କରୋନା ମୁକାବିଲା: ଓଡ଼ିଶା ପାଇଁ ଅଧିକ ଅନୁଦାନ ଦାବିକଲେ ସ୍ବାସ୍ଥ୍ୟମନ୍ତ୍ରୀ
ଝାରସୁଗୁଡ଼ା ଅଫିସ,୧୦ା୪: କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଦେଶର ବିଭିନ୍ନ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍ଫରେନ୍ସିଂ ଜରିଆରେ କରୋନା ମୁକାବିଲା ନେଇ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷିରେ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ…
ଲକ୍ଡାଉନ୍ ବଢ଼ାଇଛି ଦାଦନ ପରିବାରର ଦୁଃଖ: କ୍ଷୀର ବଦଳରେ ଚିନି ପାଣି ପିଇ ଶିଶୁପୁତ୍ର ଅସୁସ୍ଥ, ସ୍ବେଚ୍ଛାସେବୀଙ୍କ ପ୍ରଚେଷ୍ଟା ପରେ ମାଗଣାରେ ଚିକିତ୍ସା କଲେ ଡାକ୍ତର
ବରଗଡ଼ ଅଫିସ୍,୧୦।୪: ଲକ୍ ଡାଉନ୍ ପରେ ଦାଦନ ଶ୍ରମିକଙ୍କ ସମସ୍ୟା ବଢ଼ି ଯାଇଛି । ସେମାନଙ୍କ ସାଙ୍ଗରେ ରହିଥିବା ପିଲାଛୁଆଙ୍କ ଅବସ୍ଥା ଆହୁରି ବିପନ୍ନ ହୋଇ ପଡ଼ିଛି । ଛତିଶଗଡ଼ରୁ ବରଗଡ଼କୁ ଦାଦନ ଖଟିବା ପାଇଁ ଆସିଥିବା ଜଣେ ମହିଳା ଶ୍ରମିକ…
ହାଇକୋର୍ଟଙ୍କ ପକ୍ଷରୁ ସ୍ପଷ୍ଟୀକରଣ: ବରିଷ୍ଠ ନାଗରିକ, ଭିନ୍ନକ୍ଷମ ବ୍ୟବହାର କରିବେ ଦୁଇ ଚକିଆ ଯାନ
କଟକ ଅଫିସ, ୧୦।୩: ପାଦ ଚଲା ଦୂରତାରେ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁ ନ ଥିବା ଯୋଗୁ ବାଇକ୍ ବ୍ୟବହାର କଟକଣାକୁ କୋହଳ କରିବା ପାଇଁ ଗୁରୁବାର ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଆଡଭୋକେଟ୍ ଜେନେରାଲ ଏବଂ ସରକାରୀ ଓକିଲ…
ଗଞ୍ଜାମରେ ବୁଲୁଛି ୪୪ ସ୍ବତନ୍ତ୍ର କୋଭିଡ୍ ଆମ୍ବୁଲାନ୍ସ: ଚିହ୍ନଟ ପରେ ସନ୍ଦିଗ୍ଧଙ୍କୁ ଅଣାଯାଉଛି ହସ୍ପିଟାଲ, ଚାଳକଙ୍କୁ ଦିଆଯାଇଛି ସ୍ବତନ୍ତ୍ର ପିପିଇ କିଟ୍
ଛତ୍ରପୁର,୧୦।୪(ଡି.ଏନ୍.ଏ.)- କରୋନା ସନ୍ଦିଗ୍ଧଙ୍କୁ ଘରୁ ହସ୍ପିଟାଲକୁ ନେବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସାଧାରଣ ଗାଡିକୁ ସ୍ବତନ୍ତ୍ର କୋଭିଡ ଆମ୍ବୁଲାନ୍ସରେ ପରିଣତ କରାଯାଇଛି। ବର୍ତମାନ ଜ଼ିଲାରେ ୪୪ଟି କୋଭିଡ୍ ଆମ୍ବୁଲାନ୍ସ ବୁଲୁଛ। ଖବର ପାଇ ଘରୁ କରୋନା ସଂଦିଗ୍ଧଙ୍କୁ ଉକ୍ତ…
ମିଳିଲା ଅନୁମତି: ବ୍ରହ୍ମପୁର ଏମ୍କେସିଜିରେ ହେବ କୋଭିଡ-୧୯ ଟେଷ୍ଟ
ଭୁବନେଶ୍ୱର,୧୦।୪(ବ୍ୟୁରୋ): ଗଞ୍ଜାମ ଜିଲା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍କେସିଜି)ମେଡିକାଲ କଲେଜରେ କରୋନା ଟେଷ୍ଟ କରାଯିବ। ଏଥିପାଇଁ ଦିଲ୍ଲୀ ଆଇସିଏମ୍ଆର୍ ପକ୍ଷରୁ ଅନୁମତି ମିଳିଛି। ମେଡିକାଲ କଲେଜ ଭାବେ କଟକ ଏସ୍ସିବି ପରେ ଏମ୍କେସିଜିରେ କରୋନା ଟେଷ୍ଟ କରାଯିବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ…
ରାଜ୍ୟର ସମସ୍ତ ଘରୋଇ ଶିକ୍ଷାନୁଷ୍ଠାନକୁ ସିଏମ୍ଓର ପରାମର୍ଶ: ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ସ୍କୁଲ ଫି’ ହ୍ରାସ/ସ୍ଥଗିତ ରଖାଯାଉ
ଭୁବନେଶ୍ୱର,୧୦।୪(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ରାଜ୍ୟରେ ଏବେ ଲକ୍ଡାଉନ୍ ସ୍ଥିତି ଜାରି ରହିଛି। ଏହାଫଳରେ ଆର୍ଥିକ ବୋଝ ବଢ଼ିଛି। ଏପରି କରିବା ଦ୍ୱାରା ଅଭିଭାବକମାନଙ୍କ ରୋଜଗାର ଉପରେ ପ୍ରଭାବ ପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ସ୍କୁଲ ଫି’…
ଗଞ୍ଜାମ ଶିତଳାପଲିରେ କାର୍ଯ୍ୟକ୍ଷମ ହେଲା କୋଭିଡ-୧୯ ହସ୍ପିଟାଲ: ୨୦୦ ଶଯ୍ୟା,୧୫ ଆଇସିୟୁ ବେଡ୍
ଛତ୍ରପୁର, ୧୦।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶିତଳାପଲିଠାରେ ଥିବା ଟାଟା ଷ୍ଟିଲ ମେଡିକାଲ, ହସ୍ପିଟାଲକୁ ଟାଟା ଗ୍ରୁପ ସହାୟତାରେ ଓଡିଶା ସରକାରଙ୍କ ପକ୍ଷରୁ କୋଭିଡ ହସ୍ପିଟାଲ କରାଯାଇଛି। ଶୁକ୍ରବାରଠାରୁ ଏହା କାର୍ଯ୍ୟକ୍ଷମ ହୋଇଛି। ଏଠାରେ ୨୦୦ ଶଯ୍ୟା ରହିଥିବା ବେଳେ ୧୫ଟି ଆଇସିୟୁ…
କଳାହାଣ୍ଡି ଜିଲାରେ ଦ୍ୱିତୀୟ କରୋନା ପଜିଟିଭ୍ ଚିହ୍ନଟ: ପ୍ରଥମ ଚିହ୍ନଟଙ୍କ ସହ ସେ ଖେଳିଥିଲେ କ୍ରିକେଟ୍
ଧର୍ମଗଡ଼,୧୦ା୪(ଡି.ଏନ୍.ଏ.): ରାଜ୍ୟରେ ଗୁରୁବାର ମଧ୍ୟରାତ୍ରିରେ ୪ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ କଳାହାଣ୍ଡି ଜିଲାର ଜଣେ ବୋଲି ଜଣାପଡ଼ିଛି। ଏନେଇ କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଅଧିକାରୀ ଜଗୁଲାଲ ଅଗ୍ରୱାଲ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ଜିଲାରେ ୨ଜଣ କରୋନା…
କରୋନା ମୁକାବିଲାର ଯୋଦ୍ଧା ଏସ୍ଆଇ ନାରାୟଣ: ‘ଆଗେ ରାଜସେବା, ପଛେ ପିତୃସେବା’
କଟକ ଅଫିସ,୧୦।୪: ‘ଯଦି କର୍ତ୍ତବ୍ୟକୁ ସମ୍ମାନ ଜଣାଇବ, ତାହେଲେ କାହାକୁ ସାଲ୍ୟୁଟ ମାରିବାକୁ ପଡ଼ିବନି.. କର୍ତ୍ତବ୍ୟରେ ହେଳା କଲେ, ସମସ୍ତଙ୍କୁ ସାଲ୍ୟୁଟ ମାରିବାକୁ ହୁଏ’। ପୂର୍ବତନ ରାଷ୍ଟ୍ରପତି ସ୍ବର୍ଗତଃ ଡ. ଏପିଜେ ଅବଦୁଲ କଲାମ୍ଙ୍କ ଅଭିଭାଷଣରୁ ଏହା ଏକ ଛୋଟିଆ ଧାଡ଼ି।…
ଗାଡ଼ିମାଲିକଙ୍କୁ ମୋଟର ଯାନ କର ପ୍ରଦାନ କ୍ଷେତ୍ରରେ ଆଶ୍ୱସ୍ତି: ଏପ୍ରିଲ ୧୫ ସୁଦ୍ଧା ଦେଇ ନ ଥିବା କର ଜୁନ୍ ୩୦ ସୁଦ୍ଧା ଦେଇପାରିବେ
ଭୁବନେଶ୍ୱର,୧୦ା୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ତଥା ରାଜ୍ୟ ସରକାର ଦେଶରେ ଏବଂ ରାଜ୍ୟରେ ଲକ୍ଡାଉନ୍ ଜାରି ରଖିଛନ୍ତି। ଏହି ଲକ୍ଡାଉନ ଅବଧି ଆସନ୍ତା ୧୪ତାରିଖରେ ଶେଷ ହେବାକୁ ଥିବାବେଳେ ରାଜ୍ୟ ସରକାର ଏହାକୁ ଗୁରୁବାର ଆହୁରି…
ହେବନାହିଁ ୯ମ ଶ୍ରେଣୀ ଇତିହାସ-ଭୂଗୋଳ ପରୀକ୍ଷା
ଭୁବନେଶ୍ୱର,୧୦ା୪(ବ୍ୟୁରୋ): କରୋନାର ପ୍ରଭାବ ପଡ଼ିଛି ରାଜ୍ୟର ଶିକ୍ଷା ବ୍ୟବସ୍ଥା ଉପରେ। ଚଳିତ ୧୪ରେ ଶେଷ ହେବାକୁ ଥିବା ଲକ୍ଡାଉନ୍ ଅବଧି ୩୦କୁ ବୃଦ୍ଧି ପାଇବା ପରେ ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ନେଇ ଚିନ୍ତା ବଢ଼ିଛି। ଏ ପର୍ଯ୍ୟନ୍ତ ଅଧିକାଂଶ ଶ୍ରେଣୀର ପରୀକ୍ଷା ସରି…
୩ ଦିନ ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୦ା୪(ବ୍ୟୁରୋ): ରାଜ୍ୟରେ ଗତ ଦୁଇଦିନ ହେବ ମେଘୁଆ ପାଗ ସାଙ୍ଗକୁ ଝଡ଼ବର୍ଷା ଲାଗି ରହୁଛି। ଏଥିଯୋଗୁ ତାତି କମିଛି। ପାରଦ ୪୦ ଡିଗ୍ରୀ ସେଲସିୟସ୍ ତଳକୁ ଖସିଯାଇଛି। ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ଭାଗରେ ପାଗ ମେଘୁଆ ରହିବା ସହ…
Archives


