୩ ଦିନ ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୦ା୪(ବ୍ୟୁରୋ): ରାଜ୍ୟରେ ଗତ ଦୁଇଦିନ ହେବ ମେଘୁଆ ପାଗ ସାଙ୍ଗକୁ ଝଡ଼ବର୍ଷା ଲାଗି ରହୁଛି। ଏଥିଯୋଗୁ ତାତି କମିଛି। ପାରଦ ୪୦ ଡିଗ୍ରୀ ସେଲସିୟସ୍ ତଳକୁ ଖସିଯାଇଛି। ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ଭାଗରେ ପାଗ ମେଘୁଆ ରହିବା ସହ…
କରୋନା ମୁକାବିଲା: ଗବେଷଣା ଟିମ୍ରେ ଓଡ଼ିଆ ଡାକ୍ତର ଦିଗମ୍ବର ବେହେରା
ଭୁବନେଶ୍ୱର,୧୦।୪(ବ୍ୟୁରୋ): ବିଶ୍ୱ ମହାମାରୀ କରୋନା ମୁକାବିଲାରେ ସାରା ମାନବ ସମାଜ ଅହରହ ଉଦ୍ୟମ ଜାରି ରଖିଛି। ଭାରତ ସମେତ ବିଶ୍ୱର ଅନ୍ୟାନ୍ୟ ଦେଶ ନିଜ ନିଜର ସାମର୍ଥ୍ୟ ଅନୁସାରେ ପ୍ରଚେଷ୍ଟା ଜାରି ରଖିଛନ୍ତି। ଏହି କ୍ରମରେ ଇଣ୍ଡିଆନ୍ କାଉନସିଲ ଅଫ୍ ମେଡିକାଲ…
‘କୋଭିଡ୍-୧୯ ଦିନିକିଆ କ୍ରିକେଟ୍ ମ୍ୟାଚ୍ ନୁହେଁ’: ଗଣମାଧ୍ୟମକୁ ବାଗ୍ଚୀଙ୍କ ପରାମର୍ଶ
ଭୁବନେଶ୍ୱର,୧୦ା୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ ପ୍ରତିଦିନ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଉଛି। କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍ଚୀ ସୂଚନା ଦେବା ସମୟରେ ଜନସାଧାରଣଙ୍କୁ କିଛି ନା କିଛି ନୂଆ ପରାମର୍ଶ ଦେଉଛନ୍ତି। ଏହିକ୍ରମରେ…
ଦୁଇ ଚକିଆ ଗାଡ଼ି କଟକଣା କୋହଳ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ ଅଫିସ୍,୧୦ା୪: କରୋନା ଭୂତାଣୁର ମୁକାବିଲା ପାଇଁ ସାରା ରାଜ୍ୟରେ ଲକ୍ଡାଉନ୍ ଜାରି କରାଯାଇଛି। ଗାଡ଼ି ଚଳାଚଳ ଉପରେ ଅନେକ ପ୍ରକାର କଟକଣା ରହିଛି। ଫଳରେ ପରିବା ଏବଂ ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀ କିଣିବା ପାଇଁ ଲୋକମାନେ ହଇରାଣ ହେଉଛନ୍ତି। ଦୁଇ…
ଚିନ୍ତାରେ କେନ୍ଦୁପତ୍ର ତୋଳାଳି, ବନ୍ଧେଇ ଶ୍ରମିକ
ବଲାଙ୍ଗୀର ଅଫିସ, ୧୦ା୪ – କରୋନା ସଂକ୍ରମଣ ଭୟ ଚାଷବାସ, କ୍ଷୁଧା, ରୋଜଗାର ଉଜାଡିବା ଆରମ୍ଭ କରିଦେଲାଣି। ଦୀର୍ଘ ୨୧ଦିନର ଲକ୍ଡାଉନ୍ ପରେ ରାଜ୍ୟ କ୍ୟାବିନେଟ୍ରେ ଆହୁରି ୧୫ଦିନ ବୃଦ୍ଧି ପାଇଁ ସୁପାରିଶ ପରେ ଅନେକଙ୍କ ଚିନ୍ତା ବଢ଼ିଯାଇଛି। ରୋଗ ସଂକ୍ରମଣ…
କରୋନା ମ୍ୟାପ୍ରେ ଢେଙ୍କାନାଳ
ଢେଙ୍କାନାଳ ଅଫିସ, ୧୦।୪ – ଖୋର୍ଦ୍ଧା, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ପୁରୀ, କଳାହାଣ୍ଡି, ଯାଜପୁର ପରେ କରୋନା ମ୍ୟାପ୍ରେ ଯୋଡ଼ି ହୋଇଛି ଢେଙ୍କାନାଳ। ଜିଲା ସଦର ମହକୁମାର ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ୫୧ ବର୍ଷୀୟା ମହିଳାଙ୍କ ସ୍ବାବ୍ରୁ କୋଭିଡ୍-୧୯ ଭୂତାଣୁ ଠାବ…
ପୁଣି ୪ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ହେଲା ୪୮
ଭୁବନେଶ୍ୱର,୧୦।୪: (ବ୍ୟୁରୋ)- ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୮ରେ ପହଁଚିଛି। ଗୁରୁବାର ମୋଟ ୬ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବିଷୟରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଗୁରୁବାର ଦିନରେ…
କଡ଼ାକଡ଼ି ହେବ ଯାଞ୍ଚ: ପ୍ରଥମ ଦିନରେ ମାସ୍କ ବାଣ୍ଟିଲା, ବୁଝାଇଲା ପୋଲିସ
ଭୁବନେଶ୍ୱର,୯ା୪(ବ୍ୟୁରୋ)- ବାୟୁ ଦ୍ୱାରା ମଧ୍ୟ ଘାତକ ଭୂତାଣୁ କୋଭିଡ୍-୧୯ ଅନ୍ୟକୁ ସଂକ୍ରମଣ ହେବାର ସମ୍ଭାବନା ରହିଛି। ତେଣୁ ଗୁରୁବାରଠାରୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ଏହାକୁ କଡାକଡି ପାଳନ କରିବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ପ୍ରଥମ…
କଣ୍ଟାକ୍ଟ ଟ୍ରେସିଂ ପରେ ସିଲ୍ ହୋଇପାରେ ଝାରପଡ଼ା, ମଧୁସୂଦନ ନଗର
ଭୁବନେଶ୍ୱର, ୮ା୪(ବ୍ୟୁରୋ): ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁହୁ ହୋଇ ବଢ଼ି ଚାଲିଛି। ରାଜ୍ୟରେ ମୋଟ ୪୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ କେବଳ ଭୁବନେଶ୍ୱରରେ ୩୫ଜଣ ରହିଛନ୍ତି। ତେଣୁ ସଂକ୍ରମଣ ରୋକିବାକୁ ଆକ୍ରାନ୍ତ ରହୁଥିବା ଅଞ୍ଚଳ ଓ ସଂସ୍ପର୍ଶରେ ଆସିଥିବା…
ଗଞ୍ଜାମରେ ଘରକୁ ଘର ବୁଲି କରାଯିବ ସ୍ବାସ୍ଥ୍ୟ ଯାଞ୍ଚ: ସାରୁ ଗ୍ରାମରୁ ଆରମ୍ଭ, ଉପସ୍ଥିତ ରହିଲେ ଜିଲାପାଳ
ହିଞ୍ଜିଳିକାଟୁ, ୯ା୪(ଡି.ଏନ୍.ଏ) : ରାଜ୍ୟରେ କରୋନା ଭୁତାଣୁ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ମୁକାବିଲାକୁ ନେଇ ଲୋକଙ୍କ ସ୍ବାସ୍ଥ୍ୟ ନିରୀକ୍ଷଣ ପ୍ରଣାଳୀକୁ ଘରକୁ ଘର ବୁଲି ସର୍ଭେ ପାଇଁ ରାଜ୍ୟରେ ପ୍ରଥମ ଜିଲା ଭାବେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ…
ଗଞ୍ଜାମ ଜିଲାପାଳଙ୍କ କଡ଼ା ଆଭିମୁଖ୍ୟ: ଏଣିକି ମାସ୍କ ନ ପିନ୍ଧିଲେ ମିଳିବ ନାହିଁ ଅତ୍ୟାବଶ୍ୟକୀୟ ସାମଗ୍ରୀ
ଛତ୍ରପୁର, ୯।୪(ଡି.ଏନ୍.ଏ.)- କରୋନା ମୁକାବିଲା ଦିଗରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏଣିକି ମାସ୍କ ନ ପିନ୍ଧିଥିଲେ ରାସନ, ପନିପରିବା ଏପରିକି ଔଷଧ ମିଳିବନି ବୋଲି ଜିଲାପାଳ ଗୁରୁବାର କହିଛନ୍ତି। ପୂର୍ବରୁ ମାସ୍କ ନ…
ରାଜ୍ୟର ଆଉ ୩ ମେଡିକାଲରେ ହେବ କରୋନା ଟେଷ୍ଟ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟର ଆଉ ୩ଟି ହସ୍ପିଟାଲରେ କରୋନା ଟେଷ୍ଟ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ବ୍ରହ୍ମପୁର ମେଡିକାଲ କଲେଜ, ଭିମ୍ସାର ଓ ଆଇଜିଏଚ୍ରେ ଟେଷ୍ଟ କରାଯିବ। ଓଡ଼ିଶାରେ ଦିନକୁ ୧୦୦୦ କରୋନା ନମୂନା ପରୀକ୍ଷଣ କରାଯିବ। ରାଜ୍ୟ ମନ୍ତ୍ରୀସ୍ତରୀୟ ବୈଠକରେ ଏନେଇ…
Archives


