ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସନାତନ ବିସିଙ୍କ ବିୟୋଗରେ ବିଜୁ ଜନତା ଦଳର ଶୋକ ପ୍ରକାଶ
ଭୁବନେଶ୍ୱର/ସମ୍ବଲପୁର,୧୪।୪(ବ୍ୟୁରୋ): ଓଡିଶାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ, ପ୍ରାକ୍ତନ ରାଜ୍ୟସଭା ସଦସ୍ୟ, କ୍ରୀଡାବିତ, କ୍ରୀଡ଼ା ସଙ୍ଗଠକ ତଥା ପଶ୍ଚିମ ଓଡିଶାର ବର୍ଷିଆନ ରାଜନେତା ସନାତନ ବିସିଙ୍କର ମଙ୍ଗଳବାର ସକାଳେ ପରଲୋକ ଘଟିଛି। ସମ୍ବଲପୁରସ୍ଥିତ ତାଙ୍କର ନିଜସ୍ବ ବାସଭବନରେ ବିସିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ…
କରୋନା ମୁକାବିଲା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ: ଗଞ୍ଜାମ ଜିଲାପାଳଙ୍କୁ ଫୋନକରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର, ୧୪।୪(ଡି.ଏନ୍.ଏ.): କରୋନା ମୁକାବିଲା ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ବହୁତ ଭଲ କାମ କରୁଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଜିଲାପାଳଙ୍କୁ ଫୋନ୍ କରି ତାଙ୍କର ପ୍ରଶଂସା କରିଛନ୍ତି। ମଙ୍ଗଳବାର ଜିଲାପାଳ ଟୁଇଟକରି ଏ…
ଜାରି ରହିବ ଗ୍ରୀଷ୍ମ ପ୍ରବାହ
ଭୁବନେଶ୍ୱର,୧୪ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୯ଟାରୁ ଆରମ୍ଭ ହୋଇଯାଉଛି ତାତି। ଅପରାହ୍ନ ୫ଟା ଯାଏ ଗ୍ରୀଷ୍ମ ପ୍ରକୋପ ଲାଗି ରହୁଛି। ପ୍ରବଳ ଖରା ସାଙ୍ଗକୁ ଝାଞ୍ଜି ପବନ ଦେହ ମୁଣ୍ଡକୁ ଝାଇଁ ଝାଇଁ କରି ଦେଇଛି। ରବିବାର…
୧୬ ଜିଲାରେ କାର୍ଯ୍ୟ କରୁଛି ୧୭ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ
ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ରାଜ୍ୟରେ କୋଭିଡ୍-୧୯ ମୁକାବିଲା ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। କରୋନା ଆକ୍ରାନ୍ତଙ୍କୁ କିପରି ସ୍ବତନ୍ତ୍ର ଚିକିତ୍ସା ମିଳିପାରିବ ସେଥିପାଇଁ ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲାଯାଇଛି। ଏଥିପାଇଁ ବିଭିନ୍ନ ଘରୋଇ…
ଦୁଇ ଓଡ଼ିଆ ସାହିତି୍ୟକ ପାଇବେ କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନ ପୁରସ୍କାର
ଭୁବନେଶ୍ୱର, ୧୪ା୪(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ହିନ୍ଦୀ ପ୍ରଶିକ୍ଷଣ ସଂସ୍ଥା କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନ ପକ୍ଷରୁ ୨୦୧୭ ମସିହା ଲାଗି ୨୬ଜଣ ହିନ୍ଦୀ ସାହିତି୍ୟକଙ୍କୁ ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯିବ। ହିନ୍ଦୀ ସାହିତ୍ୟକୁ ଅବଦାନ ଲାଗି ଏହି ସାହିତି୍ୟକମାନଙ୍କୁ ସମ୍ମାନିତ କରାଯିବ। ଏହି…
ହୋମ କ୍ୱାରାଣ୍ଟାଇନରେ ଥିବା ଯୁବକଙ୍କ ଆତ୍ମହତ୍ୟା:୧୦ ଗ୍ରାମବାସୀ ଅଟକ
ଧର୍ମଶାଳା,୧୪ା୪(ଡିଏନଏ): ଯାଜପୁର ଜିଲା ଧର୍ମଶାଳା ଥାନା ଦେଉଦା ଗ୍ରାମର ସୁରେଶ ସାହୁ (୩୨) ନାମକ ଜଣେ ଯୁବକ ହୋମ କ୍ୱାରାଣ୍ଟାଇନରେ ଥିବାବେଳେ ସୋମବାର ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ତାଙ୍କ ଆତ୍ମହତ୍ୟା ପାଇଁ ମୃତକଙ୍କ ସ୍ତ୍ରୀ ରଞ୍ଜନା ସାହୁ ଗ୍ରାମବାସୀଙ୍କୁ ଦାୟୀ…
‘କରୋନା’ ମୁକାବିଲାରେ ଷ୍ଟାର୍ଟଅପ୍
ଭୁବନେଶ୍ୱର, ୧୪ା୪: କରୋନା ମୁକାବିଲା ପାଇଁ ଏବେ ସାମୂହିକ ଲଢ଼େଇ ଚାଲିଛି। ଲକ୍ଡାଉନ୍ ପାଇଁ ବର୍ତ୍ତମାନ ଉପୁଜୁଥିବା ବିଭିନ୍ନ ସମସ୍ୟାର ସମାଧାନ ସବୁଠୁ ଗୁରୁତ୍ୱପୂର୍ଣ୍ଣ ହୋଇପଡିଛି। ଏଭଳିସ୍ଥଳେ ସ୍ବାସ୍ଥ୍ୟ ସେବା, ଟେକ୍ନୋଲୋଜି ଇଣ୍ଡଷ୍ଟ୍ରି, ସାମାଜିକ ଓ ସରକାରୀ କ୍ଷେତ୍ରରେ କାର୍ଯ୍ୟ କରୁଥିବା…
ଜିଲା ପ୍ରଶାସନକୁ ପ୍ରଶଂସା କଲେ ନବୀନ
ଭଦ୍ରକ ଅଫିସ,୧୪।୪: କରୋନା ଭାଇରସ୍ ମୁକାବିଲା କ୍ଷେତ୍ରରେ ଭଦ୍ରକ ଜିଲାପ୍ରଶାସନର କାର୍ଯ୍ୟକୁ ଭୁୟସୀ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟର ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଜିଲାପ୍ରଶାସନକୁ ପ୍ରଶଂସା କରିଥିବା ଜଣାପଡ଼ିଛି। ସୂଚନା ମୁତାବକ ଅଳ୍ପ ସମୟ ମଧ୍ୟରେ ପ୍ରଶାସନିକ ଅଧିକାରୀମାନେ କୋଭିଡ-୧୯ର…
ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୬କୁ ବୃଦ୍ଧି
ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୋମବାର ପରୀକ୍ଷା କରାଯାଇଥିବା ନମୁନା ମଧ୍ୟରୁ ଜଣଙ୍କଠାରେ କରୋନା ପଜିଟିଭ ଆସିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟରୁ ଏହି ସୂଚନା ମିଳିଛି। ତେବେ ଏହି କରୋନା…
ଗୋଟିଏ ଦିନରେ ୧, ୪୧.୦୦୦ଜରିମାନା ଆଦାୟ
ଭଦ୍ରକ ଅଫିସ,୧୪।୪: ଜିଲାରେ ଲକ୍ଡାଉନ୍ ଚାଲିଥିବା ବେଳେ ଆଇନ ଉଲ୍ଲଂଘନକାରୀଙ୍କ ଉପରେ ପୋଲିସ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ସୋମବାର ସକାଳୁ ସନ୍ଧ୍ୟା ଭିତରେ ଜିଲାର ବିଭିନ୍ନ ଥାନା ପୋଲିସ ସମୁଦାୟ ୧,୪୧.୦୦୦ଟଙ୍କା ଜରିମାନା ଆଦାୟ କରିଛି। ମୋଟ ୧୨୦ଟି…
ଲକ୍ଡାଉନ୍ରେ ଦୋକାନ, ଗାଁଠାରୁ ଜରିମାନା ଆଦାୟ
ପଦ୍ମପୁର, ୧୪।୪(ଡି.ଏନ.ଏ.): ଦେଶରେ କରୋନା ମହାମାରୀ ପାଇଁ ଓ ଲକ୍ଡାଉନ୍ ଜାରି ରହିଛି। ଏଭଳି ସ୍ଥିତିରେ କିଛି ଅସାଧୁ ବ୍ୟବସାୟୀ ଗ୍ରାହକଙ୍କଠାରୁ ଅଧିକ ଦାମ୍ରେ ଜିନିଷ ବିକ୍ରି କରୁଥିବାର ଦେଖିବାକୁ ମିଳିଛି। ବାସୁଦେବପୁର ବଜାରରେ ଡାଲି ଓ ତେଲକୁ ନିର୍ଦ୍ଧାରିତ ଦାମ୍ଠାରୁ…
ଗରିବ ଓ ଅସହାୟଙ୍କୁ ଚାଉଳ, ଡାଲି ବାଣ୍ଟିଲେ ବିଧାୟକ
ଭଦ୍ରକ ଅଫିସ,୧୪।୪: କରୋନା ମହାମାରୀ ପାଇଁ ସାରା ଦେଶରେ ଲକ୍ଡାଉନ୍ ଜାରି ରହିଥିବା ବେଳେ ରାଜ୍ୟରେ ଏପ୍ରିଲ ୩୦ ଯାଏଁ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏଥିଯୋଗୁଁ ରାଜ୍ୟରେ ଅନେକ ପରିବାର ମୁଠେ ଖାଇବା ପାଇଁ ସଂଗ୍ରାମ କରୁଛନ୍ତି। ଅନ୍ୟପଟେ ରାଜ୍ୟବାସୀ ଯେପରି…
Archives


