ଝାରସୁଗୁଡାରେ ୨ ଶହ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଝାରସୁଗୁଡା ଅଫିସ,୧୮।୭: ଝାରସୁଗୁଡା ଜିଲାରେ କରୋନା ଦିନକୁ ଦିନ କାୟା ବିସ୍ତାର କରିଚାଲିଛି। ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ସହ ଟପିଲାଣି। ଶନିବାର ପୁଣି ୫ ଜଣ ବ୍ୟକ୍ତିଙ୍କୁ କରୋନା ପଜିଟିଭ ଥିବା ଜଣାପଡିଛି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ…
ଘରୋଇ ହସ୍ପିଟାଲ, କ୍ଲିନିକ୍କୁ ଚେତାବନୀ: ଚିକିତ୍ସା ନ କଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର, ୧୮।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅଧିକାଂଶ ସ୍ଥାନରେ ସାଧାରଣ ରୋଗୀଙ୍କୁ କରୋନା ରୋଗୀଭାବି ଚିକିତ୍ସା କରାଯାଉ ନାହିଁ। ଏହି ପରିପ୍ରେକ୍ଷୀରେ ଶନିବାର ରାଜ୍ୟର ଘରୋଇ ହସ୍ପିଟାଲ ଓ…
ରାଜ୍ୟରେ କରୋନା ନେଲା ଆଉ ୩ ମୁଣ୍ଡ
ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଜନିତ ଶନିବାର ଆଉ ୩ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୬କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ୨ଜଣ ଗଞ୍ଜାମର ୬୦ ଓ ୬୩ ବର୍ଷୀୟ ପୁରୁଷ ହୋଇଥିବା ବେଳେ ଅନ୍ୟଜଣକ…
CORONAVIRUS UPDATE: ରାଜ୍ୟରେ ପୁଣି ୫୯୧ କରୋନା ପଜିଟିଭ୍ ଚିହ୍ନଟ: ମୋଟ ଆକ୍ରାନ୍ତ ସଂଖ୍ୟା ୧୬,୭୦୧ ରେ ପହଞ୍ଚିଲା
ଭୁବନେଶ୍ୱର,୧୮।୭(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ। ରାଜ୍ୟରେ ଶନିବାର ପୁଣି ୫୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧କୁ ବୃଦ୍ଧି ପାଇଛି। ତେବେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ…
୫ ଜିଲାରେ ନିଅଣ୍ଟିଆ ବର୍ଷା
ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ଗାଏବ। ଆସନ୍ତା ୩ ଦିନ ଯାଏ ବର୍ଷାର ସମ୍ଭାବନା ନାହିଁ। ଗୋଟିଏ କିମ୍ବା ଦୁଇଟି ସ୍ଥାନକୁ ବାଦ୍ ଦେଲେ ରାଜ୍ୟରେ ବର୍ଷାର ସୂଚନା ନାହିଁ। ପାଣିପାଗ ବିଭାଗ ଅନୁଯାୟୀ ରାଜ୍ୟରେ ଜୁନ୍ ପହିଲାରୁ ଜୁଲାଇ…
କୋଭିଡ୍ରେ ମୃତ ଅଙ୍ଗନଓ୍ବାଡି, ଆଶାକର୍ମୀଙ୍କ ପରିବାରକୁ ମିଳିବ ମାସିକ ସହାୟତା
ଭୁବନେଶ୍ୱର,୧୮ା୭(ବ୍ୟୁରୋ): କରୋନା ଲଢ଼େଇରେ ଆଶାକର୍ମୀ ଓ ଅଙ୍ଗନଓ୍ବାଡି କର୍ମୀ ପ୍ରମୁଖ ଭୂମିକା ନେଉଛନ୍ତି। ଇତିମଧ୍ୟରେ ଏହି କୋଭିଡ୍ ଯୋଦ୍ଧାଙ୍କ ଜୀବନ ମଧ୍ୟ ଗଲାଣି। ପୂର୍ବରୁ ଏମାନଙ୍କ ପାଇଁ ଏକାଧିକ ପ୍ରୋତ୍ସାହନର ବ୍ୟବସ୍ଥା ରହିଥିବାବେଳେ ଶୁକ୍ରବାର ରାଜ୍ୟ ସରକାର ଆଉ ଏକ ନୂଆ…
ସଂଶୋଧିତ ଗାଇଡ୍ଲାଇନ ଜାରି
ଭୁବନେଶ୍ୱର,୧୮ା୭(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଜିଲା ସମେତ ରାଉରକେଲା ମହାନଗର ନିଗମକୁ ଜୁଲାଇ ୧୭ ରାତ୍ର ୯ଟାରୁ ୩୧ ତାରିଖ ମଧ୍ୟରାତ୍ର ଯାଏ ଲକ୍ଡାଉନ ଘୋଷଣା କରିଛନ୍ତି। ଏହି ସମୟରେ…
କରୋନା ଶିଖାଇଲା ପରିଶ୍ରମ
ବୈପାରୀଗୁଡା,୧୮ା୭ (ଡି.ଏନ୍.ଏ.): ପରିସ୍ଥିତି ମଣିଷକୁ ବଦଳାଇଦିଏ। ତା’ର ସ୍ବଭାବ ଓ ଆଚରଣରେ ପରିବର୍ତ୍ତନ କରେ। ବର୍ତ୍ତମାନ ମହାମାରୀ ସମୟରେ ଏପରି କିଛି ପରିବର୍ତ୍ତନ ଦେଖାଦେଇଛି କୋରାପୁଟ ଜିଲା ବୈପାରିଗୁଡା ବ୍ଲକର କେତେଜଣ ଭିକ୍ଷାବୃତ୍ତି କରି ଚଳୁଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ। ସେମାନେ ନିଜ…
ସଙ୍କଟରେ ରୋଗୀସେବା, ଡିଏମ୍ ପାଠ୍ୟକ୍ରମ
କଟକ ଅଫିସ,୧୮ା୭: ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବିଭାଗ ହେଉଛି ହେପାଟୋଲୋଜି ଏବଂ ଏଣ୍ଡୋକ୍ରାଇନୋଲୋଜି। କିନ୍ତୁ ଉଭୟ ବିଭାଗ ଏବେ ଡାକ୍ତର ଅଭାବ ସମସ୍ୟା ଦେଇ ଗତି କରୁଛି। ସୁପର ସ୍ପେଶିଆଲିଟି ଥିବା ଏହି ବିଭାଗ ପାଇଁ…
ଭୁବନେଶ୍ୱର ୪ନଂ. ମାର୍କେଟ୍ ସିଲ୍
ଭୁବନେଶ୍ୱର,୧୭।୭(ବ୍ୟୁରୋ)-ଭୁବନେଶ୍ୱରର ୪ନଂ. ମାର୍କେଟ୍ ସିଲ୍। ଗୁରୁବାର ଉକ୍ତ ଅଞ୍ଚଳରୁ କ୍ରମାଗତ ଭାବେ ୭ ଜଣ ପଜିଟିଭ୍ ଚିହ୍ନଟ ହେବା ପରେ ବିଏମ୍ସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏହାବାଦ୍ ଏହାର ଆଖପାଖ ଦୋକାନଗୁଡିକ ମଧ୍ୟ ସିଲ୍ କରାଯାଇଛି। ଆଗାମୀ ଆଦେଶ ଆସିବା…
ବିପିୟୁଟିର ସମସ୍ତ ଅନଲାଇନ୍ ପରୀକ୍ଷା ସ୍ଥଗିତ
ଭୁବନେଶ୍ୱର,୧୭।୭(ବ୍ୟୁରୋ)-କରୋନା ଜନିତ କଟକଣା ଲାଗି ବିପିୟୁଟିର ସମସ୍ତ ଅନ୍ଲାଇନ ପରୀକ୍ଷା ସ୍ଥଗିତ କରି ଦିଆଯାଇଛି। ଆସନ୍ତା ୩୧ ପର୍ଯ୍ୟନ୍ତ ଏହିସବୁ ପରୀକ୍ଷା ସ୍ଥଗିତ ରଖାଯାଇଛି। ବିପିୟୁଟି କୂଳପତି ପ୍ରଫେସର ଚିତରଞ୍ଜନ ତ୍ରିପାଠୀ ଶୁକ୍ରବାର ଏନେଇ ସୂଚନା ଦେଇଛନ୍ତି। ତ୍ରିପାଠି କହିଛନ୍ତି, କରୋନା…
ପାହାଡ଼ ଉପରେ କରୋନା
ପାତ୍ରପୁର,୧୭ା୭(ଡି.ଏନ୍.ଏ.)-ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର ପାହାଡ ଉପରେ ଥିବା ଗଁା ଆଙ୍କୁଲିରେ ପହଞ୍ଚତ୍ଛି କରୋନା। ଦୁର୍ଗମ ଆଙ୍କୁଲି ପଞ୍ଚାୟତ ତାଡକାସାହିର ୨୯ ଜଣଙ୍କ ରିପୋର୍ଟ ଶୁକ୍ରବାର ପଜିଟିଭ ଆସିଛି। ଏଥିରେ ଆଙ୍କୁଲି ସରପଞ୍ଚ ଓ ତାଙ୍କ ପରିବାର ସମେତ ଜଣେ ଶିକ୍ଷକ,…

