ସମାଜ ଗଠନରେ ଗଣମାଧ୍ୟମ ଭୂମିକା ଗୁରୁତ୍ୱପୂର୍ଣ୍ଣ
ବାଲୁଗଁ।, ୧ା୧୨(ଡି.ଏନ୍.ଏ.) ଏକ ଆଦର୍ଶ ଓ ପରିବର୍ତ୍ତନଶୀଳ ସମାଜ ଗଠନରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ। ସାମ୍ବାଦିକଙ୍କ ସତ୍ୟ, ନିରପେକ୍ଷ ଏବଂ ନିର୍ଭୀକ ଲେଖନୀ ଚାଳନା ଦ୍ୱାରା ଏକ ଅନ୍ଧାରୀ ମୂଲକ ନିଶ୍ଚିତ ରୂପେ ଆଲୋକିତ ହୋଇପାରିବ। ବାଲୁଗଁାରେ ଶନିବାର ଆୟୋଜିତ...
ଗିନିଜ୍ ବୁକ୍ରେ ସ୍ଥାନ ପାଇବା ଲକ୍ଷ୍ୟ ୧୦୬ ଦେଶର ୪୪୧୪ ଖବରକାଗଜ ପ୍ରଦର୍ଶିତ
ଭୁବନେଶ୍ୱର,୧ା୧୨ (ବ୍ୟୁରୋ) ଖବରକାଗଜ ସଂଗ୍ରହ କରିବା ତାଙ୍କର ଏକ ସଉକ। ଏପରିକି ଭିନ୍ନ ଭିନ୍ନ ଦେଶର ସବୁ ଖବରକାଗଜ ସଂଗ୍ରହ ତାଙ୍କର ଏବେ ନିଶା ପାଲଟିଯାଇଛି। ସେ ହେଉଛନ୍ତି ୪ଥର ଲିମ୍କା ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଥିବା ପେରମ୍ୟାନ...
ଦରବୃଦ୍ଧି ରୋକିବା ଦାବି କଲା ସିପିଆଇଏମ୍
ଭୁବନେଶ୍ୱର, ୧ା୧୨ (ବ୍ୟୁରୋ) ସିପିଆଇଏମ୍ ଭୁବନେଶ୍ୱର ଜିଲ୍ଲା କମିଟି ପକ୍ଷରୁ ଆକାଶଛୁଆଁ ଦରବୃଦ୍ଧି ରୋକିବା ଦାବିରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଆୟୋଜିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ଆର୍ଥିକ ନୀତି ଯୋଗୁ ଦେଶ ଘୋର ଆର୍ଥିକ...
ଉଦୟଗିରି ପାଦଦେଶରେ ୯୪ତମ ଐତିହ୍ୟ ପଦଯାତ୍ରା ବିଦେଶୀ ପର୍ଯ୍ୟଟକଙ୍କ ମନଜିଣିଲା ଗୁମ୍ଫା କାହାଣୀ
ଭୁବନେଶ୍ୱର, ୧ା୧୨ (ବ୍ୟୁରୋ) ଐତିହ୍ୟ କ୍ଷେତ୍ରରେ ପଦଯାତ୍ରା ସହ କାହାଣୀର ଫ୍ୟୁଜନ୍। ଐତିହ୍ୟ କିର୍ତ୍ତିରାଜିର ସଂରକ୍ଷଣ ସହ ତାର ପୁରୁଣା ଇତିହାସକୁ ଲୋକଲୋଚନକୁ ଆଣିବାର ଏହି ପ୍ରୟାସ ବହୁତ ଭଲ ବୋଲି ଖଣ୍ଡଗିରି ଉଦୟଗିରି ପାଦଦେଶରେ ୯୪ତମ ଐତିହ୍ୟ ପଦଯାତ୍ରାରେ...
ବର୍ଜ୍ୟ ପରିଚାଳନା ପାଇଁ କରିବେ ସଚେତନ
ଭୁବନେଶ୍ୱର, ୧ା୧୨(ବ୍ୟୁରୋ) ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍ସିସି)ରେ ନିୟୋଜିତ ସ୍ବଚ୍ଛସାଥୀମାନଙ୍କୁ ଶୁକ୍ରବାର ବିଏମ୍ସି ଉତ୍ତର ଜୋନାଲ ଅଫିସ୍ରେ ତାଲିମ ଦିଆଯାଇଛି। ୧୧ଟି ଓ୍ବାର୍ଡରୁ ୩୮ ଜଣ ସ୍ବଚ୍ଛସାଥୀ ତାଲିମ ପାଇଛନ୍ତି। ଭୁବନେଶ୍ୱରକୁ ସ୍ବଚ୍ଛ ଓ ସବୁଜ ସୁନ୍ଦର କରିବା ପାଇଁ...
ସଂକ୍ରମିତ ଦଳିତଙ୍କ ଏତଲା ରଖୁନି ପୋଲିସ: କାର୍ଯ୍ୟାନୁଷ୍ଠାନ ନେଇ ଡିସିପିଙ୍କ ଦ୍ୱାରସ୍ଥ
ପୁରୁଣା ଭୁବନେଶ୍ୱର, ୧ା୧୨ (ଡି.ଏନ.ଏ.) ଏଚଆଇଭି ସଂକ୍ରମିତଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଓ ସେମାନଙ୍କ ପ୍ରତି ଅବିଚାର ନ ହେବା ନେଇ ଅନେକ ସରକାରୀ ଯୋଜନା ଲାଗୁ କରାଯାଉଛି। ଏଭଳିସ୍ଥଳେ ଲିଙ୍ଗରାଜ ଥାନା କର୍ତ୍ତୃପକ୍ଷଙ୍କ କ୍ଷେତ୍ରରେ ବ୍ୟତିକ୍ରମ ଦେଖାଦେଇଛି।...
ଚାନ୍ଦବାଲି ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଭଦ୍ରକ ଜିଲା ଚାନ୍ଦବାଲି ଏନ୍ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ସତ୍ୟବ୍ରତ ମନ୍ତ୍ରୀଙ୍କୁ ନିଲମ୍ବିତ କରାଯାଇଛି। ଏଥିସହ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ନଗର ଉନ୍ନୟନ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବିତ କରାଯାଇଛି। ସତ୍ୟବ୍ରତଙ୍କ ବିରୋଧରେ ଜାଲିଆତି, ବେଆଇନ...
ପରଲୋକରେ ଲୋକପ୍ରିୟ ତବଲା ବାଦକ ରାଧାକାନ୍ତ ନନ୍ଦ
କଟକ ଅଫିସ,୩୦।୧୧: ଲୋକପ୍ରିୟ ତବଲା ବାଦକ ରାଧାକାନ୍ତ ନନ୍ଦଙ୍କ ଶନିବାର ପରଲୋକ ଘଟିଛି। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ଧରି କର୍କଟ ରୋଗରେ ପୀଡ଼ିତ ଥିଲେ। ଶୁକ୍ରବାର ହଠାତ୍...
ନିୟମ କଡ଼ାକଡ଼ି ହେବା ପୂର୍ବରୁ ଧରାପଡ଼ି ଗିରଫ ହେଲେ ମଦ୍ୟପ ଗାଡ଼ିଚାଳକ, ଦେବେ ୧୦ ହଜାର ଜରିମାନା
କଟକ ଅଫିସ,୩୦।୧୧: ରବିବାରଠାରୁ କଡ଼ାକଡ଼ି ହେବାକୁ ଯାଉଛି ନୂଆ ମୋଟର ଯାନ ଆଇନ। ଏହା ପୂର୍ବରୁ କଟକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବାଙ୍କୀସ୍ଥିତ ଜାତ ମୁଣ୍ଡିଆଛକରେ ଏମ୍ଭିଆଇ ଗାଡ଼ିଗୁଡ଼ିକୁ ଯାଞ୍ଚ କରାଯାଇଥିଲା। ଏହି ସମୟରେ ଜଣେ ମଦୁଆ ବାଇକ୍...
୨୭ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୨୭ଟି ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଖାରବେଳ ଭବନରେ ଭିଡିଓ କନ୍ଫରେନ୍ସିଂ ଯୋଗେ ସେ ଏହା କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫ଟି ପ୍ରକଳ୍ପର ଉଦ୍ଘାଟନ କରିଥିବା ବେଳେ ୨୨ଟି ପ୍ରକଳ୍ପର...
ସିଏଜି ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପାର ଟାର୍ଗେଟ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ସିଏଜି ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପାର ଟାର୍ଗେଟ। ଶନିବାର ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। କାହା ସ୍ବାର୍ଥରେ ସରକାର ଖୋଲା ବଜାରରୁ ୧୨,୧୩୦ କୋଟି ଟଙ୍କାର ଋଣ ଆଣିଛନ୍ତି...
ମହାପ୍ରଭୁଙ୍କ ଦର୍ଶନ କଲେ ଡିଜି ସତ୍ୟଜିତ
ପୁରୀ ଅଫିସ, ୩୦।୧୧: ଓଡ଼ିଶା ପୋଲିସ ଡିଜି ସତ୍ୟଜିତ ମହାନ୍ତି ଶନିବାର ଶ୍ରୀକ୍ଷେତ୍ର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବରୁ ଅନେକ ଥର ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ମଧ୍ୟ ଡିଜିପି ଦାୟିତ୍ୱ ଗ୍ରହଣ କରିବା ପରେ ଏହା...
Archives


