ରାଜ୍ୟ

ବାଚସ୍ପତିଙ୍କ ରୁଲିଂ ଦାବି କଲେ ବିରୋଧୀ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଜଗତସିଂହପୁର ଜିଲା ନୂଆଗାଁ ଅଞ୍ଚଳର ଏକ ଗ୍ରାମରେ ଜଣେ ଅନୁସୂଚିତ ଜାତି ଝିଅକୁ ଗଣବଳାତ୍କାର ହୋଇଥିବା ଖବର ଚର୍ଚ୍ଚାର କାରଣ ହୋଇଛି। ସୋମବାର ଏହାକୁ ନେଇ ବିରୋଧୀ ବିଧାନସଭାରେ ହଙ୍ଗାମା କରିଛନ୍ତି। କଂଗ୍ରେସ ବିଧାୟକ ଦଳର ନେତା...

ଦୁର୍ଦ୍ଦାନ୍ତ ଅପରାଧୀ ଶିବା ଏନକାଉଣ୍ଟରରେ ଆହତ

ରାୟଗଡ଼ା ଅଫିସ, ୨୫।୧୧: ହାଡ଼ପା ଶିବା ନାମକ ଜଣେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ରାୟଗଡ଼ା ପୋଲିସ ରବିବାର ରାତିରେ ଏନକାଉଣ୍ଟର କରିଛି। ଶିବାଙ୍କ ନାମରେ ୫୦ରୁ ଅଧିକ ମାମଲା ରହିଛି। ଗତ ୧୯ ତାରିଖରେ ସୁବର୍ଣ୍ଣପୁରର ଯୁବକ ବିଭୁତି ପୁଜାରୀ (୧୯)...

ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ

ପୁରୀ ଅଫିସ୍‌, ୨୫।୧୧: ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ ନେବା ଉପରେ କଡା କଟକଣା ଲାଗୁ ହୋଇଛି। ଏଥିପାଇଁ ଶ୍ରୀମନ୍ଦିର ଚାରିଦ୍ୱାରରେ ବଡ ବଡ ସୂଚନା ପ୍ଲାକାର୍ଡ ମଧ୍ୟ ଲଗାଯାଇଛି। ଏହାସତ୍ତ୍ୱେ ବାରମ୍ବାର ଶ୍ରୀମନ୍ଦିର ଫଟୋ ସୋସିଆଲ ମିଡିଆରେ ଭାଇରାଲ...

ନୂଆ ମୋଟର ଯାନ ଆଇନ-୨୦୧୯: ଆଉ ୬ଦିନ, କଡ଼ାକଡ଼ି ଯାଞ୍ଚ ପାଇଁ ପ୍ରସ୍ତୁତି ଜୋର୍‌ଦାର

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜ୍ୟ ସରକାର ଦେଇଥିବା ୩ମାସର ମହଲତ ସରିବାକୁ ଆଉ ମାତ୍ର ୬ ଦିନ ବାକି। ଡିସେମ୍ବର ୧ରୁ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି କରିବା ପାଇଁ ଆର୍‌ଟିଓ ଏବଂ ପୋଲିସ ପ୍ରସ୍ତୁତିକୁ ଜୋର୍‌ଦାର କରିଛି। ଏଣିକି ଆଉ...

ଓଏସ୍‌ସିଏଚ୍‌ସି ନିର୍ଦ୍ଦେଶକ ପଦରୁ କାନନ, ଦିଲୀପଙ୍କ ଇସ୍ତଫା

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଓଡ଼ିଶା ରାଜ୍ୟ ସମବାୟ ଗୃହ ନିର୍ମାଣ ନିଗମ(ଓଏସ୍‌ସିଏଚ୍‌ସି) ଲିମିଟେଡ ଭୁବନେଶ୍ୱର ପରିଚାଳନା କମିଟି ନିର୍ଦ୍ଦେଶକ ପଦରୁ କାନନ ବିହାରୀ ପତି ଏବଂ ଦିଲୀପ କୁମାର ବିଶ୍ୱାଳ ରବିବାର ଇସ୍ତଫା ଦେଇଛନ୍ତି। ନିଗମରେ ଦୀର୍ଘ ଦିନ ଧରି ଚାଲିଆସିଥିବା ଅନିୟମିତତାକୁ...

ଝାରସୁଗୁଡ଼ା-ବେଙ୍ଗାଲୁରୁ ବିମାନ ସେବା ଆଶା ମଉଳିଲା

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଝାରସୁଗୁଡ଼ା-ବେଙ୍ଗାଲୁରୁ ବିମାନ ସେବାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଚଳିତ ମାସ ତୃତୀୟ ସପ୍ତାହରେ ବିମାନ ଉଡ଼ାଣ କରିବ ବୋଲି ଯେଉଁ ଆଶା ରହିଥିଲା ତାହା ମଉଳି ଯାଇଛି। ବର୍ତ୍ତମାନ ଏହି ସେବାକୁ ନେଇ କୌଣସି ବି ସୂଚନା ମିଳିପାରୁନି।...

ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌କୁ ନେଇ ପ୍ରଶ୍ନୋତ୍ତର

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଏକ ପ୍ରାକୃତିକ ମନୋରମ ଫଟୋକୁ ଟୁଇଟ୍‌ କରିଥିଲେ। ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ସେ ଅନେକ ସ୍ଥାନ ଭ୍ରମଣ କରିଛନ୍ତି। ହେଲେ ଓଡ଼ିଶାର ପ୍ରାକୃତିକ ସୌନ୍ଦର୍ଯ୍ୟ ତାଙ୍କୁ ଅଧିକ ଆକର୍ଷିତ କରିଥାଏ। ଫଟୋରେ...

୮ରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ସମାରୋହ ଉପଲକ୍ଷେ ଡିସେମ୍ବର ୮ରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗଦେବେ। ଉକ୍ତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ପ୍ରାକୃତିକ ବିପତ୍ତି: ୪ ବର୍ଷରେ ଗଲାଣି ୬୨୨୮ ଜୀବନ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ବିଭିନ୍ନ ସମୟରେ ପ୍ରାକୃତିକ ବିପତ୍ତି ଯୋଗୁ ବହୁମୂଲ୍ୟ ଜୀବନ ହରାଇବାକୁ ପଡୁଛି। ଗତ ୪ ବର୍ଷ ମଧ୍ୟରେ ବଜ୍ରପାତ, ଅଂଶୁଘାତ, ଅଗ୍ନିକାଣ୍ଡ, ବାତ୍ୟା, ଘୂର୍ଣ୍ଣିଝଡ଼, ବନ୍ୟା, ଡଙ୍ଗାବୁଡ଼ି, ସାପ କାମୁଡ଼ା, ଭୂସ୍ଖଳନ ଓ ପାଣିରେ ବୁଡ଼ି ୬୨୨୮ ଜଣଙ୍କ...

ହୀରାକୁଦରେ ହେବ ନୂତନ ସ୍ପିଲଓ୍ବେ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ହୀରାକୁଦ ବନ୍ଧର ଦୀର୍ଘ ମିଆଦୀ ନିରାପତ୍ତା ପାଇଁ ରାଜ୍ୟ ସରକାର ସ୍ପିଲଓ୍ବେ ନିର୍ମାଣ କରୁଛନ୍ତି। ସମାନଭାବେ ଆଉ ଏକ ସ୍ପିଲଓ୍ବେ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରି ହୀରାକୁଦ ବନ୍ଧର ନିରାପତ୍ତା ଉପରେ ଗୁରୁତ୍ୱ ଦେବାକୁ ବିଶ୍ୱ ବ୍ୟାଙ୍କ ରାଜ୍ୟ...

କମିବ ପିଆଜ ଦର

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ)- ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତ୍ୟେକ ଦିନ ଦର ବଢ଼ି ବଢ଼ି ଚାଲଛି । ବଜାରରେ ଏହାର ଖୁଚୁରା ଦର ୯୦ରୁ ୧୦୦ ଟଙ୍କା ଛୁଇଁଲାଣି। ଘରଖର୍ଚ୍ଚ...

୪୬ ବର୍ଷରେ ଧରିତ୍ରୀ

ନଭେମ୍ବର ୨୪ ତାରିଖ ମହାଯୋଗୀ ଶ୍ରୀ ଅରବିନ୍ଦଙ୍କ ପବିତ୍ର ସିଦ୍ଧି ଦିବସ । ଏହି ଅବସରରେ ଧରିତ୍ରୀର ଜନ୍ମ । ୧୯୭୪ ରୁ ଏ ଯାବତ ଧରିତ୍ରୀ ଯାତ୍ରା ପଥରେ ଆଗକୁ ଆଗକୁ ବଢି ୪୬ ବର୍ଷରେ ପଦାର୍ପଣ କରିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri