ରାଜ୍ୟ

କର୍ମୀଙ୍କ ପିଣ୍ଡାରେ ଚାଲିଛି ଅଙ୍ଗନୱାଡି

ଚମ୍ପୁଆ, ୨୯ା୧୧(ଡି.ଏନ.ଏ)- ସରକାରଙ୍କ ପକ୍ଷରୁ ପ୍ରାକ ଶିକ୍ଷା ପ୍ରଦାନ କ୍ଷେତ୍ରରେ ସମସ୍ତ ସୁବିଧା ସୁଯୋଗ ସୃଷ୍ଟି କରାଯାଇ ଅଙ୍ଗନୱାଡି ମାଧ୍ୟମରେ ଶିଶୁ ମାନଙ୍କୁ ପୁଷ୍ଟିକର ଖାଦ୍ୟ, ପୋଷାକ ପତ୍ର ଓ ପ୍ରାକ ଶିକ୍ଷା ପ୍ରଦାନ କରାଯାଉଥିବା ବେଳେ ଏହାର ବିପରୀତ...

ଅସୁରକ୍ଷିତ ବାହାବଳପୁର ଜେଟି

ରୂପ୍‌ସା, ୨୯।୧୧-ଶତାଧିକ ମତ୍ସ୍ୟଜୀବୀଙ୍କୁ ଦାନାପାଣି ଯୋଗାଉଥିବା ବାହାବଳପୁର ମାଛଧରା ଜେଟି ଦିନକୁ ଦିନ ସ୍ଥିତି ହରାଇବାକୁ ବସିଛି। ଜଳକା ନଦୀର ଶାଖା ନାଳ ସଂଲଗ୍ନ ମୁହାଣରେ ଥିବା ଜେଟିଠାରୁ ସମୁଦ୍ରର ଦୂରତା ପ୍ରାୟ ୨ କି.ମି. ହେବ। ଏହା ନିକଟରେ...

‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କଲେ ଅନ୍ତରୀଣ ଡିଜିପି: ୯୦ ପ୍ରତିଶତରୁ ଉର୍ଦ୍ଧ୍ୱ ଅଭିଯୋଗକାରୀ ସନ୍ତୁଷ୍ଟ

ଭୁବନେଶ୍ୱର, ୨୮ା୧୧(ବ୍ୟୁରୋ)-‘ହ୍ୟାଲୋ ମୁଁ ଡିଜିପି ସତ୍ୟଜିତ ମହାନ୍ତି କହୁଛି। ଆପଣ ଥାନାକୁ ଯାଇ ଅଭିଯୋଗ କରିଥିଲେ, ପୋଲିସ ଠିକ୍‌ କାର୍ଯ୍ୟାନୁଷ୍ଠାନ ନେଇଛି କି? ଥାନା ଅଧିକାରୀ ଓ କର୍ମଚାରୀଙ୍କ ବ୍ୟବହାର ଆପଣଙ୍କ ପ୍ରତି କିଭଳି ଥିଲା? ପୋଲିସର କାର୍ଯ୍ୟ ଉପରେ...

ଏମ୍‌କେସିଜିରେ ନୋଡାଲ ଅଫିସର ପ୍ରଦୀପ୍ତ ମହାପାତ୍ର: ନିରାମୟ, ନିଦାନରେ ଅବ୍ୟବସ୍ଥା ଦେଖି ହେଲେ କ୍ଷୁବ୍ଧ

ବ୍ରହ୍ମପୁର ଅଫିସ୍‌,୨୮ା୧୧- ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଗୁରୁବାର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ ପରିଦର୍ଶନରେ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୩୦ତାରିଖରେ ବରିଷ୍ଠ ଅଧିକାରୀ ମହାପାତ୍ରଙ୍କୁ ଏମ୍‌କେସିଜିର ନୋଡ଼ାଲ୍‌ ଅଫିସର ଭାବେ...

ଏଣିକି ଏସ୍‌ଏଚ୍‌ଜି ଗ୍ରୁପ୍‌କୁ ଦିଆଯିବ ମଧ୍ୟାହ୍ନ ଭୋଜନ ଦାୟିତ୍ୱ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ଏଣିକି ସ୍କୁଲ ମଧ୍ୟାହ୍ନଭୋଜନ ଦାୟିତ୍ୱ ବୁଝିବେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ। ମିଶନ ଶକ୍ତି ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ନିଷ୍ପତ୍ତି ନିଆଯାଇଛି। ପ୍ରାଥମିକ ଭାବେ ଶହେରୁ ଅଧିକ ପିଲା ଥିବା ସ୍କୁଲର ଖାଦ୍ୟ ଦାୟିତ୍ୱ ଏସ୍‌ଏଚ୍‌ଜି...

ଲିଗାଲ ହାୟାର ସାର୍ଟିଫିକେଟ ପାଇଁ ନେଉଥିଲେ ଲାଞ୍ଚ: ଗିରଫ ହେଲେ ପିଚୁକୁଳି ଏଆର୍‌ଆଇ ଏବଂ ଦଲାଲ

ଖୋର୍ଦ୍ଧା ଅଫିସ,୨୮ା୧୧: ଲିଗାଲ ହାୟାର ସାର୍ଟିଫିକେଟ ଦେବା ପାଇଁ ଦୁଇ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଖୋର୍ଦ୍ଧା ଜିଲା ବୋଲଗଡ଼ ତହସିଲର ପିଚୁକୁଳି ଅତିରିକ୍ତ ରେଭିନ୍ୟୁ ଇନ୍ସପେକ୍ଟର(ଏଆର୍‌ଆଇ)କୃଷ୍ଣଚନ୍ଦ୍ର ସେଠୀ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। କୃଷ୍ଣଚନ୍ଦ୍ରଙ୍କର ଘର ବେଗୁନିଆ ବ୍ଳକର...

ରାଜନଗର ନୁରୁଗାଁରେ ଚାଷୀ ଆତ୍ମହତ୍ୟା ଅଭିଯୋଗ ଘଟଣା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ରାଜନଗର,୨୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ନୁରୁଗାଁ ଗ୍ରାମର ଜଣେ ଚାଷୀ ଗୁରୁବାର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ତେବେ ଅପରାହ୍ନରେ କ୍ଷତିପୂରଣ ଦାବିରେ ପରିବାର ଓ ଗ୍ରାମବାସୀଙ୍କ ପକ୍ଷରୁ ପଟ୍ଟାମୁଣ୍ଡାଇ-ରାଜନଗର ରାସ୍ତାର ଗୋପାଳପୁରଠାରେ ରାସ୍ତାରୋକୋ କରାଯାଇଛି। ସେମାନେ ମୃତଦେହ...

ଶାସକ ସଭ୍ୟଙ୍କ ଅଭିଯୋଗ: ଡିଏମ୍‌ଏଫ୍‌ ପାଣ୍ଠି ଅନ୍ୟ ଅଞ୍ଚଳରେ ଖର୍ଚ୍ଚ ହେଉଛି

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ଡିଷ୍ଟ୍ରିକ୍ଟ ମିନେରାଲ ଫଣ୍ଡ(ଡିଏମ୍‌ଏଫ୍‌) ଟଙ୍କା ଖଣି ପ୍ରଭାବିତ ଅଞ୍ଚଳରେ ଖର୍ଚ୍ଚ ହେଉନାହିଁ। ଜିଲାପାଳମାନେ ମନଇଚ୍ଛା ଏହି ଅର୍ଥ ଖର୍ଚ୍ଚ କରୁଛନ୍ତି। ଏଥିଯୋଗୁ ପ୍ରଭାବିତ ଅଞ୍ଚଳର ବିକାଶ ହୋଇପାରୁନାହିଁ। ଏହାକୁ ନେଇ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ...

ପୁଣି କୋହଳ ହେଲା ଗାଡ଼ି କାଗଜପତ୍ର ଯାଞ୍ଚ ନିୟମ: ଆଉ ତିନି ମାସ ଘୁଞ୍ଚିଲା ଡେଡ୍‌ଲାଇନ୍‌

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ପୁଣି ଘୁଞ୍ଚିଲା ଡେଡ୍‌ଲାଇନ୍‌। ଡିସେମ୍ବର ପହିଲାରୁ ସଂଶୋଧିତ ମୋଟର ଯାନ ଆଇନ ୨୦୧୯ ଲାଗୁ ପାଇଁ ଯେଉଁ ଘୋଷଣା କରାଯାଇଥିଲା ତାହା ଘୁଞ୍ଚିଛି। ଏହାକୁ ଆଉ ତିନି ମାସ କୋହଳ କରାଯାଇଛି। ଏନେଇ ବିଧାନସଭାରେ ଗୁରୁବାର ପରିବହନ ମନ୍ତ୍ରୀ...

ତାଲିମ ପାଇଥିବା ସତ୍ତ୍ୱେ ନିଯୁକ୍ତି ନାହିଁ: ରାସ୍ତା ଉପରେ ମାଣ ବସାଇ ପ୍ରତିବାଦ କଲେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ରାଜଧାନୀର ଲୋୟର ପିଏମ୍‌ଜି ଛକରେ ଓଡ଼ିଶା ଅଣନିଯୁକ୍ତି ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘ ପକ୍ଷରୁ ଅଭିନବ ପ୍ରତିବାଦ। ମାର୍ଗଶୀର ମାସ ଗୁରୁବାର ହୋଇଥିବାରୁ ରାସ୍ତା ଉପରେ ମାଣବସା କରି ପ୍ରତିବାଦ ଜଣାଇଛନ୍ତି ସ୍ବାସ୍ଥ୍ୟକର୍ମୀ। ମହିଳା ସଶକ୍ତିକରଣ ନାମରେ ରାଜ୍ୟ...

ଡିସେମ୍ବର ପହିଲାରୁ କଡ଼ାକଡ଼ି ହେବ ଯାନବାହନ ଯାଞ୍ଚ: ବିଧାନସଭାରେ କୋହଳ ଅବଧିକୁ ଆଉ ତିନି ମାସ ବଢ଼ାଇବାକୁ ଦାବି

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସମଗ୍ର ଦେଶରେ ସଂଶୋଧିତ ମୋଟର ଯାନ ଆଇନ ୨୦୧୯ ଲାଗୁ ହୋଇଛି। ସେପ୍ଟେମ୍ବର ପହିଲାରୁ ଏହି ଆଇନ ରାଜ୍ୟରେ ଲାଗୁ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପୂର୍ଣ୍ଣମାତ୍ରାରେ କାର୍ଯ୍ୟକାରୀ କରାଯାଇନାହିଁ। ଡ୍ରାଇଭିଂ ଲାଇସେନ୍ସ , ପଲ୍ୟୁଶନ ଅଣ୍ଡର କଣ୍ଟ୍ରୋଲ(ପିୟୁସି) ଏବଂ...

ହାଇଦ୍ରାବାଦକୁ ପର୍ଯ୍ୟଟନ ମନ୍ତ୍ରୀ ମହିଳାଙ୍କୁୁ ନେବା ପ୍ରସଙ୍ଗ: ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ରାଜ୍ୟ ସରକାରଙ୍କ ଦ୍ୱାରା ହାଇଦ୍ରାବାଦରେ ଆୟୋଜିତ ରୋଡ ଶୋ’କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଦୁଇଜଣ ମହିଳାଙ୍କୁ ସାଙ୍ଗରେ ନେଇଥିଲେ। ସରକାରୀ ଅର୍ଥରେ ଉକ୍ତ ଦୁଇ ମହିଳାଙ୍କୁ ହାଇଦ୍ରାବାଦ କାହିଁକି ନିଆଯାଇଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri