କୋଭିଡ-୧୯ ପାଇଁ କଳାକାରଙ୍କୁ ମିଳିବ ୪ ମାସର ଆଗୁଆ ଭତ୍ତା
ଭୁବନେଶ୍ୱର,୮।୪(ବ୍ୟୁରୋ): କଳାକାରଙ୍କୁ ମିଳିବ ଆଗୁଆ ୪ ମାସର ଭତ୍ତା। ଚଳିତ ମାସ ୧୫ ତାରିଖ ମଧ୍ୟରେ ୩୪୬୫୩ ଜଣ କଳାକାରଙ୍କୁ ମିଳିବ ଏହା ପ୍ରଦାନ କରାଯିବ। ମାର୍ଚ୍ଚରୁ ଜୁନ ପର୍ଯ୍ୟନ୍ତ ୪ ମାସର ଭତ୍ତା ଦେବାକୁ ରାଜ୍ୟ ସରକାର ବୁଧବାର ନିର୍ଦ୍ଦେଶ…
ଯାଜପୁର ବ୍ରହ୍ମବରଦାରେ ଏପ୍ରିଲ ୧୨ ରାତି ୮ଟା ଯାଏ ବଢ଼ିଲା କଣ୍ଟେନ୍ମେଣ୍ଟ ଅବଧି
ଯାଜପୁର,୮।୪(ଡି.ଏନ୍.ଏ.): ଯାଜପୁର ଜିଲା ବ୍ରହ୍ମବରଦାରେ କଣ୍ଟେନମେଣ୍ଟ ଅବଧିକୁ ବୃଦ୍ଧି କରାଯାଇଛି। ଏପ୍ରିଲ ୧୨ ରାତି ୮ଟା ଯାଏ କଣ୍ଟେନ୍ମେଣ୍ଟ ଅବଧିକୁ ଜିଲା ପ୍ରଶାସନ ବଢ଼ାଇଛି। ବ୍ରହ୍ମବରଦା ଅଞ୍ଚଳରେ ଜଣେ ନିଜାମୁଦ୍ଦିନ ଫେରନ୍ତା କରୋନାରେ ଆକ୍ରାନ୍ତ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ…
ନିରାକାରପୁର ଅଞ୍ଚଳରେ ଭୁବନେଶ୍ୱର ଫେରନ୍ତାଙ୍କୁ ନେଇ ଚିନ୍ତା: ପ୍ରଶାସନ ନିକଟରେ ଅଭିଯୋଗ କଲେ ଅଞ୍ଚଳବାସୀ
ନିରାକାରପୁର, ୮।୪(ଡି.ଏନ୍.ଏ.): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କେବଳ ରାଜଧାନୀ ଭୁବନେଶ୍ୱରରେ ୩୦ରୁ ଅଧିକ ଆକ୍ରାନ୍ତ ରହିଛନ୍ତି। ଏପରିକି ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାପରେ ଭୁବନେଶ୍ୱରରେ ଥିବା ଖୋର୍ଦ୍ଧା ଜିଲା ନିରାକାରପୁର ଏବଂ ତାର ଆଖପାଖ…
ଆସନ୍ତା ୨୬ରୁ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରୁ କଢ଼ାଗଲା ଡଙ୍ଗା
ପୁରୀ ଅଫିସ, ୮।୪: ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚନ୍ଦନ ଯାତ୍ରା। ବାହାର ଚନ୍ଦନ ଯାତ୍ରାରେ ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ ମହାପ୍ରଭୁ। ଏଥିସହ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ ମଧ୍ୟ ଜଳକ୍ରୀଡ଼ା କରିବେ। ଏହି ଉପଲକ୍ଷେ…
ପ୍ରତି ପଞ୍ଚାୟତ, ୱାର୍ଡ ସ୍ତରରେ ଗଠନ ହେବ ଆର୍ଆର୍ଟି
ଖୋର୍ଦ୍ଧା ଅଫିସ,୮।୪: ରାଜ୍ୟରେ କରୋନା ଭୂତାଣୁ ସଂକ୍ରମଣ ସଖ୍ୟା ୪୨ରେ ପହଞ୍ଚିଛି। ଏ ନେଇ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କୋଭିଡ-୧୯ ସଂକ୍ରମଣ ନିୟନ୍ତ୍ରଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ସତର୍କତା ଅବଲମ୍ବନ କରାଯାଇଛି। ଏହାର କାର୍ଯ୍ୟକୁ…
ସତ୍ୟନଗରକୁ କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କଲା ବିଏମ୍ସି
ଭୁବନେଶ୍ୱର, ୮।୪(ବ୍ୟୁରୋ): ଭୁବନେଶ୍ୱର ସତ୍ୟନଗରକୁ ବୁଧବାର ବିଏମ୍ସି କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କରିଛି । ଜଣେ କରୋନା ସଂକ୍ରମିତ ସେହି ଅଞ୍ଚଳରୁ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ତେବେ ଏହି ସଂକ୍ରମିତଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି…
ବିଏମ୍ସି ସେବାକୁ ନେଇ ଲୋକଙ୍କ ଅସନ୍ତୋଷ
ଭୁବନେଶ୍ୱର, ୮ା୪ (ବ୍ୟୁରୋ): ଭୁବନେଶ୍ୱରରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ସହରବାସୀଙ୍କ ନିଦ ହଜିଛି। ସହରର ଅଧିକାଂଶ ଅଞ୍ଚଳକୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା କରାଯିବା ସହ ସିଲ୍ କରିଦିଆଯାଇଛି। ଏଭଳି ସ୍ଥଳେ ଘରେ ଘରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବାକୁ ଭୁବନେଶ୍ୱର…
ଲାଠିମାଡ଼ ପରେ ବି ସୁଧୁରିଲେନି
ଭୁବନେଶ୍ୱର,୮ା୪ (ବ୍ୟୁରୋ): ଘାତକ କରୋନା ଭାଇରସ୍ଠାରୁ ରକ୍ଷା ପାଇବାକୁ ହେଲେ ଘରେ ରହିବା ହିଁ ସବୁଠୁ ଓ ଏକମାତ୍ର ଭଲ ବିକଳ୍ପ। ସରକାରଙ୍କଠାରୁ ଆରମ୍ଭ କରି ପୋଲିସ ଓ ବିଭିନ୍ନ ସଂଗଠନ ଲୋକଙ୍କୁ ବାରମ୍ବାର ବୁଝାଉଛନ୍ତି। କଟକଣା ସହ କାର୍ଯ୍ୟାନୁଷ୍ଠାନ ମଧ୍ୟ…
ଚିନ୍ତା ବଢ଼ାଇଛି ପରିବା ଦର
ଭୁବନେଶ୍ୱର, ୮ା୪(ବ୍ୟୁରୋ): ଅତ୍ୟାବଶ୍ୟକ ସାମଗ୍ରୀ ମଧ୍ୟରେ ପନିପରିବା ରହିଛି। ଶଟ୍ଡାଉନ୍ ପରଠାରୁ ଏବେ ବଜାରରେ ସବୁଜ ପନିପରିବା ଦର ହୁ ହୁ ହୋଇ ବଢ଼ି ଚାଲିଛି। ବେପାରୀମାନେ ମନଇଚ୍ଛା ଦର ନେଉଥିଲେ ମଧ୍ୟ ସେମାନଙ୍କ ଉପରେ ଅଙ୍କୁଶ ରହୁନି। ଏପରି ଆକାଶଛୁଆଁ…
ଭୁବନେଶ୍ୱରରେ ପହଞ୍ଚିଲା ମେଡିକାଲ ସାମଗ୍ରୀ
ଭୁବନେଶ୍ୱର,୮।୪(ବ୍ୟୁରୋ): କରୋନା ବିଶ୍ୱ ମହାମାରୀ ରୂପ ନେଇସାରିଲାଣି। ରାଜ୍ୟ, ଦେଶ ତଥା ସମଗ୍ର ମାନବ ସମାଜ ଏହାର ମୁକାବିଲା କରିବା ପାଇଁ ଉଦ୍ୟମ ଅବ୍ୟାହତ ରଖିଛି। ପଞ୍ଚାୟତସ୍ତରରୁ ଆରମ୍ଭକରି ରାଜ୍ୟ ଏବଂ ରାଜ୍ୟରୁ ଜାତୀୟସ୍ତର ପର୍ଯ୍ୟନ୍ତ କରୋନା ଭୂତାଣୁ ସମ୍ପର୍କିତ ପରୀକ୍ଷାକୁ…
‘ଦୀକ୍ଷା ଆପ୍’ରେ ପାଠ ପଢ଼ିବେ ଦଶମ ଶ୍ରେଣୀ ପିଲା
ଭୁବନେଶ୍ୱର, ୮।୪(ବ୍ୟୁରୋ): କରୋନା ଯୋଗୁ ସବୁକିଛି ବନ୍ଦ ହୋଇଯିବା ପରେ ପିଲାମାନଙ୍କ ପାଠପଢ଼ା ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି। ସ୍କୁଲ, କଲେଜ ବନ୍ଦ ହେବାପରେ ଆଗକୁ ପିଲାଙ୍କ ଭବିଷ୍ୟତ କ’ଣ ହେବ ତାକୁ ନେଇ ସରକାର ଚିନ୍ତାରେ ପଡ଼ିଯାଇଛନ୍ତି। ପିଲାଙ୍କ ପାଠପଢ଼ା ଲାଗି…
୨ ଦିନ ଝଡ଼ବର୍ଷା ସମ୍ଭାବନା, ୧୦ରୁ ବଢ଼ିବ ତାତି
ଭୁବନେଶ୍ୱର,୮।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ସକାଳ ୯ଟାରୁ ଅପରାହ୍ନ ୫ଟା ଯାଏ ପ୍ରଚଣ୍ଡ ଖରା ଲାଗି ରହୁଛି । ଅଧିକାଂଶ ସ୍ଥାନରେ ପାରଦ ୩୮ରୁ ୪୦ ଡିଗ୍ରୀ ସେଲସିୟସ ଉପରେ ରହୁଛି। ଦିନରେ ତାତି ବଢ଼ିଲେ ମଧ୍ୟ ଅପରାହ୍ନରେ…
Archives


