ଶିକ୍ଷକଙ୍କ ନିଆରା ପ୍ରୟାସ: ଚିତ୍ରକଳାରେ ଦେଲେ କରୋନା ସଚେତନତା ବାର୍ତ୍ତା
ବରଗଡ଼ ଅଫିସ୍,୧୧।୪: କରୋନା(କୋଭିଡ୍-୧୯) ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଛି । ଏହାକୁ ଦମନ କରିବା ପାଇଁ ଠୋସ୍ ଔଷଧ ଏପର୍ଯ୍ୟନ୍ତ ବାହାରି ପାରି ନ ଥିବାବେଳେ ସଚେତନତା, ସତର୍କତା ହିଁ ଏକମାତ୍ର ମାଧ୍ୟମ ହୋଇଛି। ଏଥିପାଇଁ ଦେଶବ୍ୟାପୀ…
ଶିତଳାପଲିରେ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ନେଇ ଗଞ୍ଜାମ ପ୍ରଶାସନକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର, ୧୧।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶିତଳାପଲିଠାରେ ଥିବା ଟାଟା ହସ୍ପିଟାଲକୁ କୋଭିଡ ହସ୍ପିଟାଲରେ ପରିଣତ କରାଯାଇଛି। ଗତ ଶୁକ୍ରବାରଠାରୁ ଏହା କାର୍ଯ୍ୟକ୍ଷମ ହୋଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟକରି ଗଞ୍ଜାମ ଜିଲା ପ୍ରଶାସନର ପ୍ରଶଂସା କରିଛନ୍ତି। କରୋନା ସଂକ୍ରମିତଙ୍କ…
କରୋନା ମୁକାବିଲା ଚିନ୍ତା: ଦାରିଙ୍ଗବାଡ଼ି ପୋଲିସକୁ ସହଯୋଗ କରିବେ ସ୍ବେଚ୍ଛାସେବୀ
ଦାରିଙ୍ଗବାଡ଼ି,୧୧।୪(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ କରୋନା ଭୁତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଏଥିପାଇଁ ବିଭିନ୍ନ ସ୍ଥାନରେ ପୋଲିସ ସିମା ସିଲ୍ କରିବା ସହ ଦିନରାତି ପାଟ୍ରୋଲିଂ କରୁଛି। ଦାରିଙ୍ଗବାଡ଼ି ଚାରିଛକ ସମେତ…
ଗଞ୍ଜାମ ପ୍ରଶାସନର ଅଭିନବ ପଦକ୍ଷେପ: ‘କରୋନା ଯୋଦ୍ଧା ଆମର ହିରୋ’ ପେଣ୍ଟିଂ ପ୍ରତିଯୋଗିତା, ଭାଗନେଇ ଜିତିପାରିବେ ଆର୍ଥିକ ପୁରସ୍କାର
ଛତ୍ରପୁର, ୧୧।୪(ଡି.ଏନ୍.ଏ.)- କରୋନା ଭୁତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମରେ ଲକ୍ ଡାଉନ୍ ଓ ଆଂଶିକ ସଟ୍ ଡାଉନ୍ ଜାରି ରହିଛି। ଏହାକୁ ନେଇ ସମସ୍ତ ଜିଲାବାସୀ ଘରେ ରହୁଛନ୍ତି। ଏହି ସମୟର ଉଚିତ ବ୍ୟବହାର ପାଇଁ ତଥା ଛାତ୍ରୀଛାତ୍ରଙ୍କୁ…
‘ମୋ ବସ୍’ର ସାହାରା ନେଲା ବିଏମ୍ସି: ରାଜଧାନୀର ସିଲ୍ ଅଞ୍ଚଳରେ ଯୋଗାଇବ ଅତ୍ୟାବଶ୍ୟକ ସାମଗ୍ରୀ
ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜଧାନୀର ସିଲ୍ ହୋଇଥିବା ଅଞ୍ଚଳରେ ବିଏମ୍ସି ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ବଣ୍ଟନ କରାଯାଉଛି। ଶନିବାରଠାରୁ ମୋ ବସ୍ରେ ଏହି ସାମଗ୍ରୀ ଅଣାଯିବା ନେଇ ସ୍ଥିର ହୋଇଛି। ପ୍ରତି ସିଲ୍ ଅଞ୍ଚଳକୁ ଦିନକୁ ୨ ଥର ସକାଳେ ଓ ସନ୍ଧ୍ୟାରେ ମୋ…
ଗଞ୍ଜାମରେ ଘରକୁ ଘର ବୁଲି ଯାଞ୍ଚ ପ୍ରକ୍ରିୟା ଜାରି: ତୃତୀୟ ଦିନରେ ଜିଲାପାଳଙ୍କ ପରିବାରର ଯାଞ୍ଚ କଲା ଟିମ୍, ଦୁଇଦିନରେ ୩,୭୫୯ଜଣ ସାମାନ୍ୟ ଥଣ୍ଡା ଆକ୍ରାନ୍ତ ଚିହ୍ନଟ
ଛତ୍ରପୁର, ୧୧।୪(ଡି.ଏନ୍.ଏ.)- ଗଞ୍ଜାମ ଜ଼ିଲାରେ ଘରକୁ ଘର ଯାଇ ଲୋକମାନଙ୍କ ସ୍ବାସ୍ଥ୍ୟ ଯାଞ୍ଚ ସହ ସେମାନଙ୍କ ତଥ୍ୟ ସଂଗ୍ରହ କରାଯାଉଛି। ଏନେଇ ଗଠିତ ଟିମ୍ ଶନିବାର ଏହାର ୩ ଦିନରେ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ବାସଭବନକୁ ଯାଇ ତାଙ୍କ ପରିବାରର…
ଲକ୍ଡାଉନ୍ ଯୋଗୁ ଟଙ୍କା ଉଠାଣରେ ଉପୁଜୁଥିଲା ସମସ୍ୟା, ଚୈାଦ୍ୱାରରେ ଆରମ୍ଭ ହେଲା ଭ୍ରାମ୍ୟମାଣ ଏଟିଏମ୍ ସେବା
ଚୌଦ୍ୱାର,୧୧ା୪(ଡି.ଏନ୍.ଏ.): କରୋନା ଭୟାବହତାକୁ ନଜରରେ ରଖି ସାରା ଦେଶ ତଥା ରାଜ୍ୟକୁ ଲକ୍ଡାଉନ୍ ଘୋଷଣା କରାଯାଇଛି। ଲକ୍ଡାଉନରେ ସହାରାଞ୍ଚଳଠୁ ଆରମ୍ଭ କରି ଗ୍ରାମାଞ୍ଚଳ ଲୋକେ ପ୍ରଭାବିତ ହୋଇଛନ୍ତି। ବିଶେଷ କରି ଗ୍ରାମାଞ୍ଚଳରେ ବସବାସ କରୁଥିବା ଲୋକମାନେ ନିଜ ଜମାରାଶି ଉଠାଣ କରିବାରେ…
ବିଶୋଧୀକରଣ ହେଲା ଶ୍ରୀମନ୍ଦିର ଚତୁଃପାର୍ଶ୍ୱ
ପୁରୀ ଅଫିସ,୧୧।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିିଭନ୍ନ ପ୍ରକାର ପଦକ୍ଷେପ ନିଆଯାଉଛି। କିପରି ଏହି ମାରାତ୍ମକ ଭୂତାଣୁ ନ ବ୍ୟାପିବ ସେଥିଲାଗି ବିଶୋଧୀକରଣ ଉପରେ ଗୁରୁତ୍ୱ ଦେଉଛି ପ୍ରଶାସନ। ଶନିବାର ଶ୍ରୀମନ୍ଦିର ଚତୁଃପାର୍ଶ୍ୱ, ସିଂହଦ୍ୱାର…
ପୁରୀରେ ପହଞ୍ଚିଲା ୫ମ ପର୍ଯ୍ୟାୟ ରଥକାଠ
ପୁରୀ ଅଫିସ,୧୧।୪: ଆସନ୍ତା ଜୁନ୍ ୨୩ରେ ରଥଯାତ୍ରା। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ୩ରଥ ନିର୍ମାଣ ଲାଗି ଶନିବାର ପୁରୀରେ ପହଞ୍ଚିଛି ୫ମ ପର୍ଯ୍ୟାୟ ରଥକାଠ। ନୟାଗଡ଼ ବନଖଣ୍ଡ ଦଶପଲ୍ଲା ରେଞ୍ଜ୍ରୁ ୨ଟି ଟ୍ରକ ଯୋଗେ ୪୨ଖଣ୍ଡ…
ଭଦ୍ରକର ଦୁଇ ଲକ୍ଷ ଉଜ୍ଜଳା ପରିବାରକୁ ମିଳିବ ମାଗଣା ଗ୍ୟାସ, ବିତରକ କର୍ମଚାରୀଙ୍କୁ ୫ ଲକ୍ଷର ବୀମା
ଭଦ୍ରକ ଅଫିସ, ୧୧।୪ – କରୋନା ମୁକାବିଲା ପାଇଁ ଭଦ୍ରକ ଜିଲାରେ ୨,୦୯,୦୦୦ ପରିବାରକୁ ମାସିକ ଗୋଟିଏ କରି ତିନୋଟି ଏଲ୍ପିଜିର ଦାମ୍ ସରକାରଙ୍କ ପକ୍ଷରୁ ମିଳିବ। ଅର୍ଥାତ ଏହି ହିତାଧିକାରୀଙ୍କୁ ମାଗଣାରେ ଗ୍ୟାସ ମିଳିବ। ଏପ୍ରିଲ, ଜୁନ ଓ ମେ…
ଭୁବନେଶ୍ୱରର ୫ଟି ସ୍କୁଲରେ ସ୍ବାବ୍ ନମୂନା ସଂଗ୍ରହ ଆରମ୍ଭ
ଭୁବନେଶ୍ୱର,୧୧।୪(ବ୍ୟୁରୋ): କରୋନା (କୋଭିଡ-୧୯) ଟେଷ୍ଟ ପାଇଁ ଶନିବାରଠାରୁ ଭୁବନେଶ୍ୱରର ବିଭିନ୍ନ ସ୍କୁଲରେ ଆରମ୍ଭ ହୋଇଛି ସ୍ବାବ୍ ନମୁନା ସଂଗ୍ରହ ପ୍ରକ୍ରିୟା। ରାଜଧାନୀର ୫ଟି ସ୍କୁଲରେ ମେଡିକାଲ ଟିମ୍ ସନ୍ଦିଗ୍ଧଙ୍କ ଠାରୁ ନମୁନା ସଂଗ୍ରହ କରୁଛନ୍ତି। ସକାଳ ୯ଟାରୁ ମଧ୍ୟାହ୍ନ ୧୨ ଓ…
ଭାସ୍କର୍ଯ୍ୟ ମାଧ୍ୟମରେ ସଚେତନତା ବାର୍ତ୍ତା
କଟକ ଅଫିସ,୧୧ା୪: କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ମୁଖ୍ୟ ଅସ୍ତ୍ର ହେଉଛି ସାମାଜିକ ଦୂରତ୍ୱ। ଲୋକେ ଅନେକ ସମୟରେ ସାମାଜିକ ଦୂରତ୍ୱକୁ ମାନୁନାହାନ୍ତି। ଫଳରେ କରୋନା ଭୂତାଣୁ ସଂକ୍ରମଣର ଆଶଙ୍କା ରହୁଛି। ଲୋକଙ୍କୁ ସଚେତନ କରିବା ପାଇଁ ଅଭିନବ…
Archives


