ରାଜ୍ୟ

କନ୍ୟାକୁମାରୀରୁ କଟକ: ଏକତାର ମନ୍ତ୍ର ନେଇ ଥଙ୍ଗାରାଜାଙ୍କ ଦେଶ ପରିକ୍ରମା

କଟକ ଅଫିସ, ୩୦ା୧୧: ପଙ୍ଗୁ ଲଙ୍ଘୟତେ ଗିରି। ସଂସ୍କୃତରେ ଥିବା ଏହି ଶ୍ଳୋକକୁ ପ୍ରମାଣିତ କରିଛନ୍ତି କନ୍ୟାକୁମାରୀର ଆର୍‌. ଥଙ୍ଗାରାଜା(୪୦)। ଦୁଇଟି ଗୋଡ଼ ଅକର୍ମଣ୍ୟ ହୋଇଥିଲେ ମଧ୍ୟ ଏକ ସ୍ବତନ୍ତ୍ର ସ୍କୁଟରରେ ଦେଶ ପରିକ୍ରମାରେ ସେ ବାହାରିଛନ୍ତି। ରାଜଧାନୀ ଦିଲ୍ଲୀ...

ସ୍ପନ୍ଦନ ଷ୍ଟାର ଓଲିଉଡ୍‌ ଆୱାର୍ଡ ୨୦୧୯: ମିହିର ଦାସ ‘ଏଭରଗ୍ରୀନ୍‌ ଅଭିନେତା’

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ରଙ୍ଗିଲା ଡ୍ୟାନ୍ସ ଇଣ୍ଟରନ୍ୟାଶନାଲ ସହଯୋଗରେ ସ୍ପନ୍ଦନ ଷ୍ଟାର୍‌ ଓଲିଉଡ୍‌ ଆୱାର୍ଡ ପକ୍ଷରୁ ସ୍ପନ୍ଦନ ଷ୍ଟାର୍‌ ଓଲିଉଡ୍‌ ଆୱାର୍ଡ-୨୦୧୯ ଶୁକ୍ରବାର ସୂଚନା ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ ପ୍ରଦାନ...

୭୧୦ ଶିଶୁ, ୧୭୩ ଗର୍ଭବତୀଙ୍କୁ ଦିଆଯିବ ଟିକା

ଫୁଲବାଣୀ ଅଫିସ, ୩୦ା୧୧ -କନ୍ଧମାଳ ଜିଲାରେ ମିଶନ ଇନ୍ଦ୍ରଧନୁଷ୍‌ ୨.୦ କାର୍ଯ୍ୟକ୍ରମ ଆସନ୍ତା ୨ତାରିଖରୁ ଆରମ୍ଭ ହେବ। ଏହି କାର୍ଯ୍ୟକ୍ରମ ୪ଟି ପର୍ଯ୍ୟାୟରେ ଜିଲାରେ କାର୍ଯ୍ୟକାରୀ କରାଯିବ। ଶୂନରୁ ୨ ବର୍ଷ ପର୍ଯ୍ୟନ୍ତ ପିଲା ଏବଂ ଗର୍ଭବତୀଙ୍କୁ ଟିକାକରଣ କରାଯିବ।...

ଛଣମେରୀ ଆଦର୍ଶ ବିଦ୍ୟାଳୟ ବାସି ଖାଦ୍ୟଖାଇ ୮ ଛାତ୍ରୀ ଅସୁସ୍ଥ

ଦିଗପହଣ୍ଡି/ପାଟପୁର,୩୦ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଛଣମେରୀ ଆଦର୍ଶ ବିଦ୍ୟାଳୟ ହଷ୍ଟେଲରେ ରହୁଥିବା ୮ ଛାତ୍ରୀ ଖାଦ୍ୟ ଖାଇବା ପରେ ଗୁରୁବାର ବିଳମ୍ବିତ ରାତିରେ ଅସୁସ୍ଥ ହୋଇପଡିଥିଲେ। ସେମାନଙ୍କ ପରିବାର ଲୋକେ ବିଦ୍ୟାଳୟରେ ପହଞ୍ଚତ୍ ସମସ୍ତଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି...

ଜାଲ୍‌ ସାର୍ଟିଫିକେଟ, ବେରୋଜଗାରୀ ପ୍ରସଙ୍ଗ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ଛତ୍ରପୁର,୩୦।୧୧(ଡି.ଏନ.ଏ) -ଅଲ୍‌ ଇଣ୍ଡିଆ ଫରୱାର୍ଡ ବ୍ଲକ ପକ୍ଷରୁ ବିଭିନ୍ନ ଦାବିନେଇ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା। ଜିଲାରେ ବେରୋଜଗାରୀ ବଢୁଥିବାବେଳେ ବିଭିନ୍ନ କ୍ଷେତ୍ରରେ ଜାଲ୍‌ ସାର୍ଟିଫିକେଟ୍‌ ମାଧ୍ୟମରେ ନିଯୁକ୍ତି ଦିଆଯାଉଥିବା ଅଭିଯୋଗ ହୋଇଥିଲା। ସରକାରଙ୍କ ୫-ଟି ନାମକୁ...

