ଅନ୍ଲାଇନ ପାଠପଢ଼ା ବେଳେ ଅଶ୍ଳୀଳ ଭିଡିଓ
କଟକ ଅଫିସ୍,୧୪ା୪: ଲକ୍ଡାଉନ୍ ଚାଲିଥିବା ଯୋଗୁ ସ୍କୁଲ, କଲେଜ ବନ୍ଦ ରହିଛି। ବିଭିନ୍ନ ଶିକ୍ଷାନୁଷ୍ଠାନ ତରଫରୁ ନିଜ ଉଦ୍ୟମରେ ଅନ୍ଲାଇନ୍ରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଯାଉଛି। ସୋମବାର କଟକର ଏକ ଘରୋଇ ସ୍କୁଲ ପକ୍ଷରୁ ଅନ୍ଲାଇନ୍ରେ ପାଠପଢ଼ା ଚାଲିଥିବା ବେଳେ କିଛି ସମୟ…
୨ ଦିନରେ ୧୯ଶହ ଗାଡ଼ି ଜବତ
କଟକ ଅଫିସ୍,୧୪ା୪: ଲକ୍ଡାଉନ୍ କଟକଣାକୁ କଟକ ସହରରେ ପୁଣି ଥରେ ଖୋଲାଖୋଲି ଉଲ୍ଲଂଘନ ଆରମ୍ଭ ହୋଇଛି। ନିୟମିତ ଭାବେ ପୋଲିସ କାର୍ଯ୍ୟାନୁଷ୍ଠାନ ପରେ ଏଥିରେ କିଛି ମାତ୍ରାରେ ଅଙ୍କୁଶ ଲାଗିଥିଲା । ଏବେ ଦୁଇ ଦିନ ହେଲା କଟକଣାକୁ ନ ମାନି…
ପିଏମ୍ କେୟାର୍ସ ଫଣ୍ଡକୁ ଦାନ
କଟକ ଅଫିସ୍,୧୪ା୪: କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦାରା ଗଠିତ ପିଏମ୍ କେୟାର୍ସ ଫଣ୍ଡକୁ ଜଣେ ପୂଜକ ୪୧୦୦ ଟଙ୍କା ପ୍ରଦାନ କରିଛନ୍ତି। ସେ ହେଲେ ଉରାଳୀ ଗ୍ରାମପଞ୍ଚାୟତ ଅନ୍ତର୍ଗତ କୋଠସାହି ଗ୍ରାମରେ ଥିବା ଲୋକନାଥ ମନ୍ଦିରର ପୂଜକ ତଥା ସାଧୁ…
ଭକ୍ତଙ୍କ ବିନା ହେଲା ପୂଜାର୍ଚ୍ଚନା
ପୁରୀ ଅଫିସ,୧୪ା୪: ଶ୍ରୀକ୍ଷେତ୍ରରେ ପାଳିତ ହୋଇଯାଇଛି ପବିତ୍ର ମହାବୀର ଜୟନ୍ତୀ ତଥା ମହାବିଷୁବ ସଂକ୍ରାନ୍ତି। ଓଡ଼ିଆ ନବବର୍ଷକୁ ସ୍ବାଗତ କାର୍ଯ୍ୟକ୍ରମ ଚଳିତବର୍ଷ ଫିକା ପଡ଼ିିଥିଲା। ସବୁ ମନ୍ଦିରରେ ଦେବଦେବୀଙ୍କ ପୂଜାର୍ଚ୍ଚନା କରାଯାଇଥିଲା। କିନ୍ତୁ ନ ଥିଲେ ଭକ୍ତ। ଅର୍ଥାତ୍ କୌଣସି ମନ୍ଦିର…
ଆଜିଠୁ ବସ୍ତିବାସିନ୍ଦାଙ୍କ ସ୍ବାସ୍ଥ୍ୟ ପରୀକ୍ଷା
ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ଭୁବନେଶ୍ୱରରେ ବସବାସ କରୁଥିବା ବସ୍ତିବାସିନ୍ଦାଙ୍କ ସ୍ବାସ୍ଥ୍ୟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଦ୍ୱାରା ଏହି କାର୍ଯ୍ୟ ହାତକୁ ନିଆଯାଇଥିବା ବେଳେ ରାଜଧାନୀର ୩୭୦ ଅଙ୍ଗନଓ୍ବାଡି କେନ୍ଦ୍ରର ତଥ୍ୟ ଅନୁସାରେ ବସ୍ତିରୁ ବସ୍ତି ବୁଲି…
ଶ୍ରୀଲିଙ୍ଗରାଜ ମାର୍କେଟରେ ସାମାଜିକ ଦୂରତ୍ୱ ଅମାନ୍ୟ
ଭୁବନେଶ୍ୱର, ୧୪ା୪(ବ୍ୟୁରୋ): କରୋନା ସଂକ୍ରମଣକୁ ଏଡ଼ାଇବାକୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଲୋକଙ୍କୁ ସଚେତନ କରିବାରେ ଲାଗିପଡିଛି। ହେଲେ ହାଟଗୁଡିକରେ ସାମାଜିକ ଦୂରତ୍ୱକୁ ବ୍ୟବସାୟୀ ଓ ଲୋକେ ଅମାନ୍ୟ କରି ଗହଳି କରୁଛନ୍ତି। ବିଏମ୍ସି ରାଜଧାନୀର ମୁଖ୍ୟ ହାଟକୁ ୬୮ ଭାଗରେ ବିଭକ୍ତ…
କରୋନା ପାଇଁ କମିଲା ବିଏମ୍ସିର ରାଜସ୍ବ
ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ରାଜସ୍ବ ଆଦାୟ ଲକ୍ଷ୍ୟ ଅପେକ୍ଷାକୃତ ହ୍ରାସ ପାଇଛି। ବିଏମ୍ସି ୨୦୧୯-୨୦ ଆର୍ଥିକ ବର୍ଷ ଶେଷ ସୁଦ୍ଧା ୧୫୦ କୋଟିର ରାଜସ୍ବ ଲକ୍ଷ୍ୟ ରଖିଥିଲା। ହେଲେ ରାଜସ୍ବ ୧୦୦ କୋଟି…
କରୋନା ପ୍ରଭାବ: ଶୂନଶାନ ବାରିପଦା ଛଉପଡ଼ିଆ
ବାରିପଦା ଅଫିସ, ୧୪ା୪- ଚୈତ୍ର ମାସ ଆସିଲେ ଦୁଲୁକି ଉଠେ ମୟୂରଭଞ୍ଜ ମାଟି। ବିଶ୍ୱ ପ୍ରସିଦ୍ଧ ଲୋକନୃତ୍ୟ ଛଉର ତାଳ ତାଳେ ବାଦ୍ୟକାର ଏବଂ ନୃତ୍ୟଶିଳ୍ପୀମାନେ ସାରା ଚୈତ୍ରମାସ ଆଖଡା ଘରେ ଅଭ୍ୟାସ କରନ୍ତି। ଏହା ପରେ ମାସର ଶେଷ ୩…
୩୦ୟୁନିଟ୍ ରକ୍ତ ସଂଗ୍ରହ
ବାଲେଶ୍ୱର ଅଫିସ, ୧୪।୪-ବାଲେଶ୍ୱର ସଦର ବ୍ଲକ ଅଧୀନ ନଗ୍ରମ ପଞ୍ଚାୟତ ହାଇସ୍କୁଲଠାରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ଆଚ୍ଛା ସଙ୍ଗଠନ ପକ୍ଷରୁ ସୋମବାର ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଶିବିରରେ ମୋଟ୍ ୩୦ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା। ସଙ୍ଗଠନ ପକ୍ଷରୁ ପ୍ରଥମେ…
ବାଲେଶ୍ୱରରେ ଖୋଲିଲା କୋଭିଡ଼-୧୯ ହସ୍ପିଟାଲ
ବାଲେଶ୍ୱର ଅଫିସ,୧୪।୪-ବାଲେଶ୍ୱର କୁରୁଡାସ୍ଥିତ ଜ୍ୟୋତି ହସ୍ପିଟାଲ କୋଭିଡ଼-୧୯ ହସ୍ପିଟାଲ ଭାବେ ସୋମବାର କାର୍ଯ୍ୟକ୍ଷମ ହୋଇଛି। ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ (ଓଏଚ୍ପିସି) ଏଥିଲାଗି ଅନୁଦାନ ଯୋଗାଇ ଦେଇଛନ୍ତି। ଏଠାରେ ରୋଗୀଙ୍କ ଚିକିତ୍ସା ମାଗଣାରେ କରାଯିବ। ଏହି ହସ୍ପିଟାଲରେ ୧୦୦ ଶଯ୍ୟା, ୧୨…
ଭୁବନେଶ୍ୱରୁ ସାଇକେଲରେ ଆସିଲେ ବ୍ରହ୍ମପୁର : ସ୍ବାବ୍ ପରୀକ୍ଷା ପାଇଁ ନମୁନା ସଂଗ୍ରହ
ବ୍ରହ୍ମପୁର ଅଫିସ,୧୪ା୪-ବ୍ରହ୍ମପୁର ମହାନଗର ନିଗମ ୩୧ ନଂ. ୱାର୍ଡ ଅନ୍ତର୍ଗତ କୋପରେଟିଭ କଲୋନୀ ୩ୟ ଲେନ୍ ଅଞ୍ଚଳର ଭୁବନେଶ୍ୱରରୁ ଫେରିଥିବା ଜଣେ ବ୍ୟକ୍ତିଙ୍କୁ ସୋମବାରରୁ ହୋମ୍ କ୍ୱାରାଣ୍ଟାଇନ୍ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାନୁଯାୟୀ, ଜଣେ ୪୩ ବର୍ଷୀୟ ବ୍ୟକ୍ତି ଗତ ତିନିଦିନ…
କରୋନା ଯୁଦ୍ଧର ନାୟିକା ରମା : କର୍କଟ ଆକ୍ରାନ୍ତ ଅଙ୍ଗନୱାଡି କର୍ମୀଙ୍କୁ ପ୍ରଶଂସା
ହିଞ୍ଜିଳିକାଟୁ,୧୪ା୪(ଡି.ଏନ୍.ଏ): ରାଜ୍ୟରେ କରୋନା ସ୍ଥିତିକୁ ନେଇ କରୋନା ଭୂତାଣୁ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍ଚୀ ସୋମବାର ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଖଣ୍ଡରା ଅଙ୍ଗନୱାଡ଼ି କେନ୍ଦ୍ର-୧ର କର୍ମୀ ରମା ସାହୁଙ୍କୁ ପ୍ରଶଂସା କରିଛନ୍ତି। ରମା କର୍କଟ ରୋଗରେ ଆକ୍ରାନ୍ତ…
Archives


