ରାଜ୍ୟ

ସରକାରୀ ତଥ୍ୟକୁ ଭରସା କର

କଟକ ଅଫିସ୍‌,୧୧ା୪: କରୋନା ଭୂତାଣୁ ସଂକ୍ରମଣକୁ ନେଇ ଏବେ ସାରା ବିଶ୍ୱରେ ଭୟ ଦେଖାଦେଇଛି। ଏହି ଭୟ ଦେଖାଇ ଅନ୍‌ଲାଇନ୍‌ରେ ଠକେଇ ମଧ୍ୟ ଚାଲିଛି । ବିଭିନ୍ନ ପ୍ରକାର ଲୋଭନୀୟ ଉପହାର ପ୍ରଲୋଭନ ଦେଖାଇ ଲୋକମାନଙ୍କ ତଥ୍ୟ ସଂଗ୍ରହ କରାଯାଉଛି। ସେ…

୨ଲକ୍ଷ ରାପିଡ୍‌ ଟେଷ୍ଟିଂ ପାଇଁ ଚାଲିଛି କିଟ୍‌ ସଂଗ୍ରହ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ପାଇଁ ୨ଟି ପ୍ରମୁଖ ଅସ୍ତ୍ର ରହିଛି। ଗୋଟିଏ ହେଉଛି ସତର୍କତା ଏବଂ ଅନ୍ୟଟି ହେଉଛି ନମୁନା ପରୀକ୍ଷା କରି ଆକ୍ରାନ୍ତଙ୍କୁ ଚିହ୍ନଟ କରିବା। ଏହି ୨ଟିକୁ ଯଦି ଆମେ ସତର୍କତାର ସହ ପାଳନ କରିବା ତେବେ…

ଜେଲରୁ ମୁକୁଳିଲେ ୨୯୬୩ କଏଦୀ

ଭୁବନେଶ୍ୱର,୧୧ା୪ (ବ୍ୟୁରୋ): ଜେଲ୍‌ ବିଭାଗକୁ ଘାରିଛି କରୋନା ଭୟ। ଏପଟେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସାମାଜିକ ଦୂରତ୍ୱ ରକ୍ଷା ଓ ସଂକ୍ରମଣ ଏଡ଼ାଇବା ପାଇଁ ରାଜ୍ୟର ବିଭିନ୍ନ ଜେଲରେ ବନ୍ଦୀ ଜୀବନ କାଟୁଥିବା ୨୯୬୩ ଜଣ କଏଦୀଙ୍କୁ ଛାଡ଼ି ଦିଆଯାଇଛି। ମାର୍ଚ୍ଚ ୨୦ରୁ…

କରୋନା ମୁକାବିଲା: ଆଜି ପ୍ରଧାନମନ୍ତ୍ରୀଙ୍କ ସହ କଥା ହେବେ ନବୀନ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): କରୋନା ମୁକାବିଲା ନେଇ ଆଗକୁ କିପରି ରଣନୀତି କରାଯିବ, ସେ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାବାର୍ତ୍ତା ହେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ)ରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହି ଆଲୋଚନା କରାଯିବ। ମୁଖ୍ୟମନ୍ତ୍ରୀ ନବୀନ…

ବାଇଗଣରେ ପୋକ ଥାଉ, ଭୂତାଣୁ ନ ଥାଉ: ବାଗ୍‌ଚୀ

ଭୁବନେଶ୍ୱର, ୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ପ୍ରତିଦିନ ସୂଚନା ପ୍ରଦାନ କରୁଛନ୍ତି। ଶୁକ୍ରବାର ମଧ୍ୟ ଜନସାଧାରଣଙ୍କୁ ଦୁଇଟି ପରାମର୍ଶ ଦେଇଛନ୍ତି। ଗୋଟିଏ ଉଦାହରଣରେ ସେ ବାଇଗଣର କଥା…

ଘରେ ଘରେ ଔଷଧ ପହଞ୍ଚାଉଛି ପୋଲିସ

ଆରଡି, ୧୧ା୪(ଡି.ଏନ.ଏ.)-ଲକ୍‌ଡାଉନ ସମୟରେ ଭଦ୍ରକ ଜିଲା ଆରଡି ଫାଣ୍ଡିର କର୍ମଚାରୀମାନେ ଆରଡି, ନାନ୍ଦପୁର, ଓଳଗ, ସୁନ୍ଦରପୁର ଆଦି ପଞ୍ଚାୟତର ୨୩ଖଣ୍ଡ ଗାଁରେ ଔଷଧ ପହଞ୍ଚାଉଛନ୍ତି। ସୂଚନା ଅନୁସାରେ ଯେଉଁ ପରିବାରରେ ୬୦ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧାବୃଦ୍ଧ ଥିବେ, ସେମାନଙ୍କ ମେଡିସିନ ଆଣିବାରେ ପ୍ରତିବନ୍ଧକ…

ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

ବାରିପଦା ଅଫିସ, ୧୧ା୪-ମୟୂରଭଞ୍ଜ ଜିଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଜିଲାର ବିିଭିନ୍ନ ସ୍ଥାନରେ ଅସହାୟ ଲୋକମାନଙ୍କୁ ରନ୍ଧା ଓ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ରାଜ୍ୟ ସାଧାରଣ ସମ୍ପାଦକ ସୁନିଲ କୁମାର ନାୟକଙ୍କ ନେତୃତ୍ୱରେ ବାରିପଦା ମ୍ୟୁନିସପାଲିଟିର ବିଭିନ୍ନ…

ଦୁର୍ଦ୍ଦଶାରେ କ୍ୟାପସିକମ ଚାଷୀ

ବାରିପଦା ଅଫିସ, ୧୧ା୪-କରୋନା ସଂକ୍ରମଣକୁ ରୋକିବା ଲାଗି ସାରା ଦେଶରେ ଲକ୍‌ଡ଼ାଉନ ଜାରି ରହିଛି। ଏଥିଯୋଗୁ ଜନଜୀବନ ପ୍ରଭାବିତ ହେଉଥିବା ବେଳେ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି। ଅଭାବୀ ବିକ୍ରି ସାଙ୍ଗକୁ ଫସଲ ନଷ୍ଟ ହେବା ଯୋଗୁ ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି। ଏଭଳି…

୯ ବିଦେଶ ଫେରନ୍ତାଙ୍କ ରକ୍ତ ନମୁନା ସଂଗ୍ରହ

ସୋର, ୧୧ା୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ରାଜ୍ୟ ତଥା ବିଦେଶରୁ ବାଲେଶ୍ୱର ଜିଲା ସୋର ଅଞ୍ଚଳକୁ ଫେରିଥିବା ୩୭ ଜଣ କ୍ୱାରାଣ୍ଟାଇନରେ ରହୁଛନ୍ତି। ସେମାନଙ୍କ ମଧ୍ୟରୁ ୯ ଜଣଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଛି। ଏହି ୯…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ, ୧୧।୪-କରୋନା ମହାମାରୀର ନିରାକରଣ ନିମନ୍ତେ ଇନ୍‌ଟାକ୍‌ ବାଲେଶ୍ୱର ଚାପ୍ଟରର ସଭ୍ୟବୃନ୍ଦଙ୍କ ବ୍ୟକ୍ତିଗତ ସାହାଯ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୧ହଜାର ଟଙ୍କାର ଚେକ୍‌ ଶୁକ୍ରବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ପ୍ରଦାନ କରିଛନ୍ତି। ଉକ୍ତ ଚେକ୍‌ ପ୍ରଦାନ ସମୟରେ ଚାପ୍ଟରର…

ଟ୍ରକ ଧକ୍କାରେ ନିର୍ବାହୀ ଅଧିକାରୀ ଗୁରୁତର: ଥାନାରେ ଘଣ୍ଟାଏ ଅପେକ୍ଷା କରି ଫେରିଲେ ବିଡିଓ

ଖଇରା, ୧୧ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ଜଣେ କର୍ମଚାରୀ ଟ୍ରକ ଧକ୍କାରେ ଗୁରୁତର ହେବା ଏବଂ ସମ୍ପୃକ୍ତ ଟ୍ରକ ବିରୋଧରେ ଥାନାରେ ଅଭିଯୋଗ କରିବାକୁ ଯାଇଥିବା ଖଇରା ବିଡିଓ ହଟହଟା ହୋଇ ଫେରିବା ମୋ ସରକାରର ବିଫଳତାକୁ ପ୍ରମାଣ କରିଛି ା…

ମଦ ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା ସଂଘ

ବେଗୁନିଆପଡା,୧୧ା୪(ଡି.ଏନ.ଏ.)-ବେଗୁନିଆପଡା ଫାଣ୍ଡି ଅଞ୍ଚଳରେ ଦିନକୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଉଛି। ଦୋକାନ ବଜାରରେ ଚୋରା ମଦ ଓ ସରକାରୀ ସ୍ବୀକୃତିପ୍ରାପ୍ତ ପାଉଚ ବିକ୍ରି ହେଉଥିବା ଦେଖିବାକୁ ମିଳୁଛି। ବେଗୁନିଆପଡା ଫାଣ୍ଡି ଅନ୍ତର୍ଗତ ଚନ୍ଦନପୁର ଗ୍ରାମରେ ଚୋରା ମଦ ବିକ୍ରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri