୧୨୨ ନମୁନାରୁ ୯୦ ନେଗେଟିଭ୍
ବାରିପଦା ଅଫିସ, ୮ା୪: କରୋନା ଭାଇରସ୍ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ଜିଲାର ୧୨୨ଟି ନମୁନା ପରୀକ୍ଷା ପାଇଁ ପଠାଯାଇଛି। ଏଥିମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୯୦ଟି ନମୁନା ନେଗେଟିଭ୍ ଆସିଥିବା ବେଳେ ବାକିଗୁଡ଼ିକର ରିପୋର୍ଟ ଆସି ନ ଥିବା ଜିଲା ପ୍ରଶାସନ ପକ୍ଷରୁ…
୨୧ ଦିନିଆ ସ୍ବତନ୍ତ୍ର ଛୁଟିରେ ଗଲେ ୧୧ କଏଦୀ
କେନ୍ଦୁଝର,୮ା୪(ସ୍ବ.ପ୍ର./ଡି.ଏନ୍.ଏ.): କେନ୍ଦୁଝର ଜେଲରେ କଏଦୀଙ୍କ ସଂଖ୍ୟା ଅଧିକ ଥିବାରୁ ଏହା କରୋନା ମୁକାବିଲା ଦିଗରେ ସମସ୍ୟା ସୃଷ୍ଟି କରିବା ଆଶଙ୍କା କରି ସରକାର ବିଚାରାଧିନ ବନ୍ଦୀଙ୍କୁ ଅନ୍ତରୀଣ ଜାମିନ ଓ ପାରୋଲରେ ଛାଡ଼ିବାକୁ ନିଷ୍ପତ୍ତି ନେଇଥିଲେ। ନିଶା କାରବାର,ବଳାକତ୍ାର,ଯୌନ ନିର୍ଯାତନା,ଏସିଡ୍ ମାଡ଼…
ବିନା ପାସ୍ରେ ଆଉ ଗଡିବନି ଗାଡି
ବରଗଡ଼ ଅଫିସ,୮।୪: ଘାତକ କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତ୍ୱକୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଉଛି। ଦୋକାନ, ବଜାର ପରେ ବରଗଡ଼ ଜିଲା ପ୍ରଶାସନ ଏବେ ରାସ୍ତାର ଗାଡି ଚଳାଚଳ ଉପରେ କଟକଣା ଲାଗୁ କରିଛନ୍ତି। ବିନା ପାସ୍ରେ…
ରିଲିଫ ପାଣ୍ଠିକୁ ଦାନ କଲେ ଏସ୍ଏଚଜି
ବାଲେଶ୍ୱର ଅଫିସ, ୮।୪: କରୋନା ପରିସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରାଯାଇଛି। ବାଲେଶ୍ୱର ପୌରାଞ୍ଚଳ ସିଆଡ଼ି ମଙ୍ଗଳା ଏସ୍ଏଚ୍ଜି ତରଫରୁ ୧୦ହଜାର, ମଠବାଡ଼ି ଅଞ୍ଚଳର ମା’ ତାରିଣୀ…
ସଙ୍ଗରୋଧ କେନ୍ଦ୍ରରେ ସନ୍ଦିଗ୍ଧ ଯୁବକଙ୍କ ଆତ୍ମହତ୍ୟା
ସୁନ୍ଦରଗଡ, ୮ା୪(ଡି.ଏନ୍.ଏ.): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ବ୍ଲକର ଏକ ସଙ୍ଗରୋଧ କେନ୍ଦ୍ର ପରିସରରେ ଜଣେ କରୋନା ସନ୍ଦିଗ୍ଧ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ହେଲେ ଗୁରୁଣ୍ଡିଆ ପଞ୍ଚାୟତ ଅନ୍ତର୍ଗତ ବଡଗାଁ ମାତାଲଗଡା ବସ୍ତିର ଆନନ୍ଦ କୁମାର ଲାକ୍ରା(୩୦)। ସମ୍ପୃକ୍ତ ଯୁବକ…
ଲକ୍ଡାଉନ ପ୍ରଭାବ: ଜୀବନ ବଞ୍ଚାଇଛି କାଇପୋକ, କନ୍ଦା ଆଳୁ
କାଳିଆପାଣି,୮।୪(ଡିଏନଏ): ଯାଜପୁର ଜିଲା ସୁକିନ୍ଦା ବ୍ଳକ କଅଁସ ପଞ୍ଚାୟତର ଟିକରପଡ଼ା ଗ୍ରାମରେ ଏବେ ୫୩ ପରିବାର ବସବାସ କରୁଥିବାବେଳେ ବୁଧବାର ମାତ୍ର ୧୦ ପରିବାର ପାଖରେ ପହଞ୍ଚିଛି ଚାଉଳ ଓ ଆଳୁ। ଫଳରେ ଆହୁରି ୪୩ ପରିବାର କାଇ ପୋକ, ବାସି…
ସ୍ବାସ୍ଥ୍ୟକେନ୍ଦ୍ରରେ ରହିଲାନି ସାମାଜିକ ଦୂରତ୍ୱ
ରତ୍ନଗିରି,୮।୪(ଡି.ଏନ.ଏ): ସାମାଜିକ ଦୂରତ୍ୱ ରକ୍ଷା କରବା ପାଇଁ ସରକାରଙ୍କ କଡ଼ା ନିର୍ଦ୍ଦେଶ ରହିଛି। ଏହାକୁ ପାଳନ କରା ନ ଗଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ନିର୍ଦ୍ଦେଶ ରହିଛି। ପୋଲିସ ପ୍ରଶାସନ ବିଭିନ୍ନ ବ୍ୟବସାୟିକ ପେଣ୍ଠସ୍ଥଳ, ହାଟ, ବଜାରରେ ବ୍ୟାପକଭାବେ ଚଢାଉ…
ବ୍ରହ୍ମବରଦାରେ ୧୨କୁ ବଢ଼ିଲା ଶଟ୍ଡାଉନ ଅବଧି
ରସୁଲପୁର,୮।୪(ଡିଏନଏ): ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା ଅଞ୍ଚଳର ଜଣେ ମୌଲବୀ କରୋନା ଆକ୍ରାନ୍ତଭାବେ ଚିହ୍ନଟ ହେବା ପରେ ପ୍ରଶାସନର ଚିନ୍ତା ବଢ଼ିଯାଇଛି। ଗତ ଶନିବାରଠାରୁ ସୋମବାର ରାତି ୮ଟା ଯାଏଁ ୪୮ ଘଣ୍ଟା ଶଟଡାଉନ କରାଯାଇଥିଲେ ହେଁ ପରେ ଏହି…
୨୫ରୁ ଊର୍ଦ୍ଧ୍ୱ ସନ୍ଦିଗ୍ଧଙ୍କ ନମୁନା ସଂଗ୍ରହ
ରସୁଲପୁର,୮।୪(ଡିଏନଏ): ରସୁଲପୁର ବ୍ଲକ ବ୍ରହ୍ମବରଦାକୁ କଣ୍ଟେନମେଣ୍ଟ ଜୋନଭାବେ ଘୋଷଣା କରାଯାଇଛି। ଏହି ଅଞ୍ଚଳରେ ଏପ୍ରିଲ ୧୨ ପର୍ଯ୍ୟନ୍ତ ଶଟଡାଉନ ଅବଧିକୁ ବୃଦ୍ଧି କରାଯାଇଛି। ଏହି ଅବଧି ମଧ୍ୟରେ ବ୍ରହ୍ମବରଦା ଅଞ୍ଚଳକୁ ଯାତାୟାତ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି। ଏହି ଅଞ୍ଚଳକୁ ସିଲ କରାଯାଇ…
କରୋନା ମୁକାବିଲା ଚିନ୍ତା: ତାଲିମ ନେବେ ୧୬୨୦ ଆୟୁଷ ଡାକ୍ତର
ଭୁବନେଶ୍ୱର,୮।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ଏମ୍ବିବିଏସ୍ ଛାତ୍ରୀଛାତ୍ରଙ୍କୁ ତାଲିମ ଦେଇ ନିୟୋଜିତ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ହୋମିଓପାଥିକ, ଆୟୁର୍ବେଦିକ, ଏଏନ୍ଏମ୍ଙ୍କୁ ସରକାର ତାଲିମ ଦେବେ। ଏ ନେଇ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ ସମସ୍ତ ଜିଲା…
ଲକ୍ଡାଉନ୍ ବେଳେ ମାଲ୍ ପରିବହନରେ ବାଧା ନାହିଁ, ବ୍ୟବସାୟୀ ୧୦୦ ଡାଏଲ୍ କରିପାରିବେ: ସିପି
ଭୁବନେଶ୍ୱର,୮।୪(ବ୍ୟୁରୋ): ଛୋଟ ବ୍ୟବସାୟୀଙ୍କ ଗାଡ଼ିକୁ ତଳିଆ ପୋଲିସ କର୍ମଚାରୀ ଛାଡ଼ୁ ନ ଥିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ଏ ନେଇ ଏକ ଟୁଇଟ୍ କରି ସେ କହିଛନ୍ତି, ଲକ୍ଡାଉନ୍ ବେଳେ ମାଲ୍ ପରିବହନ ପ୍ରସଙ୍ଗରେ କୌଣସି…
ଆସନ୍ତା ସପ୍ତାହରୁ ଆଇଏଲ୍ଏସ୍ରେ ହେବ କରୋନା ଟେଷ୍ଟ
ଭୁବନେଶ୍ୱର,୮।୪(ବ୍ୟୁରୋ): ଭୁବନେଶ୍ୱର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସ(ଆଇଏଲ୍ଏସ୍)ରେ କରୋନା ଟେଷ୍ଟ କରାଯିବ। ଏନେଇ ଅନୁମତି ମିଳିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କୁ ଆଇଏଲ୍ଏସ୍ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଆସନ୍ତା ସପ୍ତାହରୁ କରୋନା ଟେଷ୍ଟ କରାଯିବା ନେଇ ସେ ସ୍ପଷ୍ଟ କରିଛନ୍ତି। ରାଜ୍ୟ…
Archives


