ପ୍ରେମିକଙ୍କ ବିବାହ ଅନ୍ୟତ୍ର ଠିକ ହେବାକୁ ନେଇ ପ୍ରେମିକାଙ୍କ ଷଡଯନ୍ତ୍ର: ଘର ନିକଟକୁ ଡାକି କଲେ ଏସିଡ୍ ମାଡ
କଟକ ଅଫିସ,୨୭।୧୧- ଜଗତପୁର ଥାନା ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ପ୍ରେମରେ ବିଫଳ ହେବା ପରେ ପ୍ରେମିକା ପ୍ରତିଶୋଧ ପରାୟଣ ହୋଇ ପ୍ରେମିକଙ୍କ ମୁହଁରେ ଏସିଡ୍ ପକାଇଛନ୍ତି । ଏଥିରେ ଯୁବକଜଣଙ୍କ ଗୁରୁତର...
ପଦାଧିକାରୀ ହେଲେ ହେଁ ଜୀବନଯାପନ ସାଧାରଣ: ପନିପରିବା ଚାଷ କରନ୍ତି ଛେଣ୍ଡିପଦା ବିଡିଓ
ଛେଣ୍ଡିପଦା,୨୭।୧୧(ସ୍ବ.ପ୍ର.): ଅଧିକାରୀମାନେ ପଦପଦବୀ ମଣ୍ଡନ କରିବା ପରେ ସେମାନଙ୍କର ପ୍ରାୟ ଅଧିକାଂଶ କାର୍ଯ୍ୟ ଅର୍ଡର୍ଲିମାନେ କରିଥାନ୍ତି। ଯେମିତିକି ବଜାରରୁ ପରିବା ଆଣିବା, ଗ୍ରୋସରି ଆଣିବା, ବଗିଚାରେ ପାଣି ଦେବା, ଫୁଲଗଛ ଲଗାଇବା, ବଗିଚାର ଯତ୍ନ ନେବା ଇତ୍ୟାଦି। ହେଲେ ଏହିଭଳି...
ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଠିକା କର୍ମଚାରୀଙ୍କ ଧାରଣା: ପୁରୀ ମେଡିକାଲରେ ଅଚଳାବସ୍ଥା ଜାରି
ପୁରୀ ଅଫିସ,୨୭।୧୧: ୮ ମାସର ବକେୟା ଦରମା ପ୍ରଦାନ ଦାବିରେ ମେଡିକାଲ ଠିକା କର୍ମଚାରୀ ସଂଘ ପକ୍ଷରୁ ବୁଧବାର ମେଡିକାଲ ପରିସରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ତଳେ ଅନିଦ୍ଧିଷ୍ଟ କାଳ ପାଇଁ ଧାରଣା ଦିଆଯାଇଛି। ଦାବି ପୂରଣ ନ ହେବା...
ଗଞ୍ଜାମ ବସ୍ ବନ୍ଦ: ୫ ରୁ୍ଟ୍ରେ ଯାତ୍ରୀଙ୍କ ପାଇଁ ପ୍ରଶାସନର ସ୍ବତନ୍ତ୍ର ବସ୍
ବ୍ରହ୍ମପୁର ଅଫିସ, ୨୭।୧୧-ହଲଦିଆପଦର ବସଷ୍ଟାଣ୍ଡରୁ ଘରୋଇ ବସ୍ ଚଳାଚଳ ନେଇ ବିଡିଏର ନୋଟିସକୁ ବିରୋଧ କରି ବସ୍ ମାଲିକ ସଂଘ ବନ୍ଦ ଡାକରା ଦେଇଥିବାବେଳେ ପ୍ରଶାସନ ଏହାର ମୁକାବିଲା ତଥା ଯାତ୍ରୀଙ୍କ ସୁବିଧା ପାଇଁ ସୱତନ୍ତ୍ର ବସ୍ର ବ୍ୟବସ୍ଥା କରିଛି।...
ଦ୍ୱିତୀୟ ଦିନରେ ଘରୋଇ ବସ ମାଲିକ ସଂଘର ବନ୍ଦ ପାଳନ: ହନ୍ତସନ୍ତ ଯାତ୍ରୀ
ବ୍ରହ୍ମପୁର ଅଫିସ,୨୭।୧୧-ହଲାଦିଆପଦରରୁ ଘରୋଇବସ ଚଳାଚଳ ନେଇ ବିଡିଏର ନୋଟିସକୁ ବିରୋଧ କରି ଗଞ୍ଜାମ ଜିଲା ଘରୋଇ ବସ ମାଲିକ ସଂଘର ବନ୍ଦ ଡାକରା ବୁଧବାର ଦିତୀୟ ଦିନରେ ପହଞ୍ଚିଛି। ବସ୍ ବନ୍ଦ ଯୋଗୁ ଯାତ୍ରୀମାନଙ୍କୁ ନାହିଁ ନ ଥିବା ଅସୁବିଧାର...
ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧାଙ୍କ ଜୀବନ
ରଣପୁର, ୨୭।୧୧(ସ୍ବ.ପ୍ର): ନୟାଗଡ ଜିଲା ରଣପୁର ବ୍ଲକ ଚାନ୍ଦପୁର ଥାନା କେରଣ୍ଡାଟାଙ୍ଗିି ପଞ୍ଚାୟତ ମୁକ୍ତାପୁର ପାତାଳେଶ୍ୱର ମନ୍ଦିର ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ଟାଙ୍ଗି ଥାନା ଭଜାଗଡ ଗାଁର...
ତଦନ୍ତକୁ ଦିଗହରା କରିବାକୁ ବି.କେ.ଙ୍କୁ ହଟାଗଲା: ଭାଜପା
ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ରାଜ୍ୟରେ ବଳାତ୍କାର ବଢ଼ିବାରେ ଲାଗିଛି। ଚଳିତବର୍ଷ ପ୍ରଥମ ୬ ମାସ ମଧ୍ୟରେ ମୋଟ ୧୧୪୯ ଜଣ ବଳାତ୍କାରର ଶିକାର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦୪ ଜଣ ନାବାଳିକା ଅଛନ୍ତି ବୋଲି ଭାଜପା ଅଭିଯୋଗ କରିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟ ଠାରେ...
ସ୍ବାଇନ ଫ୍ଲୁ ରୋଗୀ ଚିହ୍ନଟ
ନିମାପଡ଼ା,୨୭-୧୧(ଡି.ଏନ୍.ଏ.):ନିମାପଡ଼ା ଏନ୍ଏସି ଅନ୍ତର୍ଗତ ୧୧ନଂ. ଓ୍ବାର୍ଡ ଅଞ୍ଚଳରେ ମଙ୍ଗଳବାର ଜଣେ ମହିଳା ସ୍ବାଇନ ଫ୍ଲୁ ରୋଗୀ ଚିହ୍ନଟ ହୋଇଥିବା ଜଣାପଡିଛି। ସେ ଏବେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ତାଙ୍କ ପୁଅ ଓ କେତେଜଣ ଗ୍ରାମବାସୀ କହିଛନ୍ତି।...
ନୂଆ ମୋଟର ଯାନ ଆଇନ:ଶେଷ ବେଳକୁ ଆର୍ଟିଓରେ ଅସମ୍ଭାଳ ଭିଡ଼
ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ରାଜ୍ୟ ସରକାର ଦେଇଥିବା ୩ ମାସର ଡେଡ୍ ଲାଇନ୍ ଆଉ ୪ଦିନରେ ସରୁଛି। ନୂଆ ମୋଟର ଯାନ ଆଇନକୁ କଡାକଡ଼ି ପାଳନ କରିବାକୁ ଟ୍ରାଫିକ ପୋଲିସ ଓ ଆର୍ଟିଓ ପୂରା ପ୍ରସ୍ତୁତ ରହିଛି। ହେଲେ ଏବେବି ବହୁ ଗାଡ଼ି ଚାଳକ...
‘ମୋ ସାଇକେଲ’କୁ ବର୍ଷେ ପୂରିଲା
ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):‘ମୋ ସାଇକେଲ’ ସେବାକୁ ବର୍ଷେ ପୂରିଛି। ଏହି ପରିପ୍ରେକ୍ଷୀରେ କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ପକ୍ଷରୁ ମଙ୍ଗଳବାର କ୍ରୁଟ କାର୍ଯ୍ୟାଳୟରୁ ରୋଟାରୀ ଭବନ ଯାଏ ଏକ ସାଇକ୍ଲୋଥନ୍ କରାଯିବା ସହ ୬ଜଣ ମୋ ସାଇକେଲ ଚାଳକଙ୍କୁ ସମ୍ବର୍ଦ୍ଧିତ...
ରାଜ୍ୟରେ ଗବେଷଣା ସଂସ୍କୃତି ପ୍ରତିଷ୍ଠା କରିବ ଉତ୍କଳ ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ୍ ଜୁବିଲି ସମାରୋହର ମଙ୍ଗଳବାର ଥିଲା ଚତୁର୍ଥ ଦିବସ। ଏହି ଅବସରରେ ଆଞ୍ଚଳିକ ଗବେଷଣା ହବ୍ ଆନୁକୂଲ୍ୟରେ ପରିଜା ପାଠାଗାରଠାରେ ଗବେଷଣାରତ ଛାତ୍ରୀଛାତ୍ରଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ସୌମେନ୍ଦ୍ର ମୋହନ ପଟ୍ଟନାୟକ...
ଭୁବନେଶ୍ୱରରେ ଖୋଲିବ ସୋସିଆଲ ମିଡିଆ ମନିଟରିଂ ସେଲ୍
ଭୁବନେଶ୍ୱର,୨୭-୧୧(ବ୍ୟୁରୋ)/କଟକ(ଅଫିସ):ବଢ଼ି ଚାଲିଥିବା ସାଇବର ଅପରାଧ ଏବେ ପୋଲିସର ଚିନ୍ତା ବଢ଼ାଇଛି। ତେଣୁ ଖୁବ୍ଶୀଘ୍ର ଭୁବନେଶ୍ୱରରେ ସୋସିଆଲ ମିଡିଆ ମନିଂଟରିଂ ସେଲ୍ ଖୋଲିବାକୁ ଯାଉଛି। ସାରା ରାଜ୍ୟର ସୋସିଆଲ ମିଡିଆ ଉପରେ ଏହା ନଜର ରଖିବ। କୌଣସି ଗୁଜବ ଓ ଅନ୍ୟ...
Archives


