ରାଜ୍ୟ

ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବ୍ୟବସ୍ଥାକୁ ବିରୋଧ:୧୯ ଆନ୍ଦୋଳନକାରୀ ଗିରଫ, ଉତ୍ତେଜନା

ତାଳଚେର,୬ା୧୨(ନି.ପ୍ର.) କୋଇଲା ପରିବହନରେ ସୁବ୍ୟବସ୍ଥା ପାଇଁ ଏମ୍‌ସିଏଲ୍‌ର ବଳରାମ ଖଣିରେ ଗୁରୁବାର ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବ୍ୟବସ୍ଥା ଲାଗୁ କରାଯାଇଥିଲେ ହେଁ ଏହାକୁ ନେଇ ଉତ୍ତେଜନା ଦେଖାଦେଇଛି। କାର୍ଯ୍ୟର କିଛି ସମୟ ପରେ ତାଳଚେର ବ୍ଲକ ଡଅଁରା ଗ୍ରାମବାସୀ...

ବେଗା ପଞ୍ଚାୟତରେ ଦୁର୍ନୀତି:ବିନା କାର୍ଯ୍ୟରେ ୧୦ ଲକ୍ଷ ଟଙ୍କାର ବିଲ୍‌

ଢେଙ୍କାନାଳ ଅଫିସ, ୬।୧୨ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ବେଗା ପଞ୍ଚାୟତରେ ବିନା କାର୍ଯ୍ୟରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ମିଥ୍ୟା ବିଲ୍‌ କରାଯାଇଥିବା ଅଭିଯୋଗ ହୋଇଛି। ବାରମ୍ବାର ଦାବି ସତ୍ତ୍ୱେ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଏହାର...

ଜିଲା ସମୀକ୍ଷା କଲେ କେନ୍ଦ୍ରୀୟ ସଚିବ:ଅନ୍‌ଲାଇନରେ ଠିକ୍‌ ତଥ୍ୟ ପ୍ରଦାନ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ, ୬।୧୨ କେନ୍ଦ୍ର ସରକାରଙ୍କ ଅତିରିକ୍ତ ଶାସନ ସଚିବ ତଥା ଆଇଏଏସ୍‌ ଅଧିକାରୀ ଯତୀନ୍ଦ୍ରନାଥ ସ୍ବାଇଁ ଗୁରୁବାର ଢେଙ୍କାନାଳ ଗସ୍ତରେ ଆସି ଆଂକାକ୍ଷା ଜିଲା ସମ୍ପର୍କିତ ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଅନୁଷ୍ଠାନ...

ଚିତ୍ରାଙ୍ଗପାଲି ପଞ୍ଚାୟତରେ ସରକାରୀ ଯୋଜନା ଅପହଞ୍ଚ

ମାଲକାନଗିର,୬।୧୨ (ଡି.ଏନ୍‌.ଏ) ମାଲକାନଗିରି ଜିଲା ଦୁର୍ଗମ ଅଞ୍ଚଳ ଭାବେ ପରିଚିତ କାଲିମେଳା ବ୍ଲକ ଚିତ୍ରାଙ୍ଗପାଲି ପଞ୍ଚାୟତର ସୁପାଲ ଗ୍ରାମ ଅବହେଳିତ ଅବସ୍ଥାରେ ରହିଛି। ଗ୍ରାମବାସୀ କୌଣସି ସରକାରୀ ଯୋଜନାରୁ ସୁଫଳ ପାଉନାହାନ୍ତି। ଏନେଇ ଗୁରୁବାର ସୁପାଲୁ ଗ୍ରାମବାସୀ ଜିଲାପାଳଙ୍କ ଦ୍ୱାରସ୍ଥ...

କ୍ରଶର ମିଲ୍‌ ବନ୍ଦ ଯୋଗୁ ଉନ୍ନୟନ କାର୍ଯ୍ୟରେ ବାଧା

ମାଲକାନଗିର,୬।୧୨ (ଡି.ଏନ୍‌.ଏ.)- ମାଲକାନଗିରି ଜିଲାରେ ଏକମାସରୁ ଊର୍ଦ୍ଧ୍ୱ ହେବ କ୍ରଶର ମିଲଗୁଡିକ ବନ୍ଦ ରହିଛି ା ଫଳରେ ବହୁ ଘରୋଇ କାର୍ଯ୍ୟ ଏବଂ ଉନ୍ନୟନ କାର୍ଯ୍ୟ ବନ୍ଦ ହୋଇଯାଇଛି। ଏନେଇ ଠକାଦାରମାନେ ଅଭିଯୋଗ କରି ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ...

ଦିବ୍ୟାଙ୍ଗ ପୁଓର ଚିକିଛା ଲାଗି ଟଁକା ଅଭାବ: ଗରିବ୍‌ ମା’ବାପ୍‌ ହଟହଟା, ପରଶାସନ ଚୁପ୍‌

  ଧମା, ୬।୧୨ (ଡି.ଏନ.ଏ.)- ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଦିବ୍ୟାଙ୍ଗମାନକର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ହକ୍‌ଦାର ହିତାଧିକାରୀ ଇଥିର ଲାଭ ନାଇଁ ପାଏବାର। ଏନ୍‌ତାଥି ନିଜର ଦିବ୍ୟାଙ୍ଗ ଛୁଆପିଲାକର ଚିକିଛା,...

ମା’ବାପ୍‌ ଛେଉଁଡ୍‌ ତୁଷାରକୁଁ ଉଧାର କଲା ପରଶାସନ

  ଭବାନୀପାଟଣା, ୬ା୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ପଁଚେତ୍‌ ବାରିକପଡ଼ାର ମା’ବାପ୍‌ ଛେଉଁଡ୍‌ ତୁଷାର ବାରିକ(୧୧)କୁଁ ସାହାଯ୍‌ର ହାତ୍‌ ବଢ଼େଇଛେ ଜିଲା ଶିଶୁ ମଙ୍ଗଲ ସମିତି। ବୁଧବାର ଜିଲା ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ରାଜେଶ...

ଭୂମିହୀନ ପରିବାରକେ ଭେଟ୍‌ଲେ ଜିଲାପାଳ

ଘଣ୍ଟାପଡା, ୬ା୧୨ (ଡି.ଏନ.ଏ.)- ବୌଦ୍ଧ ଜିଲାପାଳ ଲଲାଟେନ୍ଦୁ ମିଶ୍ର ସୋମବାର କଣ୍ଟାମାଲ ବ୍ଲକ ପରିଦରଶନରେ ଆସି ଆମ୍ବଗଁା ପଁଚେତ୍‌ ଦେଢ଼େଣମାଲ ଗଁାର ନିହାତି ଗରିବ୍‌ ଭୂମିହୀନ ପରିବାର ଝାଙ୍କର ମହାନନ୍ଦକଁର ଘରକେ ଯାଇ ସମସିଆ ବାବ୍‌ଦେ ପଚାରି ବୁଝିଛନ୍‌। ଇ...

ପିଆରଏମ୍‌ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ: ରୋଗୀଙ୍କୁ ଇଞ୍ଜେକ୍ସନ ଦେଲେ ରୋଷେଇ କର୍ମଚାରୀ

ବାରିପଦା ଅଫିସ,୬ା୧୨- ଆଦିବାସୀ ବହୁଳ ମୟୂରଭଞ୍ଜ ଜିଲାରେ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ କେନ୍ଦ୍ରୀୟ ଅନୁଦାନରେ ରାଜ୍ୟ ସରକାର ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସପିଟାଲ(ପିଆରଏମ୍‌) ପ୍ରତିଷ୍ଠା କରିଛନ୍ତି। ବୁଧବାର ଏହି ମେଡିକାଲରେ...

ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦାବିରେ ଧାରଣା

ବଡ଼ସାହି,୬ା୧୨(ସ୍ବ.ପ୍ର)-ବଡ଼ସାହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦାବିରେ ବ୍ଲକ କଂଗ୍ରେସ ପକ୍ଷରୁ ଗୁରୁବାର ଡାକ୍ତରଖାନା ସମ୍ମୁଖରେ ଧାରଣା ଦିଆଯାଇଥିଲା। ବରିଷ୍ଠ କଂଗ୍ରେସ ନେତା ପ୍ରକାଶ କର ମହାପାତ୍ରଙ୍କ ନେତୃତ୍ୱରେ ଶତାଧିକ ଜନ ସାଧାରଣ ଏହି ବିକ୍ଷୋଭ ସମାବେଶରେ ସାମିଲ...

ଅର୍ବାନ ବ୍ୟାଙ୍କ ଓ ଚିଟ୍‌ଫଣ୍ଡ ଜମାକାରୀ ହତାଶ : ଦାବି ପୂରଣ ନ ହେଲେ ୨୩ରେ ଆନ୍ଦୋଳନ

ବାରିପଦା ଅଫିସ,୬ା୧୨- ମୟୂରଭଞ୍ଜ ଜିଲା ବାରିପଦାଠାରେ ଥିବା ଅର୍ବାନ କୋ-ଅପରେଟିଭ ବ୍ୟାଙ୍କ ଦୀର୍ଘ ବର୍ଷ ହେବ ପରିଚାଳନାଗତ ତ୍ରୁଟି ଯୋଗୁ ବନ୍ଦ ହୋଇ ପଡ଼ିଛି। ଏହି ବ୍ୟାଙ୍କରେ ଜିଲାର କ୍ଷୁଦ୍ର ବ୍ୟବସାୟୀ, ଦିନ ମଜୁରିଆ ଓ ମଧ୍ୟବିତ୍ତ ଶ୍ରେଣୀୟ ଲୋକେ...

୧୦ଦିନ ହେଲା ସ୍କୁଲରେ ତାଲା

ଠାକୁରମୁଣ୍ଡା,୬ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଶାଳଚୁଆ ପଞ୍ଚାୟତର କରଡ଼ାପାଳ ପ୍ରାଥମିକ ବିଦ୍ୟାଳୟରେ ଆଜିକୁ ୧୦ଦିନ ହେବ ତାଲା ପକାଇ ଗ୍ରାମବାସୀ ଆନ୍ଦୋଳନ କରିଛନ୍ତି। ଏହି ବିଦ୍ୟାଳୟକୁ ବଦଳି ହୋଇ ଆସିଥିବା ଜଣେ ଶିକ୍ଷୟିତ୍ରୀଙ୍କୁ ବିରୋଧ କରି ଗ୍ରାମବାସୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri