେଖିବାକୁ ମିଳିଛି ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ବଡଅଁଳ ପଞ୍ଚାୟତ ହରିଜନସାହିରେ।…
ପୁରୀ ସମୁଦ୍ରରୁ ବିରଳ ସାର୍କ ଶିକାର
ପୁରୀ ଅଫିସ,୧୮ା୪: ପୁରୀ ସମୁଦ୍ରରୁ ବିରଳ ପ୍ରଜାତିର ସାର୍କ ମାଛ ଶିକାର କରାଯାଉଛି। ମୁନାଫାଖୋର ମାଛ ଚାଲାଣକାରୀ ମତ୍ସ୍ୟଜୀବୀଙ୍କୁ ହାତ କରି ଏହି ମାଛକୁ ବିଦେଶକୁ ରପ୍ତାନୀ କରୁଛନ୍ତି। ସଚେତନ ଅଭାବରୁ ସାଧାରଣ ମତ୍ସ୍ୟଜୀବୀ ଏହି ମାଛର ମୂଲ୍ୟ ଜାଣିପାରୁ ନ…
Archives


