ସଂକ୍ରମିତ ଦଳିତଙ୍କ ଏତଲା ରଖୁନି ପୋଲିସ: କାର୍ଯ୍ୟାନୁଷ୍ଠାନ ନେଇ ଡିସିପିଙ୍କ ଦ୍ୱାରସ୍ଥ
ପୁରୁଣା ଭୁବନେଶ୍ୱର, ୧ା୧୨ (ଡି.ଏନ.ଏ.) ଏଚଆଇଭି ସଂକ୍ରମିତଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଓ ସେମାନଙ୍କ ପ୍ରତି ଅବିଚାର ନ ହେବା ନେଇ ଅନେକ ସରକାରୀ ଯୋଜନା ଲାଗୁ କରାଯାଉଛି। ଏଭଳିସ୍ଥଳେ ଲିଙ୍ଗରାଜ ଥାନା କର୍ତ୍ତୃପକ୍ଷଙ୍କ କ୍ଷେତ୍ରରେ ବ୍ୟତିକ୍ରମ ଦେଖାଦେଇଛି।...
ଚାନ୍ଦବାଲି ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଭଦ୍ରକ ଜିଲା ଚାନ୍ଦବାଲି ଏନ୍ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ସତ୍ୟବ୍ରତ ମନ୍ତ୍ରୀଙ୍କୁ ନିଲମ୍ବିତ କରାଯାଇଛି। ଏଥିସହ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ନଗର ଉନ୍ନୟନ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବିତ କରାଯାଇଛି। ସତ୍ୟବ୍ରତଙ୍କ ବିରୋଧରେ ଜାଲିଆତି, ବେଆଇନ...
ପରଲୋକରେ ଲୋକପ୍ରିୟ ତବଲା ବାଦକ ରାଧାକାନ୍ତ ନନ୍ଦ
କଟକ ଅଫିସ,୩୦।୧୧: ଲୋକପ୍ରିୟ ତବଲା ବାଦକ ରାଧାକାନ୍ତ ନନ୍ଦଙ୍କ ଶନିବାର ପରଲୋକ ଘଟିଛି। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ଧରି କର୍କଟ ରୋଗରେ ପୀଡ଼ିତ ଥିଲେ। ଶୁକ୍ରବାର ହଠାତ୍...
ନିୟମ କଡ଼ାକଡ଼ି ହେବା ପୂର୍ବରୁ ଧରାପଡ଼ି ଗିରଫ ହେଲେ ମଦ୍ୟପ ଗାଡ଼ିଚାଳକ, ଦେବେ ୧୦ ହଜାର ଜରିମାନା
କଟକ ଅଫିସ,୩୦।୧୧: ରବିବାରଠାରୁ କଡ଼ାକଡ଼ି ହେବାକୁ ଯାଉଛି ନୂଆ ମୋଟର ଯାନ ଆଇନ। ଏହା ପୂର୍ବରୁ କଟକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବାଙ୍କୀସ୍ଥିତ ଜାତ ମୁଣ୍ଡିଆଛକରେ ଏମ୍ଭିଆଇ ଗାଡ଼ିଗୁଡ଼ିକୁ ଯାଞ୍ଚ କରାଯାଇଥିଲା। ଏହି ସମୟରେ ଜଣେ ମଦୁଆ ବାଇକ୍...
୨୭ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୨୭ଟି ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଖାରବେଳ ଭବନରେ ଭିଡିଓ କନ୍ଫରେନ୍ସିଂ ଯୋଗେ ସେ ଏହା କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫ଟି ପ୍ରକଳ୍ପର ଉଦ୍ଘାଟନ କରିଥିବା ବେଳେ ୨୨ଟି ପ୍ରକଳ୍ପର...
ସିଏଜି ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପାର ଟାର୍ଗେଟ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ସିଏଜି ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପାର ଟାର୍ଗେଟ। ଶନିବାର ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। କାହା ସ୍ବାର୍ଥରେ ସରକାର ଖୋଲା ବଜାରରୁ ୧୨,୧୩୦ କୋଟି ଟଙ୍କାର ଋଣ ଆଣିଛନ୍ତି...
ମହାପ୍ରଭୁଙ୍କ ଦର୍ଶନ କଲେ ଡିଜି ସତ୍ୟଜିତ
ପୁରୀ ଅଫିସ, ୩୦।୧୧: ଓଡ଼ିଶା ପୋଲିସ ଡିଜି ସତ୍ୟଜିତ ମହାନ୍ତି ଶନିବାର ଶ୍ରୀକ୍ଷେତ୍ର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବରୁ ଅନେକ ଥର ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ମଧ୍ୟ ଡିଜିପି ଦାୟିତ୍ୱ ଗ୍ରହଣ କରିବା ପରେ ଏହା...
ଏଣିକି ରାସ୍ତାରେ ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀଙ୍କ ସହ ତର୍କ କରିବନି ପୋଲିସ: ଘରକୁ ପଠାଯିବ ଚାଲାଣ, ନ ଦେଲେ ଆର୍ଟିଓ ଖାତାରେ ଗଡ଼ିବ ସୁଧମୂଳ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରବିବାରଠାରୁ ସଂଶୋଧିତ ନୂତନ ଟ୍ରାଫିକ ନିୟମ କଡ଼ାକଡ଼ି ହେବାକୁ ଯାଉଛି। ଏଥର ପୋଲିସ ଆଉ ରାସ୍ତା ମଝିରେ ନିୟମ ଉଲ୍ଲଂଘନକାରୀଙ୍କ ସହ ତର୍କ କରିବ ନାହିଁ। ନୂଆ ବ୍ୟବସ୍ଥାରେ କମିଶନରେଟ ପୋଲିସ ଉଲ୍ଲଘଂନକାରୀଙ୍କଠାରୁ କଡ଼ାଗଣ୍ଡା କରି ସୁଧମୂଳ ଅସୁଲ...
ମଙ୍ଗଳାବାଗସ୍ଥିତ ଶ୍ରୀ ଗୋପାଳ ମେଡିସିନ ଆଣ୍ଡ ସର୍ଜିକାଲ ଗୋଦାମରେ ନିଆଁ: ପୋଡ଼ିଗଲା ୬୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସାମଗ୍ରୀ
କଟକ ଅଫିସ, ୩୦।୧୧- ମଙ୍ଗଳାବାଗ ଥାନାଠୁ ମାତ୍ର ଶହେ ମିଟର ଦୂରରେ ଥିବା ଶ୍ରୀଗୋପାଳ ମେଡିସିନ୍ ଆଣ୍ଡ ସର୍ଜିକାଲ ଗୋଦାମରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଗୋଦାର ୫ଟି ଘରେ ମହଜୁଦ ଥିବା ୬୦ଲକ୍ଷ ଟଙ୍କା ମୂଲ୍ୟର ବିଭିନ୍ନ...
ନନ୍ଦନକାନନରେ ୨ ଆନାକୋଣ୍ଡା ମୃତ, ୩ ଅସୁସ୍ଥ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ନନ୍ଦନକାନନ ଆସିଥିବା ହଳଦିଆ ଆନାକୋଣ୍ଡାଙ୍କ ମଧ୍ୟରୁ ୨ଟିର ମୃତ୍ୟୁ ଘଟିଛି। ଗୁରୁବାର ଗୋଟିଏ ଆନାକୋଣ୍ଡାର ମୃତ୍ୟୁ ଘଟିଥିବା ବେଳେ ଶନିବାର ଆଉ ଏକ ଆଖି ବୁଜିଛି। ସେହିଭଳି ଆଉ ତିନୋଟି ଆନାକୋଣ୍ଡା ଅସୁସ୍ଥ ଅଛନ୍ତି। ତେବେ ସ୍ଥିତି ପରଖିବା...
୪୫ ଗହଣା ଦୋକାନରେ ଚଢ଼ାଉ
ଭୁବନେଶ୍ୱର, ୩୦ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନ ବୈଧମାପ ବିଜ୍ଞାନ (ଓଜନ ଓ ମାପ) ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶମତେ ଚଳିତ ମାସ ୨୨ରୁ ୨୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସୁନା ଦୋକାନରେ ଚଢାଉ...
୧୪,୭୨୫ ଚାଷୀ ବିକିଲେଣି ୯,୮୨,୭୯୦ କୁଇଣ୍ଟାଲ ଧାନ
ଭୁବନେଶ୍ୱର,୩୦ା୧୧ (ବ୍ୟୁରୋ): ୨୦୧୯-୨୦ ବର୍ଷ ଲାଗି ଖରିଫ ଧାନ ସଂଗ୍ରହ ଆରମ୍ଭ ହୋଇଯାଇଛି। ଚଳିତ ମାସରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଦ୍ୱାରା ଏଯାବତ୍ ୯,୮୨,୭୯୦ କୁଇଣ୍ଟାଲ୍ ଧାନ ସଂଗ୍ରହ କରାଯାଇଛି। ଏହି କାର୍ଯ୍ୟକୁ ସ୍ବଚ୍ଛ ଓ ବ୍ୟବସ୍ଥିତ କରିବା...
Archives


