ରାଜ୍ୟ

ଏକତରଫା ପ୍ରେମରେ ବିଫଳ ହେବା ପରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ: ମାରଣାସ୍ତ୍ରରେ ବାପା-ଝିଅଙ୍କୁ ଆକ୍ରମଣ

ଭଦ୍ରକ ଅଫିସ,୧।୧୨: ଭଦ୍ରକ ଗ୍ରାମାଞ୍ଚଳ ଥାନା କେନ୍ଦୁଆପଦା ଡାଳିମ୍ବଗଡ଼ିଆ ଛକରେ ଶନିବାର ରାତିରେ ଜଣେ ବ୍ୟକ୍ତି ଏବଂ ତାଙ୍କ ଝିଅଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଏଥିରେ ଉଭୟ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ଚିକିତ୍ସାଲାଗି କଟକ ବଡ଼ ମେଡିକାଲରେ ଭର୍ତ୍ତି...

ଓଡ଼ିଶାର ହସ୍ତଶିଳ୍ପୀ, ବୁଣାକାରଙ୍କ ପାଇଁ କାର୍ଯ୍ୟ କରିବ ‘ଫ୍ଲିପ୍‌କାର୍ଟ ସମର୍ଥ’

ଭୁବନେଶ୍ୱର, ୧ା୧୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଓ କମର୍ସ ମଞ୍ଚ ଫ୍ଲିପ୍‌କାର୍ଟ ମଧ୍ୟରେ ଶନିବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ରାଜ୍ୟର ବୁଣାକାର ଓ ହସ୍ତଶିଳ୍ପୀ କାରିଗରଙ୍କ ପାଇଁ ବ୍ୟବସାୟିକ ତଥା ବାଣିଜି୍ୟକ ସୁବିଧାର...

ମହିଳାଙ୍କ ସୁରକ୍ଷିତ ଯାତ୍ରା ପାଇଁ ଜାରିହେଲା ଆଡ୍‌ଭାଇଜରି: ତୁରନ୍ତ ଟୋଲ୍‌ ଫ୍ରି ନଂ.୧୦୦କୁ ଫୋନ୍‌ କରି ପୋଲିସକୁ ଜଣାନ୍ତୁ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ତେଲେଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ଜଣେ ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଅପହରଣ କରି ଗଣବଳାତ୍କାର ପରେ ହତ୍ୟା ଘଟଣା ଦେଶରେ ଆଲୋଡନ ସୃଷ୍ଟି କରିଛି। ଏଭଳି ସ୍ପର୍ଶକାତର ଘଟଣାର ଯେପରି ପୁନରାବୃତ୍ତି ନ ହୁଏ ସେଥିଲାଗି ଗୃହ ମନ୍ତ୍ରଣାଳୟ ପକ୍ଷରୁ...

ଓଡ଼ିଆ ମ୍ୟୁଜିକ୍‌ ଏକ୍ସିଲେନ୍ସି ଆୱାର୍ଡ-୨୦୧୯: ସମ୍ବର୍ଦ୍ଧିତ ହେଲେ ୨୫ ପ୍ରତିଭା

କଟକ ଅଫିସ,୧ା୧୨: ଶହୀଦ ଭବନଠାରେ ହ୍ବାଇଟ କାନଭାସ, ହେରାଲଡ ଓ ଦି ମେସେଞ୍ଜର୍ସର ମିଳିତ ଆନୁକୂଲ୍ୟରେ ରୁଚି ପ୍ରଥମ ଓଡ଼ିଆ ମ୍ୟୁଜିକ ଏକ୍ସିଲେନ୍ସି ଆୱାର୍ଡ-୧୯ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ମହମ୍ମଦ ମୋକିମ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ସହ...

ବମ୍ବେ କ୍ୟାଣ୍ଟିନ୍‌ରେ ଓଡ଼ିଆ ମେନୁ: ମାଛ ହଳଦୀପାଣିରୁ ଆମ୍ବୁଲ ବିୟର୍‌

ଭୁବନେଶ୍ୱର,୧ା୧୨: ‘ଏ ଫିଷ୍ଟ୍‌ ଫ୍ରମ୍‌ ଦି ଇଷ୍ଟ୍‌’। ପୂର୍ବ ଉପକୂଳର ପାରମ୍ପରିକ ଖାଦ୍ୟ ପହଞ୍ଚତ୍ଛି ପଶ୍ଚିମ ଉପକୂଳର ଲୋକପ୍ରିୟ ସହର ବମ୍ବେରେ। ବମ୍ବେର ଲୋକପ୍ରିୟ ଚେନ୍‌ ରେସ୍ତୋରଁା ‘ବମ୍ବେ କ୍ୟାଣ୍ଟିନ୍‌’ରେ ମିଳୁଛି ଖାଣ୍ଟି ଓଡ଼ିଆ ଖାଦ୍ୟ। ଓଡ଼ିଶାର କୋଣାନୁକୋଣରୁ ବଛାବଛା...

୭୫% ଉପସ୍ଥାନ ନ ଥିଲେ ପରୀକ୍ଷା ମନା

ଭୁବନେଶ୍ୱର, ୧ା୧୨ (ବ୍ୟୁରୋ): ଏଣିକି ୭୫ ପ୍ରତିଶତ ଉପସ୍ଥାନ ନ ଥିଲେ ପରୀକ୍ଷା ଦେଇପାରିବେନି କଲେଜ ଛାତ୍ରୀଛାତ୍ର। ରାଜ୍ୟର ସମସ୍ତ କଲେଜରେ ୭୫ ପ୍ରତିଶତ ଉପସ୍ଥାନ ଥିବା ଛାତ୍ରୀଛାତ୍ର ହିଁ ପରୀକ୍ଷା ଦେବା ଲାଗି ଯୋଗ୍ୟ ବିବେଚିତ ହେବେ। ଏ...

୨ରୁ ମିଶନ ଇନ୍ଦ୍ରଧନୁଷ: ଶତ ପ୍ରତିଶତ ଟିକାକରଣ ନିର୍ଦ୍ଦେଶ

ଭୁବନେଶ୍ୱର, ୧ା୧୨(ବ୍ୟୁରୋ): ଆସନ୍ତା ୨ ତାରିଖରୁ ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ‘ମିଶନ ଇନ୍ଦ୍ରଧନୁଷ୍‌-୨’ର ପ୍ରଥମ ପର୍ଯ୍ୟାୟ ଆରମ୍ଭ ହେବ। ୬ ଜିଲା ଯଥା ଗଜପତି, କନ୍ଧମାଳ, କୋରାପୁଟ, ମାଲକାନଗିରି, ଢେଙ୍କାନାଳ ଓ ରାୟଗଡ଼ାରେ ଟିକାକରଣ କରାଯିବ। ଏ ନେଇ ଶନିବାର...

ଗ୍ରାହକଙ୍କୁ ଠକୁଛନ୍ତି ସୁନା ଦୋକାନୀ: ସବୁ ସୁନାରେ ଏବେ ବିଆଇଏସ୍‌ କିମ୍ବା ହଲ୍‌ମାର୍କ ରହିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ସୁନା କିଣିବା ବେଳେ ଏହା ବିଆଇଏସ୍‌ କିମ୍ବା ହଲମାର୍କ କି ନୁହେଁ ତାହା ଉପରେ ଗ୍ରାହକଙ୍କର ନଜର ନ ଥାଏ। ପସନ୍ଦ ହୋଇଥିବା ସୁନା କେତେ ଶୁଦ୍ଧ ତାହା ମଧ୍ୟ ଗ୍ରାହକ ଜାଣିିବା କଷ୍ଟକର। ଏହାର ଫାଇଦା ଉଠାଇ...

୨୬ ଘଣ୍ଟାରେ ୧୬୦ ମଦ୍ୟପ ଡ୍ରାଇଭର ଗିରଫ

ଭୁବନେଶ୍ୱର, ୧ା୧୨ (ବ୍ୟୁରୋ): ରାଜ୍ୟରେ ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ଲାଗୁ ହେବାର ଗୋଟିଏ ଦିନ ପୂର୍ବରୁ ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ୨୬ ଘଣ୍ଟା ଭିତରେ ମୋଟ୍‌ ୧୬୦ ଜଣ ମଦ୍ୟପ ଡ୍ରାଇଭରଙ୍କୁ ଗିରଫ କରାଯାଇଥିବା...

ନୂଆ ମୋଟର ଯାନ ଆଇନ: ଆଜିଠୁ କଡ଼ାକଡ଼ି ଯାଞ୍ଚ, ଖସିପାରିବେନି ଉଲ୍ଲଂଘନକାରୀ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ରବିବାରଠାରୁ ରାଜ୍ୟରେ କଡ଼ାକଡ଼ି ଲାଗୁହେବ ନୂଆ ମୋଟର ଯାନ ଆଇନ। କେବଳ ଗାଡ଼ି କାଗଜପତ୍ର ଯାଞ୍ଚକୁ ୩ ମାସ କୋହଳ କରାଯାଇଥିବାବେଳେ ଅନ୍ୟ ୧୦ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କଠାରୁ ବହୁଗୁଣା ଜରିମାନା ଆଦାୟ ହେବ। ଏ ନେଇ ପରିବହନ...

ଥାନା ଅଧିକାରୀଙ୍କ ଅନୁଭୂତି: ଅଭିଯୁକ୍ତଙ୍କୁ ଧରାଇଲା ସରପଞ୍ଚଙ୍କ ଫୋନ କଲ୍‌

କେବଳ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ନୁହେଁ, ଅପରାଧ ରୋକିବା ଏବଂ ଠିକ୍‌ ଢଙ୍ଗରେ ତଦନ୍ତ ଚଳାଇ ଅପରାଧୀଙ୍କୁ ଧରିବା ପୋଲିସର ପ୍ରମୁଖ ଦାୟିତ୍ୱ। ଏହି ଗୁରୁ ଦାୟିତ୍ୱ ସମ୍ପାଦନ ବେଳର ଅନୁଭୂତି ଅନେକ ପୋଲିସ ଅଧିକାରୀଙ୍କ ପାଇଁ ଅପାସୋରା ହୋଇ...

ବିଭିନ୍ନ ଯୋଜନାର ସମୀକ୍ଷା କଲେ ଏମ୍‌ପି

ଜଟଣୀ, ୧ା୧୨(ଡି.ଏନ୍‌.ଏ.) ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଜଟଣୀ ବ୍ଲକ ସଭାଗୃହରେ ଶନିବାର ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଓ ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷୀରେ ପ୍ରକୃତ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବା, ବାତ୍ୟା ଫନୀରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri