ଉପାନ୍ତ ଗାଁ ବାତେପଙ୍ଗା, ମୌଳିକ ସୁବିଧା ଅପହଞ୍ଚ
ମନମୁଣ୍ଡା, ୨୭।୨ (ଡି.ଏନ.ଏ) ବୌଦ୍ଧ ବ୍ଲକର ୪୩ଟି ଗ୍ରାମକୁ ନେଇ ଗଠିତ ଶଗଡା ପଞ୍ଚାୟତ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ କ୍ଷେତ୍ରରେ ଅବହେଳିତ ହୋଇରହିଛି। ମନମୁଣ୍ଡାଠାରୁ ୩୦ କିମି ଦୂରରେ ଥିବା ଆଦିବାସୀ ଅଧ୍ୟୁଷିତ ବାତେପଙ୍ଗା ସମେତ କକଟପଙ୍ଗା, ଶିଗାଡି, ମିନକାସାହି, ଚୁହୁରାକନ,…
ଫେୟାରୱେଦର ରାସ୍ତା ଭୁଶୁଡିଲା
ଅତାବିରା, ୨୭।୨ (ଡି.ଏନ.ଏ) ବରଗଡ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଝାଉଁଯୋର ନଦୀରେ ନିର୍ମାଣ କରାଯାଇଥିବା ଫେୟାରୱେଦର ରାସ୍ତା ଅଦିନିଆ ବର୍ଷା ଯୋଗୁ ଉପରମୁଣ୍ଡରୁ ପାଣି ଆସି ଭୁଶୁଡି ଯାଇଛି । ନଦୀ ଭିତରେ ଏହି ରାସ୍ତାର ଉଚ୍ଚତା କମ୍ ଥିବାରୁ…
ସରକାରୀ କାର୍ଯ୍ୟରେ ପାରିଶ୍ରମିକ ପାଇ ନ ଥିବା ଡ୍ରାଇଭରଙ୍କ ଧାରଣା
ଭୁବନେଶ୍ୱର,୨୭ା୨(ବ୍ୟୁରୋ): ନିର୍ବାଚନ, ଭିଭିଆଇପିଙ୍କ ସୁରକ୍ଷା ଓ କାରକେଡ୍ ଭଳି ବିଭିନ୍ନ ସରକାରୀ କାର୍ଯ୍ୟ ପାଇଁ ସରକାରଙ୍କ ପକ୍ଷରୁ ଘରୋଇ ଗାଡ଼ିକୁ ନିୟୋଜିତ କରାଯାଉଛି। ଏଥିନିମନ୍ତେ ଆରଟିଓ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ଘରୋଇ ଗାଡ଼ିକୁ କିଛିଦିନ ପାଇଁ ଅଧିଗ୍ରହଣ କରାଯାଉଛି। ନିୟୋଜିତ…
ଲାଗିଲା ମମତା ବିରୋଧୀ ପୋଷ୍ଟର
ପୁରୀ ଅଫିସ,୨୭ା୨: ନାଗରିକତ୍ୱ ସଂଶୋଧିତ ଆଇନ (ସିଏଏ)କୁ ନେଇ ସାରା ଦେଶରେ ଏବେ ବିରୋଧ ଚାଲିଛି। ବିଶେଷ କରି ଦିଲ୍ଲୀରେ ସିଏଏ ବିରୋଧୀ ହିଂସା ଉଗ୍ରରୂପ ନେଇଥିବାବେଳେ ସିଏଏ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ଛକାପଞ୍ଛା ଚାଲିଛି। ତେବେ ବୁଧବାର ପଶ୍ଚିମବଙ୍ଗ…
ଗଣଶିକ୍ଷା ମନ୍ତ୍ରୀଙ୍କ ମାଟ୍ରିକ ପରୀକ୍ଷାକେନ୍ଦ୍ର ପରିଦର୍ଶନ
ନିମାପଡ଼ା ,୨୭ା୨(ଡି.ଏନ୍.ଏ.): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ନିମାପଡ଼ା ବ୍ଲକ ଅନ୍ତର୍ଗତ ନାଗବସ୍ତ ନୋଡାଲ ଉଚ୍ଚ ବିଦ୍ୟାଳୟ ମାଟ୍ରିକ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ପରୀକ୍ଷାକେନ୍ଦ୍ରରେ ୧୮୩ ଛାତ୍ରୀଛାତ୍ର ପରୀକ୍ଷା ଦେଉଥିବା ପରୀକ୍ଷାକେନ୍ଦ୍ର ଦାୟିତ୍ୱରେ…
ଘରତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି
ବାରଙ୍ଗ,୨୭ା୨(ଡି.ଏନ.ଏ.): ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମମୁଣ୍ଡରେ ଥିବା ସିଏସ୍ଏସ୍ ହୋମ ଆପାର୍ଟମେଣ୍ଟର ୩୦୧ରୁମରୁ ମଙ୍ଗଳବାର ରାତିରେ ଘରର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି ହୋଇଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଚୋରମାନେ ଘରୁ ୧୦୦ ଗ୍ରାମର…
ମନ ମୋହିଲା ନାଟକ ରଙ୍ଗ ବଦଳେ
ପୁରୀ ଅଫିସ,୨୭ା୨: ପରିବର୍ତ୍ତିତ ସମାଜରେ ସମୟାନୁସାରେ ସବୁ କିଛି ବଦଳିଥାଏ। କିଏ ନିଜର ସ୍ବାର୍ଥ ଲାଗି ତ ଆଉ କିଏ ପରିବାର ଏବଂ କିଏ ସାମୂହିକ ଦୃଷ୍ଟିରୁ ପରିବର୍ତ୍ତିତ ହୋଇଥାନ୍ତି। ବିଭିନ୍ନ ସମୟରେ ମନୁଷ୍ୟ ନିଜର ରଙ୍ଗ ବଦଳାଇଥାଏ। ବୁଧବାର ଅନ୍ନପୂର୍ଣ୍ଣା…
ପୁରୀ ରେଳ ଷ୍ଟେଶନ ସାଜିଛି ମାନବ ଚାଲାଣର ମାଧ୍ୟମ
ପୁରୀ ଅଫିସ,୨୭ା୨: ଓଡ଼ିଶାର ଆଦିବାସୀ ଅଞ୍ଚଳଗୁଡ଼ିକରୁ ବାହାର ରାଜ୍ୟକୁ ମାନବଚାଲାଣ କରାଯାଉଛି। ଏ ନେଇ ବିଭିନ୍ନ ମହଲରେ ଉଦ୍ବେଗ ପ୍ରକାଶ ପାଉଛି। ଟ୍ରେନରେ ମାନବ ଚାଲାଣ ର଼୍ୟାକେଟ ସକ୍ରିୟ ହୋଇ ଉଠିଛନ୍ତି। ଗଞ୍ଜାମ, କନ୍ଧମାଳ, ଗଜପତି, ରାୟଗଡ଼ା ପ୍ରଭୃତି ଅଞ୍ଚଳରୁ ନାବାଳିକା,…
ପୁରୀ ସମୁଦ୍ରରେ ଡଲ୍ଫିନ୍
ପୁରୀ ଅଫିସ,୨୭ା୨: ପୁରୀ ସମୁଦ୍ରରେ ବୁଧବାର ସକାଳେ ୩ଟି ଡଲ୍ଫିନ ଦେଖାଯାଇଛନ୍ତି। ଉପକୂଳଠାରୁ ମାତ୍ର ୧୦୦ ମିଟର ମଧ୍ୟରେ ଏହି ଡଲଫିନ ଯାଉଥିବାରୁ ପର୍ଯ୍ୟଟକମାନେ ଦେଖି ବେଶ୍ ଖୁସି ହୋଇଥିଲେ। ସକାଳ ପ୍ରାୟ ୯ଟା ସମୟରେ ମଙ୍ଗଳା ମୁହାଣ ପଟୁ ୩ଟି…
ରସୁଲଗଡ଼ ଓଭରବ୍ରିଜ୍ରେ ଝୁଲିଥିଲା କଂକ୍ରିଟ୍ ଖଣ୍ଡ
ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ରସୁଲଗଡ଼ ଓଭରବ୍ରିଜ୍ରେ ଝୁଲି ରହିଥିଲା ବଡ଼ କଂକ୍ରିଟ୍ ଖଣ୍ଡ। ତଳେ ଯାତାୟାତ ଚାଲିଥିବାବେଳେ ମୁଣ୍ଡ ଉପରେ ଚାହିଁ ରହିଥିଲା ବଡ଼ ବିପଦ। ନା ଥିଲା ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ନଜର, ନା ତଦାରଖ ଦାୟିତ୍ୱରେ ଥିବା ଅଧିକାରୀଙ୍କର। ଆନ୍ଧ୍ର…
ମୁଦୁଲି ଦ୍ୱାର ଦେଇ ଭକ୍ତ ପ୍ରବେଶ
ପୁରୀ ଅଫିସ,୨୭ା୨: ଶ୍ରୀମନ୍ଦିର ଆସୁଥିବା ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ୱ ଦେଇଛନ୍ତି ସୁପ୍ରିମକୋର୍ଟ। ଦର୍ଶନାର୍ଥୀ ଯେପରି ଶାନ୍ତିଶୃଙ୍ଖଳାରେ ମହାପ୍ରଭୁଙ୍କ ଦର୍ଶନ କରିବେ ସେଥିଲାଗି ସମସ୍ତ ପ୍ରକାର ବ୍ୟବସ୍ଥା କରିବା ପାଇଁ ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି।…
୩ ସପ୍ତାହରେ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ବନ ବିଭାଗ ସଚିବଙ୍କୁ ଓଏଚ୍ଆର୍ସିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ଚନ୍ଦକା ଅଭୟାରଣ୍ୟରୁ ବାହାରି ପୁରୀ ଓ ଖୋର୍ଦ୍ଧା ଜିଲାର ଜନବସତି ଅଞ୍ଚଳରେ ଆତଙ୍କ ଖେଳାଇଥିବା ଏକ ଦନ୍ତା ହାତୀ ଆକ୍ରମଣରେ ୪ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୭ଜଣ ଆହତ ହୋଇଥିଲେ। ଏହି ଘଟଣାକୁ ନେଇ ରାଜ୍ୟ ମାନବିକ ଅଧିକାର କମିଶନ…
Archives


