ରାଜ୍ୟ

ବିଗିଡ଼ିଲାଣି କର୍କଟ ରୋଗୀଙ୍କ ସ୍ଥିତି

ଅସମାପିକା ସାହୁ ଭୁବନେଶ୍ୱର, ୧୫।୪(ବ୍ୟୁରୋ):  ମହାମାରୀ କରୋନା ଆତଙ୍କ ଥମିବାର ନାଁ ଧରୁନି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବାବେଳେ ଏହାର ମୁକାବିଲା ବଡ଼ ଚ୍ୟାଲେଞ୍ଜ ହୋଇଛି। ଏପରି ସ୍ଥଳେ ସରକାର, ସ୍ବାସ୍ଥ୍ୟ ବିଭାଗଠାରୁ ଆରମ୍ଭ କରି ଡାକ୍ତର, ନର୍ସ…

ସରକାରଙ୍କ ତଥ୍ୟ ଭେଳିକି, ଭୟରେ ଜନତା

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ ପ୍ରତିଦିନ ସରକାରଙ୍କ ପକ୍ଷରୁ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଉଛି। ଏପରିକି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଏବଂ ଓ୍ବେବ୍‌ସାଇଟ ଯୋଗେ ମଧ୍ୟ…

ସ୍ବତନ୍ତ୍ର ପ୍ୟାକେଜ ଘୋଷଣାକୁ ଉଦ୍ୟୋଗ ସଂଘର ଦାବି

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଲକ୍‌ଡାଉନ ଯୋଗୁ ରାଜ୍ୟରେ ଥିବା ୨ ଲକ୍ଷରୁ ଊର୍ଦ୍ଧ୍ୱ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ଗୁଡିକ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଏସବୁ ଠିକ୍‌ ସ୍ଥିତିକୁ ଆସିବାକୁ ୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ଲାଗିବ। ଏଭଳି ଘଡିସନ୍ଧି ମୁହୂର୍ତ୍ତରେ…

ପର୍ଯ୍ୟଟନ, ହୋଟେଲ ଶିଳ୍ପକୁ ବଡ଼ ଝଟକା

ଭୁବନେଶ୍ୱର, ୧୫ା୪(ବ୍ୟୁରୋ): କରୋନା ଯୋଗୁ ବିପୁଳ କ୍ଷତି ସହିଥିବା ରାଜ୍ୟର ହୋଟେଲ ଏବଂ ଟ୍ରାଭେଲ ଟ୍ରେଡ୍‌ ଇଣ୍ଡଷ୍ଟ୍ରି ଆଗାମୀ ଦିନରେ ଆହୁରି କ୍ଷତିଗସ୍ତ ହେବା ଆଶଙ୍କା କରାଯାଉଛି। ଲକ୍‌ଡାଉନ୍‌ ଯୋଗୁ ହୋଟେଲ ଶିଳ୍ପକୁ ବଡ଼ ଝଟ୍‌କା ଲାଗିଛି। ସେହିପରି ଫନୀ ଯୋଗୁ…

ଘରୋଇ ହିଂସା ରୋକିବାକୁ ପଦକ୍ଷେପ

କଟକ ଅଫିସ୍‌,୧୫ା୪ କରୋନା ମୁକାବିଲା ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ସେ ଲକ୍‌ଡାଉନ୍‌ ସମୟରେ ବଢୁଥିବା ଘରୋଇ ହିଂସାକୁ ନେଇ ଚିନ୍ତା ପ୍ରକଟ କରିଥିଲେ । ଘରୋଇ ହିଂସା ରୋକିବା…

ଲାଭ ଦେବନି ଆର୍‌ବିଆଇ ଘୋଷଣା

ଭୁବନେଶ୍ୱର, ୧୫।୪(ବ୍ୟୁରୋ): କରୋନା ପ୍ରଭାବରେ ସାରା ଦେଶରେ ଲକ୍‌ଡାଉନ ଜାରି ରହିଛି। ଫଳରେ ଏବେ ସରକାରୀ, ବେସରକାରୀ କାର୍ଯ୍ୟାଳୟଠାରୁ ଆରମ୍ଭକରି ଛୋଟ, ବଡ଼ ଦୋକାନ ବଜାର ସବୁକିଛି ବନ୍ଦ କରିଦିଆଯାଇଛି। ଲକ୍‌ଡାଉନ ଘୋଷଣା ପରେ ସ୍ବଳ୍ପ ଆୟକାରୀ ଲୋକମାନେ ନିଜର ବ୍ୟାଙ୍କ…

ପ୍ରସ୍ତୁତ ରହିବାକୁ ଜିଲାପାଳଙ୍କୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ୍‌ ଉପରକୁ ଉଠିଯାଉଛି। ତାତି ଆହୁୁରି କଲବଲ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାକୁ ଦୃଷ୍ଟିରେ…

ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ସକାଳ ୯ଟାରୁ ମାଡି ଆସୁଛି ପ୍ରଚଣ୍ଡ ଖରା। ଦେହ ମୁଣ୍ଡ ପୋଡି ଜଳିଯାଉଛି। କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କା ଥିବାରୁ ଲଡ୍‌କଡାଉନ କଟକଣା ପାଇଁ ଲୋକମାନେ ଘରେ ରହୁଛନ୍ତି। ଏଥିଯୋଗୁ ଲୋକମାନଙ୍କୁ ଗ୍ରୀଷ୍ମ କଷ୍ଟ ସେତେଟା ଅନୁଭୂତ ହେଉ ନାହିଁ। ତେବେ…

ଦଶମ ଶ୍ରେଣୀ ପାଇଁ ନୂଆ ସିଲାବସ୍‌

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ଚଳିତ ବର୍ଷ ନବମ ଶ୍ରେଣୀରୁ ପାସ୍‌ ହୋଇ ଦଶମକୁ ଯିବାକୁ ଥିବା ପିଲାମାନେ ନୂଆ ବହି ପାଇବେ। ଅର୍ଥାତ୍‌ ଚଳିତ ବର୍ଷ ଦଶମ ଶ୍ରେଣୀ ସିଲାବସ୍‌ରେ ରାଜ୍ୟ ସରକାର ପରିବର୍ତ୍ତନ କରିଛନ୍ତି। ମୋଟ ୧୪ଟି ବିଷୟ ମଧ୍ୟରୁ ୮ଟିରେ…

ବଲାଙ୍ଗୀରରେ କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ହସ୍ପିଟାଲ: ରହିଛି ୨ ଶହ ଶଯ୍ୟା

ବଲାଙ୍ଗୀର ଅଫିସ, ୧୪ା୪: ବଲାଙ୍ଗୀର କଳିଙ୍ଗ ଇଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇନ୍ସସେସ୍‌ (କିସ୍‌) କ୍ୟାମ୍ପସଠାରେ ମଙ୍ଗଳବାରଠାରୁ ୨ ଶହ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି । ଜିଲାପାଳ ଅରିନ୍ଦମ୍‌ ଡାକୁଆ ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ।…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ, ୧୪।୪- କରୋନା ସଂକ୍ରମଣଜନିତ ପରିସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମଙ୍ଗଳବାର ସହାୟତା ରାଶି ପ୍ରଦାନ କରାଯାଇଛି। ବାଲେଶ୍ୱର ସଦର ଆଙ୍କୋ ଅଞ୍ଚଳର ମା’ ବାସୁଳୀ ମହିଳା ସ୍ବୟଂ ସହାୟିକା…

୬୦ନଂ କରୋନା ଆକ୍ରାନ୍ତ ଝାରପଡ଼ା ନିଳାଦ୍ରିନଗରର: ଗ୍ରୋସରୀ-ପରିବା ଲାଗି ବୁଲିଛନ୍ତି କେସୁରା ବଜାର, ରସୁଲଗଡ଼ ହାଟ, ପଳାଶୁଣୀ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜଧାନୀରେ ଚିହ୍ନଟ ହୋଇଥିବା ଆଉ ୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଝାରପଡ଼ା ଅଞ୍ଚଳର ହୋଇଥିବା ବୁଧବାର ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସେ ୫୧ ବର୍ଷୀୟ ବ୍ୟକ୍ତି। ପୂର୍ବରୁ ଚିହ୍ନଟ ହୋଇଥିବା ୪୨ନଂ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri