ନୂଆ ବ୍ଲକ୍ ଗଠନ ନେଇ ଦାବି ଦୋହରାଇଲେ ଅଞ୍ଚଳବାସୀ, ସରକାରୀ ପଦକ୍ଷେପ ନ ନେବାରୁ…
ଦାରିଙ୍ଗବାଡ଼ି,୧ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁର ୮ ପଞ୍ଚାୟତକୁ ନେଇ ନୂତନ ବ୍ଲକ ଗଠନ କରାଯିବା ଦାବି ଅଞ୍ଚଳବାସୀ ପୁଣି ଦୋହରାଇଛନ୍ତି। ଦୀର୍ଘ ୪ ଦଶନ୍ଧି ଧରି ବ୍ଲକ ଗଠନ ପାଇଁ ଦାବି ହୋଇଆସୁଥିବା ବେଳେ ଅଞ୍ଚଳବାସୀ ଏନେଇ…
‘କପି ପେଷ୍ଟ ଶାସନ ଧାରା ଜାରି ରଖିଛି ଭାଜପା’
ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ସହରୀକରଣର ନୂଆ ଅଭିଯାନ ଅନ୍ତର୍ଗତ ଏନ୍ଏସି ଓ ମ୍ୟୁନିସିପାଲିଟି ଘୋଷଣା କଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହୁଥିବା ବେଳେ ବାସ୍ତବରେ ଏଥିରେ କୌଣସି ନୂତନତା ନାହିଁ ବୋଲି ବିଜେଡି କହିଛି। ଏଥିରୁ ଅଧିକାଂଶ ଘୋଷଣା ପୂର୍ବରୁ ନବୀନ…
ଆସନ୍ତା ୩ ତାରିଖ ଯାଏ ଅତି ପ୍ରବଳ ବର୍ଷା: ଏସବୁ ଜିଲା ପାଇଁ ଓ୍ବାର୍ନିଂ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା…
ଭୁବନେଶ୍ୱର, ୩୧ା୮(ବନ୍ଦନା ସେଠୀ) – ବର୍ତ୍ତମାନ ରାଜ୍ୟରେ ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରପ୍ ପ୍ରଭାବରେ ବର୍ଷା ଲାଗିରହିଛି। ଗତ ୨୪ଘଣ୍ଟାରେ ସର୍ବାଧିକ କନ୍ଧମାଳ ଜିଲା ଫିରିଙ୍ଗିଆ ଅଞ୍ଚଳରେ ୧୨.୫ ସେ.ମି ବର୍ଷା ରେକର୍ଡ କରାଯାଇଛି। ତେବେ ଆସନ୍ତା ୨ ତାରିଖ ବେଳକୁ…
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସାର ଯୋଗାଣ ତ୍ୱରାନ୍ୱିତ, ୬୨ ଡିଲରଙ୍କ ଲାଇସେନ୍ସ ବାତିଲ
ଭୁବନେଶ୍ୱର,୩୧।୮: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଖରିଫ ୨୦୨୫ ପାଇଁ ରାଜ୍ୟରେ ସାର ଯୋଗାଣ ତ୍ୱରାନ୍ୱିତ କରାଯାଇଛି। ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ନିୟମିତ ସମୀକ୍ଷା କରୁଛନ୍ତି। ରାଜ୍ୟରେ ପର୍ଯ୍ୟାପ୍ତ ସାର ମହଜୁଦ ଥିବା ସୂଚନା ଦେଇ ଚାଷୀଙ୍କୁ ଆତଙ୍କିତ ନ…
ମାଛମୁଣ୍ଡ ପାଇଁ ଗଡିଥିଲା ମୁଣ୍ଡ, ପଶ୍ଚିମବଙ୍ଗରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ଓଡିଶା ପୋଲିସ
ପୁରୁଷୋତ୍ତମପୁର,୩୧।୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଉପକଣ୍ଠ ପାଣ୍ଡିଆ ଛକ ନିକଟ ରୁଷିକୁଲ୍ୟା ନଦୀ ବ୍ରିଜ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ ଲୋକମାନ ସେଖ (୪୫)ଙ୍କ ହତ୍ୟା ମାମଲାରେ ପୁରୁଷୋତ୍ତମପୁର ପୋଲିସ ପଶ୍ଚିମବଙ୍ଗରୁ ଦୁଇ ଅଭିଯୁକ୍ତ ସୁନ୍ଦର ସେଖ (୨୮) ଓ…
ଜଗନ୍ନାଥପ୍ରସାଦକୁ ମିଳିଲା ଏନ୍ଏସି ମାନ୍ୟତା, ପରସ୍ପରକୁ ମିଠା ଖୁଆଇ କଲେ ଆଲିଙ୍ଗନ
ଜଗନ୍ନାଥପ୍ରସାଦ,୩୧ା୮(ବିଭୁପ୍ରସାଦ ପଟ୍ଟନାୟକ): ବହୁଦିନର ସ୍ବପ୍ନ ଆଜି ପୂରଣ ହୋଇଛି। କିଏ ବାଣ ଫୁଟାଇ ଉତ୍ସବ ପାଳନ କରୁଛନ୍ତି ତ କିଏ ପରସ୍ପରକୁ ମିଠା ଖୁଆଇ ଆଲିଙ୍ଗନ କରୁଛି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦରେ। ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍ଏସି…
ପୂଜାପାଠ ପରେ ବିକିଥାନ୍ତେ ବାଘଛାଲ, ପୂର୍ବରୁ ଧରାପଡ଼ିଗଲେ ଅବସରପ୍ରାପ୍ତ ପୋଲିସ ଏଏସ୍ଆଇଙ୍କ ସହ…
ଭଞ୍ଜନଗର,୩୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କର୍ମଚାରୀ ରବିବାର ସକାଳେ ଏକ କଲରାପତରିଆ ବାଘଛାଲକୁ ଜବତ କରିଛନ୍ତି। ଏହି ମାମଲାରେ ଜଣେ ଅବସରପ୍ରାପ୍ତ ପୋଲିସ ଏଏସ୍ଆଇ, ଜଣେ ବାବାଜୀଙ୍କ ସମେତ ୭ ଜଣକୁ ଗିରଫ କରାଯାଇଛି। ଏହି…
୨୭ ତାରିଖରୁ ନିଖୋଜ ଥିଲେ ମହିଳା, କ୍ୟାବିନ୍ରୁ ଦୁର୍ଗନ୍ଧ ଆସିବାରୁ ସାମ୍ନାକୁ ଆସିଲା ସତ
ପଟ୍ଟାମୁଣ୍ଡାଇ,୩୧ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଧୀନ ଏଲ୍ଆଇସି ଅଫିସ ସମ୍ମୁଖ ମ୍ୟୁନିସିପାଲିଟି ଭେଣ୍ଡିଂଜୋନ୍ କ୍ୟାବିନ୍ରୁ ରବିବାର ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣଙ୍କ ହେଲେ ଆଳି ନରେନ୍ଦ୍ରପୁର ଗ୍ରାମର ବନ୍ଦିତା…
ଜୟପାଟଣା-ନର୍ଲାକୁ ନୂଆ ଏନ୍ଏସି ମାନ୍ୟତା, ବାଦ୍ ପଡ଼ିଲା ଏମ୍.ରାମପୁର
ଭବାନୀପାଟଣା,୩୧ା୮(ଉତ୍ତମ କୁମାର ଦାଶ): ରାଜ୍ୟ ସରକାର ରବିବାର ସ୍ବାୟତ୍ତ୍ୱ ଶାସନ ଦିବସ ଅବସରେ ରାଜ୍ୟରେ ୧୬ ଟି ନୂଆ ଏନ୍ଏସି ଓ ମ୍ୟୁନିସିପାଲିଟିର ନାମ ଘୋଷଣା କରିଛନ୍ତି। ଏହି ନୂଆ ଏନ୍ଏସିରେ କଳାହାଣ୍ଡି ଜିଲାର ଜୟପାଟଣା ଓ ନର୍ଲା ସ୍ଥାନ ପାଇଛି।…
ହସ୍ପିଟାଲ୍ରେ ଭର୍ତ୍ତି ହେଲେ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର
କଟକ,୩୧।୮: ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଓ ସଂଗୀତକାର ଅଭିଜିତ ମଜୁମଦାର ଅସୁସ୍ଥ ହୋଇ କଟକର ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ଏହା ସଙ୍ଗୀତ ପ୍ରେମୀଙ୍କୁ ଚିନ୍ତିତ କରିଛି। ଅଭିଜିତ ମଜୁମଦାର, ଯିଏ ଓଲିଉଡ୍…
ଜଗନ୍ନାଥପ୍ରସାଦ ନୂଆ ଏନ୍ଏସି, ଭଞ୍ଜନଗରକୁ ମ୍ୟୁନିସିପାଲିଟି ମାନ୍ୟତା, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଧାୟକ
ଭଞ୍ଜନଗର,୩୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍ଏସିକୁ ରବିବାର ମ୍ୟୁନିସିପାଲିଟି ମାନ୍ୟତା ମିଳିଛି। ଏଥିସହ ଭଞ୍ଜନଗର ନିର୍ବାଚନ ମଣ୍ଡଳୀ ଅଧୀନରେ ଆସୁଥିବା ଜଗନ୍ନାଥପ୍ରସାଦକୁ ନୂତନ ଏନ୍ଏସି ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ବାୟତ୍ତ ଶାସନ ଦିବସ ଅବସରରେ…
୧୬ ନୂଆ NAC ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏଥିରେ ରହିଛି…
ଭୁବନେଶ୍ୱର,୩୧ା୮: ସ୍ବାୟତ୍ତ ଶାସନ ଦିବସ ପାଳନ ଅବସରରେ ରାଜ୍ୟରେ ଆଉ ୧୬ ନୂଆ NAC ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ନୂଆ ଏନ୍ଏସିଗୁଡ଼ିକ ମଧ୍ୟରେ ବଲାଙ୍ଗୀରର ଲୋଇସିଂହା, ସୋହେଲା, କଟକର ବଡ଼ମ୍ବା, ନରସିଂହପୁର, ସାଲେପୁର, ଗଁଦିଆ, ଜଗନ୍ନାଥପ୍ରସାଦ,…
Archives


