ଶ୍ରୀମନ୍ଦିର ସୁରକ୍ଷା ଜୋନ୍ ପୁଣି ଜମି ହସ୍ତାନ୍ତର କଲେ ୩ ପରିବାର
ପୁରୀ ଅଫିସ, ୧୯ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନ୍ରୁ ଜମି ଅଧିଗ୍ରହଣ ଚାଲିଛି। ସ୍ବେଚ୍ଛାକୃତ ଭାବେ କେତେକ ପରିବାର ସେମାନଙ୍କ ଜମି ହସ୍ତାନ୍ତର କରୁଛନ୍ତି। ପୂର୍ବରୁ ୪୫ଟି ପ୍ଲଟ ସରକାର କିଣିସାରିଥିବା ବେଳେ ସୋମବାର ଆହୁରି ୩ ପରିବାର ଜମି ହସ୍ତାନ୍ତର...
ପଥର ଚୋରା ଚାଲାଣ ର଼୍ୟାକେଟରେ ପୋଲିସ ଲିଙ୍କ୍ ମାମଲା: ବଦଳିଲେ ଥାନା ଅଧିକାରୀ ରଞ୍ଜିତ ସାହୁ
ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ଖୋର୍ଦ୍ଧା ଚୋରା ପଥର ଚାଲାଣ ର଼୍ୟାକେଟରେ ସମ୍ପୃକ୍ତ ଥିବା ଇନ୍ସପେକ୍ଟର ରଞ୍ଜିତ ସାହୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଖୋର୍ଦ୍ଧା ଟାଉନ ଥାନାରୁ ବାଲେଶ୍ୱର ବାଲିଆପାଳ ଥାନାକୁ ବଦଳି ପରେ ଛୁଟିରେ ଯାଇ ଆଉ ଫେରି ନ...
ବିକ୍ଷୋଭ, ଶୋଭାଯାତ୍ରାରେ କମ୍ପିଲା ଲୋୟର ପିଏମ୍ଜି
ଭୁବନେଶ୍ୱର,୧୯ା୧୧ (ବ୍ୟୁରୋ): ବୁଧବାରଠାରୁ ଆରମ୍ଭ ହୋଇଛି ବିଧାନସଭା ଶୀତ ଅଧିବେଶନ। ପୁଣି ଚଳଚଞ୍ଚଳ ହୋଇ ଉଠିଛି ବିଧାନସଭା ସମ୍ମୁଖ ଲୋୟର ପିଏମ୍ଜି। ସରକାରଙ୍କୁ ସମସ୍ୟା ତଥା ଦାବି ଜଣାଇବା ପାଇଁ ଏକାଠି ହୋଇଛନ୍ତି ଆନ୍ଦୋଳନକାରୀ। ଡେରା ପକାଇ ରହିବା ସହ...
୯ ସହରରେ ହେବ ଅତ୍ୟାଧୁନିକ ଶୌଚାଳୟ
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟ ସରକାର ଖୁବ୍ଶୀଘ୍ର ବିଭିନ୍ନ ସ୍ଥାନରେ ପଞ୍ଚତାରକା ତଥା ଅତ୍ୟାଧୁନିକ ଶୌଚାଳୟ ପ୍ରକଳ୍ପ ଆରମ୍ଭ କରିବାକୁ ଯୋଜନା ରଖିଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ରାଜ୍ୟର ୯ ସହରରେ ଏହି ପ୍ରକଳ୍ପ ଆରମ୍ଭ ହେବ। ବତ୍ତର୍ର୍ମାନ ସୁଦ୍ଧା ୫ ସହରରେ ଏଥିଲାଗି...
ଶାନ୍ତିସ୍ତୂପରେ କମଲ ହାସନ
ପୁରୁଣା ଭୁବନେଶ୍ୱର,୧୯ା୧୧(ଡି.ଏନ.ଏ.): କନ୍ନଡ ଫିଲ୍ମ ସୁପରଷ୍ଟାର ତଥା ରାଜନେତା କମଲ ହାସନ ସୋମବାର ଅପରାହ୍ନରେ ହଠାତ୍ ଶାନ୍ତିସ୍ତୂପ ଧଉଳି ବୁଲିବାକୁ ଆସିଥିଲେ। ପ୍ରଥମେ ସେ ଅଶୋକଙ୍କ ଶିଳାଲିପି ବୁଲିବା ଦେଖିବା ସହ ଏହାର ଐତିହାସିକ କଥାବସ୍ତୁ ପଚାରି ବୁଝିଥିଲେ। କଳିଙ୍ଗ...
ଲୁପ୍ତପ୍ରାୟ ଲୋକକଳାର ୮୩ତମ ସନ୍ଧ୍ୟା ଚକିତ କଲା ରାମପ୍ରତାପଙ୍କ ଯାଦୁକରୀ
ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ପ୍ରାଚୀନ ଯୁଗରୁ ଯାଦୁକରୀ ବିଦ୍ୟାର ନଜିର ରହିଛି। କିନ୍ତୁ ବର୍ତ୍ତମାନ ଏହି ବିଦ୍ୟା ଏବେ ଲୁପ୍ତପ୍ରାୟ ଅବସ୍ଥାରେ ପହଞ୍ଚତ୍ଥିଲେ ମଧ୍ୟ କେତେଜଣ ବଞ୍ଚାଇ ରଖିବାରେ ସକ୍ଷମ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ହେଲେ ଛତିଶଗଡ଼ର ରାମପ୍ରତାପ ଅଗ୍ରଓ୍ବାଲ।...
୨୦୧୯-୨୦ ଆର୍ଥିକ ବର୍ଷ: ମଦରୁ ୪୬୦୦ କୋଟି ଆୟ ଲକ୍ଷ୍ୟ
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ୨୦୧୮-୧୯ ଆର୍ଥିକ ବର୍ଷରେ ରାଜ୍ୟ ସରକାର ଅବକାରୀ ରାଜସ୍ବ ବାବଦକୁ ୩୯୨୫କୋଟି ଟଙ୍କା ପାଇଥିଲେ। ଚଳିତ ବର୍ଷ ୨୦୧୯-୨୦ ଆର୍ଥିକ ବର୍ଷରେ ୪୬୦୦କୋଟି ଟଙ୍କା ଅବକାରୀ ରାଜସ୍ବ ଆଦାୟ ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ ରଖିଛନ୍ତି। ବିଧାୟକ ଅନନ୍ତ ନାରାୟଣ...
ରାଜ୍ୟରେ ମାଛ ଉତ୍ପାଦନ ୬୦ ପ୍ରତିଶତ ବଢ଼ିଛି
ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ରାଜ୍ୟରେ ଗତ ୫ ବର୍ଷ ମଧ୍ୟରେ ମାଛ ଉତ୍ପାଦନ ୬୦ ପ୍ରତିଶତରୁ ଊର୍ଦ୍ଧ୍ୱ ବୃଦ୍ଧି ପାଇଛି। ବିଭାଗ ପକ୍ଷରୁ ଆପଦ୍କାଳୀନ ପାଣ୍ଠି ବାବଦରେ ପ୍ରତି ପ୍ରାଥମିକ ସମବାୟ ସମିତିକୁ ୨ ଲକ୍ଷ ଟଙ୍କା ଲେଖାଏ ସରକାରୀ ସହାୟତା...
ଅଫିସ ଭିତରେ ଭାଇ ଡାକିଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ସରକାରୀ ଅଫିସରମାନେ ଅଫିସ୍ କାମ ସମୟରେ ପୂରା ନିୟମ ପାଳନ କରିବେ। କୌଣସି କନିଷ୍ଠ କର୍ମଚାରୀମାନେ ଏଥର ବରିଷ୍ଠ ଅଧିକାରୀଙ୍କୁ ଅଫିସ ସମୟ କିମ୍ବା ଭିତରେ ଭାଇ ବୋଲି ସମ୍ବୋଧିତ କରିପାରିବେ ନାହିଁ। ଏମିତି ଦୃଶ୍ୟ ନଜରକୁ ଆସିଲେ...
ଶଙ୍କରାଚାର୍ଯ୍ୟଙ୍କୁ ଅସମ୍ମାନିତ କରିଛନ୍ତି ନରସିଂହ: ଭାଜପା; କୌଣସି ଅପମାନସୂଚକ କଥା କହିନାହିଁ: ନରସିଂହ
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ସାଙ୍ଗିଆକୁ ନେଇ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଯେଉଁ ପ୍ରଶ୍ନ ଉଠାଇଛନ୍ତି ତାହା ଅତ୍ୟନ୍ତ ନିନ୍ଦନୀୟ ା ଶଙ୍କରାଚାର୍ଯ୍ୟଙ୍କର ଶିକ୍ଷା ଓ ଜାତିକୁ ନେଇ ପ୍ରମାଣ ମାଗିବା...
କାଳିଆ ଯୋଜନା ଅନିୟମିତତା ନେଇ କଂଗ୍ରେସର ଅଭିଯୋଗ: ଅଯୋଗ୍ୟ ହିତାଧିକାରୀଙ୍କ ଭୁଲ୍ ତଥ୍ୟ ଦେଇଛନ୍ତି ସରକାର
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): କାଳିଆ ଯୋଜନାରେ କୋଟି କୋଟି ଟଙ୍କା ଅନିୟମିତତା ହୋଇଥିବା ଅଭିଯୋଗ କରିଛି କଂଗ୍ରେସ। ଏହି ଯୋଜନାକୁ ନେଇ ବିରୋଧୀ କଂଗ୍ରେସ ରାଜ୍ୟ ସରକାରଙ୍କୁ କଡା ସମାଲୋଚନା କରିଛି। ଦଳ ଅଭିଯୋଗ କରିଛି ଏହି ଯୋଜନାରେ ଯେତିକି ଅଯୋଗ୍ୟ ହିତାଧିକାରୀଙ୍କୁ...
ବିଧାନସଭାରେ ଏକ ହେଲେ ଶାସକ, ବିରୋଧୀ: ସାମ୍ବାଦିକ ସୁରକ୍ଷା ଆଇନ ଆଣିବାକୁ ଦାବି
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟରେ ସାମ୍ବାଦିକମାନେ ସୁରକ୍ଷିତ ନୁହନ୍ତି। ଅନେକ ସମୟରେ ସାମ୍ବାଦିକମାନଙ୍କୁ ଆକ୍ରମଣର ଶିକାର ହେବାକୁ ପଡୁଛି। ତେଣୁ ସାମ୍ବାଦିକମାନଙ୍କ ସୁରକ୍ଷା ପାଇଁ ସରକାର ଏକ ସୁରକ୍ଷା ଆଇନ ଆଣନ୍ତୁ ବୋଲି ଉଭୟ ଶାସକ ଏବଂ ବିରୋଧୀ ଦଳର ସଦସ୍ୟମାନେ ଦାବି...
Archives


