ରାଜ୍ୟ

କମେଣ୍ଟ ମାରି ବିଚ୍‌ ରାସ୍ତାରେ ଯୁବତୀଙ୍କଠାରୁ ଛେଚା ଖାଇଲେ ଯୁବକ, ଭିଡିଓ ଭାଇରାଲ

ଜୟପୁର,୪।୧୨(ଡି.ଏନ୍‌.ଏ.): ବିଚ୍‌ ରାସ୍ତାରେ କମେଣ୍ଟ ମାରୁଥିବା ରୋଡ୍‌ ରୋମିଓଙ୍କୁ ଚାପୁଡ଼ା ମାରିଲେ ଯୁବତୀ। କୋରାପୁଟ ଜିଲା ଜୟପୁର ଜୟନଗରସ୍ଥିତ ଶିଶୁ ପାର୍କ ନିକଟରେ ଘଟିଥିବା ଏପରି କିଛି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ...

ଅନୁଗୋଳ ଆଲୁମିନିୟମ ପ୍ରକଳ୍ପକୁ ପୁନର୍ବାର ଚାଲୁ କରିବା ଦାବି: ପୀୟୂଷ ଗୋଏଲଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୪।୧୨(ବ୍ୟୁରୋ): ଅନୁଗୋଳ ଆଲୁମିନିୟମ ପାର୍କ ପ୍ରକଳ୍ପକୁ ପୁନର୍ବାର ଚାଲୁ କରିବା ଲାଗି ବୁଧବାର କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଛନ୍ତି। ଧର୍ମେନ୍ଦ୍ର ପତ୍ରରେ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଏସ୍‌ସିବି ମେଡିକାଲର ବରିଷ୍ଠ ଷ୍ଟେନୋଗ୍ରାଫରଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

କଟକ ଅଫିସ,୪।୧୨: କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ ଅଧୀକ୍ଷକଙ୍କ କାର୍ଯ୍ୟାଳୟର ବରିଷ୍ଠ ଷ୍ଟେନୋଗ୍ରାଫର ପ୍ରମୋଦ କୁମାର ବସନ୍ତରାୟଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର କଟକସ୍ଥିତ ବାସଘର...

ଯାଆଁଳା ହାଇସ୍କୁଲର ଷଷ୍ଠ ଶ୍ରେଣୀ ପିଲା କହିପାରିଲାନି ପଣିକିଆ, ଶିକ୍ଷୟିତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ୍‌କୁ ବୁଧବାର ଅଚାନକ ଗସ୍ତ କରିଛନ୍ତି। ଏହି ଅବସରରେ ସେ ପ୍ରଥମେ ଜଟଣୀ ବିଇଓ ଅଫିସରେ ପହଞ୍ଚିଥିଲେ। ସେଠାରେ ଅନୁପସ୍ଥିତ ଥିବା କାରଣରୁ ୪ଜଣଙ୍କୁ...

ଭବାନୀପାଟଣାରୁ ସେକ୍ସ ର଼୍ୟାକେଟ ଠାବ: ୪ ଦେହଜୀବୀ ଉଦ୍ଧାର, ୩ ଯୁବକ ଅଟକ

ଭବାନୀପାଟଣା, ୪।୧୨(ଡି.ଏନ୍‌.ଏ.): ଭବାନୀପାଟଣା ଟାଉନ୍‌ ଥାନା ପୋଲିସ ସ୍ଥାନୀୟ ନକଟିଗୁଡାରେ ଥିବା ଏକ ଘର ଉପରେ ଚଢ଼ାଉ କରି ସେକ୍ସ ର଼୍ୟାକେଟ୍‌ ଠାବ କରିଛି। ସେଠାରୁ ୪ଜଣ ଦେହଜୀବୀଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୩ ଯୁବକଙ୍କୁ ଅଟକ ରଖାଯାଇଛି। ଭବାନୀପାଟଣାର...

ବୃଦ୍ଧି ପାଉଛି ବେଆଇନ ନିଶା କାରବାର: ପୁଣି ପାଟଣାଗଡ଼ ଅଞ୍ଚଳରୁ ୨ହଜାର ବୋତଲ କଫ୍‌ ସିରପ୍‌ ଜବତ

ପାଟଣାଗଡ଼, ୪।୧୨(ଡି.ଏନ.ଏ.): ଗତ ୨ ତାରିଖରେ ପାଟଣାଗଡ଼ ପୋଲିସ ୧୬ ହଜାର କଫ୍‌ ସିରପ୍‌ ଜବତ କରିଥିବା ବେଳେ ବୁଧବାର ପୁଣି ପାଟଣାଗଡ ଅବକାରୀ ବିଭାଗ ଦ୍ୱାରା ବେଲପଡ଼ା ଅଞ୍ଚଳରୁ ୨୦୦୦ ବୋତଲ କଫ୍‌ ସିରପ୍‌ ଜବତ କରାଯାଇଛି। ଘଟଣାରେ...

ରିମାଣ୍ଡରେ ଆସିବେ ପୁରୀ ଗଣବଳାତ୍କାର ଅଭିଯୁକ୍ତ, ପୀଡ଼ିତାଙ୍କୁ ମିଳିବ ୫ଲକ୍ଷ ଟଙ୍କାର ସହାୟତା: ଏସ୍‌ପି

ପୁରୀ ଅଫିସ,୪।୧୨: ପୁରୀ ଗଣବଳାତ୍କାର ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତମାନଙ୍କୁ ରିମାଣ୍ଡରେ ଅଣାଯିବ। ଜେଲରେ ଥିବା ୨ ଅଭିଯୁକ୍ତଙ୍କୁ ୭ ଦିନ ରିମାଣ୍ଡ ପାଇଁ ଆବେଦନ କରାଯିବ ବୋଲି ବୁଧବାର ଏସ୍‌ପି ଉମାଶଙ୍କର ଦାସ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ଘଟଣାର...

ପୁରୀ ଗଣବଳାତ୍କାର ପ୍ରସଙ୍ଗରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବି: ଛାତ୍ର କଂଗ୍ରେସ ପକ୍ଷରୁ ବାସଭବନ ଉପରକୁ ଟମାଟୋ ମାଡ଼

ଭୁବନେଶ୍ୱର,୪।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ଘଟଣାକୁ ନେଇ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଭୁବନେଶ୍ୱର ସରକାରୀ ଘର ଉପରକୁ ଟମାଟୋ ମାଡ଼ କରିଛି ଛାତ୍ର କଂଗ୍ରେସ। ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଛାତ୍ର କଂଗ୍ରେସର ଟମାଟୋ ମାଡ଼ କରାଯାଇଥିବା ସୂଚନା...

କୋହଳ ହେବନାହିଁ ଟ୍ରାଫିକ୍‌ ଜରିମାନା: ମନ୍ତ୍ରୀ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ଆଉ କୋହଳ ହେବନାହିଁ ଟ୍ରାଫିକ୍‌ ଜରିମାନା। ଏବେ ଲୋକମାନେ ସଚେତନ ହେବା ଆରମ୍ଭ କଲେଣି ବୋଲି କହିଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ତେବେ ଆସନ୍ତା ୧୮ରେ ସଡକ ସୁରକ୍ଷା ଓ ଟ୍ରାଫିକ ଜରିମାନା ନେଇ ବୈଠକ ଅନୁଷ୍ଠିତ...

ଭାଜପା ମହିଳା ମୋର୍ଚ୍ଚାର ନବୀନ ନିବାସ ଘେରାଉ ଉଦ୍ୟମ: ହଡ଼ବଡେଇଲା ପୋଲିସ, ଅଟକାଇବାବେଳେ ରାସ୍ତାରେ ଶୋଇଲେ ମହିଳା କର୍ମୀ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ଘଟଣାରେ ରାଜ୍ୟ ସରକାରଙ୍କ ବିରୋଧରେ ରଣହୁଙ୍କାର ଦେଇଛି ଭାଜପା ମହିଳା ମୋର୍ଚ୍ଚା। ମଙ୍ଗଳବାର ଉଭୟ କଂଗ୍ରେସ ଓ ଭାଜପା ପକ୍ଷରୁ ପୁରୀ ପୀଡ଼ିତାଙ୍କୁ ନ୍ୟାୟ ଏବଂ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଏବଂ ନବୀନ ନିବାସ...

ବନ୍ଦ କାର୍‌ ଭିତରୁ ଅଣନିଃଶ୍ୱାସୀ ହୋଇ ଶିଶୁକନ୍ୟା ଉଦ୍ଧାର ଘଟଣା: ମା’ବାପାଙ୍କ ନାମରେ ମାମଲା ରୁଜୁ କଲା ପୋଲିସ, କରୁଛି ପଚରାଉଚରା

ଢେଙ୍କାନାଳ ଅଫିସ,୪।୧୨: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ବନ୍ଦ କାର୍‌ରୁ ଦେଢ଼ବର୍ଷର ଶିଶୁକନ୍ୟା ଅଣନିଃଶ୍ୱାସୀ ଭାବେ ଉଦ୍ଧାର ହେବା ଘଟଣାରେ ଟାଉନ ଥାନା ପୋଲିସ ବୁଧବାର ନିଜ ଆଡ଼ୁ ମାମଲା ରୁଜୁ କରିଛି। ଥାନାରେ କେସ ନଂ-୩୬୯/୧୯,...

ଉଗ୍ରତାରା ଛକରୁ ଲୁଟ୍‌ ହୋଇଥିବା କୋଟିଏରୁ ଊର୍ଦ୍ଧ୍ୱ ମୂଲ୍ୟର ସିଗାରେଟ୍‌ ଦିଲ୍ଲୀରୁ ଜବତ: ୨ ଗିରଫ

ଖୋର୍ଦ୍ଧା ଅଫିସ, ୪।୧୨: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଉଗ୍ରତାରା ଛକରୁ ଚୋରି ହୋଇଥିବା ୧ କୋଟି ୨ ଲକ୍ଷ ଟଙ୍କାର ୨୩୮ କାର୍ଟୁନ ସିଗାରେଟ୍‌ ଦିଲ୍ଲୀରୁ ଜବତ ହୋଇଛି। ଏହି ଘଟଣାରେ ଦୁଇଜଣଙ୍କୁ ଗିରଫ କରାଯିବା ସହ ସେମାନଙ୍କଠାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri