ରାସ୍ତାରେ ଖେଳୁଥିବା ବେଳେ ଶିଶୁପୁତ୍ରଙ୍କ ଉପରେ ମାଡ଼ିଗଲା ଟ୍ରକ୍: ଡ୍ରାଇଭରଙ୍କୁ ଧରି ଛେଚିଲେ ଲୋକେ
ହାଟଡିହୀ, ୨୪।୧୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଷଡ଼ଙ୍ଗ ପଞ୍ଚାୟତ ନଶିର୍ପୁରଠାରେ ରବିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲିବୋଝେଇ ଟ୍ରକ ଚଢ଼ିଯିବାରୁ ଜଣେ ଦୁଇବର୍ଷର ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅମୂଲ୍ୟ ଦାସଙ୍କ...
ଉପାନ୍ତ ସହରର ଆକର୍ଷଣ ପ୍ରେମ ପାହାଡ଼
ରାୟଗଡ଼ା ଜିଲାର ୩୫ଟି ସ୍ଥାନକୁ ଚିହ୍ନଟ କରି ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇଁ ଜିଲା ପ୍ରଶାସନ ପର୍ଯ୍ୟଟନ ବିଭାଗକୁ ଯେଉଁ ପ୍ରସ୍ତାବ ତାଲିକା ପଠାଇଛନ୍ତି ସେଥିରେ ପ୍ରେମ ପାହାଡ଼ ରହିଛି। ରାୟଗଡା ସହରରେ ଥିବା ଲଣ୍ଡା ପାହାଡର ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଥମେ...
ଶବ ପାଇଁ ବିଛାନ୍ତି ଶେଯ
ବନ୍ତଳା,୨୪।୧୧: ଜଣା ହେଉ ଅବା ଅଜଣା, ଶବକୁ ଉପଯୁକ୍ତ ସମ୍ମାନ ଦେବାକୁ ଅନେକେ ଆଗ୍ରହ ଦେଖାନ୍ତିନି। ବଞ୍ଚିଥିବା ବେଳେ ଅତି ଆପଣାର ଲାଗୁଥିବା ମଣିଷଟିଏ ମୃତ୍ୟୁ ପରେ ହଠାତ୍ ଯେମିତି ପର ପରି ସ୍ବଭାବ ଦେଖାନ୍ତି। ଶ୍ମଶାନରେ ଯେନତେନ ସଂସ୍କାର...
କଶ୍ମୀରର ଅନୁଭୂତି ବାଣ୍ଟୁଛି ଦରଗୁଡ଼ିଶିଳା
ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ପ୍ରାକୃତିକ ପରିବେଶ ବେଶ୍ ମନୋରମ। ବିଶେଷ କରି ଶୀତ ରୁତୁର ଆଗମନରେ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳ ଗୁଡ଼ିକରେ ପ୍ରକୃତିରାଣୀର ଅପୂର୍ବ ସୌନ୍ଦର୍ଯ୍ୟ ଦେଖିବାକୁ ମିଳେ। ଏଭଳି ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ବା ଏଠାକାର...
ବିଧାନସଭା ଶୀତ ଅଧିବେଶନ: ବିରୋଧୀଙ୍କ ରହୁନି ତାଳମେଳ
ଭୁବନେଶ୍ୱର,୨୪।୧୧: ଚଳିତ ମାସ ୧୩ ତାରିଖରୁ ଆରମ୍ଭ ହୋଇଛି ଷୋଡ଼ଶ ବିଧାନସଭାର ଶୀତ ଅଧିବେଶନ। ଦୀର୍ଘ ଏକ ମାସ ଧରି ଚାଲିବାକୁ ଥିବା ଏହି ଅଧିବେଶନ ଆରମ୍ଭରୁ ହୋଇଛି ବେଶ୍ ସରଗରମ। ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ...
ରାଜ୍ୟରୁ ନିଶା ବନ୍ଦ ଦାବିରେ ନବୀନ ନିବାସ ଘେରାଉ ଉଦ୍ୟମ: ପୋଲିସ-ଆନ୍ଦୋଳନକାରୀ ଧସ୍ତାଧସ୍ତି, ୩୦ ଗିରଫ
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟରେ ନିଶା ବନ୍ଦ ଦାବିରେ ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନ ତା’ର ଆନ୍ଦୋଳନକୁ ଜୋର୍ଦାର କରିଛି। ସଙ୍ଗଠନ ପକ୍ଷରୁ ଲୋୟର ପିଏମ୍ଜିଠାରେ ଧାରଣା ଚାଲିଥିବାବେଳେ ଶନିବାର ନବୀନ ନିବାସ ଘେରାଉ ଉଦ୍ୟମ କରାଯାଇଥିଲା। ସଭାପତି ପଦ୍ମଚରଣ...
ଆରମ୍ଭ ହେଲା ଇ-ବସ୍ ‘ଡେମୋ ରନ୍’
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ଭୁବନେଶ୍ୱରରେ ଶନିବାରଠାରୁ ଇ-ବସ୍ର ଡେମୋ ରନ୍ ଆରମ୍ଭ ହୋଇଛି। କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ ଲିମିଟେଡ୍ (କ୍ରୁଟ) ଏହି ବସ୍ ସେବା ଯୋଗାଇବାକୁ ଥିବାବେଳେ ଏହା ପୂର୍ବରୁ ହାଇଦ୍ରାବାଦର ଜଣେ ବିଡ଼ର ଦ୍ୱାରା ପ୍ରଥମେ ଆସିଥିବା ଇ-ବସ୍...
ପିଏଲ୍ଏଫ୍ଆଇ ସଦସ୍ୟଙ୍କୁ ୪ଜଣ ଜବାବ ଦେଇଥିଲୁ: ନୟାପଲ୍ଲୀ ଥାନା ଅଧିକାରୀ ଅରୁଣ କୁମାର ସ୍ବାଇଁ
ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ଓ ଆଇନଶୃଙ୍ଖଳା ରକ୍ଷା ପୋଲିସର ଗୁରୁଦାୟିତ୍ୱ। ବିଶେଷ କରି ମାଓବାଦୀ ଓ ଏହାର ଟୁକୁରା ସଂଗଠନ ପିଏଲ୍ଏଫ୍ଆଇ(ପିପୁଲ୍ସ ଲିବରେଶନ ଫ୍ରଣ୍ଟ ଅଫ୍ ଇଣ୍ଡିଆ), ସିମି ଭଳି ହିଂସା ସୃଷ୍ଟିକାରୀ ସଂଗଠନ ଏବଂ କୁଖ୍ୟାତ ଅପରାଧୀମାନଙ୍କୁ ଦମନ...
ସମସ୍ତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟର ହୋଇଛି କମ୍ପ୍ୟୁଟରୀକରଣ: ମନ୍ତ୍ରୀ
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟର ସମସ୍ତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟଗୁଡିକର କମ୍ପ୍ୟୁଟରୀକରଣ କରାଯାଇଛି। ୨୦୧୩-୧୪ ଆର୍ଥିକ ବର୍ଷରେ ସୂଚନା ଓ ପ୍ରଯୁକ୍ତି ବିଭାଗରେ ଇ-ଡିଷ୍ଟ୍ରିକ୍ଟ ଆପ୍ଲିକେଶନ ବ୍ୟବସ୍ଥା କରାଯାଇଛି। ଏହାଦ୍ୱାରା ବିବିଧ ଓ ଜାତି ପ୍ରମାଣପତ୍ର ଯାଞ୍ଚ ପାଇଁ ଲାପ୍ଟପ୍ ,...
୫-ଟି’କୁ ନୀତି ଆୟୋଗର ପ୍ରଶଂସା
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟ ସରକାର ପ୍ରଶାସନକୁ ଅଧିକ ସରଳ ଏବଂ ଲୋକାଭିମୁଖୀ କରିବା ପାଇଁ ପ୍ରଚେଷ୍ଟା ଜାରି ରଖିଛନ୍ତି। ଗତ ଅକ୍ଟୋବର ୨ରୁ ‘ମୋ ସରକାର’ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରାଯାଇଛି। ସ୍ବାସ୍ଥ୍ୟସେବା ଏବଂ ଆଇନଶୃଙ୍ଖଳାକୁ ଏଥିରେ ପ୍ରାଥମିକ ଭାବେ...
ଡିସେମ୍ବର ପହିଲାରୁ ସାରା ଦେଶରେ ଏକକ ଟୋଲ ଦେୟ ବ୍ୟବସ୍ଥା: ସାମିଲ ହେବ ଓଡ଼ିଶାର ୧୨ ଜାତୀୟ ରାଜପଥ
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ଡିସେମ୍ବର ପହିଲାରୁ ସାରା ଦେଶରେ ଲାଗୁ ହେବ ଏକକ ଟୋଲ ଦେୟ ବ୍ୟବସ୍ଥା। ଓଡ଼ିଶାର ବିଭିନ୍ନ ଜାତୀୟ ରାଜପଥରେ ମଧ୍ୟ ଜାତୀୟ ଇଲେକ୍ଟ୍ରୋନିକ ଟୋଲ କଲେକ୍ସନ(ଏନ୍ଇଟିସି) ବ୍ୟବସ୍ଥାକୁ ଲାଗୁ କରାଯିବ। ରେଡିଓ ଫ୍ରିକ୍ୱେନ୍ସି ଆଇଡେଣ୍ଟିଫିକେଶନ (ଆର୍ଏଫ୍ଆଇଡି) ଜରିଆରେ...
ମହାଭାରତ ଯୁଗରୁ ବିରଜାକ୍ଷେତ୍ର….
ବରାହମାଧବ ବା ବରାହ ବିଷ୍ଣୁଙ୍କ ଉପସ୍ଥିତି ଯୋଗୁ ଯାଜପୁରକୁ ବରାହକ୍ଷେତ୍ର ବୋଲି କୁହାଯାଏ। ବରାହମାଧବଙ୍କ ଉପତ୍ତ୍ତି ସମ୍ପର୍କରେ ବିରଜାକ୍ଷେତ୍ର ମହାତ୍ମ୍ୟରେ ବର୍ଣ୍ଣନା କରାଯାଇଛି। ଆର୍ଯ୍ୟଙ୍କ ଆର୍ଯ୍ୟେତର ଜାତିମାନଙ୍କ ଉପରେ ପ୍ରଭୁତ୍ୱ ଓ ପ୍ରଭାବ ସମ୍ପର୍କରେ ଏହି ଆଖ୍ୟାୟିକାରୁ ସ୍ପଷ୍ଟ ସୂଚନା...
Archives


