ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଜେଲ୍ ଗଲେ ୪ର୍ଥ ଶ୍ରେଣୀ କର୍ମଚାରୀ
ଭଦ୍ରକ ଅଫିସ, ୨୦।୧୧: ଭଦ୍ରକ ଜିଲା ଧାମନଗର ବ୍ଲକ ହସନାବାଦ ଗ୍ରାମର ଆର୍ଡବ୍ଲ୍ୟୁଏସ୍ଏସ୍ ବିଭାଗର ୪ର୍ଥ ଶ୍ରେଣୀ କର୍ମଚାରୀ(ଫିଟର) ସତ୍ୟନାରାୟଣ ମଲ୍ଲିକଙ୍କୁ ବୁଧବାର ଭଦ୍ରକ ଭିଜିଲାନ୍ସ ଟିମ୍ ଗିରଫ କରି ବାଲେଶ୍ୱର ଜେଲ୍କୁ ପଠାଇଛି। ଭଦ୍ରକ ଭିଜିଲାନ୍ସ ଡିଏସ୍ପି ସଞ୍ଜୟ...
୧୨ ଦିନ ପରେ ରାସ୍ତାରୁ ହଟିଲା ବରଗଛ
ରୂପ୍ସା,୨୦।୧୧(ଡି.ଏନ.ଏ.): ‘ବୁଲ୍ବୁଲ୍’ ବାତ୍ୟା ଓ ବର୍ଷା ପ୍ରଭାବରେ ବାଲେଶ୍ୱର ସଦର ଥାନା ହଳଦୀପଦା ଫାଣ୍ଡି ଅନ୍ତର୍ଗତ ପଦାବଡ଼ଗାଁ ଗ୍ରାମ ରାସ୍ତାରେ ଏକ ପୁରୁଣା ବରଗଛ ଉପୁଡ଼ି ପଡ଼ିଥିଲା। ଏଥିଲାଗି ଦୀର୍ଘ ୧୨ଦିନ ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଗାଁ ଲୋକେ...
ଶାରୀଶୁଆ ପାହାଡ଼ ଖଣି ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟ ବନସଂରକ୍ଷକ, ଜିଲାପାଳ
ଖଇରା,୨୦।୧୧(ଡି.ଏନ.ଏ.): ଦୁଇ ବନ ସଂରକ୍ଷକ ସନ୍ଦୀପ ତ୍ରିପାଠି ଓ ହରିଶଙ୍କର ଉପାଧ୍ୟାୟ ଏବଂ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ବୁଧବାର ଖଇରା ଓ କପ୍ତିପଦା ତହସିଲ ଅଧୀନ ଶାରିଶୁଆ ପାହାଡ଼ର ବିଭିନ୍ନ ଖଣି ପରିଦର୍ଶନ କର ଫେରିିଛନ୍ତି। କପିଳଝୁରୀ...
ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର
ଖଲିକୋଟ,୨୦।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଖଲିକୋଟ ବ୍ଲକ ଅନ୍ତର୍ଗତ ନାଇକାଣୀପଲ୍ଲୀ ଗ୍ରାମରେ ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ବସନ୍ତ ସ୍ବାଇଁଙ୍କ ବଡ଼ପୁଅ ରାଜେଶ ସ୍ବାଇଁ(୧୩) ଏବଂ ସାନପୁଅ ଆକାଶ ସ୍ବାଇଁ(୧୦)। ସୂଚନାନୁଯାୟୀ,...
ସାତ ମାସ ହେଲା ମିଳିନି ଦରମା: ଏନ୍ଏଚ୍ଏମ୍ ନିର୍ଦ୍ଦେଶିକାଙ୍କୁ ବିରୋଧ; ସିଡିଏମ୍ଓ ଅଫିସରେ ତାଲା ପକାଇ ଧାରଣାରେ ବସିଲେ ଠିକା କର୍ମଚାରୀ
ପୁରୀ ଅଫିସ,୨୦।୧୧: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଶହେରୁ ଊର୍ଦ୍ଧ୍ୱ ଠିକା କର୍ମଚାରୀ ଏନ୍ଏଚ୍ଏମ୍ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତଙ୍କୁ ଡିଏଚ୍ଏଚ୍ରେ ବିରୋଧ କରିଛନ୍ତି। ବୁଧବାର ଅପରାହ୍ନରେ ଠିକା କର୍ମଚାରୀମାନେ ସିଡିଏମ୍ଓ ଅଫିସ ଗେଟ୍ରେ ତାଲା ପକାଇ ବିରୋଧ କରିଥିଲେ।...
ଘରେ ଏକୁଟିଆ ପାଇ ମହିଳାଙ୍କୁ ବଳାତ୍କାର, ଅଭିଯୁକ୍ତକୁ ଗିରଫ କଲା ଦୈତାରୀ ଥାନା ପୋଲିସ
କେନ୍ଦୁଝର,୨୦।୧୧(ସ୍ବ.ପ୍ର.): ଜଣେ ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଦୈତାରୀ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ସେ ହେଲେ ସିକନ ପିଙ୍ଗୁଆ। ପୋଲିସ ଅଭିଯୋଗ ଆଧାରରେ ସିକନଙ୍କୁ ଗିରଫ କରି ଡାକ୍ତରୀ ମାଇନା ପାଇଁ ପଠାଇଥିବା ଜଣାପଡ଼ିଛି। ଉକ୍ତ...
ଛୋଟ ସୁନା ଦୋକାନୀଙ୍କ ଉପରେ ଚଢ଼ାଉ, ବଡ଼ ବଡ଼ିଆଙ୍କୁ ମାଫ୍
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ ଥିବା ବଡ଼ ବଡ଼ ସୁନାଦୋକାନ ଉପରେ ଯୋଗାଣ ବିଭାଗ ଅଧିକାରୀ ଚଢ଼ାଉ କରିବାକୁ ସାହସ ଜୁଟାଉନାହାନ୍ତି। କେତେକ ହାତଗଣତି ଛୋଟ ସୁନାଦୋକାନ ଉପରେ ଚଢ଼ାଉ କରି ଦାୟିତ୍ୱ ଶେଷ କରୁଛନ୍ତି। ଏହି ଦାୟିତ୍ୱରେ ଥିବା...
ରାଜ୍ୟରେ ରହିଛି ୬୩ କୃଷି, ୮୫ ଉଦ୍ୟାନ କୃଷି ଫାର୍ମ: ଆଧୁନିକୀକରଣ ପାଇଁ ଖର୍ଚ୍ଚ ହୋଇଛି ୧୨୬୨ଲକ୍ଷ ଟଙ୍କା
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ୬୩ଟି କୃଷି ଫାର୍ମ ଏବଂ ୮୫ଟି ଉଦ୍ୟାନ କୃଷି ଫାର୍ମ ରହିଛି। ସେଥିରୁ ୪ଟି କୃଷି ଫାର୍ମ ଓ ୫ଟି ଉଦ୍ୟାନ କୃଷି ଫାର୍ମ ବନ୍ଦ ହୋଇଯାଇଛି। ସେଗୁଡ଼ିକ ପୁନଃଉଦ୍ଧାର କରିବା ଅବସ୍ଥାରେ ନାହିଁ। କୃଷି ଓ...
ପୁଣି ଚଳଚଞ୍ଚଳ ହେଲା ଆର୍ଟିଓ କାର୍ଯ୍ୟାଳୟ
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ପୁଣି ରାଜଧାନୀର ୨ଟି ଆରଟିଓ କାଯର୍ର୍ୟାଳୟ ଚଳଚଞ୍ଚଳ ହୋଇଉଠିଛି। ଡିସେମ୍ବର ୧ରୁ ଆର୍ଟିଓ ନିୟମ କଡ଼ାକଡ଼ି କରାଯିବ ବୋଲି ଖବର ପ୍ରକାଶ ପାଇବା ପରେ ଲୋକେ ଡ୍ରାଇଭିଂ ଲାଇସେନ୍ସ, ଗାଡ଼ି ଫିଟ୍ନେସ୍, କାଗଜପତ୍ର ପାଇଁ...
ଟୋକନ ବିବାଦ: ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ଚାଷୀ
ବରଗଡ଼ ଅଫିସ,୨୦।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଆରମ୍ଭ ହୋଇଥିବା ଟୋକନ ବ୍ୟବସ୍ଥାକୁ ନେଇ ବିରୋଧ ବଢିବାରେ ଲାଗିଛି। ବୁଧବାର ବରଗଡ ବ୍ଲକ ଅନ୍ତର୍ଗତ କଟାପାଲି ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ଆଗରେ ଚାଷୀମାନେ ଖାଦ୍ୟ ଯୋଗାଣ...
ବିଭିନ୍ନ ଦାବିରେ ଦୁଇଦିନିଆ ବଲାଙ୍ଗୀର ବନ୍ଦ
ବଲାଙ୍ଗୀର ଅଫିସ, ୨୦।୧୧: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା, ଲୋୟର ସୁକତେଲ ବୃହତ୍ ଜଳସେଚନ ପ୍ରକଳ୍ପ ଓ ବଲାଙ୍ଗୀର ସହରରେ ବାଇପାସ ରାସ୍ତା ନିର୍ମାଣ ଦାବିରେ ବଲାଙ୍ଗୀର ଆକ୍ସନ କମିଟି ନେତୃତ୍ୱରେ ବୁଧବାରଠାରୁ ଦୁଇଦିନିଆ ବନ୍ଦ ପାଳନ...
ଶ୍ୱଶୁରଘରୁ ବାଇକ୍ ଚୋରି ମାମଲାରେ ଜ୍ୱାଇଁ ଗଲେ ଜେଲ
ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ରାଜଧାନୀର ବିଭିନ୍ନ ତାରକା ହୋଟେଲରେ ଖାଇବା ପରେ ବିଲ୍ ପଇଠ ନ କରି ଫେରାର ହୋଇଯାଉଥିଲେ। ଶହୀଦନଗର ଥାନା ଅଞ୍ଚଳରେ ଅଭିଯୁକ୍ତଙ୍କୁ ହୋଟେଲ କର୍ମଚାରୀମାନେ କାବୁ କରି ପୋଲିସ ଜିମା ଦେଇଥିଲେ। ପୋଲିସ ଅଭିଯୁକ୍ତଙ୍କ ଆପରାଧିକ ରେକର୍ଡ ଯାଞ୍ଚ...
Archives


