ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ପ୍ରଶାସନ: ପୁଣି ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର
ବାରିପଦା ଅଫିସ,୨୬ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଦୀର୍ଘ ଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ଏଠାରେ ସମନ୍ବିତ ବିଏଡ, ଏମଏଡ ପାଠ୍ୟକ୍ରମରେ ଅଧ୍ୟୟନ କରଥିବା ଛାତ୍ରୀଛାତ୍ରମାନଙ୍କୁ କେବଳ ଏମଏଡ ପାଠ୍ୟକ୍ରମ ଦ୍ୱିତୀୟ ପରୀକ୍ଷା...
୨୬/୧୧ ଆକ୍ରମଣକୁ ପୂରିଲା ୧୧ ବର୍ଷ: ବାଲୁକାକଳାରେ ଶହୀଦଙ୍କୁ ମନେପକାଇଲେ ସୁଦର୍ଶନ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ୨୦୦୮ ନଭେମ୍ବର ୨୬ରେ ବମ୍ବେରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣାକୁ ଆଜି ପୂରିଛି ୧୧ବର୍ଷ। ଏହି ଅବସରରେ ହିରୋମାନଙ୍କୁ ମନେପକାଇ ବାଲୁକାଶିଳ୍ପୀ ସୁଦର୍ଶନ ପୁରୀ ବେଳାଭୂମିରେ ଏକ ବାର୍ତ୍ତା ଦେଇଛନ୍ତି। ୨୬/୧୧ ଆକ୍ରମଣ ଅଭୂଲା ବୋଲି ସେ କହିବା...
ବାଲୁକାକଳାରେ ଦେଶବାସୀଙ୍କୁ ସମ୍ବିଧାନ ଦିବସର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ଆଜି ୭୦ତମ ସମ୍ବିଧାନ ଦିବସ। ଏହି ଅବସରରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ବାଲୁକାକଳା କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସ୍ବତନ୍ତ୍ରତା,ସମାନତା ଏବଂ ଭାତୃତ୍ୱ ସମ୍ବିଧାନର ତିନୋଟି ସ୍ତମ୍ଭ ବୋଲି ସେ ଅବିହୀତ କରିଛନ୍ତି। ପ୍ରକାଶଯୋଗ୍ୟ,...
୧୦୦ କୋଟି ତ ପଛ କଥା, ୧୦୦ ଟଙ୍କାର ପ୍ରମାଣ ଦେଲେ ରାଜନୀତି ଛାଡ଼ିଦେବି: ମହାରଥୀ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ ୧୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସରକାରୀ ଜମିକୁ ହଡ଼ପ କରିଥିବା ଭାଜପା ଅଭିଯୋଗ କରିବାକୁ ନେଇ ମନ୍ତ୍ରୀ ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। ସେ ଏହାକୁ ଖଣ୍ଡନ କରିବା...
ବିଧାନସଭାରେ ମହାନଦୀ ପ୍ରସଙ୍ଗ ଉଠାଇଲେ ନରସିଂହ: କହିବାକୁ ନ ଦେବାରୁ ବିରୋଧୀଙ୍କ ହଟ୍ଟଗୋଳ, ବୁଧବାର ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ମହାନଦୀ ଜଳବିବାଦ ପ୍ରସଙ୍ଗ ଶାନ୍ତ ପଡ଼ିବା ନେଇ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ମଙ୍ଗଳବାର ବିଧାନସଭା ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ନରସିଂହ କହିଛନ୍ତି ଯେ, ଗତ ନିର୍ବାଚନ ପରେ...
ଜଗତସିଂହପୁର ଦଳିତ ଯୁବତୀ ଆତ୍ମହତ୍ୟା ପ୍ରସଙ୍ଗ: ଆପତ୍ତିଜନକ ଫଟୋ ଓ ପ୍ରମାଣ ପତ୍ର ଜବତ କଲା ପୋଲିସ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ):ଜଗତସିଂହପୁର ଜିଲାରେ ଦଳିତ ଯୁବତୀ ଆତ୍ମହତ୍ୟାକୁ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିବୃତି ରଖିଛନ୍ତି। ଶୂନ୍ୟକାଳ ଆରମ୍ଭ ହେବାମାତ୍ରେ ମନ୍ତ୍ରୀ ଗୃହକୁ ସୂଚନା ଦେଇ କହିଛନ୍ତି ଯେ, ଜଗତସିଂହପୁର ଜିଲାର ନୂଆଗାଁ ଥାନା ଅଧୀନ ତେନ୍ତୁଇ ଗ୍ରାମରେ ଜଣେ...
ବିଧାନସଭା ବନ୍ଦ ଆଶଙ୍କା କରି ସ୍ପଷ୍ଟୀକରଣ ଲୋଡିଲେ ବିରୋଧୀ ଦଳର ନେତା
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ନଭେମ୍ବର ୧୩ ତାରିଖରୁ ଷୋଡଶ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଛି। ଇତିମଧ୍ୟରେ ଗୃହରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍ ମଧ୍ୟ ଗୃହିତ ହୋଇସାରିଛି। ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ଚଳିତ ଅଧିବେଶନକୁ ସରକାର ବନ୍ଦ...
ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାକୁ ନେଇ ଗୃହରେ ଉଦ୍ବେଗ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା(ପିଏମଜିଏସଓ୍ବାଇ) ରାସ୍ତା ନିର୍ମାଣକୁ ନେଇ ମଙ୍ଗଳବାର ବିଧାନସଭାରେ ଉଦ୍ବେଗ ପ୍ରକାଶ ପାଇଛି। ରାଜସ୍ବ ଗ୍ରାମକୁ ହିସାବକୁ ନିଆଯାଇଥିବାରୁ ଅନେକ ବଡ ବଡ ଗ୍ରାମକୁ ମଧ୍ୟ ଉକ୍ତ ଯୋଜନାରେ ରାସ୍ତା ନିର୍ମାଣ ହୋଇପାରୁନାହିଁ। ଜନସାଧାରଣ ଯିବା...
ଆଶୀର୍ବାଦଙ୍କୁ ମିଳିଲା ଜାମିନ
କଟକ ଅଫିସ, ୨୬।୧୧: ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ମଙ୍ଗଳବାର ହାଇକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ଦେଢ଼ ଲକ୍ଷ ଟଙ୍କାର ଦୁଇ ଜାମିନଦାରଙ୍କ ବଦଳରେ ତାଙ୍କୁ ଜାମିନ ମିଳିଛି। ତାଙ୍କର ପାସ୍ପୋର୍ଟକୁ ସରେଣ୍ଡର କରିବାକୁ କୋର୍ଟ...
ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ
ପୁରୀ ଅଫିସ, ୨୬ା୧୧: ବାରମ୍ବାର ସୋସିଆଲ ମିଡିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଫଟୋ। ବିଭିନ୍ନ ସମୟରେ ଭକ୍ତମାନେ ମନ୍ଦିରର ବିଭିନ୍ନ ସ୍ଥାନରେ ସେଲ୍ଫି ନେଇ ଓ ଫଟୋ ଉଠାଇ ଏହାକୁ ସୋସିଆଲ ମିଡିଆରେ ପୋଷ୍ଟ କରୁଛନ୍ତି। ବେଳେ ବେଳେ...
ମାହାଙ୍ଗାରେ ଫନୀ କେଳେଙ୍କାରୀ ଜଣଙ୍କ ଆକାଉଣ୍ଟକୁ ଦୁଇଥର ୯୫ହଜାର
କଟକ ଅଫିସ/ମାହାଙ୍ଗା(ସ୍ବପ୍ର), ୨୬ା୧୧: କଟକ ଜିଲାରେ ଆବାସ ଦୁର୍ନୀତିକୁ ନେଇ ହୋହଲ୍ଲା ଚାଲିଥିବାବେଳେ ଏବେ ଫନୀ ସହାୟତାକୁ ନେଇ ବଡ଼ଧରଣର ଦୁର୍ନୀତି ମାହାଙ୍ଗା ତହସିଲରେ ଘଟିଛି। ଜଣେ ହିତାଧିକାରୀଙ୍କ ଆକାଉଣ୍ଟକୁ ଫନୀ ଘରଭଙ୍ଗା ସହାୟତା ବାବଦରେ ଦୁଇଥର ୯୫ହଜାର ଲେଖାଏ ଟଙ୍କା...
ଦାବି ପୂରଣ ପାଇଁ ଭିନ୍ନ ପନ୍ଥା ଆପଣାଇଲେ:ଗଛରେ ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଗାଁସାଥୀ
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ) : ଉତ୍କଳ ବିଶ୍ୱଦ୍ୟାଳୟର ପରିଜା ଲାଇବ୍ରେରୀ ଛାତ ଉପରୁ ଜଣେ ଯୁବକ ଆତ୍ମହତ୍ୟା ଧମକ ଦେବା ଘଟଣା ମନରୁ ନ ଲିଭୁଣୁ ସୋମବାର ଆଉଏକ ଘଟଣା ଲୋୟର ପିଏମ୍ଜିରେ ଦେଖିବାକୁ ମିଳିଥିଲା। ଆନ୍ଦୋଳନରେ ସାମିଲ୍ ହୋଇଥିବା ଜଣେ ଗାଁସାଥୀ...
Archives


