ରାଜ୍ୟ

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬୦୯ ଆକ୍ରାନ୍ତ; ସର୍ବାଧିକ ଗଞ୍ଜାମର

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ରେକର୍ଡ ସଂଖ୍ୟକ ୬୦୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ମୋଟ ଆରୋଗ୍ୟ ସଂଖ୍ୟା ୯୮୬୪କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ସର୍ବାଧିକ ୨୬୮ଜଣ ଗଞ୍ଜାମର ଅଛନ୍ତି। ଏହାଛଡ଼ା ସୁନ୍ଦରଗଡ଼ର ୧୩୫,…

ରାଜଧାନୀବାସୀଙ୍କୁ ଡରାଇଲାଣି କରୋନା: ଆଜି ଚିହ୍ନଟ ହେଲେ ୫୧ ଆକ୍ରାନ୍ତ; ଅଛି ୧୬ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ୫୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ନୂତନ ଆକ୍ରାନ୍ତଙ୍କ ମଧ୍ୟରେ ୩୫ଜଣ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୧୬ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୬୯କୁ ବୃଦ୍ଧି…

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ୫ ଜିଲାକୁ ଅଧିକ ଫୋକସ୍‌

ଭୁବନେଶ୍ୱର, ୧୪।୭(ବ୍ୟୁରୋ): କୋଭିଡ ମୁକାବିଲା ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୫ ଜିଲାକୁ ଅଧିକ ଫୋକସ କରାଯାଇଛି। ଫୋକସ ଜିଲାର ତଦାରଖ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ପରାମର୍ଶ ଦିଆଯାଇଛି। ସମ୍ପୃକ୍ତ…

ରାଜ୍ୟରେ ବୁଧବାରଠାରୁ ପ୍ଲାଜମା ଥେରାପି

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ପ୍ଲାଜମା ଥେରାପି ଆରମ୍ଭ ହେବ। ଭୁବନେଶ୍ୱରର ସମ୍‌, କିମ୍‌ସ ଓ କଟକ ଅଶ୍ୱିନୀରେ ଏହି ପ୍ଲାଜମା ଥେରାପି ଆରମ୍ଭ ହେବ। କଟକ ଏସ୍‌ସିବି ମେଡିକାଲ କଲେଜ ପ୍ଲାଜମା ଥେରାପିର ନୋଡ଼ାଲ ସେଣ୍ଟର ହେବ। ମଙ୍ଗଳବାର ଆୟୋଜିତ…

ବ୍ରହ୍ମପୁରରେ ଖୋଲିଲା ୮ ସରକାରୀ ଜ୍ୱର କ୍ଲିନିକ: କରୋନା ଲକ୍ଷଣ ଉପରେ ମିଳିବ ପରାମର୍ଶ

ଛତ୍ରପୁର, ୧୪।୭( ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହା ପ୍ରଶାସନ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ତେଣୁ ବ୍ରହ୍ମପୁର ସହରରେ ୮ଟି ସରକାରୀ ସ୍ବତନ୍ତ୍ର ଜ୍ୱର କ୍ଲିନିକ୍‌ ଖୋଲାଯାଇଛି। ଉକ୍ତ କ୍ଲିନିକକୁ…

କଟକରେ ମାଡିଲାଣି କରୋନା: ଆଜି ଚିହ୍ନଟ ହେଲେ ୨୭ ନୂଆ ପଜିଟିଭ

କଟକ ଅଫିସ, ୧୪।୭(ବ୍ୟୁରୋ): କଟକ ସହରରେ ମଙ୍ଗଳବାର ଆଉ ୨୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ସରକାରୀ କ୍ୱାରାଣ୍ଟାଇନରୁ ୨୦ଜଣ, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୪ ଏବଂ ଲୋକାଲ କେସ୍‌ ୩ ରହିଛି। ଏ ନେଇ ସିଏମ୍‌ସି ପକ୍ଷରୁ ଟୁଇଟ୍‌କରି…

୩୧ ପର୍ଯ୍ୟନ୍ତ ସବୁ ସରକାରୀ ଅଫିସକୁ ଜନସାଧାରଣଙ୍କୁ ମନା: ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ କରୋନା ପଜିଟିଭ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଚିନ୍ତା ବଢିଛି। ଏହି ପରିପ୍ରେକ୍ଷୀରେ ଚଳିତ ମାସ ୩୧ତାରିଖ ପର୍ଯ୍ୟନ୍ତ ଜିଲାର ସରକାରୀ ଅଫିସ୍‌କୁ ଜନସାଧାରଣଙ୍କୁ ଯିବା ପାଇଁ ସମ୍ପୂର୍ଣ୍ଣ ନିଷେଧ୍ୟ କରାଯାଇଛି। କରୋନା…

ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ: କାହାକୁ ମିଳିଲା କେଉଁ ଦାୟିତ୍ୱ ଜାଣନ୍ତୁ …

ଭୁବନେଶ୍ୱର, ୧୪।୭(ବ୍ୟୁରୋ): କରୋନା ମହାମାରୀ ସମୟରେ ମଙ୍ଗଳବାର ରାଜ୍ୟ ସରକାର ଆଇପିଏସ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଓ କଟକ ପାଇଁ ନୂଆ ଡିସିପି ନିଯୁକ୍ତ କରାଯାଇଛି। ତଦନୁଯାୟୀ, ଉମାକାନ୍ତ ଦାଶଙ୍କୁ ଭୁବନେଶ୍ୱର ଡିସିପି ଭାବେ…

ଭୁବନେଶ୍ୱର, କଟକରେ ନୂଆ ଡିସିପି

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ମଙ୍ଗଳବାର ରାଜ୍ୟ ସରକାର ଆଇପିଏସ୍‌ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଓ କଟକ ପାଇଁ ନୂଆ ଡିସିପି ନିଯୁକ୍ତ କରାଯାଇଛି। ତଦନୁଯାୟୀ, ଉମାକାନ୍ତ ଦାଶଙ୍କୁ ଭୁବନେଶ୍ୱର ଡିସିପି ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି…

ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟର କରୋନା ଯୋଦ୍ଧାଙ୍କୁ କରୋନା: ରୋଗୀଙ୍କ ଉପରେ କଟକଣା

ଖୋର୍ଦ୍ଧା ଅଫିସ,୧୪।୭: ଖୋର୍ଦ୍ଧା ଜିଲାରେ କାୟା ବିସ୍ତାର କରିବାରେ ଲାଗିଛି କରୋନା। ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟର ଜଣେ କରୋନା ଯୋଦ୍ଧା, ଡାକ୍ତର କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମଙ୍ଗଳବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଡାକ୍ତରଙ୍କଠାରେ କରୋନା…

ଗଞ୍ଜାମରୁ କୌଣସି ଲୋକ ଯାଇପାରିବେନି ସହର ବାହାରକୁ, କି କେହି ଆସିପାରିବେନି

ଗଞ୍ଜାମ,୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମହାମାରୀ କରୋନା ଦିନକୁ ଦିନ ବଢ଼ିବାରେ ଲାଗିଛି । ଜିଲାର ପ୍ରମୁଖ ସହର ଗଞ୍ଜାମରେ ମଧ୍ୟ ପ୍ରତ୍ୟେକ ଦିନ ପଜଟିଭ୍‌ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଥାନା ପୋଲିସ ପକ୍ଷରୁ କଡ଼ା ପଦକ୍ଷେପ…

ଗଞ୍ଜାମରେ କରୋନାରେ ମୃତ, ଆକ୍ରାନ୍ତଙ୍କ ପାଇଁ ୧୦୪ ଆମ୍ବୁଲାନ୍ସ: ୨୪ ଘଣ୍ଟିଆ ମନିଟରିଂ ସେଲ

ଛତ୍ରପୁର,୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କରୋନା ଆକ୍ରାନ୍ତଙ୍କ ପାଇଁ ୧୦୪ ଟି ସ୍ବତନ୍ତ୍ର କୋଭିଡ ଆମ୍ବୁଲାନ୍ସସ ବ୍ୟବସ୍ଥା କରାଯାଇଛି। ଜିଲାର ପ୍ରତିଟି ବ୍ଲକରେ ୪ଟି, ବ୍ରହ୍ମପୁର ମହାନଗର ନିଗମରେ ୪ ଏବଂ ଶୀତଳାପଲ୍ଲୀସ୍ଥିତ ଟାଟା କୋଭିଡ ହସ୍ପିଟାଲ ଓ ମହାରାଜା କୃଷ୍ଣଚନ୍ଦ୍ର ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?