ଅଗ୍ନି ନିରାପତ୍ତା ନିର୍ଦ୍ଦେଶାଳୟରେ ଅଦଳବଦଳ
ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଓଡ଼ିଶା ଅଗ୍ନି ଓ ବିପର୍ଯ୍ୟୟ ପ୍ରଶମନ ଏକାଡେମୀ(ଓଏଫ୍ଏଡିଆରଏ)ର ନିର୍ଦ୍ଦେଶକ(ସିଏଫ୍ଓ) ମହେଶ୍ୱର ସ୍ବାଇଁଙ୍କୁ ଫାୟାର ପ୍ରିଭେନ୍ସନ ୱିଙ୍ଗ୍ ଅଫ୍ ଦ ଡାଇରେକ୍ଟୋରେଟ୍ ଅଫ୍ ଫାୟାର ସର୍ଭିସର ଅତିରିକ୍ତ ଦାୟିତ୍ୱରୁ ଅବ୍ୟାହତି ଦେଇଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶାନାମା ଆସିବା...
ପୋଲିସ ଡିଜି ଭାବେ ଦାୟିତ୍ୱ ନେଲେ ସତ୍ୟଜିତ
ଭୁବନେଶ୍ୱର,୨୨ା୧୧(ବ୍ୟୁରୋ)/ କଟକ ଅଫିସ: ପୋଲିସ ଡିଜି ସମେତ ଅଗ୍ନିଶମ ଓ ହୋମ୍ଗାର୍ଡ ଡିଜି ଥିବା ବିଜୟ କୁମାର ଶର୍ମାଙ୍କୁ ବଦଳି ପରେ ୧୯୮୬ ବ୍ୟାଚ୍ର ଓଡିଶା କ୍ୟାଡର ଆଇପିଏସ୍ ଅଫିସର ଅଭୟଙ୍କୁ ନୂଆ ଡିଜିପି ଭାବେ ନିଯୁକ୍ତ କରାଯାଇଛି। ହାଇଦ୍ରାବାଦସ୍ଥିତ...
ଖୋଳାଯିବ ୧.୨୫ ଲକ୍ଷ କୂପ
ଭୁବନେଶ୍ୱର,୨୨-୧୧(ବ୍ୟୁରୋ):ସାରା ରାଜ୍ୟରେ ଚଳିତ ଆର୍ଥିକ ବର୍ଷରେ ୧.୨୫ ଲକ୍ଷ କୂପ(ଡଗ୍-ୱେଲ)ଖୋଳାଯିବ। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍ଜିଏନ୍ଆର୍ଇଜିଏ) ଅଧୀନରେ ଏହି ଖନନ କାର୍ଯ୍ୟ କରାଯିବ। ଏ ନେଇ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ...
ପ୍ରସାରଣରେ ‘ଧରିତ୍ରୀ’ ଏକ ନମ୍ବର
ଭୁବନେଶ୍ୱର,୨୨-୧୧(ବ୍ୟୁରୋ):ଧରିତ୍ରୀ ରାଜ୍ୟର ସର୍ବାଧିକ ପ୍ରସାରିତ ଖବରକାଗଜ। ୨୦୧୮-୧୯ ଆର୍ଥିକବର୍ଷର ହିସାବ ଅନୁଯାୟୀ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦେଇଥିବା ତଥ୍ୟରେ ଏହା ଦର୍ଶାଯାଇଛି। ୨୦୧୮-୧୯ ଆର୍ଥିକବର୍ଷରେ ‘ଧରିତ୍ରୀ’ର ପ୍ରସାରଣ ୪ଲକ୍ଷ ୭୬ହଜାର ୫୦୦ ଥିବାବେଳେ ଏହା ତଳକୁ ଅନ୍ୟ...
ଧାନର ଅଭାବୀ ବିକ୍ରିକୁ ନେଇ ବିଧାନସଭାରେ ଝଡ଼
ଭୁବନେଶ୍ୱର,୨୨-୧୧(ବ୍ୟୁରୋ):ବଲାଙ୍ଗୀର,ବରଗଡ଼, ସମ୍ବଲପୁର, ସୋନପୁର ଜିଲାରେ ଚାଷୀମାନେ ଧାନ ବିକ୍ରିକୁ ନେଇ ଗତ କିଛିଦିନ ହେବ ଆନ୍ଦୋଳନ ଚଳାଇଥିଲେ। ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଟୋକନ ବ୍ୟବସ୍ଥାକୁ ବିରୋଧ କରି ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ଏଥିଯୋଗୁ ଧାନ ବିକ୍ରିରେ ବାଧା...
ବିନା ଟୋକନରେ ହେଲା ଧାନକିଣା
ସମ୍ବଲପୁର(ବ୍ୟୁରୋ)/ବରଗଡ଼ ଅଫିସ,୨୨-୧୧:ବରଗଡ଼ ଓ ସମ୍ବଲପୁର ଜିଲାରେ ଚାଷୀ ଆନ୍ଦୋଳନ ପରେ ବଦଳିଛି ନିୟମ। ସମ୍ବଲପୁରରେ ବିନା ଟୋକନରେ ଆରମ୍ଭ ହୋଇଛି ଧାନ କିଣା। ବରଗଡ଼ରେ ବି ଖୋଦ୍ ଜିଲାପାଳ ଏ ନେଇ ପ୍ରତିଶ୍ରୁତି ଦେବା ପରେ ଚାଷୀ ଆନ୍ଦୋଳନ ପ୍ରତ୍ୟାହୃତ...
ମୁଖ୍ୟ ରାସ୍ତା ପାଲଟିଛି ଡମ୍ପିଂୟାର୍ଡ
ଗଞ୍ଜାମ,୨୨ା୧୧(ଡି.ଏନ.ଏ.)- ଗଞ୍ଜାମ ଏନ୍ଏସିରେ ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ନିମନ୍ତେ ସ୍ଥାନ ଚିହ୍ନଟ ହୋଇପାରୁ ନ ଥିବାରୁ ସହର ମୁଖ୍ୟରାସ୍ତା କଡ଼ ଡମ୍ପିଂୟାର୍ଡ’ପାଲଟିଛି। ଗଞ୍ଜାମ ଏନ୍ଏସି ଓ ତହସିଲ ଅଧୀନରେ ରହିଛି ହେକ୍ଟର ହେକ୍ଟର ସରକାରୀ ଜାଗା। ହେଲେ ସରକାରୀ ଅଧିକାରୀମାନଙ୍କ...
ସରିଛି ବାଲିଯାତ୍ରା, ହେଲେ ଭରିନି ମନ
କଟକ ଅଫିସ, ୨୧।୧୧: ସରିଛି ବାଲିଯାତ୍ରା, ହେଲେ ଭରିନି ମନ। ଐତିହାସିକ କଟକ ବାଲିଯାତ୍ରା ବୁଧବାର ଶେଷ ହୋଇଥିଲେ ହେଁ ମହାନଦୀ ପଠା ଚଳଚଞ୍ଚଳ ରହିଛି। ଗୁରୁବାର ବାଲିଯାତ୍ରା ତଳ ପଡ଼ିଆରେ ଗୃହ ଉପକରଣ, ସାଜସଜ୍ଜା ସାମଗ୍ରୀ ଆଦି କିଣିବା...
ଭୁବନେଶ୍ୱରରେ ହେବ ଆଦର୍ଶ ବିଦ୍ୟାଳୟ: ମନ୍ତ୍ରୀ
ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଭୁବନେଶ୍ୱରରେ ହେବ ଆଦର୍ଶ ବିଦ୍ୟାଳୟ। ଏନେଇ ଗୁରୁବାର ଲୋକସେବା ଭବନରେ ବସିଥିବା ଗଭର୍ଣ୍ଣିଂ ବଡି ବୈଠକରେ ନିଷ୍ପତ୍ତି ନିଆଯାଇଥିବା ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ବର୍ତ୍ତମାନ ରାଜ୍ୟର ୨୧୪ଟି ବ୍ଲକରେ ଆଦର୍ଶ...
ମନ୍ତ୍ରୀଙ୍କଠାରୁ ମିଳିଲା ପ୍ରତିଶ୍ରୁତି: ଚାଷୀ ଆନ୍ଦେଳନ ପ୍ରତ୍ୟାହୃତ
ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ପ୍ରତ୍ୟାହୃତ ହେଲା ସମ୍ବଲପୁର ଚାଷୀ ଆନ୍ଦୋଳନ। ଚାଷୀ ପ୍ରତିନିଧି ମିଟିଂରେ ଆଲୋଚନା ପରେ ଆନ୍ଦୋଳନ ପତ୍ୟାହାର ହେବା ନେଇ ଗୁରୁବାର ଆବାହକ ଅଶୋକ ପ୍ରଧାନ ଘୋଷଣା କରିଛନ୍ତି। ମନ୍ତ୍ରୀ ସୁଶାନ୍ତ ସିଂ, ବିଧାୟକ ରୋହିତ ପୂଜାରୀ ପ୍ରତିଶ୍ରୁତି ଦେବା...
ଭୁବନେଶ୍ୱରରୁ ରାସ୍-ଅଲ୍-ଖଇମା ମଧ୍ୟରେ ବିମାନସେବା ଦାବି: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଭୁବନେଶ୍ୱର ଏବଂ ୟୁଏଇସ୍ଥିତ ରାସ-ଅଲ୍-ଖଇମା ସହର ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରିବା ପାଇଁ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ...
ଟୋକନ୍ ବ୍ୟବସ୍ଥା ପ୍ରତ୍ୟାହାର ତାତି: ଭୁବନେଶ୍ୱରରେ ଗର୍ଜିଲେ ଚାଷୀ
ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟୋକନ୍ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯିବା ପରେ ଚାଷୀମାନେ ଏହାକୁ ବିରୋଧ କରୁଛନ୍ତି। ବରଗଡ଼, ସୋନପୁର, ସମ୍ବଲପୁର, ବଲାଙ୍ଗୀର ଜିଲାର ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଭୁବନେଶ୍ୱରରେ...
Archives