ସରକାରୀ କାର୍ଯ୍ୟାଳୟରେ ଗଡୁଛି ବିଦ୍ୟୁତ୍‌ ବିଲ୍‌: ୩୯ ବିଭାଗର ବକେୟା ପଡ଼ିଛି ୨ କୋଟି ୭୭ ଲକ୍ଷ

ନୟାଗଡ଼ ଅଫିସ,୩୦।୧୧-ଘରୋଇ ହେଉ କିମ୍ବା ବ୍ୟବସାୟିକ ପ୍ରତିଷ୍ଠାନରେ ଗୋଟିଏ ମାସରୁ ଅଧିକ ଦିନ ବିଲ୍‌ ପୈଠ ନ ହେଲେ ପର ଦିନ ବିଦ୍ୟୁତ୍‌ ବିଭାଗ ସଂଯୋଗ କାଟି ଦେଇଥାଏ। ଫଳରେ ବିଦ୍ୟୁତ୍‌ ଉପଭୋକ୍ତା ବିନା ବିଦ୍ୟୁତ୍‌ରେ ହନ୍ତସନ୍ତ ହୁଅନ୍ତି। ହେଲେ...

ନିସାହା ଗୁରୁବାରୀକୁଁ ସାହାଯ୍‌ର ହାତ୍‌ ବଢ଼ାଲେ ବିଡିଓ

କେସିଙ୍ଗା, ୩୦।୧୧ (ଡି.ଏନ.ଏ.)-  କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୁନମାଠ ପଁଚେତ୍‌ ଅଧୀନ ମୁଣ୍ଡାପଡ଼ାର ନିସାହା ବିଧବା ମହିଲା ଗୁରୁବାରୀ ରଣା(୬୦)କୁଁ କେସିଙ୍ଗା ବିଡିଓ ଭୀମସେନ ଶବର ସାହାଯ୍‌ର ହାତ୍‌ ବଢ଼େଇଛନ୍‌। ସେ ଅନେକ ଦିନ୍‌ ହେଲା ରୋଗ୍‌ ଲାଗି...

ଚିକିଛା ଲାଗି ଟଁକା ଅଭାବ: ସରକାରୀ ସୁବିଧାରୁ ବଁଚିତ୍‌ ଦିବ୍ୟାଙ୍ଗ ତୃପ୍ତି

  ଜାମଟିକ୍ରା, ୩୦।୧୧(ଡି.ଏନ୍‌.ଏ.)- ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ ପତ୍ରାପାଲି କେନାଲ ଛକର ରାଜକିଶୋର ପଧାନ ଆର ସୁଷମା ପଧାନକଁର ଝି’ ତୃପ୍ତି ପଧାନ (୧୮)। ଜନ୍‌ମୁ ତାକର ଦୁଇ ଆଏଁଖ୍‌ ନାଇଁ ଦିଶ୍‌ବାର। ଇଆଡ଼େ ପରିବାରଟା...

ଦିବ୍ୟାଙ୍ଗ ଶିଶୁ ଖୋଜୁଛି ସହାୟତାର ହାତ

ଖପ୍ରାଖୋଲ, ୩୦ା୧୧ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ଗାଁର ଗୋକୁଳ ନାୟକ ଓ ଭାରତୀଙ୍କ ୪ବର୍ଷର ଝିଅ ଅର୍ଚ୍ଚନା। ଜନ୍ମର କେଇଟା ଦିନ ପରଠୁ ଖଟିଆରେ ପଡି ରହିଛି ସେ । ଉଠିବା କି ବସିବା କିଛି...

ସୁରକ୍ଷାକର୍ମୀଙ୍କ ବନ୍ଧୁକରୁ ଗୁଳି ଫୁଟି ଗ୍ରାହକ ଆହତ, ବାମ ପାଦରେ ବାଜିଛି ଗୁଳି

ପୁରୀ ଅଫିସ,୨୯।୧୧: ପୁରୀ ଜିଲା କୁମ୍ଭାରପଡ଼ା ଥାନା ଅଧୀନ ପୁରୁଣା ସଦର ଥାନାସ୍ଥିତ ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସେଠାରେ ନିୟୋଜିତ ସୁରକ୍ଷାକର୍ମୀ ଏ.କେ ମହାରଣାଙ୍କ ବନ୍ଧୁକରୁ ଗୁଳି ଫୁଟି ଜଣେ ଗ୍ରାହକ ଆହତ...

କଳଙ୍କ ଲାଗିଯିବା ଭୟରେ ବିଧାନସଭା ବନ୍ଦ କରି ଦିଆଗଲା: କଂଗ୍ରେସ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ସରକାରଙ୍କ ପକ୍ଷରୁ କ୍ଲିନ୍‌ ଚିଟ୍‌ ଦିଆଯିବା ପ୍ରସଙ୍ଗ ସହ ୧୭ ଦିନ ପୂର୍ବରୁ ବିଧାନସଭା ଶୀତ ଅଧିବେଶନକୁ ବନ୍ଦ କରାଯିବାକୁ ନେଇ ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି।...

ଗୁରୁଡ଼ିଝାଟିଆ ଆଇଆଇସିଙ୍କୁ ମହିଳାଙ୍କ ଠେଲାପେଲା, ଥାନା ସମ୍ମୁଖରେ ଧାରଣା

ଖୁଣ୍ଟୁଣୀ,୨୯।୧୧(ଡି.ଏନ୍‌.ଏ.): ଗୋଚର ଜମି ଉପରେ ପାଚେରୀ ନିର୍ମାଣକୁ ନେଇ ଗୁରୁବାର ଅପରାହ୍ନରେ ଗୁରୁଡ଼ିଝାଟିଆ ଥାନା ବାଳୀ ଗ୍ରାମର ୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟିଥିଲା। ଏଥିରେ ଗୋଟିଏ ପରିବାରର ସ୍ବାମୀସ୍ତ୍ରୀ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଥାନାରେ ଏନେଇ ଉଭୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri