ଲକ୍ ଡାଉନ୍ ହେଲା ଚାଷୀଙ୍କ ପାଇଁ କାଳ
କୋକସରା, ୧୮ା୪(ଡି.ଏନ.ଏ.) – ପ୍ରଥମେ କରାବର୍ଷା ଓ ତାର କିଛିଦିନ ପରେ ଲକ୍ଡାଉନ କଳାହାଣ୍ଡି ଜିଲା କୋକସରା ବ୍ଲକର ପନିପରିବା ଓ ତରଭୁଜ ଚାଷୀଙ୍କ ପାଇଁ କାଳ ସାବ୍ୟସ୍ତ ହୋଇଛି । ଏଥିଯୋଗୁ ଶତାଧିକ ଚାଷୀ ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛନ୍ତି…
ସୁସ୍ଥ ହେଲେ ଆଉ ୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୭।୪(ବୁରୋ): ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହି ୨ ଆକ୍ରାନ୍ତ ଭୁବନେଶ୍ୱରର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍ କରି କୁହାଯାଇଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ…
ପୂର୍ବତନ ମନ୍ତ୍ରୀ ସହରାଇ ଓରାମଙ୍କ ପରଲୋକ
କେନ୍ଦୁଝର/ବଡ଼ବିଲ,୧୭।୪(ସ୍ବ.ପ୍ର.)-ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କୁହାଯାଉଥିବା ପୂର୍ବତନ ମନ୍ତ୍ରୀ ତଥା ଚମ୍ପୁଆ ନିର୍ବାଚନମଣ୍ଡଳୀର ପ୍ରାକ୍ତନ ବିଧାୟକ ସହରାଇ ଓରାମଙ୍କ ଶୁକ୍ରବାର ଅପରାହ୍ନରେ ତାଙ୍କ ବଡ଼ବିଲ ଭଦ୍ରାସାହି ସ୍ଥିତ ବାସଭବନରେ ପରଲୋକ ଘଟିଛି। ତାଙ୍କୁ ୭୮ ବର୍ଷ ହୋଇଥିଲା। ସେ…
୨୪ ଘଣ୍ଟାରେ ବିଶ୍ୱରେ ପ୍ରାୟ ୨ ଲକ୍ଷ ବଢ଼ିଲା କରୋନା ସଂକ୍ରମିତଙ୍କ ସଂଖ୍ୟା
ଭୁବନେଶ୍ୱର,୧୭।୪(ବ୍ୟୁରୋ): ସମଗ୍ର ବିଶ୍ୱ ଏବେ କରୋନା ମହାମାରୀ କବଳରେ। ଶୁକ୍ରବାର ସୁଦ୍ଧା ୨୧୦ ଦେଶ ଏବଂ ୨ ଜାହାଜରେ ଏହା ପହଞ୍ଚିଛି। ଗୁରୁବାର କରାଯାଇଥିବା ଆକଳନ ଅନୁଯାୟୀ ଏଥିରେ ୨୦ ଲକ୍ଷ ୮୯ ହଜାର ୨୩୭ଜଣ ଆକ୍ରାନ୍ତ ହୋଇଥିବା ବେଳେ ଶୁକ୍ରବାର…
ସ୍ୟାଣ୍ଡ ଆନିମେଶନ୍ରେ କରୋନା ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ସୁଦର୍ଶନଙ୍କ ବାର୍ତ୍ତା: ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ମହାମାରୀର ମୁକାବିଲା ପାଇଁ ସଚେତନ ହେବା ଆବଶ୍ୟକ। ଏହାକୁ ନେଇ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଜନସାଧାରଣଙ୍କୁ ବିଭିନ୍ନ ପରାମର୍ଶ ଦିଆଯାଉଛି। ବିଶେଷକରି ପରିବାରର ବୟସ୍କ ସଦସ୍ୟଙ୍କ ଯତ୍ନ ନେବା, ଲକ୍ଡାଉନ୍ ସମୟରେ ସାମାଜିକ ଦୂରତ୍ୱ ପାଳନ…
ପ୍ରବାଦ ପୁରୁଷଙ୍କ ୨୩ତମ ଶ୍ରାଦ୍ଧବାର୍ଷିକୀ: ଟୁଇଟ୍ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୪(ବ୍ୟୁରୋ): ପ୍ରବାଦ ପୁରୁଷ, ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ଶୁକ୍ରବାର ୨୩ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସବୁବେଳେ ଲୋକଙ୍କ ସହ ରହିବା ଏବଂ ପ୍ରତିଟି ଲୋକର…
ଗଞ୍ଜାମ ଜିଲାପାଳଙ୍କ ଆଉ ଏକ ପଦକ୍ଷେପ: ନିଜେ ରକ୍ତ ଦେବାପରେ ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଗାଡ଼ିର କଲେ ଶୁଭାରମ୍ଭ
ଶେରଗଡ,୧୭।୪(ଡି.ଏନ୍.ଏ.): ବିଭିନ୍ନ ଯୋଜନାର ସଫଳ ରୁପାୟନ ଠାରୁ ଆରମ୍ଭ କରି କରୋନା ମୁକାବିଲା ପର୍ଯ୍ୟନ୍ତ ସବୁଥିରେ ଆଗରେ ରହିଛି ଗଞ୍ଜାମ ଜିଲା। ଏ ନେଇ ଦୁଇ ଦିନ ତଳେ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧୁବାଦ…
ଢେଙ୍କାନାଳ ଜିଲା କୋଭିଡ ହେଲ୍ଥ୍ ସେଣ୍ଟର ପରିଦର୍ଶନ କଲେ ୫ଟି ସଚିବ
ଢୋଙ୍କାନାଳ ଅଫିସ, ୧୭।୪: କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ ନିର୍ମାଣ କରାଯାଉଛି। ଏହି କ୍ରମରେ ଢେଙ୍କାନାଳ ଜିଲାରେ ମଧ୍ୟ ଏକ ହସ୍ପିଟାଲା କାର୍ଯ୍ୟକ୍ଷମ ହୋଇଛି। ଶୁକ୍ରବାର ବରିଷ୍ଠ ପ୍ରଶାସନିକ ଅଧିକାରୀ ସୁରେଶ…
ସାରା ରାଜ୍ୟରେ ଲାଗୁ ହେଲା କଟକଣା: ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ୨୦୦ ଜରିମାନା
ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ କଟକଣା ଲଗାଯାଉଛି। ଏହି କ୍ରମରେ ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଜରିମାନା କରାଯିବ। ପ୍ରଥମ ୩ ଥର ଭୁଲ୍ ପାଇଁ ୨୦୦ ଟଙ୍କା ଲେଖାଏ ଜରିମାନା ଆଦାୟ କରାଯିବ।…
ରାଜଧାନୀରେ ୪ଟି ବର୍ଗରେ ହେବ ନମୁନା ପରୀକ୍ଷଣ, ସହଯୋଗ ନ କଲେ ହସ୍ତକ୍ଷେପ କରିବ ପୋଲିସ: ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ୬୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ରାଜଧାନୀରୁ ୪୬ଜଣ ରହିଛନ୍ତି। ଏହାକୁ ନେଇ ଭୁବନେଶ୍ୱରକୁ ହଟ୍ସ୍ପଟ୍ କୁହାଯାଉଛି। ଆଗାମୀ ଦିନରେ କରୋନାର ଚିତ୍ର ସ୍ପଷ୍ଟ କରିବା ଲାଗି ନମୂନା ପରୀକ୍ଷଣକୁ ଅଧିକ କରାଯିବ। ୭ଦିନ ମଧ୍ୟରେ ୫,୦୦୦…
ରାଜ୍ୟ ସରକାରଙ୍କ କରୋନା ମୁକାବିଲା ଚିନ୍ତା: ରାଜଧାନୀ ପାଇଁ ସ୍ବତନ୍ତ୍ର ପ୍ଲାନ୍, ୭ ଦିନରେ ୫୦୦୦ ନମୁନା ପରୀକ୍ଷଣ ଲକ୍ଷ୍ୟ
ଭୁବନେଶ୍ୱର,୧୭।୪(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ଓଡ଼ିଶାରେ ୭,୫୭୭ଟି ନମୂନା ପରୀକ୍ଷଣ କରାଯାଇଛି। ସେଥିରୁ ୬୦ଜଣ ପଜିଟିଭ୍ ବାହାରିଛନ୍ତି। ହେଲେ କେବଳ ଭୁବନେଶ୍ୱରରେ ୪୬ ପଜିଟିଭ୍ ମାମଲା ରହିଛି। ଏଥିରୁ ଭୁବନେଶ୍ୱର ହଟ୍ସ୍ପଟ୍ ବୋଲି ସ୍ପଷ୍ଟ ହୋଇଛି। ଖୋର୍ଦ୍ଧାକୁ ଛାଡ଼ି ବାକି ୮ଟି…
ଭୁବନେଶ୍ୱର କରୋନା ହଟ୍ସ୍ପଟ୍: ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ନିୟୋଜିତ ହୋଇଥିବା ସମସ୍ତ ଅଧିକାରୀ ଏଥିପାଇଁ ୨୪/୭ କାମ କରୁଛନ୍ତି। ଇତିମଧ୍ୟରେ ଓଡ଼ିଶାରେ ୭,୫୭୭ଟି ନମୂନା ପରୀକ୍ଷଣ କରାଯାଇଛି। ୭ଟି…
Archives


