ରାଜ୍ୟ

ଧ୍ୱଂସ ମୁଖରେ ଗିରି ଗୋବର୍ଦ୍ଧନ ପାହାଡ଼

ରଣପୁର,୫।୧୨(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ତହସିଲ କୁଳାସର ପଞ୍ଚାୟତ ନୀଳପଲ୍ଲୀ ଗଁ। ନିକଟରେ ରହିଛି ଗିରି ଗୋବର୍ଦ୍ଧନ ପାହାଡ । ଏହି ଐତିହ୍ୟ ସମ୍ପନ୍ନ ପାହାଡକୁ ଡିନାମାଇଟ୍‌ ଲଗାଇ ବିସ୍ଫୋରଣ କରାଯାଇ ପଥର ଚାଲାଣ ହେଉଛି। ଫଳରେ କଳା ମୁଗୁନି...

ଅସୁରକ୍ଷିତ ଶ୍ରେଣୀଗୃହ: ବାରଣ୍ଡାରେ ବସି ପାଠପଢୁଛନ୍ତି ପିଲା

ଖଣ୍ଡପଡା,୫।୧୨(ସ୍ବ.ପ୍ର.): ଦୀର୍ଘବର୍ଷରୁ ଅସୁରକ୍ଷିତ ଅବସ୍ଥାରେ ଥିବା ଶ୍ରେଣୀଗୃହ ଯୋଗୁ କୋସକା ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟର ପିଲାମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ଏ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଉଥିଲେ ମଧ୍ୟ କୌଣସି ପ୍ରତିକାର ବ୍ୟବସ୍ଥା କରା...

ଜଳବାୟୁ ପରିବର୍ତ୍ତନର ପ୍ରଭାବ: ରାଜ୍ୟରେ ଶୀତ ଦୁର୍ବଳ

ଭୁବନେଶ୍ୱର, ୫ା୧୨ (ବ୍ୟୁରୋ): କ।ର୍ତ୍ତିକ ଯାଇ ମାର୍ଗଶିର ମାସ ଶେଷ ହେବାକୁ ବସିଲାଣି। ଶୀତର ଦେଖା ନାହିଁ। କେବଳ ସହର ନୁହେଁ, ଗାଁ ଗଣ୍ଡାରେ ମଧ୍ୟ ଶୀତ ଏକ ପ୍ରକାର ହଜିଗଲାଣି। ଆଉ ହାଡ଼ଭଙ୍ଗା ଶୀତ ନାହିଁ। ସହରରେ ଏସି...

ବିରୋଧୀଙ୍କ ସଣ୍ଢୁଆଶି ଆକ୍ରମଣ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ପୁରୀ ପୋଲିସ କ୍ୱାର୍ଟର୍ସରେ ନାବାଳିକା ଗଣବଳାତ୍କାର ପ୍ରସଙ୍ଗକୁ କେନ୍ଦ୍ରକରି ରାଜ୍ୟ ସରକାରଙ୍କ ଉପରେ ସଣ୍ଢୁଆଶି ଆକ୍ରମଣ ଜାରି ରଖିଛନ୍ତି ବିରୋଧୀ କଂଗ୍ରେସ ଏବଂ ଭାଜପା। ଏହାକୁ ନେଇ ବୁଧବାର ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ନବୀନ ନିବାସ...

ମହାନଦୀ ପଠାରେ ମାଣପେଡି,ଖଟୁଲି ସଫା

ଖଣ୍ଡପଡା,୫।୧୨(ସ୍ବ.ପ୍ର.): ପରିବାରର ସୁଖ ଏବଂ ସମୃଦ୍ଧି ପାଇଁ ମା’ଲକ୍ଷ୍ମୀଙ୍କୁ ମାର୍ଗଶିର ମାସର ପ୍ରତି ଗୁରୁବାର ଆରାଧନା କରାଯାଇଥାଏ। ଆସନ୍ତା ୧୨ ତାରିଖ ମାର୍ଗଶିର ମାସର ଶେଷ ଗୁରୁବାର । ମାତ୍ର ସେଦିନ ପଣ୍ଡୁ ପୂର୍ଣ୍ଣମୀ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଥିବାରୁ...

ଆହୁରି ୧୫ ଦିନ ପରେ ମଣ୍ଡିରେ କିଣାହେବ ଧାନ: ଅଭାବୀ ବିକ୍ରିର ଶିକାର ହେଉଛି ଚାଷୀ

ନୟାଗଡ଼ ଅଫିସ,୫ା୧୨: ଗତ ୨୯ ତାରିଖରେ ଜିଲାରେ ସରକାରୀ ଭାବେ ଧାନମଣ୍ଡି ଉଦ୍‌ଘାଟିତ ହୋଇଥିଲା। ସେ ସମୟରେ ଡିସେମ୍ବର ୧୮ ତାରିଖ ପରେ ମଣ୍ଡିରେ ଧାନ କିଣା ହେବ ବୋଲି କୁହାଯାଇଥିଲା। କିନ୍ତୁ ଏହା ପୂର୍ବରୁ ଧାନ ବେପାରୀ (ଦଲାଲ)...

ରେଳ ଷ୍ଟେଶନରେ ଯାତ୍ରୀ ପାଇବେ ସ୍ବାସ୍ଥ୍ୟକର ଖାଦ୍ୟ

ଭୁବନେଶ୍ୱର, ୪ା୧୨(ବ୍ୟୁରୋ): ଏଣିକି ରେଳ ଷ୍ଟେଶନରେ ଯାତ୍ରୀଙ୍କୁ ମିଳିବ ସୁରକ୍ଷିତ ତଥା ସ୍ବାସ୍ଥ୍ୟକର ଖାଦ୍ୟ। ଏହା ଉପରେ ଏବେ ଭାରତୀୟ ରେଳପଥ ଗୁରୁତ୍ୱ ଦେଇଛି। ଏନେଇ ‘ଇଟ୍‌ ରାଇଟ୍‌ ଷ୍ଟେଶନ’ ନାମରେ ନୂଆ ଅଭିଯାନ ଆରମ୍ଭ ହୋଇଛି। ଏଥିରେ ଭାରତୀୟ...

ସେମିଷ୍ଟର ପରୀକ୍ଷା ବିରୋଧରେ ବିକ୍ଷୋଭ

କଟକ ଅଫିସ, ୪।୧୨: ରାଜାବଗିଚାସ୍ଥିତ ନେତାଜୀ ସୁଭାଷ ମେମୋରିଆଲ ସିଟି କଲେଜରେ ସେମିଷ୍ଟର ପରୀକ୍ଷା ପ୍ରତିବାଦରେ ବୁଧବାର ଛାତ୍ରୀଛାତ୍ରମାନେ କଳେଜ ମୁଖ୍ୟ ଫାଟକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ଅଧ୍ୟକ୍ଷ ଡ. ଦେବାଶିଷ ଜେନାଙ୍କୁ ଏକ ସ୍ମାରକପତ୍ର ଦେଇଥିଲେ।...

ପୁରୀ ନାବାଳିକା ଗଣବଳାତ୍କାର ମାମଲା: କୋର୍ଟରେ ପୀଡିତାଙ୍କ ବୟାନ ରେକର୍ଡ

ପୁରୀ ଅଫିସ, ୪ା୧୨: ପୋଲିସ କ୍ୱାର୍ଟର୍ସରରେ ଗଣବଳତ୍କାରର ଶିକାର ହୋଇଥିବା ନାବାଳିକାଙ୍କର ବୁଧବାର ସିଆରପିସି ଧାରା ୧୬୧ ଓ ୧୬୪ରେ ପୁରୀ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ବୟାନ ରେକେର୍ଡ କରାଯାଇଛି। ପୂର୍ବରୁ ଏହିମାମଲାରେ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲହାଜତକୁ ପଠାଇଦିଆଯାଇଛି। ପୋଲିସ ସେମାନଙ୍କୁ...

ମାଓବାଦୀ ନାଁରେ ଧମକପୂର୍ଣ୍ଣ ଚିଠି

ରାଇକିଆ,୪ା୧୨(ଡ଼ି.ଏନ.ଏ): ରାଇକିଆ ଥାନା ରଣବା ପଞ୍ଚାୟତରୁ ଢିମିରିପଲ୍ଲୀ ରାସ୍ତାରେ ଥିବା ଏକ ବିଦ୍ୟୁତ ଖୁଣ୍ଟରେ ମାଓବାଦୀ ନାଁରେ ଏକ ଧମକପୂର୍ଣ୍ଣ ଚିଠି ମରାଯାଇଛି। ସେଥିରେ ଅଞ୍ଚଳର କେତେଜଣ ଠିକାଦାର ଓ ରାଜନୀତିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ନାଁ ରହିଛି। ଏହି ବ୍ୟକ୍ତିମାନେ...

ମହିଳାଙ୍କୁ ମାରପିଟ ଅଭିଯୋଗରେ ୨ ଗିରଫ

ବୁଗୁଡ଼ା,୪ା୧୨(ଡି.ଏନ.ଏ.): ବୁଗୁଡ଼ା ଏନ୍‌ଏସି କାଦପଡ଼ା ଗ୍ରାମର ଜଣେ ମହିଳାଙ୍କୁ ଟଣାଓଟରା ଓ ମାରପିଟ ଅଭିଯୋଗରେ ପୋଲିସ ବୁଧବାର ୨ ଜଣଙ୍କୁ କୋର୍ଟଚାଲାଣ କରିଛି। ଗିରଫମାନେ ହେଲେ ଉକ୍ତ ଥାନା ଭାମଶିଆଳିର କେଶବ ଜେନା ଓ ଗୋଲାମୁଣ୍ଡଳାର ରଞ୍ଜିତ ଗୌଡ଼। ମହିଳାଙ୍କ...

କମ୍ପାନୀରେ ନିଯୁକ୍ତି ନାଁରେ ମହିଳାଙ୍କୁ ଠକେଇ

ସେମିଳିଗୁଡ଼ା,୪ା୧୨(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା, ପଟ୍ଟାଙ୍ଗି ବ୍ଲକ ଓ ସୁନାବେଡ଼ା ମ୍ୟୁନିସପାଲିଟି ଅଞ୍ଚଳର ବହୁ ଯୁବତୀ, ମହିଳାଙ୍କୁ କମ୍ପାନୀରେ ନିଯୁକ୍ତି ଦେବା ନାଁରେ ଠକାଯାଇଥିବା ଅଭିଯୋଗ ହୋଇଛି। ଏହି ଠକେଇର ଶିକାର ହୋଇଥିବା ୩୦ରୁ ଊର୍ଦ୍ଧ୍ୱ ମହିଳା ସୁନାବେଡ଼ା ଥାନାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri