୯ ଜିଲାକୁ ବ୍ୟାପିଛି କରୋନା
ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟରେ ଏବେ ୯ ଜିଲାକୁ କରୋନା ଭୂତାଣୁ ‘କୋଭିଡ୍-୧୯’ ଡେଇଁଲାଣି। ରବିବାର ସନ୍ଧ୍ୟାସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖା ୫୪ଜଣ ରହିଥିବାବେଳେ ଏମାନଙ୍କ ଘର ଖୋର୍ଦ୍ଧା, ପୁରୀ, କଟକ, ଯାଜପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି, ଭଦ୍ରକ, ଢେଙ୍କାନାଳ ଓ ସୁନ୍ଦରଗଡ଼ରେ। ତେବେ ର୍ଖୋଦ୍ଧା…
୪୦ ଡିଗ୍ରୀରେ ୧୦ ସହର, ଦୁଇଦିନ ଝଡ଼ତୋଫାନ
ଭୁବନେଶ୍ୱର,୧୩।୪(ବ୍ୟୁରୋ): ସାରା ରାଜ୍ୟରେ ଏବେ ପ୍ରବଳ ଖରା। ତାତି ସାଙ୍ଗକୁ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ରବିବାର ୧୦ ସହରରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି। ଟିଟିଲାଗଡ଼ରେ ସର୍ବାଧିକ ୪୧ଡିଗ୍ରୀ ତାପମାତ୍ରା ଥିବାବେଳେ ମାଲକାନଗିରି ଓ କଟକ ୪୦, ବୌଦ୍ଧ…
ଚାଷୀଙ୍କ ସମସ୍ୟା ଦୂର କରିବ ନୂଆ ମାର୍ଗଦର୍ଶିକା
ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଦେଶବ୍ୟାପୀ ଲକ୍ଡାଉନ ବିଭିନ୍ନ ବର୍ଗର ଲୋକଙ୍କୁ ଦୁର୍ଦ୍ଦଶା ମଧ୍ୟକୁ ଠେଲିଦେଇଛି। ଚାଷୀମାନେ ତାଙ୍କ କଷ୍ଟ ଉତ୍ପାଦିତ ପନିପରିବା ଲୋକଙ୍କ ନିକଟରେ ପହଞ୍ଚାଉଥିଲେ ମଧ୍ୟ ଉଚିତ୍ ମୂଲ୍ୟ ପାଇପାରୁ ନାହାନ୍ତି। ଏହାର ସମାଧାନ ପାଇଁ କେନ୍ଦ୍ର ସରକାରଙ୍କ ଗାଇଡ୍ଲାଇନ ଅନୁଯାୟୀ ରାଜ୍ୟ…
କରୋନା ପାଇଁ ବନ୍ଦ ହେଲା ‘ରାଜଧାନୀ ପ୍ରତିଷ୍ଠା ଦିବସ’
ଭୁବନେଶ୍ୱର,୧୨।୪(ବ୍ୟୁରୋ): ସୋମବାର ରାଜଧାନୀ ପ୍ରତିଷ୍ଠା ଦିବସ। ହେଲେ କରୋନା ଯୋଗୁ ରାଜ୍ୟବାପୀ ଲକ୍ଡାଉନ୍ ସ୍ଥିତି ଜାରି ରହିଥିବାରୁ ଏହି ଦିବସକୁ ପାଳନ ନ କରିବାକୁ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ନିଷ୍ପତ୍ତି କରିଛି। ଭବିଷ୍ୟତରେ ଏହାକୁ ଆୟୋଜନ କରାଯିବାକୁ ନିଷ୍ପତ୍ତି…
ଟ୍ବିନ୍ ସିଟିରେ ଉପଲବ୍ଧ ହେବ ‘ଓଲା’ କ୍ୟାବ୍ ସେବା, ମିଳିଲା ଲକ୍ଡାଉନ୍ ପାସ୍
ଭୁବନେଶ୍ୱର,୧୨।୪(ବ୍ୟୁରୋ): ଗୋଟିଏ ପଟେ ଲକ୍ଡାଉନ୍କୁ ନେଇ ରାଜ୍ୟର ସମସ୍ତ ଟ୍ରେନ୍ ବସ୍ ଚଳାଚଳକୁ ବାତିଲ କରାଯାଇଥିବା ବେଳେ ରବିବାର କିଛି ଓଲା ଗାଡ଼ିକୁ ପାସ୍ ଦିଆଯାଇଥିବା ସୂଚନା ମିଳିଛି। ଲକ୍ଡାଉନ୍ରେ କେବଳ ଟ୍ବିନ୍ ସିଟିରେ ଚଳାଚଳ ଲାଗି ଏହି ପାସ ଦିଆଯାଇଛି।…
ନନ୍ଦନକାନନରେ ନୂଆ ଅତିଥି: ଜନ୍ମ ନେଲେ ୭ ମାଣ୍ଡାରିନ ବତକ ଶାବକ
ବାରଙ୍ଗ,୧୨।୪(ଡି.ଏନ୍.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷଣ ସାଜିଥିବା ପାଦଚଲା ବିହଙ୍ଗ ସରଣୀରେ ରବିବାରଦିନ ଏକ ମାଇ ମାଣ୍ଡାରିନ ବତକ ଦେଇଥିବା ଅଣ୍ଡାଫୁଟି ୭ଟି ଛୁଆ ବାହାରିଛି। ଫଳରେ ଚିଡ଼ିଆଖାନାରେ ଏମାନଙ୍କ ସଂଖ୍ୟା ବୃ୍ଦ୍ଧିପାଇ ୧୮ରେ ପହଞ୍ଚିଛି। ବିଶେଷକରି ଜାପାନ, ଚାଇନା ତଥା ପୁର୍ବ…
ଗଞ୍ଜାମରେ ହେବ ନାହିଁ ମେରୁଯାତ୍ରା: ଜିଲାପାଳ
ଛତ୍ରପୁର, ୧୨।୪(ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ ସୋମବାର ହେବାକୁ ଥିବା ମେରୁ ଯାତ୍ରା ହେବ ନାହିଁ। ଏନେଇ ରବିବାର ଜ଼ିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି। ଏହି ଅବସରରେ ମେରୁ ଯାତ୍ରାକୁ ନେଇ ସେ ଗଞ୍ଜାମବାସୀଙ୍କୁ ଜ଼ିଲାପାଳ ଶୁଭେଚ୍ଛା…
ଅମାନିଆଙ୍କୁ ରାସ୍ତାରେ ଆଣ୍ଠେଇଲେ ବାହାନଗା ତହସିଲଦାର
ବାହାନଗା, ୧୨।୪(ଡି.ଏନ.ଏ.): କରୋନା ମୁକାବିଲା ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଲକ୍ଡାଉନ୍ ହେତୁ ଘରେ ରହିବା ଏବଂ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ଲାଗି ବାଇକ୍ର ବ୍ୟବହାର ଉପରେ ରୋକ ଲଗାଯାଇଛି। ଅନେକ ସ୍ଥାନରେ ଏଥିନେଇ ଜରିମାନା…
ସୋମବାର ଝାରସୁଗୁଡ଼ା ଆସିବେ ଡିଜିପି
ଝାରସୁଗୁଡା ଅଫିସ,୧୨।୪- ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ( ଡିଜିପି) ଅଭୟ ସୋମବାର ଝାରସୁଗୁଡା ଜିଲା ଗସ୍ତରେ ଆସିବେ। ଏ ନେଇ ଝାରସୁଗୁଡା ଜିଲା ଆରକ୍ଷୀ ଅଧିକ୍ଷକ ଅଶ୍ୱିନୀ କୁମାର ମହାନ୍ତି ରବିବାର ସୂଚନା ଦେଇଛନ୍ତି। ଏହି ଗସ୍ତ କାଳରେ ଅପରାହ୍ନ ୨ଟା ୩୦ରୁ…
ଭୁବନେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ: ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୪ ଛୁଇଁଲା; ୭ ସୁସ୍ଥ, ଜଣେ ମୃତ
ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି। ତେବେ ଶନିବାର ୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲା। ସେମାନଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱରର ହୋଇଥିବା ବେଳେ ୨ଜଣ ସୁନ୍ଦରଗଡ଼ ଏବଂ ଜଣେ କେନ୍ଦ୍ରାପଡ଼ାର ଅଛନ୍ତି। ଏନେଇ ରବିବାର ରାଜ୍ୟ ସୂଚନା…
ଦୁର୍ଦ୍ଦିନରେ ଗଞ୍ଜାମର କିଆ ଫୁଲ ଚାଷୀ: ଗଛରେ ନଷ୍ଟ ହେଉଛି ଫୁଲ, ଜିଲାପାଳ ଦୃଷ୍ଟି ଦେବାକୁ ଦାବି
ଛତ୍ରପୁର, ୧୨।୪(ଡି.ଏନ୍.ଏ.)- ବିଶ୍ୱ ବିଖ୍ୟାତ ଗଞ୍ଜାମ ଜ଼ିଲାର କିଆ ଶିଳ୍ପ କରୋନା ପରିପ୍ରେକ୍ଷୀରେ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଚାଷୀମାନେ ଗଛରୁ କିଆ ଫୁଲ ତୋଳିପାରୁନାହାନ୍ତି। ଫଳରେ ଏହା ଗଛରେ ହିଁ ନଷ୍ଟ ହେଉଛି। ଏହାକୁ ନେଇ କିଆ ଫୁଲ ଚାଷୀ ଏକ…
କେନ୍ଦ୍ରାପଡ଼ାରେ ଦ୍ୱିତୀୟ କରୋନା ପଜିଟିଭ୍ ଚିହ୍ନଟ: ରାଜନଗର ଅଞ୍ଚଳର ଦୁଇ ଗ୍ରାମକୁ ସିଲ୍ କଲା ପ୍ରଶାସନ, ସଂଗରୋଧ ଗୃହରେ ଆକ୍ରାନ୍ତଙ୍କ ପରିବାରର ସଦସ୍ୟ
କେନ୍ଦ୍ରାପଡା ଅଫିସ/ ରାଜନଗର (ଡି.ଏନ୍.ଏ.), ୧୨।୪: କେନ୍ଦ୍ରାପଡା ଜିଲାର ଦ୍ୱିତୀୟ କରୋନା ପଜିଟିଭ୍ ଶନିବାର ଚିହ୍ନଟ ହୋଇଛନ୍ତି। ରାଜନଗର ଅଞ୍ଚଳର ଏହି ମହିଳାଙ୍କୁ ଜିଲା ପ୍ରଶାସନ ସହାୟତାରେ କଟକର କୋଭିଡ ହସ୍ପିଟାଲକୁ ଚିକିତ୍ସା ପାଇଁ ପଠାଯାଇଛି। ଆକ୍ରାନ୍ତଙ୍କ ପରିବାର ସଦସ୍ୟଙ୍କ ରକ୍ତ,…
Archives


